ଆମ ଜିଲା ଖବର

ଅସଦାଚରଣ କରି ହୋଇଥିଲେ ଫେରାର, ବାନ୍ଧିଲା ପୋଲିସ

ଗୋପାଳପୁର,୧୦ା୨(ଡି.ଏନ.ଏ.): ଏକ ପରିବାରକୁ ଅଶ୍ଲୀଳ ଭାଷାରେ ଗାଳିଗୁଳଜ କରିବା ଓ ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଗୋଳନ୍ଥରା ଥାନା ପୋଲିସ ଶୁକ୍ରବାର ଫେରାର ଥିବା ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ହଳଦିଆପଦର ଗ୍ରାମର ସୁମନ…

କୃମି ଔଷଧ ଖାଇ ୫ ଛାତ୍ରୀ ଅସୁସ୍ଥ

ଧରାକୋଟ, ୧୦ା୨ (ଡି.ଏନ୍‌.ଏ): ଜାତୀୟ କୃମି ନାଶକ ଦିବସ ଅବସରରେ ଧରାକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ତରଫରୁ ଶୁକ୍ରବାର ବ୍ଲକର ସମସ୍ତ ବିଦ୍ୟାଳୟରେ କୃମି ନାସକ ଔଷଧ ବିତରଣ କରାଯାଇଥିଲା। ଜଗମୋହନସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ମଧ୍ୟ ଦିଆଯାଇଥିଲା। ତେବେ ଏହି…

ଭାଜପା ପକ୍ଷରୁ ବାଙ୍ଗିରିପୋଷି ବ୍ଲକ କାର୍ଯ୍ୟାଳୟ ଘେରାଉ

ବାଙ୍ଗିରିପୋଷି,୧୦ା୨(ଡି.ଏନ.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତାକୁ ନେଇ ବାଙ୍ଗିରିପୋଷି ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯାଇଛିା ଭାଜପା ରାଷ୍ଟ୍ରୀୟ ପରିଷଦ ସଭ୍ୟ ସୁଗଦା ମୁର୍ମୁଙ୍କ ନେତୃତ୍ୱରେ ଏହି ଘେରାଉ ହୋଇଥିଲା। ପୂର୍ବ ମୟୂରଭଞ୍ଜ ସାଙ୍ଗଠନିକ ଜିଲା ସଭାପତି କାନ୍ଦ୍ରା ସୋରେନ, ଆଦିବାସୀ ମୋର୍ଚ୍ଚା…

୨୯ ଓକିଲଙ୍କୁ ସର୍ତ୍ତମୂଳକ ଜାମିନ

ସମ୍ବଲପୁର,୧୦ା୨(ବ୍ୟୁରୋ)- ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ନଭେମ୍ବର ୨୯ରେ କୋର୍ଟ ସମ୍ମୁଖରେ ଠେଲାପେଲା ଓ ଡିସେମ୍ବର ୧୨ରେ କୋର୍ଟ ପରିସରରେ ଭଙ୍ଗାରୁଜା ଘଟଣାରେ ଗିରଫ ହୋଇଥିବା ସମ୍ବଲପୁର ବାର୍‌ର ୨୯ଜଣ ଓକିଲଙ୍କ ସହ ଜଣେ ବାର୍‌…

ଦୁଇ ଥାନା ଅଞ୍ଚଳରୁ ଚୋରି, ପୋଲିସର ତନାଘନା

ବ୍ରହ୍ମପୁର ଅଫିସ,୧୦ା୨: ବ୍ରହ୍ମପୁର ସହରର ଦୁଇଟି ଥାନା ଅଞ୍ଚଳରୁ ଚୋରି ଘଟଣା ସାମ୍ନାକୁ ଆସିଛି। ବୈଦ୍ୟନାଥପୁର ଥାନା ଗଣେଶନଗରରେ ଏକ ନିର୍ମାଣାଧୀନ ଘରୁ ଦୁଇଟି ପାଣି ପମ୍ପ, ୪୦ଟି ସୁଇଚ୍‌ ବୋର୍ଡ଼, ବିଦ୍ୟୁତ ତାର, ଗୋଟିଏ ଡ୍ରିଲ୍‌ ମେଶିନ୍‌ ଏଭଳି ପ୍ରାୟ…

ଆକ୍ରମଣ କରି ସୁନାଚେନ, ମନିପର୍ସ ଲୁଟ

ବ୍ରହ୍ମପୁର ଅଫିସ,୧୦ା୨: ଜଣେ ମହିଳାଙ୍କ ୧୨ ବର୍ଷୀୟ ଝିଅଙ୍କ ବେକରୁ ସୁନା ଚେନ୍‌ ଏବଂ ପୁତୁରାର ମନିପର୍ସ ଝାମ୍ପି ନେଇଥିବା ଗୋଷଣୀନୂଆଗାଁ ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗକାରିଣୀ ରାଜେଶ୍ୱରୀ ମହାଙ୍କୁଡ଼଼ଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା(ନଂ.୩୩/୨୩) ରୁଜୁ କରି…

ଡକାୟତି ଯୋଜନା ବିଫଳ: ଗ୍ୟାଙ୍ଗର ୫ ଗିରଫ, ପିସ୍ତଲ, ବୋମା ଜବତ

କୋଦଳା,୧୦।୨(ଡି.ଏନ୍‌.ଏ.): ଏକ ବଡ଼ଧରଣର ଡକାୟତି ଯୋଜନା ଚାଲିଥିବା ବେଳେ ଏହାକୁ ପଣ୍ଡ କରିବାରେ ସକ୍ଷମ ହୋଇଛି କୋଦଳା ପୋଲିସ। ଗଞ୍ଜାମ ଜିଲା କୋଦଳା ଦଣ୍ଡିଶ୍ୱର ମନ୍ଦିର ପଛପଟେ ଥିବା ମଶାଣି ପଡ଼ିଆରେ ଡକାୟତ ଗ୍ୟାଙ୍ଗ ଲୁଟ୍‌ ନେଇ ଯୋଜନା ପ୍ରସ୍ତୁତି କରୁଥିଲେ।…

ବସୁ ପ୍ରହରାଜଙ୍କ ଜୟନ୍ତୀ ସମାରୋହ

ପୁରୁଷୋତ୍ତମପୁର,୧୦।୨(ଡି.ଏନ୍‌.ଏ.): କିମ୍ବଦନ୍ତୀ ମହାପୁରୁଷ ବସୁ ପ୍ରହରାଜଙ୍କ ୩୨୯ତମ ଜୟନ୍ତୀ ସମାରୋହ ଶୁକ୍ରବାର ବସୁ ପ୍ରହରାଜ ସଂସ୍କୃତ ବିଦ୍ୟାଳୟ ପକ୍ଷରୁ ପାଳିତ ହୋଇଯାଇଛି। ପ୍ରଧାନ ପଣ୍ଡିତ ମୋଚିରାମ ଦାଶ ଏହାର ସଂଯୋଜନା କରିଥିଲେ। ଏଥିରେ ପୁରୁଷୋତ୍ତମପୁର ହିନ୍ଦୀ ପ୍ରଚାର ସଭାର କୁଳ ସଚିବ…

ଲୁଟେରା ଗ୍ୟାଙ୍ଗର ୬ ଗିରଫ: ଚୋରି ସୁନା ଫେରାଇଲା ପୋଲିସ

ରାୟଗଡା ଅଫିସ,୧୦।୨: ରାୟଗଡ଼ା ପୋଲିସକୁ ଏକ ସଫଳତା ମିଳିଛି । ଗତ ଜାନୁୟାରୀ ୧ ଏବଂ ୬ ତାରିଖ ଓ ୨୦୨୨ ଜୁଲାଇ ୧୬ରେ ହୋଇଥିବା ଚୋରି ମାମଲାରେ ରାୟଗଡା ଟାଉନ ଥାନା ପୋଲିସ ଶୁକ୍ରବାର ଏକ ଡକାୟତ ଗ୍ୟାଙ୍ଗର ୬…

ଛାତ୍ରଙ୍କ ତଣ୍ଟିକଟା ଘଟଣାକୁ ନେଇ କ୍ୟାମ୍ପସରେ ଅଶାନ୍ତି

ବଲାଙ୍ଗୀର ଅଫିସ,୧୦ା୨: ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ଜଣେ ଦୁର୍ବୃତ୍ତ ବ୍ଲେଡ୍‌ରେ ଦୁଇ ଜଣ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାକୁ ନେଇ ଶୁକ୍ରବାର ଛାତ୍ର ଅଶାନ୍ତି ଦେଖାଯାଇଛି। ବିଶ୍ବବିଦ୍ୟାଳୟ ମୁଖ୍ୟ ଫାଟକକୁ ବନ୍ଦ କରି ଛାତ୍ରମାନେ ଆନ୍ଦୋଳନ କରୁଛନ୍ତି। ଗୁରୁବାର ଦୁଇଜଣ ଛାତ୍ରଙ୍କୁ…

ବିଇଓଙ୍କ ଦ୍ୱାରସ୍ଥ ହେଲେ ଅଭିଭାବକ

ସିନାପାଲି,୧୦।୨(ଡି.ଏନ.ଏ.): ନୂଆପଡା ଜିଲା ସିନାପାଲି ବ୍ଲକ ଅନ୍ତର୍ଗତ ବରଗାଁ ଲିମପଡା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଶିକ୍ଷୟିତ୍ରୀ ଅବହେଳା କରୁଥିବା ଅଭିଯୋଗ ହୋଇଛି। ଏ ନେଇ ସ୍ଥାନୀୟ ଅଭିଭାବକ ତଥା ପରିଚାଳନା କମିଟି ସିନାପାଲି ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଦ୍ୱାରସ୍ଥ ହୋଇ ଲିଖିତ ଅଭିଯୋଗ…

କୋଠରି ଅଭାବ, ପାଠପଢ଼ା ବ୍ୟାଘାତ

ନୂଆପଡ଼ା ଅଫିସ,୧୦।୨: ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ କୁରେଶ୍ୱର ପଞ୍ଚାୟତ ଘୋଟସର ଉଚ୍ଚ ପ୍ରାଥମିକ ବିିଦ୍ୟାଳୟ ଅବ୍ୟବସ୍ଥାରେ ଗତି କରୁଛନ୍ତି। ବିିଦ୍ୟାଳୟ ଶ୍ରେଣୀ କୋଠରି ବିପଦ ସଙ୍କୁଳ ଅବସ୍ଥାରେ ରହିଥିବା ଅଭିଯୋଗ ହୋଇଛି। ୧୯୬୯ ଅଗଷ୍ଟ ୭ରେ ସ୍ଥାପିତ ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?