ଆମ ଜିଲା ଖବର

ସୁଦର୍ଶନ ପାଇବେ ସୂର୍ଯ୍ୟ ଦତ୍ତ ଜାତୀୟ ପୁରସ୍କାର

ପୁରୀ ଅଫିସ,୬ା୨: ସୂର୍ଯ୍ୟଦତ୍ତ ଜାତୀୟ ପୁରସ୍କାର ପାଇଁ ଅନ୍ତର୍ଜତେୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ମନୋନୀତ ହୋଇଛନ୍ତି। ଏ ନେଇ ପଟ୍ଟନାୟକ ରବିବାର ସୂଚନା ଦେଇଛନ୍ତି। କଳା ଓ ସଂସ୍କୃତି କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ଏହି ପୁରସ୍କାର…

୧୫ ଦିନର ଶିଶୁପୁତ୍ରକୁ ଛାଡ଼ି ମା’, ବାପା ଫେରାର

ଜଗତ୍‌ସିଂହପୁର ଅଫିସ,୬ା୨: ଜଗତ୍‌ସିଂହପୁର ସଦର ମହକୁମା ଚର୍ଚ୍ଚିକା ବଜାର ନିକଟ ମୁଣ୍ଡା ସାହିରେ ରହୁଥିବା ଜଣେ ଅନୁସୂଚିତ ଜନଜାତିର ବ୍ୟକ୍ତି ତାଙ୍କ ୧୫ ଦିନର ଶିଶୁ ପୁତ୍ରକୁ ପୋକପୁରର ଜଣେ ବ୍ୟକ୍ତିଙ୍କୁ ଦେଇ ସ୍ତ୍ରୀ ଏବଂ ଆଉ ଏକ ପୁଅଙ୍କ ସହ…

ବ୍ରେକ୍‌ଫେଲ୍‌ ହୋଇ ନାଳକୁ ଓଲଟିଲା ଭ୍ୟାନ୍‌: ୩୦ ଗୁରୁତର

ବଇଣ୍ଡା,୬।୨(ଡି.ଏନ.ଏ.): ଅନୁଗୋଳ ଜିଲା ହଣ୍ଡପା ଥାନା ମଣ୍ଡାମ ନାଳ ତଳକୁ ରବିବାର ଏକ ପିକ୍‌ଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳର ଫାନ୍ସି ଲାଖଡା, ନବୀନ ସୋୟା, ସୋରେନ ସୋୟା, ମୁନିୱାନା ସୋରେନ, ମାଟିଆ…

‘ସରଳ ଜୀବନଯାପନ ମହିମା ଧର୍ମର ଆଦର୍ଶ’

ଅନୁଗୋଳ ଅଫିସ/ଢେଙ୍କାନାଳ ଅଫିସ, ୬।୨:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଢେଙ୍କାନାଳ ଯୋରନ୍ଦାସ୍ଥିତ ମହିମା ଗାଦି ଏବଂ ଅନୁଗୋଳ ଅଙ୍ଗାରବନ୍ଧସ୍ଥିତ ମହିମା ପୀଠ ପରିଦର୍ଶନ କରି ସାଧୁସନ୍ଥଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଅଙ୍ଗାରବନ୍ଧରେ ଶୂନ୍ୟଦିଅଁଙ୍କ ଦର୍ଶନ ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଧର୍ମେନ୍ଦ୍ର…

ମାଟ୍ରିକ୍‌ ପରୀକ୍ଷା ନେଇ ଛାତ୍ରୀଛାତ୍ର ତତ୍ପର

କଟକ ଅଫିସ,୬ା୨:ଆସନ୍ତା ମାର୍ଚ୍ଚ ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍‌ ସମ୍ମେଟିଭ-୨ ପରୀକ୍ଷା ଅନୁଷ୍ଠିତ ହେବ। ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ହାଇସ୍କୁଲ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଏହାକୁ ନେଇ ଛାତ୍ରୀଛାତ୍ରମାନେ ତତ୍ପର…

ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ

ପୁରୀ ଅଫିସ, ୬ା୨:ଶ୍ରୀମନ୍ଦିରରେ ରବିବାର ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି। ସକାଳେ ମଙ୍ଗଳ ଆଳତି ପରେ ଭକ୍ତମାନେ ଶ୍ରୀମନ୍ଦିର ଭିତରକାଠ ନିକଟରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରୁଥିଲେ। ଏହି ସମୟରେ ଜଣେ ବୃଦ୍ଧା ଭିତରକାଠ ନିକଟରେ ଛେପ ପକାଇ ଦେଇଥିଲେ। ଏହା…

୪ ଅନାଥ ଶିଶୁଙ୍କ ପାଇଁ ଗାଁରେ ବସିଲା କୋର୍ଟ

ରାଜନଗର,୬ା୨(ଡି.ଏନ.ଏ.):ହାଇଦ୍ରାବାଦକୁ ଦାଦନ ଖଟିବାକୁ ଯାଇଥିବା ବେଳେ ବାପାଙ୍କୁ ଦୁର୍ବୃତ୍ତମାନେ ମାରିଦେଲେ। ଗାଁରେ ମା’ଙ୍କ ପାଖରେ ଥିବା ୪ ଶିଶୁ ବାପଛେଉଣ୍ଡ ହେଲେ। ତଥାପି ଭାଗ୍ୟକୁ ଆଦରି ମା’ଙ୍କ ସହିତ ପିଲାମାନେ ରହୁଥିଲେ। ହେଲେ ଜନ୍ମକଲା ମା’ ୪ ଶିଶୁଙ୍କୁ ଛାଡି କେଉଁଆଡ଼େ…

ପୋଲିସ ବାରାକ୍‌ ଭିତରେ କ୍ରାଇମବ୍ରାଞ୍ଚ ଜେରା

ବ୍ରଜରାଜନଗର,୬।୨(ଡି.ଏନ୍‌.ଏ.): ରବିବାର ଦ୍ୱିତୀୟ ରିମାଣ୍ଡର ପ୍ରଥମ ଦିନ ଗୋପାଳଙ୍କୁ ପୋଲିସ ବାରକ୍‌ ଭିତରେ କ୍ରାଇମବ୍ରାଞ୍ଚ ଜେରା କରିଛି। କଟକ ଏସ୍‌ସିବିରୁ ଏକ ୪ଜଣିଆ ଡାକ୍ତର ଦଳ ଆସି ଗୋପାଳଙ୍କ ଲେବରାଲ ଭଏସ ଆନାଲିସିସ କରିଛନ୍ତି। ତାଙ୍କ ସହିତ ମନସ୍ତତ୍ତ୍ୱବିତ ଡାକ୍ତରମାନେ ମଧ୍ୟ…

ଆର୍ମସ୍‌ ଆଣ୍ଡ୍‌ ଆମ୍ୟୁନିସନ ଇସ୍ୟୁ ରେଜିଷ୍ଟର ଯାଞ୍ଚ

କଟକ ଅଫିସ,୬ା୨:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଦାସଙ୍କ ଦ୍ୱିତୀୟ ପର୍ଯ୍ୟାୟ ୪ ଦିନିଆ ରିମାଣ୍ଡ ରବିବାରଠାରୁ ଆରମ୍ଭ ହୋଇଛି। ପୂର୍ବଭଳି କ୍ରାଇମବ୍ରାଞ୍ଚ ପକ୍ଷରୁ ଝାରସୁଗୁଡ଼ାଠାରେ ଗୋପାଳଙ୍କୁ ମାରାଥନ ଜେରା କରାଯାଇ ମନ୍ତ୍ରୀଙ୍କ ହତ୍ୟା ରହସ୍ୟ…

ଅସ୍ଥି ବିସର୍ଜନ ପାଇଁ ଆଲ୍ଲାହାବାଦ ଗଲେ ନବଙ୍କ ପୁଅ

ବ୍ରଜରାଜନଗର, ୬।୨(ଡି.ଏନ୍‌.ଏ.): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ୮ଦିନ ବିତିଯାଇଛି। ହିନ୍ଦୁ ପରମ୍ପରା ଅନୁଯାୟୀ ଅସ୍ଥି ବିସର୍ଜନ ଉଦ୍ଦେଶ୍ୟରେ ରବିବାର ନବଙ୍କ ପୁତ୍ର ବିଶାଳ ଦାସ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆଲ୍ଲାହାବାଦ ଯାଇଥିବା ଜଣାପଡିଛି।

ଅଭୟାରଣ୍ୟ ଅଞ୍ଚଳରେ ବେଆଇନ ଇଟାଭାଟି

ନୀଳଗିରି, ୬।୨(ସ୍ବ.ପ୍ର.):ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡ଼ିହା ଇକୋ ସେନସିଟିଭ୍‌ ଜୋନ୍‌ (ଜୈବ ସମ୍ବେଦନଶୀଳ ଅଞ୍ଚଳ) ଭିତରେ ଏକାଧିକ ବେଆଇନ ଇଟାଭାଟି ଚାଲିଥିବାରୁ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ, ୨୭୨.୭୫ ବର୍ଗ କି.ମି. ପରିବ୍ୟାପ୍ତ କୁଲଡ଼ିହା ଅଭୟାରଣ୍ୟ ଓ…

ଥମୁନି ଅଲିଭ୍‌ରିଡ୍‌ଲେଙ୍କ ମୃତ୍ୟୁ

ପୁରୀ ଅଫିସ, ୬ା୨:ବିରଳ ଅଲିଭ୍‌ ରିଡ୍‌ଲେଙ୍କ ଭୂସ୍ବର୍ଗ କୁହାଯାଉଥିବା ପୁରୀ ବେଳାଭୂମି ଏବେ ସେମାନଙ୍କ ପାଇଁ ଏକପ୍ରକାର ମୃତ୍ୟୁସ୍ଥଳ ପାଲଟିଛି। କାରଣ ପ୍ରାୟ ପ୍ରତିଦିନ ପୁରୀ ବେଳାଭୂମିରେ ଅଲିଭ ରିଡ୍‌ଲେଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳୁଛି। ବର୍ତ୍ତମାନ ସମୟରେ ଗଭୀର ସମୁଦ୍ରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?