ଇକୋ ଟଏଲେଟ ନିର୍ମାଣ ପରେ ତାଲା ଖୋଲୁନି
ପଟ୍ଟାମୁଣ୍ଡାଇ,୫ ।୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ସ୍ବଚ୍ଛ ଭାରତ ମିଶନରେ ସାମିଲ କରିବା ଲକ୍ଷ୍ୟରେ ସହରାଞ୍ଚଳରେ ୨୦ଟି ଇକୋ ଟଏଲେଟ ନିର୍ମାଣ କରାଯାଇଛି। ଏଥିଲାଗି ୧ କୋଟି ୫୧ ଲକ୍ଷ ୨୦ ହଜାର ଟଙ୍କା ମଞ୍ଜୁର କରାଯାଇଥିଲା। ସହରର ବିଭିନ୍ନ…
ଆବାସ ଯୋଜନାରେ ଅନିୟମିତତା: ବ୍ଲକ ଘେରାଉ
ଏରସମା/କୁଜଙ୍ଗ/ବିରିଡି/ବାଲିଆ/ରଘୁନାଥପୁର/ନାଉଗାଁ, ୪ା୨(ସ୍ବ.ପ୍ର./ଡି.ଏନ୍.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନୟମିତତା ହୋଇଥିବା ଅଭିଯୋଗ କରି ଶବିବାର ଭାଜପା ପକ୍ଷରୁ ଜଗତ୍ସିଂହପୁର ଜିଲାର ବିଭିନ୍ନ ବ୍ଲକରେ ଘେରାଉ କରାଯାଇ ବିଡିଓଙ୍କୁ ଦାବି ପତ୍ର ଦିଆଯାଇଛି। ଏନେଇ ଏରସମାରେ ପ୍ରତିବାଦ ସଭା ଆୟୋଜନ କରାଯାଇଥିଲା। ଏଥିରେ ଭାଜପା…
ବାଇକ୍ ଆରୋହୀଙ୍କୁ ୬ କି.ମି. ଘୋଷାରି ନେଲା ଟ୍ରକ୍
ସୋନପୁର,୫।୨(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଲଛିପୁର ଥାନା ଅଞ୍ଚଳରେ ଶନିବାର ଛାତି ଥରାଇଲା ଭଳି ଦୁର୍ଘଟଣା ଘଟିଛି। ଅର୍ଜୁନପୁର-ବୁର୍ଡା ରାସ୍ତାର ପଣ୍ଡକିଟାଲ ଛକ ନିକଟରେ ଏହି ଘଟଣା ଘଟିଛି। ଟ୍ରକ୍ ଡ୍ରାଇଭରଙ୍କ ବେପରୁଆ ଡ୍ରାଇଭିଂ ପାଇଁ ବୀରମହାରାଜପୁର ଥାନା କେଶଲପୁର ଗାଁର ରାଜକୁମାର…
୨ମାସ ବିତିଲା, ଘୋଷଣା ହୋଇନି ଅନୁଦାନ
ଖୋର୍ଦ୍ଧା ଅଫିସ,୫।୨: ରାଜ୍ୟର ଐତିହାସିକ ସ୍ଥଳ, ମନ୍ଦିର, ଶକ୍ତିପୀଠ ଆଦିର ଉନ୍ନତି ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ବିଭିନ୍ନ ଐତିହ୍ୟ ସ୍ଥାନ ଓ ମନ୍ଦିର ପରିଦର୍ଶନ କରୁଛନ୍ତି। ଏହି…
ଗୋପାଳଙ୍କ ଘର ପରେ ବ୍ୟାଙ୍କରେ ଯାଞ୍ଚ
ବ୍ରହ୍ମପୁର ଅଫିସ,୫।୨: ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପୋଲିସ ଗୁଳିରେ ମୃତ୍ୟୁ ପରେ ବ୍ରହ୍ମପୁରରେ ଥିବା ଗୋପାଳଙ୍କ ଘର ଓ ଅନ୍ୟାନ୍ୟ ସ୍ଥାନରେ କ୍ରାଇମବ୍ରାଞ୍ଚ ଟିମ୍ ତଦନ୍ତ ଜାରି ରଖିଛି। ଡିଏସ୍ପି ଶିଶିର ମିଶ୍ରଙ୍କ ନେତୃତ୍ୱରେ ଏକ ଟିମ୍ ଗତ ୩୧…
ଲକ୍ଷେ ଟଙ୍କାରେ କାର୍ କିଣିଥିଲେ ଅଭିଯୁକ୍ତ ଗୋପାଳ
ବ୍ରଜରାଜନଗର,୫।୨ (ଡି.ଏନ୍.ଏ.): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିବା ପାଇଁ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରଖିଛି। ହତ୍ୟାକାରୀ ପୋଲିସ୍ ଏଏସ୍ଆଇ ଗୋପାଳ କୃଷ୍ଣ ଦାସଙ୍କୁ କ୍ରାଇମବ୍ରାଞ୍ଚ ମାରାଥନ ଜେରା କରୁଛି। ଗୋପାଳ ବିମାନବନ୍ଦର ଥାନା ପାଇଖାନା ସେପ୍ଟିଟାଙ୍କିରେ…
ଝାରସୁଗୁଡ଼ାରେ ସିଏଫ୍ଏସ୍ଏଲ୍ ଟିମ୍
କଟକ ଅଫିସ୍, ୫।୨: ନୂଆଦିଲ୍ଲୀରୁ ଆସିଥିବା ସେଣ୍ଟ୍ରାଲ ଫୋରେନ୍ସିକ ସାଇନ୍ସ ଲାବୋରେଟୋରି (ସିଏଫ୍ଏସ୍ଏଲ୍)ର ବିଶେଷଜ୍ଞମାନେ ଝାରସୁଗୁଡ଼ାରେ ଅଭିଯୁକ୍ତଙ୍କ ଫୋରେନ୍ସିକ ସାଇକୋଲୋଜିକାଲ ଆସେସ୍ମେଣ୍ଟ ଓ ଏଲ୍ଭିଏ ଟେଷ୍ଟ କରିଛନ୍ତି। ଗୋପାଳଙ୍କ ମାନସିକ ସ୍ବାସ୍ଥ୍ୟ ପରୀକ୍ଷା ନିମନ୍ତେ ଏକ ସ୍ବତନ୍ତ୍ର ମେଡିକାଲ ବୋର୍ଡ ଗଠନ…
ଜଷ୍ଟିସ ଜେ.ପି. ଦାସଙ୍କୁ ଭେଟିଲେ କ୍ରାଇମ୍ବ୍ରାଞ୍ଚ ଏଡିଜି
ବ୍ରଜରାଜନଗର,୫।୨ (ଡି.ଏନ୍.ଏ.): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିବା ପାଇଁ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରଖିଛି। ହତ୍ୟାକାରୀ ପୋଲିସ୍ ଏଏସ୍ଆଇ ଗୋପାଳ କୃଷ୍ଣ ଦାସଙ୍କୁ କ୍ରାଇମବ୍ରାଞ୍ଚ ମାରାଥନ ଜେରା କରୁଛି। ଗୋପାଳ ବିମାନବନ୍ଦର ଥାନା ପାଇଖାନା ସେପ୍ଟିଟାଙ୍କିରେ…
ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ ସମ୍ପର୍କରେ ଆଲୋଚନା
ପଟ୍ଟାଙ୍ଗି,୫।୨(ଡି.ଏନ.ଏ.): କୋରାପୁଟ ଜିଲାକୁ ଦିନିକିଆ ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫେରି ଯାଇଥିବା ବେଳେ ତାଙ୍କ ସହ ଆସିଥିବା ୫-ଟି ସଚିବ ଭି.କେ. ପାଣ୍ଡିଆନ ଜିଲାରେ ରହି ବିଭିନ୍ନ ଅଞ୍ଚଳକୁ ଗସ୍ତ କରି ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଦାରଖ…
୫-ଟି ସଚିବଙ୍କ ନାରାୟଣପାଟଣା, ଦେଓମାଳି ଗସ୍ତ
କୋରାପୁଟ/ନାରାୟଣପାଟଣା ୫।୨(ସ୍ବ.ପ୍ର./ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର କୋରାପୁଟ ଜିଲା ଗସ୍ତ କରି ନାରାୟଣପାଟଣା ପାଇଁ ଶିକ୍ଷା,ସାସ୍ଥ୍ୟ, ରାସ୍ତା, ପାନୀୟ ଜଳ ସମସ୍ୟା ଦୂର ନେଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ଏହି ପରିପ୍ରେକ୍ଷୀରେ ଶନିବାର ଏକ ସ୍ବତନ୍ତ୍ର ବିମାନ ଯୋଗେ…
ଉପଜିଲାପାଳଙ୍କୁ ଆକ୍ରମଣ ଘଟଣା: ୩ ମହିଳାଙ୍କ ସମେତ ୧୧ ଗିରଫ
ବାଲେଶ୍ୱର ଅଫିସ, ୫।୨: ବାଲେଶ୍ୱର ଜିଲା ରେମୁଣା ବ୍ଲକ ମନ୍ଦାରପୁର ଓ ଦହପଡ଼ା ଅଞ୍ଚଳରେ ଶୁକ୍ରବାର ଉପଜିଲାପାଳ କୁନାଲ ମୋତିରାମ ଚଭନ ଓ ତାଙ୍କ ଡ୍ରାଇଭର ଗଗନ ବିହାରୀ ସାହୁଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ମହିଳାଙ୍କ ସମେତ ୧୧ ଜଣଙ୍କୁ…
ଅପରେଶନ ‘ସ୍ୟାଣ୍ଡ ଷ୍ଟର୍ମ’
ବାଲେଶ୍ୱର ଅଫିସ, ୫।୨: ବାଲେଶ୍ୱର ଉପଜିଲାପାଳ କୁନାଲ ମୋତିରାମ ଚଭନଙ୍କୁ ଆକ୍ରମଣ ପରେ ବାଲି ଚୋରା ଚାଲାଣକାରୀଙ୍କୁ ସାବାଡ୍ କରିବା ଲାଗି ଆକ୍ସନ ମୁଡ୍ରେ ଉଭୟ ପ୍ରଶାସନ ଓ ପୋଲିସ। ମୋରମ, ପଥର, ବାଲି ଓ ମାଟି ଚୋରା ଚାଲାଣକାରୀଙ୍କ ଉପରେ…

