ଆମ ଜିଲା ଖବର

ମନ୍ତ୍ରୀଙ୍କ ଗସ୍ତରେ ବନ୍ଧୁକ ହଟାଗଲା

କେନ୍ଦ୍ରାପଡ଼ା ଅଫିସ, ୪ା୨: ପୋଲିସକୁ ମନ୍ତ୍ରୀମାନେ ଏବେ ଭୟ କଲେଣି। ପୋଲିସ ଗୁଳିରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଜୀବନ ଯିବା ପରେ ଏହାର ପ୍ରଭାବ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ାରେ। ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କ ନିରାପତ୍ତା ଦାୟିତ୍ୱରେ ଥିବା ଜିଲା…

ଉପଜିଲାପାଳଙ୍କୁ ଆକ୍ରମଣ

ବାଲେଶ୍ୱର ଅଫିସ,୪।୨: ବେଆଇନ ବାଲି ଉତ୍ତୋଳନ ଏବଂ ଚୋରା ଚାଲାଣ ରୋକିବାକୁ ଯାଇ ବାଲେଶ୍ୱର ଉପ ଜିଲାପାଳ କୁନାଲ ମୋତିରାମ ଚଭନ ଶୁକ୍ରବାର ଆକ୍ରମଣର ଶିକାର ହୋଇଛନ୍ତି। ବାଲି ଚୋରାଚାଲାଣକାରୀଙ୍କ ଟେକା ପଥର ମାଡ଼ରେ ତାଙ୍କ ଗାଡ଼ି ଭାଙ୍ଗିରୁଜି ଯାଇଥିବା ବେଳେ…

ଗନ୍ଧରାଢୀ ଲୋକକଳା ମହୋତ୍ସବ ପାଇଁ ଶୁଭଖମ୍ବ ସ୍ଥାପନ

ବାଉଁଶୁଣୀ, ୩।୨(ଡି.ଏନ.ଏ.): ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ଜଗତି ହାଇସ୍କୁଲ ଖେଳ ପଡିଆଠାରେ ଆସନ୍ତା ଫେବୃଆରୀ ୨୨ ରୁ ୨୬ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଦ୍ୱିତୀୟ ଗନ୍ଧରାଢୀ ଲୋକକଳା ମହୋତ୍ସବ ନିମନ୍ତେ ଶୁଭଖମ୍ବ ସ୍ଥାପନ ଶୁକ୍ରବାର କରାଯାଇଛି। ଏଥିରେ…

୮୦ ବର୍ଷ ବୟସରେ ସାଇକେଲରେ ପୁରୀ ଯାତ୍ରା

ବୌଦ୍ଧ, ୩ ।୨ (ସ୍ବ.ପ୍ର.): ଉତ୍ତର ପ୍ରଦେଶ ରାଜ୍ୟର ଫତେପୁର ଜିଲାର ହସଉପୁର ଗ୍ରାମର ଜଗତ ଦାସଙ୍କ ବୟସ ୮୦ ବର୍ଷ ହେବ। କିନ୍ତୁ ସେ ୮୦ ବର୍ଷ ବୟସରେ ହାର ମାନିନାହାନ୍ତି। ଏହି ବୟସରେ ସେ ସାଇକେଲରେ ପୁରୀ ଶ୍ରୀ…

ଚୋରା କାଠ ବୋଝେଇ ଗାଡ଼ି ଜବତ

ନୀଳଗିରି,୩।୨(ସ୍ବ.ପ୍ର): ବାଲେଶ୍ୱର ଜିଲା ନୀଳଗିରି ବନ ବିଭାଗ ଶୁକ୍ରବାର ଚଢ଼ାଉ କରି ଚୋରାକାଠ ବୋଝେଇ ଏକ ପିକଅପ୍‌ ଭ୍ୟାନ ଜବତ କରିଛି। ଅଯୋଧ୍ୟାରୁ ସଜନାଗଡ଼କୁ ସଂଯୋଗ କରୁଥିବା ରାସ୍ତାର ଆନନ୍ଦପୁରଠାରେ ଏହି ଗାଡ଼ି ଜବତ କରାଯାଇଛି। ଚଢ଼ାଉ ବେଳେ ଗାଡ଼ି ଛାଡ଼ି…

୨.୫ କୋଟି ବ୍ୟୟରେ ହେବ ପୋଖରୀ ଉନ୍ନତିକରଣ

ଦେବଗଡ଼, ୩।୧(ଡି.ଏନ.ଏ.): ଦେବଗଡ଼ ସହର କଲେଜ ରୋଡ ଶନିମନ୍ଦିର ନିକଟ ଷୋହଳ ବଖରି କଟା (ପୋଖରୀ) ଉନ୍ନତିକରଣ କରାଯାଉଛି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ପୋଖରୀ ଏରିଆ ମପାଯାଇ ଚିହ୍ନଟ କରାଯାଇଛି। ତହସିଲଦାର ଏଜଲିନ ବାରା, ପୌର ନିର୍ବାହୀ ଅଧିକାରୀ…

ମାଓବାଦୀ କ୍ୟାମ୍ପ ଠାବ, ବନ୍ଧୁକ ସହ ବିଭିନ୍ନ ସାମଗ୍ରୀ ଜବତ

ଭବାନୀପାଟଣା,୩।୨(ସ୍ବ.ପ୍ର.): କଳାହାଣ୍ଡି ପୋଲିସ ଏକ ମାଓବାଦୀ କ୍ୟାମ୍ପ ଠାବ କରିବାରେ ସଫଳ ହେଇଛି । ସିକେରକୁପାସ୍ଥିତ ୬୪ ବାଟାଲିୟନ ଓ କଳାହାଣ୍ଡି ଏସ୍‌ପିଙ୍କ ମିଳିତ ଚଢ଼ାଉ ପରେ ସମାଝୋଲା ଓ ପୋର୍ଗାଲ ରିଜର୍ଭ ଜଙ୍ଗଲରୁ ମାଓବାଦୀ କ୍ୟାମ୍ପ ଠାବ ହୋଇଛି॥ କ୍ୟାମ୍ପରୁ…

ମନ୍ତ୍ରୀ ହତ୍ୟା ମାମଲା, ସମ୍ବଲପୁରରେ କ୍ରାଇମବ୍ରାଞ୍ଚ ଟିମ୍‌

ସମ୍ବଲପୁର,୩।୨(ବ୍ୟୁରୋ): ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚର ଏକ ଟିମ୍‌ ବୁର୍ଲା ଭୀମସାରରେ ତଦନ୍ତ ଆରମ୍ଭ କରିଛି। ୨ ଡିଏସ୍‌ପିଙ୍କ ନେତୃତ୍ୱରେ ୫ ଜଣିଆ ଟିମ୍‌ ବୁର୍ଲାରେ ପହଞ୍ଚି ତନାଘନା ଚଳାଇଛି। ଗୁଳିକାଣ୍ଡ ସମୟରେ ଆହତ ହୋଇଥିବା ଅନ୍ୟ…

ବ୍ଲକ ଘେରିଲା ଭାଜପା

ପୁରୁଷୋତ୍ତମପୁର,୩।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଭାଜପା ପକ୍ଷରୁ ଶୁକ୍ରବାର ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯାଇଛି। ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ କୁମାର ପଣ୍ଡାଙ୍କ ନେତୃତ୍ୱରେ ଭାଜପା କର୍ମୀମାନେ କାଳୀ ମନ୍ଦିର ଛକଠାରୁ ଏକ ଶୋଭାଯାତ୍ରାରେ ବାହାରି ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧରେ…

ମନ୍ତ୍ରୀ ହତ୍ୟା ମାମଲା, ଡିଜିପି କହିଲେ…

ଝାରସୁଗୁଡ଼ା ଅଫିସ,୩।୨: ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ଏଥିମଧ୍ୟରେ ଶୁକ୍ରବାର ପ୍ରଥମ ଥର ପାଇଁ ପୋଲିସ ଡିଜି ସୁନିଲ କୁମାର ବଂଶଲ ମୁହଁ ଖୋଲିଛନ୍ତି । ସେ କହିଛନ୍ତି, ଜଷ୍ଟିସ ଦାସଙ୍କ ତତ୍ତ୍ୱାବଧାନରେ ମାମଲାର…

ଜୀବନ ହାରିଲେ ଯୁବକ, କାରଣ ଖୋଜୁଛି ପୋଲିସ

ନାକଟିଦେଉଳ,୩ା୨(ଡ଼ି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ଅଧୀନ ନାକଟିଦେଉଳ ମେଡ଼ିକାଲ ଛକଠାରେ ରହୁଥିବା ଜଣେ ଯୁବକ ଶୁକ୍ରବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ନିରଞ୍ଜନ ବେହେରା (୩୨)। ସୂଚନା ମୁତାବକ, ନିରଞ୍ଜନଙ୍କ ସ୍ତ୍ରୀ କୌଣସି କାମରେ ବାହାରକୁ ଯାଇଥିବା ବେଳେ ନିରଞ୍ଜନ…

ବିପଦ ଅବସ୍ଥାରେ ଦୋହଲୁଛି ଶୁଖିଲା ଗଛ

ବୁଗୁଡା,୩ା୨(ଡି.ଏନ୍‌.ଏ.): ବୁଗୁଡ଼ା-କରସିଙ୍ଗି ମୁଖ୍ୟ ସଡ଼କ ଅନ୍ତର୍ଗତ ଜେଏକ ଓ ପଥରବଣି ମଝି ରାସ୍ତା କଡ଼ରେ ଏକ ବିରାଟ ଶୁଖିଲା ଥୁଣ୍ଟା ଗଛ ବିପଦ ଶଙ୍କୁଳ ଅବସ୍ଥାରେ ରହିଛି। ଏହି ରାସ୍ତା ଦେଇ ଶତାଧିକ ଯାନବାହାନ ଚଳାଚଳ ସାଙ୍ଗକୁ ସ୍କୁଲ ଓ କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?