ଆମ ଜିଲା ଖବର

ଗୋଟିଏ କୋଠରିରେ ପ୍ରଥମରୁ ପଞ୍ଚମ ଶ୍ରେଣୀର ପିଲା

ବେହେରା,୬।୨(ଡି.ଏନ.ଏ.):କଳାହାଣ୍ଡି ଜିଲା ଦଣ୍ଡପାଟ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। କେଉଁଠି ଶିକ୍ଷକ ତ ପୁଣି କେଉଁଠି ଭିତ୍ତିଭୂମି ଅଭାବ। ପାରିପାଶର୍‌ବିକକୁ ଅନୁମାନ କରାଗଲେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନିଶ୍ଚିତ ଭିତରେ ଠେଲି ହୋଇ ରହିଯାଇଛି। ଏଭଳି ଏକ ଦୃଷ୍ଟାନ୍ତ କୋକସରା ବ୍ଲକ…

ଗୋବରରୁ ତିଆରି ହେଉଛି ଉତ୍କୃଷ୍ଟ କାଠ

କୁତ୍ରା,୬।୨ (ଡି.ଏନ୍‌.ଏ.):ସୁନ୍ଦରଗଡ଼ ଜିଲା କୁତ୍ରା ଅଞ୍ଚଳରେ ଜଣେ ବ୍ୟବସାୟୀ ମେସିନ ସାହାଯ୍ୟରେ ଗୋବରରୁ ଜାଳେଣି କାଠ ତିଆରି କରୁଛନ୍ତି। ଜଙ୍ଗଲ ଏବଂ ପରିବେଶ ସୁରକ୍ଷା ପାଇଁ ଏହା ଅଭିନବ ପ୍ରୟାସ ବୋଲି କୁହାଯାଉଛି। ପୂର୍ବ କାଳରେ କୃଷି ପାଇଁ ବହୁଳ ଭାବରେ…

ଆସିଛନ୍ତି ୮୭ ପ୍ରଜାତିର ୪୩,୩୮୧ ପକ୍ଷୀ

ସୋନପୁର,୬।୨(ନି.ପ୍ର.):ସୁବର୍ଣ୍ଣପୁର ଜିଲାରେ ପକ୍ଷୀ ଗଣନା ସରିଛି। ଜିଲାର ମହାନଦୀ, ତେଲନଦୀ, ହରିହରଯୋର ଡ୍ୟାମ୍‌ ଓ ସଂରକ୍ଷିତ ଜଙ୍ଗଲରେ ବନ ବିଭାଗର ୧୦ଟି ଟିମ୍‌ ପକ୍ଷରୁ ପକ୍ଷୀ ଗଣନା କରାଯାଇଥିଲା। ଚଳିତ ବର୍ଷ ମୋଟ ୮୭ ପ୍ରଜାତିର ୪୩ହଜାର ୩୮୧ ପକ୍ଷୀ ଆସିଛନ୍ତି।…

ଲକ୍ଷାଧିକ ଟଙ୍କା ଲୁଟ୍‌ ଘଟଣାରେ ୩ ଜଣଙ୍କୁ ଗିରଫ କଲା ପୋଲିସ, ଦୁଇ ବାଇକ୍‌ ଜବତ

କୋରାପୁଟ,୬ା୨(ସ୍ବ.ପ୍ର.): କୋରାପୁଟ ସହରରେ କିଛିଦିନ ତଳେ ଲୁଟେରାଙ୍କ ଦ୍ୱାରା ୩ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିଲା। ଏହି ଘଟଣାରେ ଜଡ଼ିତ ୩ ଜଣଙ୍କୁ ସୋମବାର କୋରାପୁଟ ଟାଉନ ପୋଲିସ ଗିରଫ କରିବା ସହ ସେମାନଙ୍କ ଠାରୁ ନଗଦ ୧ ଲକ୍ଷ ୭୦…

ହେପାଜତ ମୃତ୍ୟୁ ନେଇ ୨ ଏସିଏଫ୍‌ ଅଟକ

ବଡ଼ମ୍ବା,୬ା୨(ଡି.ଏନ୍‌.ଏ.): କଟକ ଜିଲା ଆଠଗଡ଼ ବନଖଣ୍ଡରେ ଏକ ଅଭାବନୀୟ ଘଟଣା ଘଟିଛି। ହାତୀକୁ ହତ୍ୟା କରିଥିବା ସନ୍ଦେହରେ ଅଟକ ରଖି ଜେରା ବେଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିବାରୁ ଦୁଇ ଏସିଏଫ୍‌ ଘନଶ୍ୟାମ ମୁଦୁଲି ଏବଂ ହରେକୃଷ୍ଣ ମଲ୍ଲିକଙ୍କୁ ଅଟକ ରଖାଯାଇଛି।…

ନିରକ୍ଷର ୩୦ ପିଲା ପାଠ ପଢ଼ିବେ

ନୟାଗଡ଼ ଅଫିସ,୬ା୨:ନୟାଗଡ଼ ଜିଲା ଓଡ଼ଗଁା ବ୍ଲକ ବାଣ୍ଠପୁର ପଞ୍ଚାୟତ ନାଣ୍ଡିଗିରି ଗଁାର ୩୦ ଅପାଠୁଆ ପିଲା ପାଠ ପଢ଼ିବାକୁ ଯାଉଛନ୍ତି। ନୟାଗଡ଼ ବ୍ଳକ ପାଣିପୋଇଲାସ୍ଥିତ ମଦର ଆବାସିକ ବିଦ୍ୟାଳୟ ପକ୍ଷରୁ ଏହି ଆଦିବାସୀ ପିଲାମାନଙ୍କୁ ମାଗଣାରେ ଶିକ୍ଷା ସହ ରହିବା ଓ…

ପରିଚୟ ହରାଉଛି ଐତିହାସିକ ହାତିଆଶୁଣୀ

କାଏମା,୬ା୨(ଡି.ଏନ.ଏ.):ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ କାଏମା ପଞ୍ଚାୟତ ମଧ୍ୟଭାଗରେ ଐତିହାସିକ ବୌଦ୍ଧ କୀର୍ତ୍ତି ସମ୍ପନ୍ନ କାଏମା ପାହାଡ଼ ଅବସ୍ଥିତ। ଏହାର ପାଦ ଦେଶରେ ବୌଦ୍ଧ କୀର୍ତ୍ତିରାଜି ହାତିଆଶୁଣି ପୂଜା ପାଉଛନ୍ତି । ରକ୍ଷଣାବେକ୍ଷଣ ଅଭାବରୁ ସେହି ସ୍ଥାନ କ୍ରମଶଃ ଜରାଜୀର୍ଣ୍ଣ…

ଲୋକଙ୍କ ଭରସା ବାଉଁଶପୋଲ

ବ୍ରହ୍ମବରଦା,୬ା୨(ଡି.ଏନ.ଏ.):ଯାଜପୁର ବ୍ଲକ୍‌ ଅଧୀନ ଝାଲପଡ଼ା, ରୁଦ୍ରପୁର ପଞ୍ଚାୟତବାସୀଙ୍କ ଦୀର୍ଘ ଦିନ ହେବ ଗମନାରେ ସମସ୍ୟା ଲାଗି ରହିଛି। ଗ୍ରାମ ନିକଟସ୍ଥ ବ୍ରାହ୍ମଣୀ ନଦୀ ବନ୍ଧର ସୁଦୃଢ଼ୀକରଣ ପାଇଁ ସରକାର ବିପୁଳ ଟଙ୍କା ବ୍ୟୟ କରୁଥିବାସତ୍ତ୍ୱେ ବନ୍ଧ ମରାମତି କାର୍ଯ୍ୟ ସମ୍ପୂର୍ଣ୍ଣ ବିଫଳ…

ଲାଲ୍‌ କଙ୍କଡ଼ାଙ୍କ ପ୍ରତି ଘନାଉଛି ବିପଦ

ମହାକାଳପଡ଼ା,୬ା୨(ଡି.ଏନ.ଏ.):ବିସ୍ତୀର୍ଣ୍ଣ ବେଳାଭୂମି ଆଉ ତାରି ଭିତରେ ମେକ୍ରୋ ସେରା ବା ଲାଲ୍‌ ରଙ୍ଗର କଙ୍କଡ଼ାଙ୍କ ମେଳି ସମୁଦ୍ର ବେଳାଭୂମିର ସୌନ୍ଦର୍ଯ୍ୟ ଦ୍ୱିଗୁଣିତ କରେ। ଏହି କଙ୍କଡା ଓଡ଼ିଶା ଉପକୂଳର ବିଶେଷ ଭାବେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଗହୀରମଥା ସାମୁଦ୍ରିକ…

ଗଞ୍ଜାମରେ ୧୩ ହସ୍ପିଟାଲର ରୂପ ବଦଳିବ

ଛତ୍ରପୁର,୬ା୨(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟରେ ୫-ଟି ଆଧାରରେ ୧୩ ହସ୍ପିଟାଲର ରୁପାନ୍ତରୀକରଣ ଲାଗି ଚୂଡାନ୍ତ ହୋଇଛି ା ଜିଲାରେ ଥିବା ୧୩ ବିଧାନସଭା ନିର୍ବାଚମଣ୍ଡଳୀରେ ଗୋଟିଏ ଲେଖାଏ ହସ୍ପିଟାଲକୁ ଏଥିରେ ସାମିଲ କରାଯିବ। ସେଥିମଧ୍ୟରେ ବ୍ରହ୍ମପୁରର ସିଟି ହସ୍ପିଟାଲ (ଜିଲା ହେଡକ୍ୱାର୍ଟର…

ଗୋଚର ଜମିରେ ପୋଖରୀ ଖନନ

ରୂପସା, ୬।୨(ଡି.ଏନ.ଏ.):ବାଲେଶ୍ୱର ସଦର ଥାନା ହଳଦୀପଦା ଫାଣ୍ଡି ଅଧୀନ ଚଷାଖଣ୍ଡ ପଞ୍ଚାୟତ ପଦାବଡ଼ଗଁା ଗ୍ରାମରେ ବେଆଇନ ପୋଖରୀ ଖନନ ଯୋଗୁ ଉତ୍ତେଜନା ଦେଖାଦେଇଛି। ପଞ୍ଚାୟତ ହାଇସ୍କୁଲ ନିକଟରେ ଥିବା ଗୋଚର ଜମି ଓ ସର୍ବସାଧାରଣ ରାସ୍ତାରେ ହେଉଥିବା ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ ଏହି…

ଶ୍ରୀଲୋକନାଥଙ୍କ ଜାଗର ଯାତ୍ରା: ରାତି ୩ରେ ଉଠିବ ମହାଦୀପ

ପୁରୀ ଅଫିସ,୬ା୨:ଫାଲୁଗୁନ ମାସ କୃଷ୍ଣପକ୍ଷ ଏକାଦଶୀ ଅବସରରେ ବିଭିନ୍ନ ଶୈବପୀଠରେ ପଙ୍କୋଦ୍ଧାର ଏକଦଶୀ ନୀତି ପାଳନ କରାଯିବ। ସେହିପରି ଚତୁର୍ଦ୍ଦଶୀରେ ମହାଶିବରାତ୍ରୀ ବା ଜାଗର ଯାତ୍ରା ପାଳନ ହେବ। ତିଥି ଅନୁଯାୟୀ, ଚଳିତ ମାସ ୧୬ ତାରିଖରେ ପଙ୍କୋଦ୍ଧାର ଏକାଦଶୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?