ବେଆଇନ ଇଟାଭାଟିକୁ ପ୍ରଶାସନର ଲଗାମ ନାହିଁ
କୋରେଇ,୯ା୨(ଡି.ଏନ.ଏ.): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ କୋରେଇ ଅଞ୍ଚଳରେ ଗଢ଼ିଉଠିଥିବା ବେଆଇନ ଇଟାଭାଟିଗୁଡ଼ିକ ଉପରେ ପ୍ରଶାସନର ଲଗାମ ନାହିଁ। କୋରେଇ ବ୍ଲକର ମୂଳାପାଳ, ପଥରପଦା, ବନ୍ଦାଳ, ରଣପୁର, ମକୁନ୍ଦୁପୁର ଆଦି ପଞ୍ଚାୟତରେ ଚିମିନି ଇଟାଭାଟି ଥିବା ସହିତ ଅନେକ ଗ୍ରାମ…
ବିଭାଗ ବଦଳାଇ ଲୁଟ୍ ଯୋଜନା: ନିମ୍ନମାନର କାମକରି ବାରମ୍ବାର କରାଯାଉଛି ଟେଣ୍ଡର
ଚଣ୍ଡିଖୋଲ,୯ା୨(ଡି.ଏନ୍.ଏ.): ରାସ୍ତା ନିର୍ମାଣ ନାମରେ କେତେକ ବିଭାଗ ତରଫରୁ ଲୁଟ୍ କରାଯାଉଥିବା ଅଭିଯୋଗ ହେଉଛି। ଏପରି କି ଗୋଟିଏ ରାସ୍ତାକୁ ବିଭାଗ ବଦଳାଇ ନିମ୍ନମାନର କାମକରି ବାରମ୍ବାର ଟେଣ୍ଡର କରାଯାଉଛି। ଏହାଦ୍ୱାରା ବିଭାଗୀୟ ଅଧିକାରୀ ଓ ଠିକାଦାର ମାଲାମାଲ ହେଉଥିବାବେଳେ ସାଧାରଣ…
ପ୍ରଥମ କାମାକ୍ଷାନଗର ମହୋତ୍ସବ ଆରମ୍ଭ
କାମାକ୍ଷାନଗର, ୯।୨(ଡି.ଏନ୍.ଏ.): ଗ୍ରାମାଞ୍ଚଳରେ ରହୁଥିବା ଲୋକେ ମନୋରଞ୍ଜନ ପାଇଁ ସୁଯୋଗ ଖୋଜୁଥାଆନ୍ତି। ପ୍ରଥମଥର ଆୟୋଜିତ କାମାକ୍ଷାନଗର ମହୋତ୍ସବ ଉପଖଣ୍ଡ ଅଞ୍ଚଳବାସୀଙ୍କ ଏହି ଆଶା ପୂରଣ କରିବ ବୋଲି କହିଛନ୍ତି ଖଣିମନ୍ତ୍ରୀ ତଥା କାର୍ଯ୍ୟକ୍ରମର ଉପଦେଷ୍ଟା ପ୍ରଫୁଲ୍ଲ ମଲ୍ଲିକ। ମହୋତ୍ସବ ଉପଲକ୍ଷେ ସାରଙ୍ଗଧର…
ଭୟ ବଢ଼ାଇଲାଣି ବନାଗ୍ନି
ଢେଙ୍କାନାଳ ଅଫିସ, ୯।୨: ଫେବୃୟାରୀ ପ୍ରଥମ ସପ୍ତାହରୁ ପାରଦ ଛୁଇଁଲାଣି ୩୩ ଡିଗ୍ରୀ। ଚଳିତବର୍ଷ ଆକାଶରୁ ଅଗ୍ନି ବର୍ଷିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କରିଥିବା ଅନୁମାନ ଏଥିରୁ ଜଳଜଳ ହୋଇ ଦିଶିଲାଣି। ଏସବୁ ଭିତରେ ଓଡ଼ିଶାରେ ଜଙ୍ଗଲ ନିଅଁାକୁ ନେଇ…
ଅନୁଗୋଳ ସହରବାସୀଙ୍କୁ ଅଥୟ କଲାଣି ମଶା
ଅନୁଗୋଳ ଅଫିସ, ୯ା୨: ଅନୁଗୋଳ ପୌରାଞ୍ଚଳରେ ମଶା ବଂଶ ବୃଦ୍ଧି ଚିନ୍ତାର କାରଣ ହୋଇଛି। ପରିମଳ ବ୍ୟବସ୍ଥା ପ୍ରତି ଯଥେଷ୍ଟ ଧ୍ୟାନ ଦିଆଯାଉ ନ ଥିବାରୁ ମଶା ସହରବାସୀଙ୍କୁ ଅଥୟ କରିଦେଲେଣି। ଏ ନେଇ ଅନୁଗୋଳ ଜିଲା କଂଗ୍ରେସ ପକ୍ଷରୁ ସାଧାରଣ…
୨୩ବର୍ଷ ଧରି ବିଜେଡି ଗଡ଼ ପାଲଟିଛି ଗଞ୍ଜାମର ୭ ନିର୍ବାଚନ ମଣ୍ଡଳୀ
ବ୍ରହ୍ମପୁର ଅଫିସ,୯ା୨: ଆଞ୍ଚଳିକ ରାଜନୈତିକ ଦଳ ବିଜେଡି ଗଠନର ୨୫ ବର୍ଷ ମଧ୍ୟରେ ରାଜ୍ୟରେ ୨୦୦୦ରୁ ୨୦୧୯ ମଧ୍ୟରେ ହୋଇଛି ୫ ବିଧାନସଭା ନିର୍ବାଚନ। ଗଞ୍ଜାମର ୧୩ ନିର୍ବାଚନମଣ୍ଡଳୀ ମଧ୍ୟରୁ ହିଞ୍ଜିଳି, ଭଞ୍ଜନଗର, ପୂର୍ବର ମୋହନା (ବର୍ତ୍ତମାନର ଦିଗପହଣ୍ଡି), ଖଲ୍ଲିିକୋଟ, ଚିକିଟି,…
ମଦ ପଇ ଟ୍ରେନ୍ରେ ମହିଳାଙ୍କୁ କନଷ୍ଟେବଳଙ୍କ ଦୁର୍ବ୍ୟବହାର
ଟିକିରି,୯ା୨(ଡି.ଏନ୍.ଏ): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରିସ୍ଥିତ ବୁଧବାର ରାତିରେ ଜଣେ କନଷ୍ଟେବଳ ଅତ୍ୟଧିକ ମଦ୍ୟପାନ ରାଉରକେଲା ଯାଉଥିବା ଟ୍ରେନରେ ମହିଳାମାନଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହା ପରେ ଯାତ୍ରୀମାନେ କନଷ୍ଟେବଳଙ୍କୁ ଲକ୍ଷ୍ମୀପୁର ରେଳ ଷ୍ଟେଶନରେ ଓହ୍ଲାଇ ଦେଇଥିଲେ। ଏହା ପରେ ପୁଣି…
ଭଦ୍ରକ-ପୁରୀ ମେମୁ ଟ୍ରେନ୍ ଚଳାଚଳ ଦାବି
ଭଦ୍ରକ ଅଫିସ/ଧାମନଗର, ୯ା୨(ଡି.ଏନ.ଏ): ଭଦ୍ରକ ଧାମରା ମଧ୍ୟରେ ପାସେଞ୍ଜର୍ ଟ୍ରେନ ଚଳାଚଳ ପାଇଁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ବୁଧବାର ଭଦ୍ରକ ଏମ୍ପି ମଞ୍ଜୁଲତା ମଣ୍ଡଳ ସାକ୍ଷାତ କରି ଦାବି ଜଣାଇଛନ୍ତି। ସଂସଦ ଭବନର କେନ୍ଦ୍ର ରେଳମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏମ୍ପି ମଣ୍ଡଳ…
ବନ୍ଦ ହେବାକୁ ବସିଛି ଫାର୍ମାସୀ କଲେଜ
ସାରସକଣା,୯ା୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆସ୍ଥିତ ସୀମାନ୍ତ ଇନଷ୍ଟିଚ୍ୟୁଟ ଅଫ୍ ଫାର୍ମାସିଟିକାଲ ସାଇନ୍ସ କଲେଜ ଏବେ ବନ୍ଦ ହେବାକୁ ବସିଛି। ଏକଦା ଏହି କଲେଜ ଶିକ୍ଷାଦାନ କ୍ଷେତ୍ରରେ ବେଶ ସୁନାମ ଅର୍ଜନ କରିଥିଲା। ଓଡ଼ିଶା ସମେତ ପଡ଼ୋଶୀ ପଶ୍ଚିମବଙ୍ଗ ଓ…
ସଂରକ୍ଷିତ ଜଙ୍ଗଲରେ ମଦ୍ୟପାନ କଲେ ଜରିମାନା
ପାଟଣା,୯ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ନିହ୍ନୁଆଁ ସଂରକ୍ଷିତ ଜଙ୍ଗଲରେ ଅଗ୍ନିକାଣ୍ଡ ରୋକିବାକୁ ଗ୍ରାମବାସୀ ଏକ ଚେତାବନୀ ପୋଷ୍ଟର ଲାଗାଇଛନ୍ତି। ଯାହାକୁ ନେଇ ଅଞ୍ଚଳରେ ଏବେ ଚର୍ଚ୍ଚା ଜୋର ଧରିଛି। ପାଟଣା ବ୍ଲକ୍ ତୁରୁମୁଙ୍ଗା ପଞ୍ଚାୟତ ଅଧୀନରେ ଥିବା ନିହ୍ନୁଆଁ ଗାଁ…
ଫେଲ୍ ମାରିଛି ଆଳୁ ମିଶନ
ଭଦ୍ରକ ଅଫିସ, ୯ା୨: ଭଦ୍ରକ ଜିଲାରେ ଆଳୁ ଚାଷ ପ୍ରତି ଚାଷୀଙ୍କ ଆଗ୍ରହ ରହୁ ନ ଥିବା ଦେଖିବାକୁ ମିଳିଛି। ସରକାର ଆଳୁ ଚାଷକୁ ପ୍ରୋତ୍ସାହିତ କରିବା ପାଇଁ ବିହନ ଯୋଗାଣ ସହ ହେକ୍ଟର ପିଛା ସର୍ବାଧିକ ୫୮ ହଜାର ଟଙ୍କା…
ମହିଳାଙ୍କୁ ବଳାତ୍କାର, ହତ୍ୟା
ମଙ୍ଗୁଳି/ଜଗତପୁର, ୯ା୨(ଡି.ଏନ୍.ଏ.):ଜଗତପୁର ଥାନା ଅଧୀନ ଟ୍ରକ୍ ଟର୍ମିନାଲ ନିକଟ ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କ ମୃତଦେହ ଉଲଗ୍ନ ଅବସ୍ଥାରେ ପୋଲିସ ଜବତ କରିଛି। ମୃତା ଜଗତପୁର ଷ୍ଟେଶନ ବଜ଼ାର ଅଞ୍ଚଳର ବୋଲି ଜଣାପଡ଼ିଛି। ବଳାତ୍କାର ପରେ…

