ଆମ ଜିଲା ଖବର

ପୁରୀରେ ହାଲ୍‌କା ବର୍ଷା, ପବନ: ରଥଖଳାରେ ଚାଲିଛି କାମ

ପୁରୀ ଅଫିସ,୧୯ା୫: ବାତ୍ୟା ‘ଅମ୍ଫନ’ ପ୍ରଭାବରେ ପୁରୀରେ ହାଲ୍‌କା ବର୍ଷା, ପବନ ଆରମ୍ଭ ହୋଇଛି । ମଙ୍ଗଳବାର ସକାଳୁ ଆକାଶ ମେଘାଛନ୍ନ ରହିଥିବା ବେଳେ ୯ଟା ବେଳକୁ ଝିପିଝିପି ବର୍ଷା ହୋଇଥିଲା। କିଛି ସମୟପରେ ବର୍ଷା ବନ୍ଦ ହୋଇଯାଇଥିଲା। ପୂନର୍ବାର...

କଣ୍ଟାକ୍ଟ ଟ୍ରେସିଂ ପାଇଁ ଘାଣ୍ଟି ହେଉଛି ପ୍ରଶାସନ

ପୁରୀ ଅଫିସ,୧୯ା୫: ଜଣେ ଅଭିଯୁକ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପୁରୀ ପୋଲିସ ଏବଂ ପ୍ରଶାସନର ଚିନ୍ତା ବଢିଯାଇଛି। ଚିହ୍ନଟ ପୂର୍ବରୁ ଅଭିଯୁକ୍ତ ଜଣକ ଥାନା, ଡାକ୍ତରଖାନା, କୋର୍ଟ, ଜେଲ୍‌ ସମେତ ବିଭିନ୍ନ ସ୍ଥାନକୁ ଯାଇଛନ୍ତି। ତାଙ୍କ ସଂସ୍ପର୍ଶରେ...

୧୪ ଜଣଙ୍କୁ ସେକ୍ଟର ଅଫିସର ଦାୟିତ୍ୱ

କଟକ ଅଫିସ,୧୮ା୫: ବାତ୍ୟା ‘ଅମ୍ଫନ୍‌’ର ମୁକାବିଲା ପାଇଁ କଟକ ମହାନଗର ନିଗମ (ସିଏମ୍‌ସି) ତତ୍ପର ହୋଇପଡ଼ିଛି। ସିଏମ୍‌ସି କମିଶନର ଅନନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ସୋମବାର ଏନେଇ ଜରୁରୀ ବୈଠକ ବସିଛି। ‘ଅମ୍ଫନ୍‌’ ମୁକାବିଲା ପାଇଁ ୧୪ ଜଣଙ୍କୁ ସେକ୍ଟର ଅଫିସର...

ପୁନରୁଦ୍ଧାର କାର୍ଯ୍ୟକୁ ସିଏମ୍‌ସିର ଗୁରୁତ୍ୱ

କଟକ ଅଫିସ,୧୯ା୫: ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ୍‌’ ପାଇଁ ଉପକୂଳ ଜିଲାବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ‘ଅମ୍ଫନ୍‌’ର ମୁକାବିଲା ପାଇଁ କଟକ ଜିଲା ପ୍ରଶାସନ ଆଗୁଆ ତତ୍ପରତା ଦେଖାଇଛି। ସୋମବାର ପୂର୍ବାହ୍ନରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ...

କୋଣାର୍କରେ ଏନ୍‌ଡିଆରଏଫ୍‌ ଟିମ୍‌ : ଲୋକଙ୍କୁ ସତର୍କ କଲା ପ୍ରଶାସନ

ପୁରୀ ଅଫିସ,୧୯ା୫: ସ୍ଥଳଭାଗ ମୁହଁ। ହେଉଛି ସାମୁଦ୍ରିକ ବାତ୍ୟା ଅମ୍ଫନ। ଏହାକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି। ସବୁ ବ୍ଲକରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ୧୯ରେ ପୁରୀ...

ସଂଗରୋଧ କେନ୍ଦ୍ରରେ ନାବାଳିକାକୁ ଅସଦାଚରଣ ଅଭିଯୋଗ, ଘଟଣାର ତଦନ୍ତ ଜାରି

ବ୍ରହ୍ମଗିରି, ୧୯।୫(ଡି.ଏନ୍‌.ଏ) : ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ଗୋରୁଆଳସ୍ଥିତ ଏକ ସଂଗରୋଧ କେନ୍ଦ୍ରରେ ସୋମବାର ବିଳମ୍ବତ ରାତିରେ ଜଣେ ନାବାଳିକାକୁ ଅସଦାଚରଣ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଗୋରୁଆଳସ୍ଥିତ ପୁଲକେଶ୍ବରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ...

ସମ୍ଭାବ୍ୟ ମହାବାତ୍ୟା ‘ଅମ୍ପନ’ର ମୁକାବିଲା ପାଇଁ ପ୍ରଶାସନକୁ ସହଯୋଗର ହାତ ବଢ଼ାଇଲା ସ୍ବେଛାସେବୀ ସଂଗଠନ

ଗଞ୍ଜାମ,୧୯।୫(ଡି.ଏନ୍‌.ଏ.): ମହାମାରୀ କରୋନା ପରେ ସାମୁଦ୍ରିକ ଝଡ଼ ବାତ୍ୟା ‘ଅମ୍ପନ’ ପାଇଁ ଚିନ୍ତିତ ହୋଇପଡିଛନ୍ତି ଗଞ୍ଜାମ ଜିଲାବାସୀ। ତେବେ ସହରର ଏକ ସ୍ବେଛାସେବୀ ସଂଗଠନ ଏହାର ମୁକାବିଲା ନିମନ୍ତେ ପ୍ରଶାସନକୁ ସହଯୋଗ ପାଇଁ ହାତ ବଢ଼ାଇଛି। ଏ ନେଇ କାଇଁଚପୁର...

କେନ୍ଦ୍ରାପଡ଼ାରେ ଆଉ ୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୮

କେନ୍ଦ୍ରାପଡ଼ା ଅଫିସ/ଡେରାବିଶ/ମହାକାଳପଡ଼ା ୧୯।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଓ ମହାକାଳପଡା ବ୍ଲକ ଅଞ୍ଚଳରେ ୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମଙ୍ଗଳବାର ସୁଦ୍ଧା ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୮ରେ ପହଞ୍ଚିଛି। ଡେରାବିଶ ବ୍ଲକ ମୁକୁନ୍ଦପୁର...

ଅନୁଗୋଳରେ ପୁଣି ୨ କରୋନା ରୋଗୀ ଚିହ୍ନଟ: ୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଅନୁଗୋଳ ଅଫିସ,୧୯।୫: ଅନୁଗୋଳ ଜିଲାରେ ମଙ୍ଗଳବାର ପୁଣି ୨ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୧୭ରେ ପହଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ତେବ ଜିଲା...

ବଇଁଆ ବନାପୁର କ୍ୱାରାଣ୍ଟାଇନରେ କୋଲକାତା ଫେରନ୍ତାଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ,୧୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବଇଁଆ ବନାପୁର ପଞ୍ଚାୟତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ଜଣେ କୋଲକାତା ଫେରନ୍ତା ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସରପଦା ଗ୍ରାମର ଦେବେନ୍ଦ୍ର ରାଉତ। ଗତ ରବିବାର ରାତିରେ ଦେବେନ୍ଦ୍ର କୋଲକାତାରୁ ଫେରି...

ଗର୍ଭବତୀ ମହିଳାଙ୍କୁ ମେଡିକାଲ ସ୍ଥାନାନ୍ତର

ଭଦ୍ରକ ଅଫିସ,୧୯।୫: ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରଶାସନ ପକ୍ଷରୁ ବେଶ ତତ୍ପରତା ଦେଖାଦେଇଛି। ବାତ୍ୟା ପାଇଁ ପ୍ରଶାସନ ବାସୁଦେପୁର, ଧାମରା ଓ ଚାନ୍ଦବାଲି ଅଞ୍ଚଳର ୧୦ରୁ ଊର୍ଦ୍ଧ୍ୱ ଗର୍ଭବତୀଙ୍କୁ ନିକଟସ୍ଥ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆବଶ୍ୟକ ପଡିଲେ ଏହି...

ବିଦ୍ୟୁତ ଆଘାତରେ ଶଶୁର ବୋହୂଙ୍କ ମୃତ୍ୟୁ

ବାଲେଶର ଅଫିସ,୧୯।୫: ବାଲେଶର ଜିଲା ସଦର ଥାନା ରସାଳପୁର ଅଞ୍ଚଳର ନଦୀଗାଁ ଗାଁରେ ବିଦ୍ୟୁତ ଆଘାତରେ ଶଶୁର ବୋହୂଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ପୂର୍ବାହ୍ନ ୮ଟାରେ ନଦୀଗାଁ ଗାଁର ରମାନାଥ ଦାସ (୬୫) ଓ ତାଙ୍କ ପୁତ୍ରବଧୁ ପୁଷ୍ପଲତା(୪୦)ଙ୍କ ବିଦ୍ୟୁତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri