ଆମ ଜିଲା ଖବର

ସିଟି ହସ୍ପିଟାଲ ସ୍ଥାପନ ଘୋଷଣା ପର୍ଯ୍ୟନ୍ତ ଆନ୍ଦୋଳନ

କେନ୍ଦ୍ରାପଡ଼ା ଅଫିସ, ୪ା୨: ଗୁରୁବାର କଥାବାର୍ତ୍ତା ସରିଥିଲା। ଜିଲାପାଳ ରାଜ୍ୟ ସରକାରଙ୍କୁ ସହରର ଖଡ଼ଇଙ୍ଗସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସିଟି ହସ୍ପିଟାଲ ସ୍ଥାପନ ପାଇଁ ଚିଠି ଲେଖିବେ। ଏହାପରେ ଗତ ୨୪ ତାରିଖଠାରୁ ସିଟି ହସ୍ପିଟାଲ ଦାବିରେ ଚାଲିଥିବା…

କେନ୍ଦ୍ରାପଡ଼ା ଜିଲା ଆଉ ଶିଳ୍ପବିହୀନ ରହିବନି

କେନ୍ଦ୍ରାପଡ଼ା ଅଫିସ, ୪ା୨: କେନ୍ଦ୍ରାପଡ଼ା ଜିଲା ଆଗକୁ ଶିଳ୍ପ ବିହୀନ ହୋଇରହିବ ନାହିଁ। ଷ୍ଟିଲ ପ୍ଲାଣ୍ଟ ସମେତ ଶିଳ୍ପ କରିଡରରେ ଛୋଟବଡ ଶିଳ୍ପ ଚଳିତ ବର୍ଷ ଶେଷ ସୁଦ୍ଧା ଦେଖିବାକୁ ମିଳିବ। ଏ ନେଇ ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥ ପାର୍ଶ୍ୱରେ ୩ଟି…

ପ୍ରଧାନମନ୍ତ୍ରୀ ଆବାସ ତଦନ୍ତରେ ଦୁର୍ନୀତି

ରଘୁନାଥପୁର,୪।୨(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତଦନ୍ତ ବେଳେ ରଘୁନାଥପୁର ବ୍ଲକର ଜଗନ୍ନାଥପୁର ପଞ୍ଚାୟତରେ ଦୁର୍ନୀତି ହୋଇଥିବା ନେଇ ପଞ୍ଚାୟତବାସୀ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ତଦନ୍ତବେଳେ ଯୋଗ୍ୟ ହିତାଧିକାରୀଙ୍କ ନାମ ତାଲିକାରୁ ବାଦ୍‌ ଦିଆଯାଇ ଅଯୋଗ୍ୟମାନଙ୍କୁ ତାଲିକାଭୁକ୍ତ କରାଯାଇଛି ବୋଲି…

ବନ୍ଧୁକ ଦେଖାଇ କୁକୁଡ଼ା ବୋଝେଇ ଗାଡ଼ି ନେଇଗଲେ

ଚମ୍ପୁଆ,୪।୨(ଡି.ଏନ.ଏ): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅନ୍ତର୍ଗତ ବାସୁଦେବପୁର ନିକଟରେ ବନ୍ଧୁକ ଦେଖାଇ କୁକୁଡ଼ା ବୋଝେଇ ଗାଡ଼ିକୁ ଦୁର୍ବୃତ୍ତ ନେଇଯାଇଛନ୍ତି। ଏଥିସହ ଟଙ୍କା ଓ ମୋବାଇଲ ମଧ୍ୟ ଲୁଟି ନେଇଛନ୍ତି। ଏନେଇ ଚମ୍ପୁଆ ଥାନାରେ ଗାଡ଼ି ମାଲିକ ଅଭିଯୋଗ କରିଛନ୍ତି। ଅଭିଯୋଗ…

ଭିଜିଲାନ୍ସ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ

ଗୋପ,୪।୨(ଡି.ଏନ୍‌.ଏ.): ଗୋପ ବ୍ଲକ ନାଗପୁର ପଞ୍ଚାୟତରେ ପାଇଖାନା ନିର୍ମାଣରେ ଦୁର୍ନୀତି ହୋଇଥିବା ଅଭିଯୋଗରେ ଶୁକ୍ରବାର ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ଦୁଇଜଣିଆ ଟିମ୍‌ ଉକ୍ତ ପଞ୍ଚାୟତର ନାରୁଅ, ତେଲିପଡା ଗ୍ରାମରେ ପହଞ୍ଚତ୍ ସ୍ବଚ୍ଛ ଭାରତ ଅଭିଯାନ ଯୋଜନାରେ ହିତାଧିକାରୀମାନଙ୍କୁ ମିଳିଥିବା ପାଇଖାନାଗୁଡ଼ିକ…

ପ୍ରଶାସନ ଆଢୁଆଳରେ ଗୋଚାଲାଣ

ନିମାପଡ଼ା,୪।୨(ଡି.ଏନ୍‌.ଏ.): ପୁରୀ ଜିଲା ଚାରିଛକ ଥାନା ଅନ୍ତର୍ଗତ ଚାରିଛକ ତୁଳସୀପୁର, କୁସୁମାଠେଙ୍ଗ ଆଦି ଅଞ୍ଚଳ ଏବେ ଚୋରା ଗୋରୁ ବେପାରୀ ଓ ଚୋରା ଚାଲାଣକାରୀଙ୍କ ଆଡ୍ଡାସ୍ଥଳୀ ପାଲଟିଥିବା ଦେଖାଯାଉଛି। ଦୈନିକ ତୁଳସୀପୁର, କୁସୁମାଠେଙ୍ଗ ଅଞ୍ଚଳରୁ ବେଆଇନ ଭାବେ ଶହଶହ ସଂଖ୍ୟାରେ ଗୋ-ସମ୍ପଦ…

ରାତି ୨ଟାରେ ଉଠିବ ମହାଦୀପ

ଆଠଗଡ, ୪ା୨(ସ୍ବ.ପ୍ର) : ଆଠଗଡ଼ ବ୍ଲକ ଅନ୍ତର୍ଗତ ମଞ୍ଚେଶ୍ୱର ଗ୍ରାମ ମହାନଦୀ ଗର୍ଭସ୍ଥ ପ୍ରସିଦ୍ଧ ଶୈବପୀଠ ଶ୍ରୀଧବଳେଶ୍ୱରଙ୍କ ଜାଗରଯାତ୍ରା ପାଇଁ ପ୍ରଶାସନ ତରଫରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜାଗରଯାତ୍ରା…

ଶାଶୁଘର ଅଗଣାରେ କବର ଦେବାକୁ ଅଡିବସିଛନ୍ତି ଗ୍ରାମବାସୀ

ସାଲେପୁର,୪।୨(ଡି.ଏନ୍‌.ଏ.): ସାଲେପୁର ଥାନା ଅନ୍ତର୍ଗତ ଗୁଆଳିପୁର ଗ୍ରାମର ଜଣେ ନବବଧୂଙ୍କ ଗୁରୁବାର ମୃତ୍ୟୁ ଘଟିଥିଲା। ସେ ହେଲେ ସେଖ୍‌ ରିୟାଜଙ୍କ ଝିଅ ସୁମେୟା ପରୱିନ୍‌। ଶାଶୁଘରେ ଲୋକେ ତାଙ୍କୁ ହତ୍ୟା କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏନେଇ ପୋଲିସ ମାମଲା…

୧୦ ଜିଲାରେ ଆରମ୍ଭ ହେଲା ଭର୍ଚୁଆଲ ହାଇକୋର୍ଟ

କଟକ ଅଫିସ,୪ା୨: ରାଜ୍ୟର ୧୦ ଜିଲାରେ ଶୁକ୍ରବାରଠାରୁ ଭର୍ଚୁଆଲ ହାଇକୋର୍ଟ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ବାଲେଶ୍ୱର, ସମ୍ବଲପୁର, ଗଞ୍ଜାମର ବ୍ରହ୍ମପୁର, ଭଦ୍ରକ, କଳାହାଣ୍ଡିର ଭବାନୀପାଟଣା, ଖୋର୍ଦ୍ଧାର ଭୁବନେଶ୍ୱର, ବଲାଙ୍ଗୀର, କୋରାପୁଟର ଜୟପୁର, ପୁରୀ ଓ ସୁନ୍ଦରଗଡ଼ର ରାଉରକେଲାଠାରେ ହାଇକୋର୍ଟର ଭର୍ଚୁଆଲ…

ଟିଟିଲାଗଡରୁ ୩୧ ଲକ୍ଷରୁ ଊର୍ଦ୍ଧ୍ୱ ନକଲି ନୋଟ୍‌ ଜବତ

ଭୁବନେଶ୍ୱର,(ବ୍ୟୁରୋ)/ ଟିଟିଲାଗଡ଼, ୪ା୨(ଡି.ଏନ୍‌.ଏ.): ରାଜ୍ୟରେ ନକଲି ନୋଟ କାରବାର ଦିନକୁ ଦିନ ବଢି ଚାଲିଛି। ସମ୍ବଲପୁର, ସୁନ୍ଦରଗଡ଼ ଓ ବରଗଡ଼ ପରେ ଏବେ ବଲାଙ୍ଗୀରରେ ନକଲି ନୋଟ୍‌ କାରବାର ଧରାପଡିଛି। ଟିଟିଲାଗଡ଼ ସହର ବସ୍‌ଷ୍ଟାଣ୍ଡ୍‌ ନିକଟ ପାର୍କରେ ଡିଲ୍‌ ଚାଲିଥିବାବେଳେ କ୍ରାଇମ୍‌ବ୍ରାଞ୍ଚର…

ଦିଲ୍ଲୀରୁ ଫେରି ଶୁଦ୍ଧି ହେଲେ ଭୁଞ୍ଜିଆ ଦମ୍ପତି

ନୂଆପଡ଼ା ଅଫିସ,୪।୨: ଦିଲ୍ଲୀରେ ୭୪ତମ ଜାତୀୟ ସାଧାରଣତନ୍ତ୍ର ଦିବସରେ ନୂଆପଡ଼ା ଜିଲାର ଆଦିବାସୀ ଭୁଞ୍ଜିଆ ଦମ୍ପତି ଭୁଜବଲ ମାଝି ଓ କୁଞ୍ଜବାଇ ମାଝି ରାଜଅତିଥି ଭାବେ ଯୋଗଦେଇ ଗୁରୁବାର ଗଁାକୁ ଫେରିଛନ୍ତି। ଦିଲ୍ଲୀରୁ ଫେରି ଭୁଞ୍ଜିଆ ଦମ୍ପତି ସୁନାବେଡାରେ ପହଞ୍ଚତ୍ବା ପରେ…

ତିର୍ତ୍ତୋଲ ବିଧାୟକଙ୍କ ନାମରେ ମାମଲା ରୁଜୁ

ଜଗତ୍‌ସିଂହପୁର ଅଫିସ, ୪ା୨: ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ପ୍ରେମ ପ୍ରତାରଣା ଅଭିଯୋଗ ଉପରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଜଗତ୍‌ସିଂହପୁର ଥାନାରେ ମାମଲା (ନଂ. ୯୫/୨୩) ରୁଜୁ କରାଯାଇଛି। ଏନେଇ ଜଗତ୍‌ସିଂହପୁର ଥାନା ଆଇଆଇସିଙ୍କୁ ଆଉ ଥରେ ସଦ୍ୟ ଅଭିଯୋଗ କରିବାକୁ କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?