ଆମ ଜିଲା ଖବର

ନ୍ୟାୟ ଦାବିରେ ମହିଳାଙ୍କ ଧାରଣା

ଆନନ୍ଦପୁର,୮।୨(ସ୍ବ.ପ୍ର.): ନ୍ୟାୟ ପାଇଁ ଜଣେ ମହିଳା ମଙ୍ଗଳବାର ଆନନ୍ଦପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଥିଲେ। ପ୍ରଶାନ୍ତି ନାୟକ ନାମ୍ନୀ ଉକ୍ତ ମହିଳା ଜଣକ ଉପଜିଲାପାଳଙ୍କ ପେସକାରଙ୍କ ସ୍ତ୍ରୀ ବୋଲି ଜଣାପଡ଼ିଛି। ବିବାହ ପରେ ସ୍ବାମୀଙ୍କଠାରୁ ନିର୍ଯାତନାର ଶିକାର ହେଉଥିବା ନେଇ…

୩ ହୁଣ୍ଡିରୁ ବାହାରିଲା ୧୩ ଲକ୍ଷ ଟଙ୍କା

ଜଗତ୍‌ସିଂହପୁର ଅଫିସ, ୮ା୨: ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ଶାରଳାଙ୍କ ମନ୍ଦିର ପରିସର ହୁଣ୍ଡି ଖୋଲିବା କାର୍ଯ୍ୟ ୬ ମାସ ପରେ ଆରମ୍ଭ ହୋଇଛି। ପ୍ରଥମ ଦିନ ଅର୍ଥାତ୍‌ ମଙ୍ଗଳବାର ମୋଟ ୮ଟି ୩ଟି ଖୋଲାଯାଇ ୧୨,୬୪,୨୪୫ ଟଙ୍କା ସଂଗ୍ରହ କରାଯାଇଛି…

ଶୁଆକଣରେ ଜଳ ଜୀବନ ମିଶନ ଦିଗହରା

ନାଉଗଁା, ୮ା୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗଁା ବ୍ଲକ ଅନ୍ତର୍ଗତ କୋରୁଅ ପଞ୍ଚାୟତ ଶୁଆକଣ ଗଁାର ଚତୁଃପାର୍ଶ୍ୱକୁ ଦେବୀ ନଦୀ ଘେରି ରହିଛି। ଏହି ଗଁାଟି ସମୁଦ୍ର କୂଳବର୍ତ୍ତୀ ଅଞ୍ଚଳ ହୋଇଥିବା ବେଳେ ପାନୀୟ ଜଳର ସମସ୍ୟା ଲାଗି ରହିଛି। ସମୁଦ୍ର ତଟବର୍ତ୍ତୀ…

ହିତାଧିକାରୀଙ୍କୁ ୮ ମାସର ରାଶନ ମିଳିନାହିଁ

ରାଜନଗର, ୮ା୨(ଡି.ଏନ୍‌.ଏ.): ମାସେ କି ଦୁଇମାସ ନୁହେଁ, ୮ମାସ ହେଲା ହିତାଧିକାରୀ ରାଶନ ସାମଗ୍ରୀ ପାଉନାହାନ୍ତି। ରାଶନ ସାମଗ୍ରୀ ପାଉ ନ ଥିବା ସମ୍ପର୍କରେ ହିତାଧିକାରୀମାନେ ରାଜନଗର ଯୋଗାଣ ଅଧିକାରୀ, ଜିଲା ଯୋଗାଣ ଅଧିକାରୀ ଓ ଉପଜିଲାପାଳଙ୍କ ନିକଟରେ ଗୁହାରି କରିଥିଲେ…

ବେଆଇନ ଭାବେ ଇଟା ପୋଡ଼ା ଚାଲିଛି

ପଟ୍ଟାମୁଣ୍ଡାଇ,୮।୨(ସ୍ବ.ପ୍ର.): ବେଆଇନ ଇଟାଭାଟି ନିର୍ମାଣ କରିବା ସହ ଚୋରା ବାଲି ଚାଲାଣ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବଢି ଚାଲିଛି। ଇଟାଭାଟି ମାଲିକ ଓ ବିଭାଗୀୟ ଅଧିକାରୀଙ୍କ ସଲାସୁତୁରାରେ ଏହା ଚାଲିଥିବା ଲୋକେ ଅଭିଯୋଗ କରିଛନ୍ତି। ଫଳରେ ସାଧାରଣ ଲୋକଙ୍କ ପ୍ରତିବାଦର ସ୍ବର ଜିଲା…

ପଶ୍ଚିମବଙ୍ଗର ରିଗ୍‌ ମେଶିନ ଲାଗିଲା

ଗୋପ,୮।୨(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ ଅଞ୍ଚଳରେ ଅଏଲ ଇଣ୍ଡିଆ କମ୍ପାନୀ ପକ୍ଷରୁ ଚାଲିଥିବା ତୈଳ ସନ୍ଧାନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଲାଣି। ୫୦ରୁ ଊଦ୍ଧର୍‌ବ ଅତ୍ୟାଧୁନିକ ମେଶିନ ଲଗାଯାଇଥିବା ବେଳେ ଖନନ କାର୍ଯ୍ୟ ପାଇଁ ପଶ୍ଚିମବଙ୍ଗରୁ ଆସିଥିବା ରିଗ୍‌ ମେଶିନ…

ଜରିମାନାକୁ କେନ୍ଦ୍ରକରି ଉତ୍ତେଜନା

ଖୋର୍ଦ୍ଧା ଅଫିସ,୮ା୨: ଖୋର୍ଦ୍ଧା ସହରରେ ଦିନକୁ ଦିନ ଟ୍ରାଫିକ୍‌ ସମସ୍ୟା ବଢ଼ିଚାଲିଛି। ଏନେଇ ପୋଲିସ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ରାସ୍ତା ଉପରେ ପାର୍କିଂ କରୁଥିବା ଯାନବାହନ ମାଲିକଙ୍କଠାରୁ ଜରିମାନା ଆଦାୟ କରାଯାଉଛି। ମଙ୍ଗଳବାର ନୂଆ ବସ୍‌ଷ୍ଟାଣ୍ଡଠାରେ ଖୋର୍ଦ୍ଧା ଆଦର୍ଶ ଥାନା…

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପାଇଁ କେନ୍ଦ୍ର ରାଜି: ରିଜିଜୁ

ସମ୍ବଲପୁର,୮ା୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଆବଶ୍ୟକ ନ ଥିବା ସୁପ୍ରିମକୋର୍ଟ କହିବା ପରେ ଅଞ୍ଚଳବାସୀଙ୍କ ଆଶା ମଉଳି ଯାଇଥିଲା। ହେଲେ କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁଙ୍କ ଚିଠି ଏହି ଆଶାକୁ ଉଜ୍ଜୀବିତ କରିଛି। ବରଗଡ଼ ଲୋକ ସଭା…

ମଥୁରାରୁ ଚାଲିଥିଲା ଠକେଇ କାରବାର

ପୁରୀ ଅଫିସ,୮ା୨: ସାଇବର ଠକେଇକୁ ନେଇ ଏବେ ଆକ୍ସନ ମୁଡ୍‌ରେ ପୁରୀ ପୋଲିସ। ଲୋକଙ୍କୁ ସଚେତନ କରାଇବା ସହ ସାଇବର ଠକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଶ୍ରୀମନ୍ଦିର ପ୍ରଶାସନ ଅଧୀନରେ ରହିଥିବା ପୁରୀ ନୀଳାଚଳ ଭକ୍ତନିବାସ ନାମରେ ଫେକ୍‌ ଓ୍ବେବ୍‌ସାଇଟ୍‌…

ଜିଏସ୍‌ଟି ଚଢ଼ାଉ, ୧୭.୮୧ ଲକ୍ଷ ଟଙ୍କା ଜବତ

କଟକ ଅଫିସ,୮ା୨: ସରକାରଙ୍କୁ ଦ୍ରବ୍ୟ ଓ ସେବା କର (ଜିଏସ୍‌ଟି) ଫାଙ୍କି ବ୍ୟବସାୟ କରିବା ଅଭିଯୋଗରେ ଜିଏସ୍‌ଟି ବିଭାଗ ପକ୍ଷରୁ ମଙ୍ଗଳବାର କଟକର ଜଣେ ବ୍ୟବସାୟୀଙ୍କ ବ୍ୟବସାୟ ପ୍ରତିଷ୍ଠାନ ସମେତ ୪ଟି ଜାଗାରେ ଚଢ଼ାଉ କରାଯାଇଛି। ଚଢ଼ାଉବେଳେ ୧୭ ଲକ୍ଷ ୮୧…

ପାଇଖାନା ଘରୁ ଯୁବକଙ୍କ ମୃତଦେହ ଜବତ: ମହିଳାଙ୍କୁ ଥାନାକୁ ନେଲା ପୋଲିସ

ଖଲ୍ଲିକୋଟ,୭ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ କରଣ ସାହିରେ ମଙ୍ଗଳବାର ପାଇଖାନା ଘରୁ ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ସେ ହେଲେ ଖଲ୍ଲିକୋଟ ଖୋଲ ସାହିର ଗଙ୍ଗାଧର ପ୍ରଧାନଙ୍କ ପୁଅ ମିଲୁ (୨୪)। ହତ୍ୟା ସନ୍ଦେହରେ ପୋଲିସ ଜଣେ ମହିଳାଙ୍କୁ…

ଗୋତାରା ସରପଞ୍ଚଙ୍କ ପରଲୋକ

ନିଶ୍ଚିନ୍ତକୋଇଲି,୭।୮(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବ୍ଲକ ଗୋତରା ପଞ୍ଚାୟତର ସରପଞ୍ଚ ରତ୍ନାକର ସାହୁଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ କଟକରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କର ଦେହାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?