ଆମ ଜିଲା ଖବର

ଆମଦାନୀ ନେତାଙ୍କୁ ଭରସା କରିଚାଲିଛି ବିଜେଡି

ସମ୍ବଲପୁର,୧୪।୪ (ଭବାନୀ ଶଙ୍କର ଭୋଇ)ସମ୍ବଲପୁର ଜିଲାର କୁଚିଣ୍ଡା ବିଧାନସଭା ନିର୍ବାଚନମଣ୍ଡଳୀ ଅନୁସୂଚିତ ଜନଜାତି ବର୍ଗଙ୍କ ପାଇଁ ସଂରକ୍ଷିତ ରହିଛି । ଏହି କ୍ଷେତ୍ରରେ ବିଜେଡି ଆମଦାନୀ ନେତାଙ୍କ ଉପରେ କ୍ରମାଗତ ଭରସା କରି ଚାଲିଥିବା ଦେଖିବାକୁ ମିଳୁଛି। କେବଳ ୨୦୧୯ରେ...

ବିକ୍ରି ହେଉଛି ନିଷେଧ ଔଷଧ

ଜଗତ୍‌ସିଂହପୁର,୧୪।୪ (ପ୍ରମୋଦ କୁମାର ନାୟକ)ଅନେକ ସମୟରେ ଦେଖାଯାଉଛି ରୋଗୀ ଠିକ୍‌ ଔଷଧ ସେବନ କରିପାରୁନାହାନ୍ତି। ଏନେଇ ଯେଉଁସବୁ କାରଣ ଥାଉ ନା କାହିଁକି ଭୁଲ୍‌ ଓ ନିଷେଧ ଔଷଧ ସେବନ ଯୋଗୁ ରୋଗୀ ଅଧିକ ଅସୁସ୍ଥ ହୋଇ ପଡ଼ୁଛନ୍ତି। ଏପରି...

ଶକ୍ତି ପ୍ରଦର୍ଶନ କଲେ ଧର୍ମେନ୍ଦ୍ର, ଭର୍ତ୍ତୃହରି, ନୟନ

କଟକ, ୧୪।୪(ଶିଳ୍ପା ପ୍ରିୟଦର୍ଶିନୀ)ଭାଜପାର ମିଶ୍ରଣ ପର୍ବ ଶନିବାର କଲେଜଛକ ଠାରେ ଅନୁଷ୍ଠିତ ହୋଇଯାଇଛି। ସିଡିଏ ବିଜୁ ପଟ୍ଟନାୟକ ପାର୍କ ନିକଟରୁ ପ୍ରଥମେ ଏକ ବାଇକ୍‌ ଶୋଭାଯାତ୍ରା ବାହାରି ବିହାରୀବାଗଠାରେ ପହଞ୍ଚତ୍ଥିଲା। ପରେ କାଳିଆବୁଦାଠାରେ ଥିବା ଗୁରୁଦ୍ୱାରାରେ ପହଞ୍ଚତ୍ ଶିଖ୍‌ ସମ୍ପ୍ରଦାୟର...

ସୋନିଆଙ୍କୁ ଭେଟିଲେ ନରସିଂହ

ବଲାଙ୍ଗୀର,୧୪ା୪(ବୀରେନ୍ଦ୍ର କୁମାର ଝାଙ୍କର)କଂଗ୍ରେସ ଦଳର ସର୍ବୋଚ୍ଚ ନେତ୍ରୀ ସୋନିଆ ଗାନ୍ଧୀଙ୍କୁ ଶନିବାର ବଲାଙ୍ଗୀର ବିଧାୟକ ତଥା ବିଧାନ ସଭାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସାକ୍ଷାତ କରି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି। ନୂଆଦିଲ୍ଲୀ ୧୦ଜନପଥସ୍ଥିତ ଗାନ୍ଧୀଙ୍କ ବାସଭବନରେ...

ରକ୍ତ ଭଣ୍ଡାର ସମ୍ମୁଖରେ ପଡ଼ିଛି ରକ୍ତ ପ୍ୟାକେଟ୍‌

ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟର ରକ୍ତଭଣ୍ଡାର ସମ୍ମୁଖ ରକ୍ତ ଭଣ୍ଡାର ପାଖରେ ରକ୍ତ ପ୍ୟାକେଟ ଫୋପଡା ଯାଇଥିବା ଦେଖିବାକୁ ମିଳିଥିଲା। ଶୁକ୍ରବାର ବିଳମ୍ବିତ ରାତିରୁ ଶନିବାର ଭୋର ସମୟ ପର୍ଯ୍ୟନ୍ତ ରକ୍ତ ପ୍ୟାକେଟ ପଡିଥିଲା । ରକ୍ତ ଭଣ୍ଡାରରେ...

ବିଏସ୍‌କେୱାଇ ଆମ୍ବୁଲାନ୍ସ ଖତ ଖାଉଛି

ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ରେଫର ଗରିବ ରୋଗୀଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ)ରେ ନୟାଗଡ଼ ଜିଲାକୁ ଅତ୍ୟାଧୁନିକ ଆମ୍ବୁଲାନ୍ସ ଯୋଗାଇ ଦେଇଛନ୍ତି। ହେଲେ ନୟାଗଡ଼ ଜିଲାକୁ ଆସିଥିବା ବିଏସ୍‌କେୱାଇ ଆମ୍ବୁଲାନ୍ସ ନୟାଗଡ଼ ଜିଲା ମୁଖ୍ୟ...

ଶ୍ରୀକ୍ଷେତ୍ରରେ ପୂର୍ବରୁ ହେଉଥିଲା ଅଷ୍ଟ ମହାବୀରଙ୍କ ଉପାସନା

ପୁରୀ,୧୪ା୪(ଅଜିତ୍‌ ମହାନ୍ତି):ଶ୍ରୀକ୍ଷେତ୍ରରେ ହନୁମାନ ଉପାସନା ବହୁ ପ୍ରାଚୀନ ପରମ୍ପରା। ଐତିହ୍ୟ ବିଶାରଦ ଡ. ସୁରେନ୍ଦ୍ର କୁମାର ମିଶ୍ରଙ୍କ ସୂଚନା ଅନୁଯାୟୀ, ଶ୍ରୀକ୍ଷେତ୍ରର ମହାବୀର ଉପାସନା ସହିତ ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସମ୍ପୃକ୍ତ। ମହାବିଷୁବ ସଂକ୍ରାନ୍ତି ଦିନ ଏହି ମଠ ପକ୍ଷରୁ...

ତତଲା ବାଲି, କଣ୍ଟାରେ ଗଡ଼ିଲେ ମାନସିକଧାରୀ

ଖୋର୍ଦ୍ଧା,୧୪ା୪(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ଜିଲାର ପୁରପଲ୍ଲୀରେ ମେରୁଯାତ୍ରା ପାଳିତ ହୋଇଯାଇଛି। ମାନସିକସାରୀ ୨୧ ଦିନ ଧରି ନିଷ୍ଠାର ସହ ଉପବାସ ରହି ପର୍ବକୁ ପାଳନ କରିଥିଲେ। ମାନସିକଧାରୀ ତତଲା ବାଲିରେ ଚାଲିବା ସହ କୋଇଲିଖା କଣ୍ଟାରେ ଗଡ଼ିଥିଲେ। ପାଟଭୁକ୍ତା ନିଆଁରେ ଝୁଲିଥିଲେ।...

ବିନା ଶୋଭାଯାତ୍ରାରେ ହେବ ହନୁମାନ ଜୟନ୍ତୀ

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର)ସମ୍ବଲପୁରରେ ରବିବାର ହନୁମାନ ଜୟନ୍ତୀ ପାଳନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ପ୍ରଶାସନିକ କଟକଣା ହେତୁ ବିନା ଶୋଭାଯାତ୍ରାରେ ଉତ୍ସବ ପାଳନ କରାଯିବ। ଏହାକୁ ନେଇ ଶ୍ରଦ୍ଧାଳୁ ଓ ଆୟୋଜକଙ୍କ ମଧ୍ୟରେ ନୈରାଶ୍ୟ ଭାବ...

୨ବର୍ଷ ହେଲା ଅଲିଭ୍‌ ରିଡ୍‌ଲେଙ୍କ ସଂଖ୍ୟା କମୁଛି

କେନ୍ଦ୍ରାପଡ଼ା,୧୪ା୪(ଜଗନ୍ନାଥ ଧଳ)୨୦୨୩ ମାର୍ଚ୍ଚ ଦ୍ୱିତୀୟ ସପ୍ତାହରେ ଭିତରକନିକା ଜାତୀୟ ଉଦ୍ୟାନସ୍ଥିତ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ କଇଁଛ ଅଣ୍ଡାଦାନ କରିଥିଲେ। ସେହିପରି ୨୦୨୨ରେ ଏମାନଙ୍କ ସଂଖ୍ୟା ୫.୧ ଲକ୍ଷରୁ ଊର୍ଦ୍ଧ୍ୱ ଥିଲା। ମାତ୍ର ଚଳିତ...

ଚିଙ୍ଗୁଡ଼ି ଘେରିରେ ଏସିଡ୍‌ ଢାଳି ଯୁବକଙ୍କୁ ହତ୍ୟା

ରୂପସା,୧୪।୪(ବାଞ୍ଛାନିଧି ଦେ)ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗନ୍ଧିଆ ଗାଁ ନିକଟରେ ଥିବା ଏକ ଚିଙ୍ଗୁଡ଼ି ଘେରିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ସଦର ଥାନା ପତାଗାଁ ଗ୍ରାମର ଜଗବନ୍ଧୁ ସ୍ବାଇଁ (୨୦)। ପୂର୍ବଶତ୍ରୁତାରୁ...

ଆଜିଠୁ ସମଲେଇ ମନ୍ଦିରରେ ମାଦକଦ୍ରବ୍ୟ ନିଷେଧ

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର)ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଇଙ୍କ ପୀଠରେ ମାଦକ ଦ୍ରବ୍ୟ ବ୍ୟବହାର ଉପରେ ନିଷେଧାଦେଶ ଜାରି କରାଯାଇଛି। ମନ୍ଦିର ଟ୍ରଷ୍ଟବୋର୍ଡର ନିଷ୍ପତ୍ତି ଅନୁସାରେ ପୀଠ ପରିସରରେ ପାନ, ଗୁଟ୍‌ଖା, ଭାଙ୍ଗ, ବିଡ଼ି, ସିଗାରେଟ୍‌ ଭଳି ମାଦକ ଦ୍ରବ୍ୟ ବ୍ୟବହାରକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri