ଆମ ଜିଲା ଖବର

ଦୟାନଦୀ ଡାହାଣ ପାର୍ଶ୍ୱ ନଦୀବନ୍ଧ ଭୁଶୁଡ଼ିଲା

କଣାସ,୧୦।୨(ସ୍ବ.ପ୍ର.): କଣାସ ବ୍ଲକରେ ପ୍ରବାହିତ ହେଉଥିବା ମୁଖ୍ୟନଦୀ ଦୟାନଦୀର ବାମ ପାର୍ଶ୍ୱ ନଦୀବନ୍ଧ ବସନ୍ତପୁର ନିକଟରେ ୧୦୦ ମିଟରରୁ ଊର୍ଦ୍ଧ୍ୱ ଗତ ୩୦ ତାରିଖରେ ନଦୀ ଗର୍ଭକୁ ଭୁଶୁଡି ପଡ଼ିଥିଲା। ବୁଧବାର ଦୟାନଦୀର ଡାହାଣ ପାର୍ଶ୍ୱ ନଦୀବନ୍ଧ ପ୍ରାୟ ୧୫୦ ଫୁଟରୁ…

ଆଜି ରେଡିଓରେ ଶୁଭିବ ସିଏମ୍‌ସି ‘ସଂକଳ୍ପ’

କଟକ ଅଫିସ,୧୦ା୨: କଟକ ମହାନଗର ନିଗମ (ସିଏମ୍‌ସିି)ର ବିଭିନ୍ନ ଯୋଜନା, କାର୍ଯ୍ୟକ୍ରମ, ପ୍ରକଳ୍ପ ସମ୍ପର୍କରେ ଲୋକେ ସଚେତନ ହେବେ। ରେଡ଼ିଓ ଏଫ୍‌ଏମ୍‌ ଯୋଗେ ଅଧିକାରୀମାନେ ସଚେତନ କରାଇବେ। ଶୁକ୍ରବାରଠାରୁ ‘ସଂକଳ୍ପ’ ନାମରେ ଏକ କାର୍ଯ୍ୟକ୍ରମକୁ ସିଏମ୍‌ସି କମିଶନର ନିଖିଲ ପଓ୍ବନ କଲ୍ୟାଣ…

୨୫.୬୫ ଲକ୍ଷ ଉପଭୋକ୍ତା ଖାଇବେ ବଟିକା

କଟକ ଅଫିସ,୧୦ା୨: ସାର୍ବଜନୀନ ବାତଜ୍ୱର ଔଷଧ ସେବନ କାର୍ଯ୍ୟକ୍ରମ ନିମନ୍ତେ ଏକ ବୈଠକ ଜିଲା ସ୍ବାସ୍ଥ୍ୟ ବିଭାଗ ସଭାଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା କୀଟବାହିତ ରୋଗ ପରାମର୍ଶଦାତ୍ରୀ ତୃପ୍ତିରାଣୀ ନାୟକ ଯୋଗଦେଇ କହିଥିଲେ, ଲୋକଙ୍କୁ ବୟସ ଅନୁପାତରେ ଡିଇସି,…

ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରୁ ବେଆଇନ ଗଛକଟା

କଣ୍ଟାପଡ଼ା,୧୦ା୨(ଡି.ଏନ୍‌.ଏ.): କଣ୍ଟାପଡ଼ା ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଏକ ମୂଲ୍ୟବାନ କଞ୍ଚା ଚାକୁଣ୍ଡା ଗଛ କାଟିବାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ହେଲେ ଏ ନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ଖବର ନାହିଁ। ମିଳିଥିବା ସୂଚନା ଅନୁଯାୟୀ, ୬୦ ନଂ.…

ସ୍କୁଲ ଗୃହରେ ଚାଲିଛି ଫାଣ୍ଡି

ବାରଙ୍ଗ,୧୦ା୨(ଡି.ଏନ୍‌.ଏ.): ମେଣ୍ଢାଶାଳ ଅଞ୍ଚଳରେ ବିଶୃଙ୍ଖଳା ତଥା ଡେରାସ ସରକାରୀ କୃଷି ଫାର୍ମରେ କାର୍ଯ୍ୟରତ ୬ଶହ କୃଷି ଶ୍ରମିକ ଓ କର୍ତ୍ତୃପକ୍ଷଙ୍କ ମଧ୍ୟରେ ବାରମ୍ବାର ବିଶୃଙ୍ଖଳିତ ପରିସ୍ଥିତିକୁ ଦୃଷ୍ଟିରେ ରଖି ୧୯୮୮ରେ ମେଣ୍ଢାଶାଳଠାରେ ଏକ ଫାଣ୍ଡି ପ୍ରତିଷ୍ଠା କରାଯାଇଥିଲା। ସେ ସମୟରେ ଉପଯୁକ୍ତ…

ଅସୁରକ୍ଷିତ ସ୍ଥାନରେ ବ୍ୟାସ ସରୋବର ମହୋତ୍ସବ

କଳିଙ୍ଗନଗର,୧୦ା୨(ଡି.ଏନ.ଏ.):ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ(ଓପିଟିସିଏଲ)ର ଉଚ୍ଚ ଶକ୍ତିସମ୍ପନ୍ନ ୧୩୨ କେଭି ବିଦ୍ୟୁତ୍‌ ଖୁଣ୍ଟ ନିକଟରେ ଚଳିତଥର ବ୍ୟାସସରୋବର ମହୋତ୍ସବ ଆୟୋଜିତ ହେବାକୁ ନେଇ ଅନେକ ସମାଲୋଚନା ଏବଂ ବିରୋଧାଭାସ ଦେଖିବାକୁ ମିଳିଛି। ଚଳିତଥର ବ୍ୟାସସରୋବର ମହୋତ୍ସବକୁ ଦୁଇ ଦୁଇଟି ବଡ଼…

ବିପିଏନ୍‌ଏସ୍‌ଆଇ ଅଗ୍ରଗତି ନୈରାଶ୍ୟଜନକ

ଯାଜପୁର ଅଫିସ,୧୦ା୨:ବିଜୁ ପଟ୍ଟନାୟକ ନ୍ୟାଶନାଲ ଷ୍ଟିଲ ଇନ୍‌ଷ୍ଟିଚ୍ୟୁଟ (ବିପିଏନଏସଆଇ)କୁ ଆନ୍ତର୍ଜାତୀକସ୍ତରର ମାନ୍ୟତା ମିଳିବା ଲକ୍ଷ୍ୟ ରଖାଯାଇଛି। ଏହି କ୍ରମରେ ୧ା୩ା୨୦୨୧ରେ ଉକ୍ତ ଅନୁଷ୍ଠାନକୁ ପୁରୀରୁ ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଯାଜପୁର କ୍ଲଷ୍ଟର ଡେଭଲପମେଣ୍ଟ ଲିଃ(ଜେସିଡିଏଲ୍‌) ପରିସରକୁ ସ୍ଥାନାନ୍ତର କରାଯାଇଛି ା…

ଏନ୍‌ଜିଟି ନିଷିଦ୍ଧାଞ୍ଚଳ ସ୍ଥାନରୁ ବାଲିମାଟି ଉଠାଣ

ପଟ୍ଟାମୁଣ୍ଡାଇ,୧୦ା୨(ସ୍ବ.ପ୍ର.):ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନ୍‌ଜିଟି) ବ୍ରାହ୍ମଣୀ ନଦୀ ଶର୍ଯ୍ୟାରୁ ବାଲି ମାଟି ଉଠାଣକୁ ନିଷିଦ୍ଧାଞ୍ଚଳ ଘୋଷଣା କରିଥିଲେ। ହେଲେ ଉକ୍ତ ସ୍ଥାନରୁ ଏବେ ଦୈନିକ ଶତାଧିକ ହାଇୱା ଓ ଟ୍ରାକ୍ଟରରେ ବାଲିମାଟି ବୁହା ଚାଲିଛି। ଏହି ସ୍ଥାନରୁ ମାଟି ଉଠାଣକୁ ନେଇ…

ପାନିଆ ବାଦ୍ୟକାର ଗଣେଶଙ୍କୁ ମିଳିଛି ସ୍ବୀକୃତି, ମିଳୁନି ଭତ୍ତା

କେନ୍ଦ୍ରାପଡ଼ା ଅଫିସ, ୧୦ା୨:କେନ୍ଦ୍ରାପଡ଼ା ବ୍ଲକ ବଡମାଣତିଆ ଗ୍ରାମର ପାନିଆ ବାଦ୍ୟକାର ଗଣେଶ ଚନ୍ଦ୍ର ରାଉତଙ୍କୁ ସଙ୍ଗୀତ ମୂର୍ଚ୍ଛନା ଓ ଲଳିତ କଳା ସଂସ୍କୃତି ଏକାଡେମୀ ପକ୍ଷରୁ ଓଡ଼ିଶା ରତ୍ନ ସମ୍ମାନରେ ସମ୍ମାନିତ କରାଯାଇଛି। ଭୁବନେଶ୍ୱରସ୍ଥ ଭଞ୍ଜ କଳାମଣ୍ଡପରେ ଗତ ୩୦ ତାରିଖରେ…

ହାଇଡ୍ରୋ ପାୱାର ପ୍ରୋଜେକ୍ଟକୁ ଗ୍ରାମବାସୀଙ୍କ କଡ଼ା ବିରୋଧ

ପଟ୍ଟାଙ୍ଗି,୧୦ା୨(ଡି.ଏନ.ଏ.):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ଉଭୟ ଆନ୍ଧ୍ର ଓ ଓଡ଼ିଶା ମଧ୍ୟରେ ଦୀର୍ଘ ବର୍ଷ ଧରି ବିବାଦ ଲାଗିରହିଥିବା ବେଳେ ଏବେ ହାଇଡ୍ରୋ ପାୱାର ପ୍ରୋଜେକ୍ଟ ପାଇଁ ଅନ୍ୟ ଏକ ବିବାଦ ମୁଣ୍ଡ ଟେକିଛି। ଏହି…

ସ୍ତ୍ରୀଙ୍କ ମୃତଦେହ କାନ୍ଧରେ ବୋହିବା ଘଟଣା:ସମୁଲୁଙ୍କୁ ୧୦ ହଜାର ଟଙ୍କା ସହାୟତା ଦେଲା ପ୍ରଶାସନ

ପଟ୍ଟାଙ୍ଗି,୧୦ା୨(ଡି.ଏନ.ଏ.):ପଡୋଶୀ ଆନ୍ଧ୍ରକୁ ଯାଇ ଶ୍ରମିକ ଭାବେ ଖଟି ରୋଜଗାର କରି ଟଙ୍କା ଆଣି ଚାଷ କରିବି ବୋଲି ଯେଉଁ ସ୍ବପ୍ନ ଦେଖିଥିଲି ତାହା ମୋର ଅଧୁରା ରହିଗଲା। ସ୍ତ୍ରୀଙ୍କ ମୃତଦେହ କାନ୍ଧରେ ବୋହି ଆଣିବାକୁ ପଡିଲା ବୋଲି ଦୁଃଖର ସହ କହିଛନ୍ତି…

ଜିଲା ଶିଶୁ ସୁରକ୍ଷା ଅଧିକାରୀ ବହିଷ୍କୃତ

ବାଲେଶ୍ୱର ଅଫିସ, ୧୦ା୨:ବାଲେଶ୍ୱର ସହର ସହଦେବଖୁଣ୍ଟା ବସ୍‌ଷ୍ଟାଣ୍ଡ ନିକଟସ୍ଥ ଉତ୍କଳ ବାଳାଶ୍ରମରେ ଆର୍ଥିକ ଅନିୟମିତତା ଅଭିଯୋଗରେ ଦାୟିତ୍ୱରେ ଥିବା ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ) ଯୁବକ ମାଝିଙ୍କୁ ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଚାକିରିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?