ଆମ ଜିଲା ଖବର

ଆର୍ଦ୍ରଭୂମି ତାଲିକାରେ ତାମ୍ପରା ହ୍ରଦ ସାମିଲ

ଛତ୍ରପୁର,୨ା୨(ଡି.ଏନ୍‌.ଏ.): ଆଜି ବିଶ୍ବ ପାଳୁଛି ‘ଓ୍ବେଟଲାଣ୍ଡ ଡେ’। ଏହି ଅବସରରେ ନୂଆ କରି ରାମସର ଆର୍ଦ୍ରଭୁମି (୨୪୮୯) ତାଲିକାରେ ସାମିଲ ହୋଇଥିବା ଗଞ୍ଜାମ ଜିଲାର ତାମ୍ପରା ହ୍ରଦଠାରେ ଏହି ଦିବସ ପାଳନ କରାଯାଇଛି। ଏଥିରେ ବନ ବିଭାଗ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର…

ଖାଲରେ ପଡ଼ି ଦୁଇ ଶିଶୁକନ୍ୟା ମୃତ

ଚିତ୍ରକୋଣ୍ଡା,୨ା୨(ଡି.ଏନ୍‌.ଏ.): ଖାଲକୁ ଖସି ଗୁରୁବାର ଦୁଇ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ଏନେଇ ଚିତ୍ରକୋଣ୍ଡା ଉପଖଣ୍ଡ ମେଡିକାଲ ଡାକ୍ତର ଘୋଷଣା କରିଛନ୍ତି। ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ସ୍ଥାନୀୟ ଚିତ୍ରକୋଣ୍ଡା ଢେପ ସାହିରେ ଏପରି ଦୁଃଖଦାୟକ ଘଟଣା ଦେଖିବାକୁ ମିଳିଛି। ସୁଭଦ୍ରା କମାର(୪) ଏବଂ…

ଜଳିଗଲା ୨୨ ପରିବାରର ୪୬ ବଖରା

ପଦ୍ମପୁର,୨ା୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବାଲିମେଦ ପଞ୍ଚାୟତର ସାହୁସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୪୬ ବଖରା ଘର ଜଳି ଯାଇଛି।   ତହସିଲଦାର ସୌଭାଗ୍ୟ ରଞ୍ଜନ ପଣ୍ଡା,ବିଡିଓ ସତ୍ୟଜିତ ରାଉତ, ବିଧାୟକଙ୍କ ପ୍ରତିନିଧି ଅସିତ କୁମାର ଦାସ,ବିଜେଡି…

ଅବଧି ସରିଲା, ଧାନ ଉଠିଲାନି

ଟିଟିଲାଗଡ,୨ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବ୍ଳକ ଅନ୍ତର୍ଗତ ବିଜେପୁର ମଣ୍ଡିରେ ଧାନକିଣା ଟାର୍ଗେଟ ସରିଯାଇଛି। ଏହିଭଳି କୁହାଯାଇ ଚାଷୀଙ୍କ ଧାନ କିଣାଯାଉନାହିଁ। ଏହାର ପ୍ରତିବାଦ କରି ଚାଷୀମାନେ ବୁଧବାର ଟିଟିଲାଗଡ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ସେମାନେ ଅଭିଯୋଗ କରିଥିଲେ…

ଭଦ୍ରକ ମୁଖ୍ୟ ଚିକିତ୍ସାଳୟରୁ ନକଲି ଡାକ୍ତର ଗିରଫ

ଭଦ୍ରକ ଅଫିସ,୨ା୨: ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରୁ ବୁଧବାର ଜଣେ ନକଲି ଡାକ୍ତରଙ୍କୁ ଟାଉନ ପୋଲିସ ଗିରଫ କରିଛି। ଗିରଫ ଯାଜପୁର ଜିଲାର ରାଜୀବ ବୋଲି ଜଣାପଡ଼ିଛି। ତାଙ୍କ ପାଖରୁ ଏକ ନକଲି ପରିଚୟପତ୍ର ମଧ୍ୟ ପୋଲିସ ଜବତ କରି ତଦନ୍ତ…

ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ଗିରଫ

ବଲାଙ୍ଗୀର ଅଫିସ,୨ା୨: କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ସେଜି ସିଂଙ୍କୁ ବେଲପଡ଼ା ପୋଲିସ ବୁଧବାର ରାତିରେ ଗିରଫ କରିଥିବା ଜଣାପଡ଼ିଛି। କଣ୍ଟାବାଞ୍ଜି-ବେଲପଡ଼ା ରାସ୍ତାରେ ଥିବା ଆଲିସାନ ସିନେମା ହଲର ମାଲିକଙ୍କ ଅଭିଯୋଗ ଅନୁସାରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି।…

ଜଙ୍ଗଲ ନିଆଁକୁ ନେଇ ଚିନ୍ତା

ନୟାଗଡ଼ ଅଫିସ,୨।୨: ନୟାଗଡ଼ ବନଖଣ୍ଡରେ ଜଙ୍ଗଲ ନିଆଁ ଚିନ୍ତାର କାରଣ ହୋଇଛି । ଗତବର୍ଷ ନୟାଗଡ଼ ବନଖଣ୍ଡର ୧୮୪ ପଏଣ୍ଟର ୧୩୯ ହେକ୍ଟରରେ ନିଆଁ ଲାଗିଥିଲା । ଗଛର ପତ୍ରଝଡ଼ା ପରେ ନିଆଁ ଲାଗିବାର ସମ୍ଭାବନା ରହୁଛି । ଫେବୃୟାରୀରୁ ଆରମ୍ଭ…

ଥାନା ଗାଡ଼ି ଅଚଳ, ଭଡ଼ାରେ ଲାଗୁଛି ବେସରକାରୀ ଯାନ

ଗୋପ,୨।୨(ଡି.ଏନ୍‌.ଏ.): ଗୋପ ଥାନା ବ୍ରିଟିଶ୍‌ ଶାସନ ସମୟରେ ୧୮୦୬ ମସିହାରେ ସ୍ଥାପନ କରାଯାଇଥିଲା। ଏହି ଥାନା ଅଧୀନରେ ଗୋଟିଏ ଫାଣ୍ଡି ଏବଂ ଗୋଟିଏ ବିଟ୍‌ କେନ୍ଦ୍ର ରହିଛି। ମାତ୍ର ଏହି ଥାନା ପ୍ରତି ଗୁରୁତ୍ୱ ଦିଆ ଯାଉନାହିଁ। ଏହି ଥାନା ଅଧୀନରେ…

ଫାଇଲ ଭିତରେ ଚପିଯାଇଛି ମୌଳିକ ଦାବି

ବେଗୁନିଆ,୨।୨(ଡି.ଏନ୍‌.ଏ.): ସରକାରୀ ଯୋଜନାକୁ ଲୋକାଭିମୁଖୀ କରିବା ସହ ସାଧାରଣ ଲୋକଙ୍କ ବିକାଶଧାରାକୁ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟ ସରକାରଙ୍କ ମହତ୍‌ ଉଦ୍ଦେଶ୍ୟଟି ସାଧିତ ହୋଇପାରୁ ନାହିଁ। ଲୋକଙ୍କ ମୌଳିକ ଆବଶ୍ୟକତାକୁ ଏଠି ଅଣଦେଖା କରାଯାଉଛି। ଖୋର୍ଦ୍ଧା ଜିଲା ବେଗୁନିଆବାସୀଙ୍କ ପକ୍ଷରୁ ବିଗତ…

ପୁନରୁଦ୍ଧାର ହେବ ପେଟାନାଳ

କଟକ ଅଫିସ,୨ା୨: ତାଳଦଣ୍ଡା କେନାଲ ଭଳି ସିଡିଏ ମର୍କତନଗରସ୍ଥିତ ପେଟାନାଳର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ୩୬ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଆସନ୍ତା ୧୮ ମାସ ମଧ୍ୟରେ ଉକ୍ତ ପ୍ରକଳ୍ପ କାର୍ଯ୍ୟ ଶେଷ…

ପାରାଦୀପରେ ପ୍ରଦୂଷଣ, ଗଛ ବଞ୍ଚିବା ପାଇଁ ସଂଘର୍ଷ କରୁଛି

ପାରାଦୀପ,୨ା୨(ସ୍ବ.ପ୍ର.): ବନ୍ଦର ଭିତ୍ତିକ ଶିଳ୍ପ ସହର ପାରାଦୀପ। ଏଠାରେ ପ୍ରଦୂଷଣ ଯୋଗୁ ଗଛ ଉପରେ କଳା ଓ ରଙ୍ଗର ଆସ୍ତରଣ ଜମି ରହୁଛି। ଫଳରେ ଗଛ ବଞ୍ଚିବା ପାଇଁ ଏବେ ସଂଘର୍ଷ କରୁଛି। ଦେଶର ଯେଉଁ ୮୮ ସହର ଅତ୍ୟଧିକ ପ୍ରଦୂଷିତ…

ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ୍‌,୨।୨(ସ୍ବ.ପ୍ର): ଆନ୍ଧ୍ରର ଶିବଲିଙ୍ଗପୁରଠାରେ ଏକ ଟନେଲରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନ୍‌ର ୧୧ଟି ବଗି ଲାଇନଚ୍ୟୁତ ଯୋଗୁ ବିଶାଖାପାଟଣା-କିରଣ୍ଡଲ ଯାତ୍ରୀବାହୀ ଟ୍ରେନକୁ ବାତିଲ କରାଯାଇଥିବା ବିଶାଖାପାଟଣା ଡିଆରଏମ ଅନୁପ ଶତପଥୀ ସୂଚନା ଦେଇଛନ୍ତି ା ମିଳିଥିବା ସୁଚନା ଅନୁଯାୟୀ, ଗୁରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?