ଜଗତ୍ସିଂହପୁର କୋର୍ଟରେ ସୋମାଲିକାଙ୍କ ବୟାନ ରେକର୍ଡ
ଜଗତ୍ସିଂହପୁର ଅଫିସ, ୧୧ା୨: ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ପ୍ରେମ ସମ୍ପର୍କ ଓ ବିବାହ ପ୍ରତିଶ୍ରୁତି ମାମଲା ଦିନକୁ ଦିନ ଜଟିଳ ରୂପ ନେବାରେ ଲାଗିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ବିଧାୟକ ଦାସଙ୍କ ବିରୋଧରେ ତାଙ୍କ ପ୍ରେମିକା ତଥା ସ୍ଥାନୀୟ ଦେଉଳୀଗ୍ରାମେଶ୍ୱର…
୧୩ରେ କେନ୍ଦୁଝର ଯିବେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର, ୧୧। ୨(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୩ ତାରିଖରେ କେନ୍ଦୁଝର ଜିଲା ଗ୍ରସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଥିଲେ ହେଁ ଅଧିକାରୀ ସ୍ତରରେ କାର୍ଯ୍ୟକ୍ରମ ନେଇ କୌଣସି ସୂଚନା ଦେଇନାହାନ୍ତି।…
ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ୨ ମୃତ, ୨ ଗୁରୁତର
କେନ୍ଦୁଝର, ୧୧। ୨(ସ୍ବ.ପ୍ର.): ପଣ୍ଡାପଡା ଥାନା ଅନ୍ତର୍ଗତ ରୁଟିଶିଳା କ୍ରସର ନିକଟରେ ଶୁକ୍ରବାର ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି। ମୃତକ ଯୁବକ ହେଉଛନ୍ତି ଏହି ଥାନା…
ଦିଲ୍ଲୀ ଲିଙ୍କ୍ ନେଇ ଜୋର ଧରିଲା ଚର୍ଚ୍ଚା
ସମ୍ବଲପୁର,୧୧ା୨(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କୁ ଗୁଳିକରି ହତ୍ୟା ଘଟଣାକୁ ଶୁକ୍ରବାର ୧୩ଦିନ ପୂରିଛି। ଘଟଣାର ପ୍ରଥମ ଦିନରୁ କ୍ରାଇମ୍ବ୍ରାଞ୍ଚ ତଦନ୍ତ ଆରମ୍ଭ କରିଥିଲେ ମଧ୍ୟ ଏଯାବତ୍ ହତ୍ୟାର କାରଣ ସ୍ପଷ୍ଟ କରିପାରି ନାହିଁ। ଇତିମଧ୍ୟରେ ଅଭିଯୁକ୍ତ ଗୋପାଳକୃଷ୍ଣ ଦାସଙ୍କୁ ଗୁଜରାଟ…
ଏସ୍ଆଇ ନିଯୁକ୍ତି ବିଜ୍ଞପ୍ତି ଉପରେ ରହିତାଦେଶ
କଟକ ଅଫିସ,୧୧ା୨: ଓଡ଼ିଶା ପୋଲିସ ସବ୍ଇନ୍ସପେକ୍ଟର (ଏସ୍ଆଇ) ନିଯୁକ୍ତି ନେଇ ୨୦୨୧ ଜୁନ୍ ୨୨ତାରିଖରେ ପ୍ରକାଶିତ ବିଜ୍ଞପ୍ତି ଉପରେ ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି। ଅଦାଲତଙ୍କ ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ବିଜ୍ଞପ୍ତି ଉପରେ କୌଣସି ପଦକ୍ଷେପ ଗ୍ରହଣ କରାଯାଇପାରିବ ନାହିଁ…
ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ସମେତ ୨ ମୃତ
ପରଜଙ୍ଗ, ୧୧ା୨(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୫୩ ନଂ. ଜାତୀୟ ରାଜପଥର ମୁଣ୍ଡେଇଲୋ ଗଁା ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଉପରେ କୋଇଲା ବୋଝେଇ ଟ୍ରକ୍ (ନଂ. ଓଡ଼ି ୧୯…
ମହିଳାଙ୍କ ମୃତ୍ୟୁ, ଯୌତୁକଜନିତ ହତ୍ୟା ଅଭିଯୋଗ
ଆସିକା,୧୦ା୨(ଡି.ଏନ.ଏ.)-ଆସିକା ଥାନା ଅନ୍ତର୍ଗତ ଅସୁରାଇପଲ୍ଲୀ ଗ୍ରାମରେ ଗୁରୁବାର ରାତିରେ ଜଣେ ଅନ୍ତଃସତ୍ତ୍ୱା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସେହି ଗ୍ରାମର ମଙ୍ଗୁଳୁ ନାୟକଙ୍କ ସ୍ତ୍ରୀ ପାବନୀ ଓରଫ ରୀନା ନାୟକ (୨୪)।ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିଲା ବେଳେ ଶୁକ୍ରବାର ରୀନାଙ୍କ…
ଗଞ୍ଜେଇ ଯାଞ୍ଚ ବେଳେ ୧୮ ଲକ୍ଷ ଜବତ ଘଟଣା : ଆୟକର ବିଭାଗର ଖୋଳତାଡ଼
ବ୍ରହ୍ମପୁର ଅଫିସ,୧୦ା୨: ଅବକାରୀ ଗୁଇନ୍ଦା ବିଭାଗର ଏକ ଟିମ୍ ଦୁଇ ଦିନ ତଳେ ଲାଞ୍ଜିପଲ୍ଲୀ ବାଇପାସରେ କଟକ ଅଭିମୁଖେ ଯାଉଥିବା ଏକ ବସ୍ରୁ ଗଞ୍ଜେଇ ଯାଞ୍ଚ କରିବା ବେଳେ ଜଣେ ଯାତ୍ରୀଙ୍କ ବ୍ୟାଗରୁ ୧୮ଲକ୍ଷ ଟଙ୍କା ଜବତ କରିଥିଲା। କାହା ପାଖରୁ…
ବିଦ୍ୟୁତ୍ ସଂସ୍ପର୍ଶରେ ଶିକ୍ଷକଙ୍କ ପ୍ରାଣଗଲା
ରୂପ୍ସା,୧୦।୨(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅନ୍ତର୍ଗତ କାଟୁଳିଡ଼ିହା ଗ୍ରାମରେ ଶୁକ୍ରବାର ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଛି। ମୃତ ଶିକ୍ଷକ ହେଲେ ଅନିରୁଦ୍ଧ ପାଣିଙ୍କ ପୁତ୍ର ହେମନ୍ତ କୁମାର ପାଣି (୪୪)। ଭୋର ସମୟରେ ସେ…
ବିଦ୍ୟାଳୟରୁ ଚୋରି କରୁଥିଲେ ପଡ଼ିଲେ ଧରା
ମୋରଡା,୧୦।୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ବର୍ତ୍ତନା ଗ୍ରାମରେ ଥିବା ବିଦ୍ୟାଳୟରୁ ଚୋରି କରୁଥିବା ସମୟରେ ଜଣେ ଯୁବକ ଗ୍ରାମବାସୀଙ୍କ ହାତରେ ପଡ଼ିଛନ୍ତି। ସେମାନେ ତାଙ୍କୁ ମାଡ଼ ମାରିଥିଲେ। ସୂଚନା ଅନୁଯାୟୀ, ଯୁବକ ଜଣକ ଉକ୍ତ ବିଦ୍ୟାଳୟରୁ ପାଣି ମୋଟର…
ବିଦ୍ୟୁତ୍ ବିଭ୍ରାଟ ନେଇ ୭ ଗ୍ରାମବାସୀଙ୍କ ବିକ୍ଷୋଭ
ଭଞ୍ଜନଗର,୯ା୨(ଡି.ଏନ୍.ଏ.): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର ଅନେକ ଗ୍ରାମରେ ଗତ ୪ ମାସ ହେବ ବିଦ୍ୟୁତ୍ ବିଭ୍ରାଟ ଲାଗିରହିଛି । ସନ୍ଧ୍ୟା ହେଲେ ଆପେ ଆପେ ବିଦ୍ୟୁତ ଚାଲିଯାଇ ପ୍ରାୟ ୧୬ ଘଣ୍ଟା ପରେ ଆସୁଛି। ଦିନରେ ମାତ୍ର ୭ରୁ ୮…
ଛାତ୍ରୀ ଅପହରଣ, ବଳାତ୍କାର ମାମଲା ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ
ବ୍ରହ୍ମପୁର ଅଫିସ,୧୦ା୨: ସ୍ବତନ୍ତ୍ର ଫାଷ୍ଟ ଟ୍ରାକ କୋର୍ଟ ବିଚାରପତି ଗଣେଶ୍ୱର ପତି ଶୁକ୍ରବାର ଏକ ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଉପଯୁକ୍ତ ପ୍ରମାଣ ଅଭାବରୁ ସେ ଅଭିଯୁକ୍ତ ଏ. ଶ୍ରବଣ କୁମାରଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ୨୦୨୧ ମେ ୨୧ ତାରିଖରେ…

