ହାଇମାଷ୍ଟ ଲାଇଟ୍ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ
ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍ ଯୋଗାଣରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ହୋଇଛି ବୋଲି କଂଗ୍ରେସ ପକ୍ଷରୁ ଖବରଦାତା ସମ୍ମିଳନୀରେ…
ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍, ଭିତରେ ଥିଲେ ଚାଳକ…
ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ ରାସ୍ତାରେ ଲୁହା ପଥର ବୋଝେଇ ଟ୍ରକ୍ ଓଲଟି ପଡିଛି। କେନ୍ଦୁଝର ଅଞ୍ଚଳରୁ ଏକ ୧୮…
ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ପାରଦ ତଳ ମୁହାଁ ଯୋଗୁ ଆଭ୍ୟନ୍ତରୀଣ ଅଞ୍ଚଳରେ ତୁଷାରପାତ
ଜି.ଉଦୟଗିରି, ୧୨/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ବିଗତ ଦୁଇ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ଶୁକ୍ରବାର ପାଣିପାଗ ବିଭାଗର ସୂଚନା ଅନୁସାରେ ସକାଳ ସୁଦ୍ଧା ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୧ ଡିଗ୍ରୀ…
ବଳଦକୁ ମାରି ଖାଇବା ରାଗରେ କଲରାପତରିଆକୁ ଦେଇଦେଲେ ବିଷ!
ବଣାଇ,୧୨।୧୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡ ଅନ୍ତର୍ଗତ ତାମରା ବନାଞ୍ଚଳର କୁସୁମଡ଼ିହି ଖେସାରା ଜଙ୍ଗଲରେ ଏକ ପ୍ରାୟ ୧୨ ବର୍ଷ ବୟସ୍କ ମାଈ କଲରାପତରିଆ ବାଘର ମୃତ୍ୟୁ ଘଟିଛି। ବିଷକ୍ରିୟା ଯୋଗୁଁ ବାଘର ମୃତ୍ୟୁ ଘଟିଥିବା ନେଇ ବନ ବିଭାଗ ପକ୍ଷରୁ ସୂଚନା…
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ଶୋଚନୀୟ ପରାଜୟ, ଏଥିପାଇଁ ଦୋଷୀ କିଏ? ସାମ୍ନାକୁ ଆସିଲା ବଡ଼ କାରଣ
ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟି-୨୦ ଜିତି ନେତୃତ୍ୱ ନେଇଥିବା ଟିମ ଇଣ୍ଡିଆ ଦ୍ୱିତୀୟ ମ୍ୟାଚରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲା। ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ୫୧ ରନରେ ପରାସ୍ତ ହୋଇଥିଲା ଏବଂ ସିରିଜ ୧-୧ରେ…
ଖଡ଼ିଆଳରେ ବୃଦ୍ଧି ପାଉଛି ଚୋରି: କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି
ଖଡ଼ିଆଳ,୧୨।୧୨(ସୁଜିତ କୁମାର ପ୍ରଧାନ ): ନୂଆପଡା ଜିଲା ଖଡ଼ିଆଳ ସହରରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଉଛି । କିନ୍ତୁ ଏ ପର୍ଯ୍ୟନ୍ତ କୌଣସି ଚୋର ଧରା ପଡୁନାହାନ୍ତି। ବୁଧବାର ମଧ୍ୟ ରାତ୍ରରେ ରୋହିତ ଅଗ୍ରୱାଲଙ୍କ ରୋହିତ ପୂଜା ଦୋକାନରୁ…
ଥାନା ଘେରିଲେ ଗ୍ରାମବାସୀ, ଜବରଦଖଲ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
ଅମରପାଲି,୧୨।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ମେଣ୍ଡମାଳ ଗ୍ରାମବାସୀ ଥାନା ଘେରିଛନ୍ତି। ଗ୍ରାମର କେତେଜଣ ବ୍ୟକ୍ତିଙ୍କ ନାମରେ ପଡୋଶୀ ଗ୍ରାମର ଜଣେ ବ୍ୟକ୍ତି ମିଛ ଅଭିଯୋଗ କରିଥିବା ଅଭିଯୋଗ କରି ଏହାର ପ୍ରତିବାଦରେ ଗ୍ରାମବାସୀ ଥାନା ଘେରାଉ କରିଛନ୍ତି।…
ଥାନାରେ କୀଟନାଶକ ଔଷଧ ଖାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ବାମୀଙ୍କ ଅନ୍ୟତ୍ର ବିବାହ ପ୍ରସ୍ତୁତି ଖବର ପାଇ..
ଦେବଗଡ, ୧୨।୧୨ (ଶଶାଙ୍କ ଶେଖର ଝାଙ୍କର): ଅଭିଯୋଗ କରିବାକୁ ଆସିଥିବା ମହିଳା ଦେବଗଡ ଥାନା ଭିତରେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପୋଲିସ ଉଦ୍ଧାର କରି ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି । ଚିକିତ୍ସା ପରେ…
ଶୀତରେ ଥରୁଛି ଦାରିଙ୍ଗବାଡି: ଦ୍ୱିତୀୟ ଦିନରେ ମଧ୍ୟ ତୁଷାରପାତ, ଘରୁ ବାହାରିବା ମୁସ୍କିଲ
ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଯନ୍ତ୍ରଣା ଦେଉଛି ଶୀତ । ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଶୁକ୍ରବାର ଦିତୀୟ ଦିନ ମଧ୍ୟ ଦାରିଙ୍ଗବାଡିର ବିଭିନ୍ନ ସ୍ଥାନରେ ତୁଷାରପାତ ହୋଇଥିବା…
ଜଙ୍ଗଲକୁ ଟେକିନେଇ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କଲେ ୪୩ ବର୍ଷୀୟ ବ୍ୟକ୍ତି, ଧରାପଡିବା ପରେ…
ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଲଇମୁରା ଥାନା ଅଞ୍ଚଳରେ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ…
ଘରକୁ ଡାକି ବଳାତ୍କାର କରିଥିଲେ ବୃଦ୍ଧ, ହେଲା ଆଜୀବନ କାରାଦଣ୍ଡ
ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ନାବାଳିକା ବଳାତ୍କାର ମାମଲାର ବିଚାରକରି ଅତିରିକ୍ତ ଦୌରାଜଜ୍ ତଥା ସ୍ବତନ୍ତ୍ର ଜଜ୍ ଜଣେ ବୃଦ୍ଧଙ୍କୁ ଗୁରୁବାର ଆଜୀବନ କାରାଦଣ୍ଡ ସହ ୧୦,୦୦୦ ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୬ ମାସ କାରାଦଣ୍ଡ ଭୋଗିବାକୁ ପଡିବ…
ପେସାରେ ଅଧ୍ୟାପନା, ନିଶାରେ କଳା ସାଧନା
ଲୋଇସିଂହା,୧୨।୧୨(ସୁଶାନ୍ତ ବାରିକ): ପେଶା ତାଙ୍କର ଅଧ୍ୟାପନା, ନିଶା କଳା ସାଧନା କରିବା ା ଏପରି ଜଣେ ବ୍ୟକ୍ତି ହେଉଛନ୍ତି ଅଧ୍ୟାପକ ଡ. ଲିଙ୍ଗରାଜ ମେହେର। ସେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗରୁ ଏମ୍ଏ, ଏମ୍.ଫିଲ ଓ ପିଏଚ୍ଡି…
Archives


