ଆମ ଜିଲା ଖବର

ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ପିଟିଲେ

ବାରିପଦା ଅଫିସ, ୫।୧୧: ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ସଚେତନତା ଅଭାବରୁ କଙ୍ଗାରୁ କୋର୍ଟ ବାରମ୍ବାର ଦେଖିବାକୁ ମିଳିଥାଏ। ଗୁଣିଗାରେଡ଼ିଠାରୁ ଆରମ୍ଭ କରି ଡାହାଣୀ ସନ୍ଦେହ ଏବଂ ପ୍ରେମଜନିତ ଘଟଣାରେ ଲୋକେ ଆଇନର ଆଶ୍ରୟ ନେବା ପରିବର୍ତ୍ତେ ଗ୍ରାମରେ କଙ୍ଗାରୁ କୋର୍ଟ…

ଶିଶୁକନ୍ୟାଙ୍କୁ ଅପହରଣ ଉଦ୍ୟମ, ମା’ଙ୍କୁ ଗୁଳିମାଡ଼

ବାସୁଦେବପୁର,୫।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର -ଇଚ୍ଛାପୁର ରାସ୍ତାର ଚଉରା ଛକଠାରେ ଶୁକ୍ରବାର ସନ୍ଧ୍ୟାରେ ଦୁର୍ବୃତ୍ତମାନେ ଜଣେ ଶିଶୁକନ୍ୟାଙ୍କୁ ଅପହରଣ ଉଦ୍ୟମ ସହ ତାଙ୍କ ମା’ଙ୍କୁ ଗୁଳିମାଡ଼ କରିଛନ୍ତି। ମହିଳାଙ୍କ ଡାହାଣ ହାତରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ ବାସୁଦେବପୁର ଗୋଷ୍ଠୀ…

୨ ନାବାଳକ ଭାଇଙ୍କୁ ଦଳିମାରିଲା ହାତୀ

ଝାରସୁଗୁଡ଼ା ଅଫିସ,୫ା୧୧: ଝାରସୁଗୁଡ଼ା ଜିଲା ବାଗଡିହି ରେଞ୍ଜ ଅଧୀନ ଭଉଁରା ଗ୍ରାମ ନିକଟରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ମା’ବାପାଙ୍କ ଆଗରେ ଏକ ଦନ୍ତାହାତୀ ଦୁଇ ନାବାଳକ ଭାଇଙ୍କୁ ଦଳି ମାରିଦେଇଛି। ମୃତକ ଦ୍ୱୟ ହେଲେ ଛତିଶଗଡ଼ ଶକ୍ତି…

ନୀତି ବିଳମ୍ବ, ଭକ୍ତ ହଇରାଣ

ପୁରୀ ଅଫିସ, ୫ା୧୧: କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶୁକ୍ରବାରଠାରୁ ପବିତ୍ର ପଞ୍ଚକ ଆରମ୍ଭ ହୋଇଛି। ପଞ୍ଚକର ପ୍ରଥମ ଦିନରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଗହଳି ଦେଖିବାକୁ ମିଳିଛି। ତେବେ ନୀତିକାନ୍ତିରେ ବିଳମ୍ବ ଘଟିବାରୁ…

୨୯ ଗ୍ୟାସ ସିଲିଣ୍ଡର ଜବତ

ଛତ୍ରପୁର,୪ା୧୧(ଡି.ଏନ୍‌.ଏ.)- ଛତ୍ରପୁର ଉପଜିଲାପାଳ ପ୍ରସନ୍ନ କୁମାର ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଯୋଗାଣ ବିଭାଗର ଏକ ଏନଫୋର୍ସମେଣ୍ଟ ସ୍କ୍ବାର୍ଡ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଛତ୍ରପୁର ତାମ୍ପରା ନିକଟ ଜାତୀୟ ରାଜପଥ ପାର୍ଶ୍ୱ ଓ ଖଲ୍ଲିକୋଟ ଏନଏସିର ଅଞ୍ଚଳର ଦୁଇଟି…

ଗହଣା, ଟଙ୍କା ଚୋରି ଘଟଣା: ଅଭିଯୁକ୍ତଙ୍କୁ ଧରିପାରୁନି ପୋଲିସ

ବ୍ରହ୍ମପୁର ଅଫିସ,୪ା୧୧: ଟାଉନ ଥାନା ଅନ୍ତର୍ଗତ ଗାନ୍ଧୀନଗରର ଏକ ତାଲା ବନ୍ଦ ଘରେ ଲୁଟିଆଗ୍ୟାଙ୍ଗ ଗତ ସେପ୍ଟେମ୍ବର ୨୧ତାରିଖରେ କଳାକାନା ବୁଲାଇଥିଲେ। ତେବେ ଏ ଯାଏ ବି ପୋଲିସକୁ ଏହାର ସୁରାକ ମିଳିପାରିନାହିଁ। ପୋଲିସ କେବଳ ଅଞ୍ଚଳର କେତେଜଣ ଯୁବକଙ୍କୁ ଥାନାକୁ…

ପଞ୍ଚାୟତି ରାଜ କମିଶନରଙ୍କ କ.ନୂଆଗାଁ ଗସ୍ତ

କ.ନୂଆଗାଁ,୪ା୧୧(ଡି.ଏନ୍‌.ଏ.): କ.ନୂଆଗାଁ ବ୍ଲକ କଞ୍ଜାମେଣ୍ଡିରେ ଥିବା ଅମୃତ ସରବରକୁ ପଞ୍ଚାୟତି ରାଜ ଓ ପାନୀୟ ଜଳ କମିଶନର ଅରବିନ୍ଦ ଡାକୁଆ ଅମୃତ ସରବରକୁ ବୁଲି ଦେଖିଥିଲେ। ଅସମ୍ପୂର୍ଣ୍ଣ କାମକୁ ଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ କହିଥିଲେ। ଏଥିରେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ…

ମୋହନା ଗସ୍ତରେ ମିଳିତ ଜାତି ସଂଘର ପ୍ରତିନିଧି ଦଳ

ଆର.ଉଦୟଗିରି,୪ା୧୧(ଡି.ଏନ.ଏ.): ମୋହନା ବ୍ଲକ ଜିରାଙ୍ଗ ବୌଦ୍ଧ ମନ୍ଦିରଠାରେ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୟୁରୋପ ଓ ନେଦରଲାଣ୍ଡ ଭଳି ଦେଶରୁ ଆସିଥିବା ବିଦେଶିନୀମାନେ ଯୋଗଦେଇଥିବା ବେଳେ ଗଜପତି ଜିଲାପାଳ ଲିଙ୍ଗରାଜ ପଣ୍ଡା, ଜିଲା ଶିଶୁ ସୁରକ୍ଷା ଅଧିକାରୀ…

ଚୋରି ଅଭିଯୋଗରେ ଜଣେ ଗିରଫ

ମୋରଡ଼ା,୪ା୧୧(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ସରକାରୀ ଗୃହରୁ ଚୋରି ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ହଳଦୀପାଳର ଟିକ ମହାନ୍ତ। ଗୁରୁବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏନେଇ ମୋରଡ଼ା ଥାନାରେ ଏକ ମାମଲା(ନଂ.୩୦୫/୨୨) ରୁଜୁ…

ଜବରଦଖଲ ଉଚ୍ଛେଦ

ନୀଳଗିରି,୪।୧୧(ସ୍ବ.ପ୍ର): ବାଲେଶ୍ୱର ଜିଲା ନୀଳଗିରି ଏନ୍‌ଏସି ପ୍ରଶାସନ ତରଫରୁ ଜଗନ୍ନାଥ ମନ୍ଦିର ସମ୍ମୁଖ ବଡ଼ଦାଣ୍ଡରେ ଡ୍ରେନେଜ୍‌ ବ୍ୟବସ୍ଥାରେ ସମସ୍ୟା ଦେଖା ଯିବାରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ଜଗନ୍ନାଥ ମନ୍ଦିର ସମ୍ମୁଖ ଦୁଇ ପାଶର୍‌ବରେ ଦୋକାନ ଗୃହ ଥିବା…

ବାଣଫୁଟି ଯୁବକ ଗୁରୁତର

ଖଇରା,୪ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଥାନା କ୍ଷିରିପଦା ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବାଣ ଫୁଟାଉଥିବା ସମୟରେ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ମୁହଁ ପୋଡି ସେ ଗୁରୁତର ହୋଇଛନ୍ତି। ଗୁରୁତ ହେଲେ ସେକ ସକରୁଦ୍ଦିନ। ତାଙ୍କୁ ପ୍ରଥମେ ସୋର…

ପରିବା କିଣୁକିଣୁ ନ ଥିଲା ବାଇକ୍‌

ବୈଶିଙ୍ଗା,୪ା୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଉପକଣ୍ଠ ଡାହିବାଡ଼ି ସାପ୍ତାହିକ ହାଟରେ ପୁଣି ଲୁଟେରା ସକ୍ରିୟ ହୋଇ ପଡିଛନ୍ତି। ବୁଧବାର ହାଟରେ ପ୍ରବଳ ଗହଳି ଥିବା ବେଳେ ବାଲେଶ୍ବର ଜିଲା ଗୋବିନ୍ଦପୁର ଗ୍ରାମର ଭାସ୍କର ଭୋଇ ବାଇକ୍‌ ରଖି ଜିନିଷ କିଣୁଥିଲେ। ସେତିକିବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri