ଆମ ଜିଲା ଖବର

ଉନ୍ନୟନ କାମ ଯୋଗୁ ପ୍ରଦୂଷଣ ଉତ୍କଟ

ଯାଜପୁର ଅଫିସ,୧୦ା୩ :ଯାଜପୁର ଜିଲା ଦେଇ ଯାଇଥିବା ୧୬ନଂ. ଜାତୀୟ ରାଜପଥର ପୂର୍ବ ପାର୍ଶ୍ୱରେ ଏକାଧିକ ନୂତନ ବୃହତ୍‌ ପ୍ରକଳ୍ପ ଚାଲିଛି। ଏଥିରେ ବିଶାଳ ସୌଧ, ସେତୁ, ବଡ଼ ନାଳ, ବ୍ୟାରେଜ, ଖାଲୁଆ ଅଞ୍ଚଳକୁ ପୋତା କାର୍ଯ୍ୟ, ରାସ୍ତା ଆଦି ରହିଛି।…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ତଥ୍ୟ ଦେବାକୁ ପ୍ରଶାସନର ଭୟ

ନାଉଗାଁ,୧୦ା୩(ସ୍ବ.ପ୍ର):କେନ୍ଦ୍ର ସରକାରଙ୍କର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌) କାର୍ଯ୍ୟକାରୀ ହେଉଛି। ଦାରିଦ୍ର୍ୟ ଦୂରିକରଣ କରିବା ସହ ସମସ୍ତ ଶ୍ରମିକଙ୍କୁ ଶ୍ରମ ପ୍ରଦାନ କରିବା । ଏଥିସହ ରାଜ୍ୟ ତଥା ବାହାରକୁ ଦାଦନ ଖଟିବାକୁ ଯାଉଥିବା…

ପାସ୍‌ ହେଲା ୬୦୫ କୋଟିର ବଜେଟ

କଟକ ଅଫିସ,୧୦ା୩: କଟକ ମହାନଗର ନିଗମ (ସିଏମ୍‌ସି)ର ଚିଠା ବଜେଟରୁ ପୂର୍ଣ୍ଣାଙ୍ଗ ବଜେଟ୍‌ ଆୟବ୍ୟୟ ବୃଦ୍ଧି ପାଇଛି। ପୂର୍ବରୁ ଚିଠା ବଜେଟ୍‌ରେ ସମ୍ଭାବ୍ୟ ଆୟ ୫୮୭ କୋଟି ଦର୍ଶାଯାଇଥିବାବେଳେ ଏହାକୁ ପରିବର୍ତ୍ତନ କରାଯାଇ ପୂର୍ଣ୍ଣାଙ୍ଗ ବଜେଟ୍‌ରେ ସମ୍ଭାବ୍ୟ ଆୟ ୬୦୫ କୋଟି…

୫୪ କୋଟି ଖର୍ଚ୍ଚ ପରେ ବି ପାଣି ମିଳୁନି

ପଟ୍ଟାମୁଣ୍ଡାଇ, ୧୦ା୩ (ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପିଇବା ପାଣି ଏବେବି ପ୍ରମୁଖ ସମସ୍ୟା ହୋଇ ରହିଛି। ସରକାର ଅମୃତ ଯୋଜନାରେ ବିଶୁଦ୍ଧ ପାଣି ଯୋଗାଣ ବାବଦରେ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଲୋକେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। କେଉଁ ୱାର୍ଡରେ ପାଣି…

ଆଜିଠୁ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା

କଟକ ଅଫିସ,୧୦ା୩:ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୨୦ ତାରିଖରେ ସରିବ। ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଏହି ସମୟ…

ବରଗଡ଼ରେ ଗୁଳିମାଡ଼, ଯୁବକ ଗୁରୁତର

ବରଗଡ଼ ଅଫିସ,୯।୩: ବରଗଡ଼ ସହରର ବ୍ୟସ୍ତବହୁଳ ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଗରୁବାର ରାତିରେ ଗୁଳି ଏବଂ ଭୁଜାଲି ମାଡ଼ ହୋଇଛି। ଏଥିରେ ବରଗଡ଼ ହାଟପଦାର ଜଗନ୍ନାଥ କର୍ଣ୍ଣ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ବରଗଡ଼ର ଏକ ଘରୋଇ ଡାକ୍ତରଖାନାରେ…

କର୍ଲାପାଟରେ ପୁଣି ହାତୀ ମୃତ୍ୟୁ

ଭବାନୀପାଟଣା,୯।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅଧୀନ କର୍ଲାପାଟ ଅଭୟାରଣ୍ୟରେ ପୁଣି ଏକ ହାତୀ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ଯାକମରୁ ୧୦୦ ମିଟର କୁକୁରଘାଟିର ସେମିଝରନଠାରେ ହାତୀର ମୃତ୍ୟୁ ଘଟିଛି। ଏହି ଘଟଣା ଗତ ୪ ତାରିଖରେ ଘଟିଥିବା ଜଣାଯାଇଛି।…

ଟଙ୍କା ବ୍ୟାଗ ଝାମ୍ପି ନେଲେ ଦୁର୍ବୃତ୍ତ

ବଡ଼ଗାଁ, ୯।୩(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ନିକଟ ବସ୍‌ଷ୍ଟାଣ୍ଡର ଏକ ଚା ଦୋକାନରୁ ଲୁଟ ହୋଇଛି। ୨ ଲକ୍ଷ ଟଙ୍କା ଥିବା ବ୍ୟାଗକୁ ୨ଜଣ ଦୁର୍ବୃତ୍ତ ସର୍ବସମ୍ମୁଖରେ ଝାମ୍ପିନେଇ ଫେରାର ହୋଇଯାଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।…

ଟ୍ରକ୍‌କୁ ପିଟିଲା ଆଇସ୍‌କ୍ରିମ ବୋଝେଇ ଗାଡ଼ି

ବାଲିଗୁଡ଼ା,୯।୩:(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ସ୍ଥିତ ସବ୍‌ଜେଲ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ପୂର୍ବରୁ ରାସ୍ତା କଡ଼ରେ ଅଟକି ରହିଥିବା ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ପଛ ପଟେ ତୁମୁଡିବନ୍ଧରୁ ଆସୁଥିବା ଏକ ଆଇସକ୍ରିମ ବୋଝେଇ ଗାଡି ଭାରସାମ୍ୟ…

ମା’ ଝିଅଙ୍କୁ ଆକ୍ରମଣ: ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ,୯।୩(ଡିଏନଏ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା କାଞ୍ଜିଆମା ଗ୍ରାମରେ ଜଣେ ଯୁବତୀଙ୍କୁ ଗ୍ରାମର ଜଣେ ଯୁବକ ମଦ ପିଇ ଆକ୍ରମଣ କରି ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ଯୁବକଙ୍କୁ ଗିରଫ କରିଛି।…

ମାରଣାତ୍ସ ଦେଖାଇ ଲୁଟିନେଲେ ୯୨ ହଜାର ଟଙ୍କା, ପୋଲିସର ତଦନ୍ତ ଆରମ୍ଭ

ଦେବଗଡ,୯।୩(ଡି. ଏନ. ଏ.): ଦେବଗଡ ଥାନା ଅନ୍ତର୍ଗତ ଚିକିଣି ଘାଟି ନିକଟରେ ମାରଣାତ୍ସ ଦେଖାଇ ୨ଜଣ ଯୁବକଙ୍କଠାରୁ ୯୨ ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଏନେଇ ଦେବଗଡ ଆଦର୍ଶ ଥାନାରେ ଗୁରୁବାର ଅଭିଯୋଗ ହୋଇଛି। ଖବର ମୁତାବକ, ସମ୍ବଲପୁର ସହରର…

ଲୁଟ୍‌ ମାମଲାରେ ୨ ଜଣଙ୍କୁ ଗିରଫ କଲା ପୋଲିସ

ଦେବଗଡ,୯।୩(ଡି. ଏନ. ଏ.): ଦେବଗଡ଼ର ବିଭିନ୍ନ ଅଞ୍ଚଳରୁ ଟଙ୍କା ଲୁଟ୍‌ କରୁଥିବା ୨ ଡକାୟତଙ୍କୁ ଦେବଗଡ଼ ପୋଲିସ ଗିରଫ କରିଛି। ସେମାନେ ହେଲେ କଂଗ୍ରେସପୁର ଗାଁର ବଳରାମ ପାତ୍ର , ରମାକାନ୍ତ ପାତ୍ର । ପୋଲିସ ତାଙ୍କ ନିକଟରୁ ୧୬ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?