ଶିବଗଙ୍ଗା ପୁଷ୍କରିଣୀରେ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ
ଆରଡି, ୮।୧୧(ଡି.ଏନ୍.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିର ବାବା ଆଖଣ୍ଡଳମଣିଙ୍କ ଶିବଗଙ୍ଗା ପୁଷ୍କରିଣୀରେ ଡଙ୍ଗା ଭସାଇ କାର୍ତ୍ତିକ ବ୍ରତ ଭାଙ୍ଗିଲେ ଶ୍ରଦ୍ଧାଳୁ । କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗହଣ ପଡୁଥିବାରୁ ସୋମବାର ରାତି ୨ଟାରେ ମନ୍ଦିର ଖୋଲାଯାଇ ମଙ୍ଗଳ ଆଳତି ସହ…
ଆଜି ବି ମନେପଡ଼େ ଉତ୍କଳୀୟ ନୌବାଣିଜ୍ୟ ପରମ୍ପରା
ଢେଙ୍କାନାଳ ଅଫିସ, ୮।୧୧: ଢେଙ୍କାନାଳ ସନ୍ଧ୍ୟାତାରା ସାହିତ୍ୟ ସଂସଦ ପକ୍ଷରୁ ୪୦ତମ ବୋଇତ ବନ୍ଦାଣ ଉତ୍ସବ ମଙ୍ଗଳବାର ଭୋରରେ ସହରସ୍ଥିତ ଭାଗୀରଥି ସାଗର ନୂଆପୋଖରୀଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ରାତି ୩ଠାରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶତାଧିକ କୁନିକୁନି…
ମ୍ୟୁନିସିପାଲିଟିର ଟାଳଟୁଳ ନୀତି, ତେଜୁଛି ଅସନ୍ତୋଷ
ବାରିପଦା ଅଫିସ,୮ା୧୧: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଦିନକୁ ଦିନ ବଢୁଛି ଟ୍ରାଫିକ ସମସ୍ୟା । ଦୋକାନୀମାନେ ରାସ୍ତା ଉପରେ ବାଣିଜି୍ୟକ ପ୍ରତିଷ୍ଠାନ ଖୋଲିବା ଦ୍ୱାରା ରାସ୍ତା ସଙ୍କୁଚିତ ହୋଇପଡୁଛି । ଫଳରେ ଗାଡ଼ିମଟର ଚଳାଚଳରେ ବ୍ୟାଘାତ ହେଉଥିବା ବେଳେ ପ୍ରତିଦିନ…
କାଠକୁ ଦେଉଛନ୍ତି ଜୀବନ୍ତ ରୂପ
ପାଟଣା, ୮ା୧୧(ସ୍ବ.ପ୍ର.): ତାଙ୍କ ନିହାଣ ମୁନରେ କାଠ କଥା କହେ, ହାତର ସ୍ପର୍ଶରେ ହୋଇଉଠେ ଅନନ୍ୟ। ଘରକରଣାଠାରୁ ଆରମ୍ଭ କରି ପ୍ରତିମୂର୍ତ୍ତିକୁ ଦିଅନ୍ତି ଜୀବନ୍ତ ରୂପ। ବିନା ପ୍ରଶିକ୍ଷଣରେ ନିଖୁଣ କଳାକୃତି ନିର୍ମାଣ କରିବା ସହ କଣ୍ଢେଇ ନୃତ୍ୟଶିଳ୍ପୀ ଭାବେ ସ୍ବତନ୍ତ୍ର…
ବାଲେଶ୍ୱର ଡିଭିଜନରେ ୬୮ ମାମଲା ରୁଜୁ
କେନ୍ଦୁଝର,୮।୧୧(ସ୍ବ.ପ୍ର.): ପ୍ରତ୍ୟେକ ବର୍ଷ ଦୁର୍ନୀତି ନିବାରଣ ସପ୍ତାହ ପାଳନ ହେଉଛି। ଦୁର୍ନୀତି ବିରୋଧରେ ଜନ ସଚେତନତା ସୃଷ୍ଟି କରିବା ପାଇଁ ଶପଥପାଠ, ରାଲି, ସଭାସମିତି, ପ୍ରତିଯୋଗିତା ଆଦି ଆୟୋଜନ ହେଉଛି। ଏହା ସତ୍ତ୍ୱେ ଦୁର୍ନୀତି କମିବାର ନଁା ଧରୁନି। ପ୍ରତିଦିନ ରାଜ୍ୟର…
ଜାତୀୟ ରାଜପଥ ସମ୍ପ୍ରସାରଣ ଆଳରେ ମିଶନ ଶକ୍ତି ଗୃହ ନିର୍ମାଣ ବନ୍ଦ
ବାହାନଗା,୮ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ପରିସରରେ ନିର୍ମାଣ ହେବାକୁ ଥିବା ମିଶନ ଶକ୍ତି ଗୃହ ୧ବର୍ଷରୁ ଉର୍ଦ୍ଧ୍ୱ ସମୟ ହେଲା କାମ ନ ହୋଇ ପଡିରହିଛି। ଜାତୀୟ ରାଜପଥ ସମ୍ପ୍ରସାରଣକୁ ଆଳ କରି ସେହି ସ୍ଥାନରୁ ଅନ୍ୟତ୍ର କରିବା ଉଦ୍ଦେଶ୍ୟରେ…
ଧୂଳି ଧୂଆଁରେ ଜନଜୀବନ ଅସ୍ତବ୍ୟସ୍ତ
ଚଣ୍ଡିଖୋଲ,୮ା୧୧(ଡି.ଏନ.ଏ.):ଯାଜପୁର ଜିଲାର ବାଲିଚନ୍ଦ୍ରପୁରଠାରୁ ଦେକୁଡ଼ି ପର୍ଯ୍ୟନ୍ତ ହେଉଥିବା ପୂର୍ତ୍ତବିଭାଗ ରାସ୍ତା କାମ ମନ୍ଥର ଗତିରେ ଚାଲିଛି। କ୍ରସର ଗୁଣ୍ଡ ପଡ଼ିଥିବା ହେତୁ ରାସ୍ତାରେ ଯାତାୟତ ଅସମ୍ଭବ ହୋଇପଡ଼ୁଛି। ଏପରି କି ବାଲିଚନ୍ଦ୍ରପୁର ବଜାର ଲୋକମାନେ ଅଣନିଃଶ୍ୱାସୀ ହେଉଛନ୍ତି। ସେହି ରାସ୍ତାଦେଇ ଯାନବାହାନ…
ଭିନ୍ନକ୍ଷମଙ୍କୁ ମିଳୁନି ଆବାସ ଯୋଜନାରେ ଘର
ଯାଜପୁର ଅଫିସ/କାଏମା(ଡି.ଏନ୍.ଏ.), ୮ା୧୧:ଯାଜପୁର ଜିଲାରେ କେତେକ ଥିଲାବାଲାଙ୍କୁ ପ୍ରଧାନମନ୍ତ୍ରୀ ଆବାସ, ମୋ କୁଡିଆ ଓ ବିଜୁ ପକ୍କାଘର ଯୋଜନାରେ ସାମିଲ କରାଯାଉଥିବା ଅଭିଯୋଗ ହୋଇଆସୁଛି। କିନ୍ତୁ ବିଡ଼ମ୍ବନା ଯେ, ଭିନ୍ନକ୍ଷମମାନଙ୍କୁ ଏହି ଜନହିତକର ଯୋଜନାରେ ପକ୍କା ଘର ମିଳୁନାହିଁ। ଜିଲାର ଅନେକ…
ଟିଣଛପର ଘର ପରେ ସୁକଲାଲ୍ଙ୍କ ମୁହଁରେ ଫୁଟିଲା ହସ
ମହାକାଳପଡ଼ା,୮ା୧୧(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ବି.ବି. କଲୋନୀ ଗ୍ରାମ ଶ୍ମଶାନ ନିକଟରେ ଦୀର୍ଘ ୪୦ବର୍ଷ ଧରି ଅସହାୟ ବୃଦ୍ଧ ସୁକଲାଲ୍ ଦେବନାଥ (୭୨) ପଲିଥିନ ତଳେ ଜୀବନ ବିତାଉଛନ୍ତି। ଏ ସମ୍ପର୍କରେ ଅଗଷ୍ଟ ୨୬ରେ ‘ଧରିତ୍ରୀ’ରେ ଖବର ପ୍ରକାଶିତ…
୭ ମାସରେ ୯୧୪ ପରିବାରକୁ ୧୦୦ ଦିନର କାମ
କେନ୍ଦ୍ରାପଡ଼ା ଅଫିସ, ୮ା୧୧:ଗ୍ରାମାଞ୍ଚଳ ଲୋକଙ୍କୁ ରୋଜଗାରକ୍ଷମ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୦୫ରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍) ଲାଗୁ ହୋଇଥିଲା। ଏହି ଯୋଜନା କେନ୍ଦ୍ରାପଡ଼ା ଜିଲାରେ ବାଟବଣା ହୋଇଛି। ଜିଲାର ମୋଟ ଜବ୍କାର୍ଡଧାରୀ ୩,୨୯,୬୦୫…
ଟିଏମ୍ସି କେନ୍ଦ୍ରର ସାମଗ୍ରୀ କିଣାରେ ହେରଫେର
ପଟ୍ଟାମୁଣ୍ଡାଇ, ୮ା୧୧(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ୨୦୨୦ ଏପ୍ରିଲ୍ ୬ରେ ଆଳି ଅଞ୍ଚଳରୁ ଚିହ୍ନଟ ହୋଇଥିଲେ। କରୋନାର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସବୁ କଳବଳ ଲଗାଇ ସଂକ୍ରମଣ ରୋକିବାକୁ ସତର୍କତା ସ୍ବରୂପ ଜନତା କର୍ଫ୍ୟୁ, ଲକ୍…
ବୋତଲରେ ୨.୫ ଇଞ୍ଚର ବୋଇତ
ଖୋର୍ଦ୍ଧା ଅଫିସ,୮ା୧୧: ଉତ୍କଳୀୟ ସଂସ୍କୃତିରେ ବୋଇତ ବନ୍ଦାଣ ଉତ୍ସବର ବିଶେଷ ମହତ୍ତ୍ୱ ରହିଛି। ସବୁଠି ଏହାକୁ ଆନନ୍ଦର ସହ ପାଳନ କରାଯାଏ। ଆ କା ମା ବୈ ମନ୍ତ୍ରଧ୍ୱନିରେ ଗଗନପବନ ମୁଖରିତ ହୋଇଥାଏ। ସକାଳେ ଶ୍ରଦ୍ଧାଳୁମାନେ ପରିବାର ସହ ନଦୀ, ପୋଖରୀ,…
Archives


