ଆନ୍ଦୋଳନକୁ ଓହ୍ଲାଇଲେ ମନ୍ଦିର ସେବାୟତ
ବାରିପଦା ଅଫିସ,୯।୨: ୬୫୦ବର୍ଷର ଐତିହ ବହନ କରୁଥିବା ଉତ୍ତର ଓଡ଼ିଶାର ପ୍ରସିଦ୍ଧ ହରିହର ପୀଠ ମାଣତ୍ରୀ ବିଜେ ବାବା କଖାରୁଆ ବୈଦ୍ୟନାଥ ମନ୍ଦିରର ସେବାୟତ ଗଣ ଗୁରୁବାର ମନ୍ଦିର ପ୍ରବେଶ ଦ୍ବାରରେ ତାଲା ପକାଇ ଧାରଣାରେ ବସିଛନ୍ତି। ଦୀର୍ଘ ଦୁଇବର୍ଷ ଧରି…
ଶିମିଳିପାଳ ସୁରକ୍ଷା ଦାବି
ବାରିପଦା ଅଫିସ,୯।୨: ଶିମିଳିପାଳ ବଞ୍ଚାଅ ଅଭିଯାନ ଦାବିରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ଗୁରୁବାର ସକାଳ ୮ଟାରୁ ଭଞ୍ଜସେନା ପକ୍ଷରୁ ମୟୁରଭଞ୍ଜ ମଧ୍ୟ ଦେଇ ଯାଇଥିବା ଜାତୀୟ ରାଜପଥ ୧୮ ଓ ୪୯ନଂ ଏବଂ ରାଜ୍ୟ ରାଜପଥ ଉଦଳା-ବାରିପଦା, କରଞ୍ଜିଆ -ଠାକୁରମୁଣ୍ଡା…
ବନ ବିଭାଗ ହେପାଜତରେ ମୃତ୍ୟୁ ଘଟଣା: ରେଞ୍ଜର ସମେତ ୬ ବନ କର୍ମଚାରୀ କୋର୍ଟ ଚାଲାଣ
କଟକ ଅଫିସ, ୮।୨: ବନ ବିଭାଗ ହେପାଜତରେ ସାତଗୋଛିଆ ଗାଁ ଧନେଶ୍ୱର ବେହେରାଙ୍କ ମୃତ୍ୟୁ ମାମଲାରେ ବଡ଼ମ୍ବା ରେଞ୍ଜର ସୁବ୍ରତ ବେହେରାଙ୍କ ସମେତ ୬ ବନ କର୍ମଚାରୀଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ଗିରଫ ଅନ୍ୟ କର୍ମଚାରୀମାନେ ହେଲେ ଫରେଷ୍ଟର…
ପୁଣି ୫ ଦିନିଆ ରିମାଣ୍ଡରେ ଗଲେ ଗୋପାଳ
ଝାରସୁଗୁଡ଼ା ଅଫିସ,୮ା୨: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ପୁଣି ୫ ଦିନ ରିମାଣ୍ଡରେ ଯାଇଛନ୍ତି ଅଭିଯୁକ୍ତ ଗୋପାଳ ଦାସ। ବୁଧବାର ତୃତୀୟ ପର୍ଯ୍ୟାୟରେ ୫ ଦିନ ରିମାଣ୍ଡରେ ନେବାକୁ ଝାରସୁଗୁଡ଼ା ଜେଏମ୍ଏଫ୍ସି କୋର୍ଟ ଅନୁମତି ଦେଇଛନ୍ତି। ଏହି ସମୟରେ ଗୋପାଳଙ୍କର…
ଦୋକାନ ତାଲା ଭାଙ୍ଗି ଲୁଟ୍
ହିଞ୍ଜିଳିକାଟୁ,୮ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ବଇଁଚବଣିଆ ଗାୟତ୍ରୀ ନଗର ପ୍ରଥମ ଲାଇନରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ତେଜରାତି ଦୋକାନର କବାଟ ତାଲା ଭାଙ୍ଗି ଦୁର୍ବୃତ୍ତ ଟଙ୍କା ଓ ଅନ୍ୟାନ୍ୟ ସାମଗ୍ରୀ ଚୋରି କରିଥିବା ଅଭିଯୋଗ ହୋଇଛି। ବୁଧବାର…
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ: ବ୍ଲକ କାର୍ଯ୍ୟାଳୟ ଘେରାଉ କଲା ଭାଜପା
ଆନନ୍ଦପୁର,୮ା୨(ସ୍ବ.ପ୍ର.): ଆନନ୍ଦପୁର ଭାଜପା ପକ୍ଷରୁ ବୁଧବାର ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯିବା ସହିତ ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ବ୍ୟାପକ ଅନିୟମିତତାକୁ ବିରୋଧ କରି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ବ୍ଲକ ଅଧୀନ ୧୮ଟି ପଞ୍ଚାୟତରେ…
ମହୁମାଛି ଆକ୍ରମଣରେ ୧୫ ଆହତ
ଆନନ୍ଦପୁର,୮ା୨(ସ୍ବ.ପ୍ର.): ଆନନ୍ଦପୁର ପୌରପରିଷଦ ଅନ୍ତର୍ଗତ ୧୫ ନମ୍ବର ଓ୍ବାର୍ଡ ଘସିପୁରାସ୍ଥିତ ଝାଡ଼େଶ୍ୱର ମନ୍ଦିର ନିକଟରେ ମହୁମାଛି ଆକ୍ରମଣରେ ୧୫ରୁ ଊର୍ଦ୍ଧ୍ୱ ଆହତ ହେବା ସହିତ ୪ ଜଣ ଗୁରୁତର ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ମନ୍ଦିର ନିକଟ ଏକ…
ଆଖିବୁଜିଲା ଅସୁସ୍ଥ ହାତୀ
ଭଞ୍ଜନଗର,୮ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଗାଲେରି ରେଞ୍ଜରେ ଅସୁସ୍ଥ ଥିବା ମାଈହାତୀ ବୁଧବାର ଆଖିବୁଜିଛି। ୫ଦିନ ତଳେ ହାତୀଟି ଅସୁସ୍ଥ ଥିବା ଦେଖିବାକୁ ମିଳିଥିଲା। ସେ ଦୁର୍ବଳ ହୋଇ ପଡ଼ିଥିବାରୁ ଚାଲି ପାରୁ ନ ଥିଲା। ଗତ…
୫୬ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ୪ ଗିରଫ
ଖୋର୍ଦ୍ଧା ଅଫିସ,୮ା୨: ଖୋର୍ଦ୍ଧା ଆଦର୍ଶ ପୋଲିସକୁ ମିଳିଛି ବଡ଼ ସଫଳତା। ୧୬ ନଂ ଜାତୀୟ ରାଜପଥ ତୋଟାପଡ଼ା ଛକରେ ଚଢ଼ାଉ କରି ୫୬୦ ଗ୍ରାମର ବ୍ରାଉନସୁଗାର ଜବତ କରିଛନ୍ତି। ଜବତ ବ୍ରାଉନସୁଗାରର ମୂଲ୍ୟ ୫୬ ଲକ୍ଷ ଟଙ୍କା ହେବ। ଏହି ଘଟଣାରେ…
ବ୍ଲକସ୍ତରୀୟ ମିଶନ ଶକ୍ତି ଋଣମେଳା
ପୁରୁଷୋତ୍ତମପୁର,୮/୨(ଡିଏନ୍ଏ ) ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ପୁରୁଷୋତ୍ତମପୁର ତାରା ତାରିଣି କଲେଜ ପଡିଆରେ ମିଶନ ଶକ୍ତି ଯୋଜନାରେ ବ୍ଲକ ସ୍ତରୀୟ ଋଣ ପ୍ରଦାନ ମେଳା ବିଡିଓ ବିଜୟ କୁମାର ବେହେରା ଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖଲ୍ଲିକୋଟ ବିଧାୟିକା…
କିରାଣି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଅଧ୍ୟକ୍ଷଙ୍କ ପ୍ରକୋଷ୍ଠ ସାମ୍ନାରେ ଧାରଣା ଦେଲେ ଆଶାୟୀ
ପଟାଙ୍ଗି,୮ା୨(ଡି.ଏନ୍.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ଗାଙ୍ଗେଶ୍ୱରୀ ଡିଗ୍ରୀ ମହାବିଦ୍ୟାଳୟରେ କିରାଣି ନିଯୁକ୍ତିକୁ ନେଇ ହୋଇଥିବା ଅନିୟମିତତାରେ ସ୍ଥାନୀୟ ଯୁବଗୋଷ୍ଠୀ ଏବଂ ଆଶାୟୀ ପ୍ରାର୍ଥୀମାନେ ଅଧ୍ୟକ୍ଷଙ୍କ ପ୍ରକୋଷ୍ଠ ସମ୍ମୁଖରେ ଧାରଣା ଦେଇଥିବା ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ଉକ୍ତ ମହାବିଦ୍ୟାଳୟରେ…
ଅବସରପ୍ରାପ୍ତ କିରାଣୀଙ୍କ ଘରୁ ଚୋରି, ଝରକା ଭାଙ୍ଗି ନେଇଗଲେ ଅଳଙ୍କାର, ଟଙ୍କା
ରାୟଗଡା ଅଫିସ,୮।୨: ରାୟଗଡା ସହର ଲୁଟେରାମାନଙ୍କର ଆଡା ସ୍ଥଳ ପାଲଟିଛି। ପ୍ରତିଦିନ ଗୋଟିଏ କି ଦୁଇଟି ଚୋରି ଖବର ସାମ୍ନାକୁ ଆସୁଛି। ତେବେ ମଙ୍ଗଳବାର ରାତିରେ ପୁଣି ସ୍ଥାନୀୟ ରିଙ୍ଗ ରୋଡ଼ର ୩ୟ ଲାଇନରେ କୃଷି କାର୍ଯ୍ୟାଳୟର ଅବସରପ୍ରାପ୍ତ କିରାଣୀ ବି.ବଙ୍ଗା…

