ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା
ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ ହାଇୱା ଦୃତ ଗତିରେ ଆସି ବାଇକକୁ ଧକ୍କା ଦେଇଥିଲା । ବାଇକ ଚାଳକଙ୍କ…
ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା
କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସମାଜର ବିଭିନ୍ନ ଜିଲାର ପଦାଧିକାରୀ ଏବଂ ସଦସ୍ୟମାନେ ଯୋଗଦେଇ ରାଉତିଆ ସମାଜକୁ ଅନୁସୂଚିତ…
କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍ ଗଲେ ବିଏସ୍ଏନଏଲ୍ ସେବା ଅଚଳ
ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡ଼ିଥିବା ବେଳେ ଏହାକୁ ନେଇ ଜିଲାରେ ତୀବ୍ର ଅସନ୍ତୋଷ ଦେଖାଯାଇଛ। ଶନିବାର ସନ୍ଧ୍ୟାରେ…
ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…
ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ। ପ୍ରକାଶ ଯେ, ଦାରିଙ୍ଗବାଡ଼ି ଆଇଆଇଆସି ସଂଗ୍ରାମ କେଶରୀ ଜେନା କହିଛନ୍ତି, ଗତ କିଛି…
‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’
ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ସମ୍ବର୍ଦ୍ଧନା ଉତ୍ସବ ଓ ସମୀକ୍ଷା ବୈଠକରେ ମୁଖ୍ୟ…
ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍
ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ ଲକ୍ଷ୍ମୀନାରାୟଣପୁର ଗ୍ରାମର ପ୍ରେମିକ ଦିବାକର ଦୋରା ସହ ନିୟମିତ ବ୍ୟବଧାନରେ ଶାରୀରିକ ସମ୍ପର୍କ…
୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…
ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମର ଲକ୍ଷ୍ମୀକାନ୍ତ ମାଝୀ ଏକ ହତ୍ୟା ମାମଲାରେ ଅଭିଯୁକ୍ତ ଥାଇ ଫେରାର ଥିଲେ।…
୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ
ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ ବ୍ରିଜ୍ ଉପରେ ଅଟକି ଯାଇଥିଲେ। ତେବେ ବ୍ରିଜ୍ ଉପରେ ଇଭୟ ଫଟୋ ଉଠାଇବା…
ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO
ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା ପାଇଁ ବୁଥ୍ ସ୍ତରୀୟ ଅଧିକାରୀ (BLO)ମାନେ ଘରେ ଘରେ ପରିଦର୍ଶନ କରୁଛନ୍ତି। ଏହି…
ୱାସ୍ରୁମ୍ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ
ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍ରୁମ୍ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ ଅଧେଖାଙ୍କୁ ପୋଲିସ ଗିରଫ କରିଥିବା ବେଳେ, ଏସ୍ପି ପକ୍ଷରୁ ପ୍ରେସମିଟ୍ରେ ଏହା ସମ୍ବନ୍ଧୀୟ…
ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…
ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର ପାତ୍ର ଅପହରଣ କରାଯାଇ ହତ୍ୟା କରାଯାଇଥିଲା। ସେହିପରି ମେ’ ୨୯ରେ ଗୋଳନ୍ଥରା ଥାନା…
ମାମୁଘରକୁ ବୁଲିବା ପାଇଁ ଆସିଥିଲେ ଭାଣିଜୀ, ସକାଳୁ ମିଳିଲା ଝୁଲନ୍ତା ମୃତଦେହ
ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କେବି ଦାଣ୍ଡୁଆ ପଞ୍ଚାୟତ ବଡ଼ପାଳ ସିନ୍ଦୂଆ ପାରି ମାମୁଘର ଗାଁରେ ଏକ ଯୁବତୀ ଫାଶୀ ଲଗାଇଥିବା ଦେଖିବାକୁ ମିଳୁଛି। ଖବର ପାଇ…

