ଆମ ଜିଲା ଖବର

ଖଦି ପିନ୍ଧିଲେ ବିଶ୍ୱବିଦ୍ୟାଳୟ କର୍ମକର୍ତ୍ତା

ବ୍ରହ୍ମପୁର ଅଫିସ,୧୧ା୨: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ସମସ୍ତ କର୍ମକର୍ତ୍ତା (ଶିକ୍ଷକ ଓ ଅଣଶିକ୍ଷକ) ଖଦି ବସ୍ତ୍ର ପରିଧାନ କରି ପ୍ରଶାସନିକ କୋଠା ସମ୍ମୁଖରେ ଏକତ୍ରିତ ହୋଇଥିଲେ। ସପ୍ତାହର ଗୋଟିଏ ଦିନ (ପ୍ରତି ଶୁକ୍ରବାର) ସମସ୍ତ କର୍ମକର୍ତ୍ତା ଖଦି ବସ୍ତ୍ର ପିନ୍ଧିବାକୁ ଗତ…

ଛାତ୍ରୀ ଅପହରଣ, ବଳାତ୍କାର ମାମଲା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୧ା୨: ସ୍ବତନ୍ତ୍ର ଫାଷ୍ଟ ଟ୍ରାକ କୋର୍ଟ ବିଚାରପତି ଗଣେଶ୍ୱର ପତି ଶୁକ୍ରବାର ଏକ ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଉପଯୁକ୍ତ ପ୍ରମାଣ ଅଭାବରୁ ସେ ଅଭିଯୁକ୍ତ ଏ. ଶ୍ରବଣ କୁମାରଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ୨୦୨୧ ମେ ୨୧ ତାରିଖରେ…

ଜିଲାରେ ୫୯,୪୪୪ ପିଲା ଖାଇବେ ଆଲ୍‌ବେଣ୍ଡାଜଲ

ବ୍ରହ୍ମପୁର ଅଫିସ,୧୧ା୨: ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ଶିକ୍ଷା ବିଭାଗ ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଭି.ଭି. ଗିରି ବାଳିକା ଉଚ୍ଚ ବିଦ୍ୟାଳୟରେ ଶୁକ୍ରବାର ଜାତୀୟ କୃମି ନାଶକ ଦିବସ ଶୁଭାରମ୍ଭ କରାଯାଇଛି। ଜିଲା ସ୍ବାସ୍ଥ୍ୟ ବିକାଶ ସମିତି ତରଫରୁ…

ଦୃଢ଼ କାର୍ଯ୍ୟାନୁଷ୍ଠାନ ନ ହେଲେ ଚରମ ନିଷ୍ପତ୍ତି

ଖଇରା,୧୧।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଟୋ ଗ୍ରାମର କିଛି ଅସାମାଜିକ ଯୁବକ ଗତ ୫ ଓ ୬ତାରିଖ ଦିନ ତୁଡ଼ିଗଡ଼ିଆ ବଜାରର ବ୍ୟବସାୟୀ, ବଜାର କମିଟିର କର୍ମକର୍ତ୍ତା ତଥା ଗ୍ରାହକମାନଙ୍କୁ ଆକ୍ରମଣ କରିବା ସହିତ ହତ୍ୟା ଧମକ ଦେଇଥିଲେ।…

ଶିଳ୍ପବିହୀନ ଜିଲାରେ କାରଖାନାର ବିଷାକ୍ତ ଧୂଆଁ

କେନ୍ଦ୍ରାପଡ଼ା ଅଫିସ, ୧୧ା୨: ମହାନଦୀର ଗୋଟିଏ ପାର୍ଶ୍ୱରେ କେନ୍ଦ୍ରାପଡ଼ା ଜିଲା ଥିବାବେଳେ ଅପରପାର୍ଶ୍ୱରେ ଜଗତ୍‌ସିଂହପୁର ଜିଲା ଅଛି। କେନ୍ଦ୍ରାପଡ଼ା ଜିଲା ଅଦ୍ୟାବଧି ଶିଳ୍ପବିହୀନ ହୋଇ ରହିଛି। ତେବେ ଅପରପାର୍ଶ୍ୱରେ ଜଗତ୍‌ସିଂହପୁର ଜିଲା ପାରାଦୀପ ଅଞ୍ଚଳରେ ୧୬ରୁ ଊର୍ଦ୍ଧ୍ୱ ବୃହତ ଶିଳ୍ପ ଗଢ଼ି…

ନିଲାମ ଅବଧି ସରିଥିଲେ ବି ଚାଲିଛି ବେଆଇନ ବାଲି ଉଠାଣ

କୁଜଙ୍ଗ/ରାହାମା,୧୧ା୨(ଡି.ଏନ୍‌.ଏ.): କୁଜଙ୍ଗ ତହସିଲ ଅନ୍ତର୍ଗତ କଳଦ୍ୱୀପ ବାଲି ସଇରାତ୍‌ର ନିଲାମି ମିଆଦ ପୂରିଥିଲେ ମଧ୍ୟ ରାତିରେ ବାଲି ଚୋରା ଚାଲାଣ ଚାଲିଛି। ଏନେଇ ଶୁକ୍ରବାର ଭାଜପା ଯୁବ ମୋର୍ଚ୍ଚା କୁଜଙ୍ଗ ବ୍ଲକ ପକ୍ଷରୁ ଅତିରିକ୍ତ ତହସିଲଦାରଙ୍କୁ ଏକ ଦାବିପତ୍ର ଦିଆଯାଇଛି। ଉକ୍ତ…

ବିଜୁ ସେତୁ ନିର୍ମାଣସ୍ଥଳକୁ ନେଇ ତେଜୁଛି ଅସନ୍ତୋଷ

କୋରେଇ,୧୧ା୨(ଡି.ଏନ.ଏ.): ଗ୍ରାମାଞ୍ଚଳରେ ଯୋଗାଯୋଗ ବ୍ୟବସ୍ଥାରେ ସୁଧାର ପାଇଁ ରାଜ୍ୟ ସରକାର ୨୦୧୧ରେ ଆରମ୍ଭ କରିଥିବା ବିଜୁ ସେତୁ ଯୋଜନାର ସଫଳ ରୂପାୟନ ପରାହତ ହୋଇଛି। କେତେଜଣ ଠିକାଦାର ଓ ଅଧିକାରୀଙ୍କ ଲାଭଖୋର ମନୋଭାବ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଜମି…

ବିଇଓଙ୍କ ପତ୍ରକୁ ୪ ମାସ ଚାପି ଦିଆଗଲା

ଯାଜପୁର ଅଫିସ,୧୧ା୨: ଗତ ଏକ ଦଶନ୍ଧି ହେଲା ନକଲି ପ୍ରମାଣପତ୍ର ବଳରେ ଚାକିରି କରୁଥିବା ସରକାରୀ କର୍ମଚାରୀଙ୍କୁ ବହିଷ୍କାର କରି ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରିବାକୁ ସରକାରୀସ୍ତରରେ ପଦକ୍ଷେପ ନିଆଯାଉଛି। ହେଲେ ବାଡ଼ ଫସଲ ଖାଇବା ସଦୃଶ ନକଲି ଶିକ୍ଷକଙ୍କୁ ସୁରକ୍ଷା…

ଆବାସ ଚୟନରେ ସ୍ବଚ୍ଛତାକୁ ନେଇ ପ୍ରଶ୍ନବାଚୀ

ରସୁଲପୁର,୧୧ା୨(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅଞ୍ଚଳରେ ୨,୪୯୨ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ମିଳିବ। ଏନେଇ ଗାଁସ୍ତରରୁ ବ୍ଲକ୍‌ ପର୍ଯ୍ୟନ୍ତ କସରତ ଚାଲିଛି। ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ ପାଇଁ ପଞ୍ଚାୟତସ୍ତରରେ ୩ ଜଣିଆ କମିଟି ଗଠନ କରାଯାଇଛି। ସେମାନଙ୍କ ତଦନ୍ତକୁ ତଦାରଖ ପାଇଁ ଏକ…

ବଲିଉଡ୍‌, ଓଲିଉଡ୍‌ ସଙ୍ଗୀତରେ ମତୁଆଲା ଦର୍ଶକ

ଯାଜପୁର ଟାଉନ,୧୧ା୨ (ଡି.ଏନ.ଏ.): ଯାଜପୁର ବାଳାଶ୍ରମ ପଡ଼ିଆରେ ଚାଲିଥିବା ଯାଜପୁର ଜିଲା ମହୋତ୍ସବର ତୃତୀୟ ସନ୍ଧ୍ୟାରେ ଶୁକ୍ରବାର ବଲିଉଡ୍‌ ଓ ଓଲିଉଡ୍‌ କଣ୍ଠଶିଳ୍ପୀଙ୍କ ସଙ୍ଗୀତରେ ମତୁଆଲା ହୋଇଥିଲେ ଦର୍ଶକ। ବଲିଉଡ଼ କଣ୍ଠଶିଳ୍ପୀ ଆୟୁଷମାନ ଖୁରାନା ଓ ତାଙ୍କ ଦଳ ମଞ୍ଚରେ ”…

ଜଳାଶୟରୁ ବେଆଇନ ମୋରମ ଚାଲାଣ

ଖୁଣ୍ଟୁଣୀ,୧୧ା୨(ଡି.ଏନ୍‌.ଏ.): ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ କୃଷ୍ଣଶ୍ୟାମପୁର ଗ୍ରାମପାର୍ଶ୍ୱ ଦେଉଳିଆ ସଂରକ୍ଷିତ ଜଙ୍ଗଲରେ ଥିବା କୁମାରୀବନ୍ଧ ଜଳାଶୟରୁ ବେଆଇନ ଭାବେ ମୋରମ ଚାଲାଣ ହେଉଥିଲା। ଖବରପାଇ ବନ ବିଭାଗ ଟିମ୍‌ ଉକ୍ତ ସ୍ଥାନରେ ଚଢ଼ାଉ କରି ମୋରମ ଚାଲାଣକୁ ବନ୍ଦ କରିଛି। ମିଳିଥିବା…

ବଦଳିଲା ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା ତାରିଖ

କଟକ ଅଫିସ,୧୧ା୨: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌)-୨୦୨୧ର ମୁଖ୍ୟ ଲିଖିତ ପରୀକ୍ଷା ସୂଚୀରେ ପରିବର୍ତ୍ତନ କରାଯାଇଛି। ଏ ନେଇ ଶୁକ୍ରବାର ଓପିଏସ୍‌ସି ପକ୍ଷରୁ ସଂଶୋଧିତ ପରୀକ୍ଷା ସୂଚୀର ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?