ଓଲଟିଲା୨୦ ଜଣକୁ ଧରିଯାଉଥିବା ଅଟୋ
ପାପଡାହାଣ୍ଡି,୩୧।୧(ଡିଏନଏ): ନବରଙ୍ଗପୁର ଜିଲା ପାପଡାହାଣ୍ଡି କୋଷାଗୁମୁଡ଼ା-ସୋରିଷ ପଦର ବୁଲାଣି ରାସ୍ତାରେ ଏକ ଦୁର୍ଘଟଣା ଘଟିଛି। ଏକ ଅଟୋ ଓଲୋଟି ପଡିବାରୁ ତିନି ନାବାଳିକାଙ୍କ ସହ ୧୨ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ଜଣେ ନାବାଳିକା ସହ ୩ ଜଣଙ୍କୁ…
ଯୁବକଙ୍କୁ ଗଳାକାଟି ହତ୍ୟା: କାରଣ ଖୋଜୁଛି ପୋଲିସ
ବୋଡେନ,୩୧।୧(ଡି.ଏନ.ଏ.) ନୂଆପଡ଼ା ଜିଲା ବୋଡେନ ଥାନା ଫରସରା ପଞ୍ଚାୟତ କନକପୁର ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ହତ୍ୟାର ଶିକାର ହୋଇଥିବା ଯୁବକ ଜଣକ ବୋଡେନ ଗ୍ରାମର ଲୋକନାଥ (୨୫)। ଲୋକନାଥଙ୍କ ଦୁଇ ହାତର ଏକାଧିକ ସ୍ଥାନରେ ଗଭୀର କ୍ଷତ…
ଅବକାରୀ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ , ଉଦ୍ଧାର ହେଲେ ଫଶି ରହିଥିବା ୨ କର୍ମଚାରୀ
କଟକ ଅଫିସ୍,୩୧।୧: କଟକ ହାଇକୋର୍ଟ ନିକଟ ଏସ୍ବିଆଇ ପଛପଟେ ଥିବା ଅବକାରୀ କାର୍ଯ୍ୟାଳୟରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଫସି ରହିଥିବା ଦୁଇ ଜଣ କର୍ମଚାରୀଙ୍କୁ ଉଦ୍ଧାର କରାଯାଇଛି । ନିଆଁ…
ଭୋଜି ଖାଇ ଫେରୁଥିବା ବେଳେ ଓଲଟିଲା ପିକ୍ଅପ୍ ଭ୍ୟାନ
ଜୁନାଗଡ଼,୩୧।୧(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ମୁଣ୍ଡରାଗୁଡା ଛକ ନିକଟରେ ଏକ ପିକ୍ଅପ ଭ୍ୟାନ ଓଲଟିପଡିବାରୁ ୧୭ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ଜୁନାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନଙ୍କ ମଧ୍ୟରେ ୭ଜଣ ଶିଶୁ ରହିଛନ୍ତି।…
ପାର୍ଲାମେଣ୍ଟ କ୍ୟାଣ୍ଟିନରେ ମିଳିବ ମାଣ୍ଡିଆ ଦୋସା
ନୂଆଦିଲ୍ଲୀ,୩୧।୧: ପାର୍ଲାମେଣ୍ଟ କ୍ୟାଣ୍ଟିନରେ ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟସାମଗ୍ରୀ ଉପଲବ୍ଧ ହେବ। ସରକାର ମାଣ୍ଡିଆ ବ୍ୟବହାରକୁ ପ୍ରୋତ୍ସାହିତ କରୁଥିବା ବେଳେ ମଙ୍ଗଳବାରଠାରୁ ଆରମ୍ଭ ହେଉଥିବା ବଜେଟ ଅଧିବେଶନ ବେଳେ ଏମ୍ପି, ପାର୍ଲାମେଣ୍ଟ କର୍ମଚାରୀମାନଙ୍କୁ ମାଣ୍ଡିଆ ପ୍ରସ୍ତୁତ ଖାଦ୍ୟ ଯୋଗାଇବା ଲାଗି ଲୋକ ସଭା…
ଭିଜିଲାନ୍ସ ଜାଲରେ ଟିପିଏସଓଡ଼ିଏଲ ଜିଏମ
ବ୍ରହ୍ମପୁର ଅଫିସ, ୩୧।୧- ବ୍ରହ୍ମପୁର ଭିଜିଲାନ୍ସ ସ୍ବତନ୍ତ୍ର ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ସାଉଥକୋ ଜେନେରାଲ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ରେଡ କରିଛି। ବ୍ରହ୍ମପୁର ସାଉଥକୋ ଇଲେକ୍ଟ୍ରିକାଲ ଜେନେରାଲ ମ୍ୟାନେଜର (ଜିଏମ) ପ୍ରମୋଦ କୁମାର…
କଟକ ସବ୍ରେଜିଷ୍ଟର ଅଫିସ୍ ନିକଟରେ ଅଗ୍ନିକାଣ୍ଡ: ୨ ଆହତ
କଟକ ଅଫିସ୍,୩୧।୧: କଟକ ଜିଲା ସବ୍ରେଜିଷ୍ଟର ଅଫିସ୍ ନିକଟରେ ଥିବା ଏକ ହୋଟେଲରେ ମଙ୍ଗଳବାର ନିଆଁ ଲାଗିଛି। ଏହି ନିଆଁ ଏବେ ବ୍ୟାପିବାରେ ଲାଗିଛି। ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ପାଇଁ ୨ଟି ଦମକଳବାହିନୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟରେ…
ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ: ବୃଦ୍ଧ ଗିରଫ
କେନ୍ଦୁଝର,୩୧।୧(ସ୍ବ.ପ୍ର.): ଛଅ ବର୍ଷର ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗରେ ହରିଚନ୍ଦନପୁର ପୋଲିସ ଜଣେ ୬୦ ବର୍ଷ ବୟସ୍କ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କାନ୍ଦର ନାଏକ। ଭାଗମୁଣ୍ଡା ସ୍ଥିତ ଏକ ଘରୋଇ ସ୍କୁଲରେ ସେ ରୋଷେୟା…
ଭିତ୍ତିଭୂମି ଅଭାବ, ମିଳୁନି ଚିକିତ୍ସା ସୁବିଧା
ରାଉରକେଲା ଅଫିସ,୩୧।୧: ରାଉରକେଲା ସରକାରୀ ମେଡିକାଲ (ଆର୍ଜିଏଚ୍)ରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ୪ଶହ ଶଯ୍ୟା ବିଶିଷ୍ଟ ଏହି ଡାକ୍ତରଖାନାରେ ପ୍ରତିଦିନ ୫ଶହରୁ ଊର୍ଦ୍ଧ୍ୱ ରୋଗୀଙ୍କ ଚିକିତ୍ସା କରାଯାଉଛି। ତେବେ ଆବଶ୍ୟକ ଭିତ୍ତିଭୂମି ଅଭାବରୁ ରୋଗୀସେବାରେ ବାଧା ସୃଷ୍ଟି ହେଉଥିବାରୁ ଜନସାଧାରଣରେ ଅସନ୍ତୋଷ…
ଟାଇଁସର ୫ ଟି ହାଇସ୍କୁଲ ନିର୍ମାଣରେ ଅନିୟମିତତା
କୁଚିଣ୍ଡା,୩୧ା୧(ଡି.ଏନ.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ ଅନ୍ତର୍ଗତ ଟାଇଁସର ପଞ୍ଚାୟତର ଟାଇଁସର ତ୍ରିଲୋଚନ ପଦ୍ମାବତୀ ହାଇସ୍କୁଲ ୫ଟି ଯୋଜନାରେ ଚାଲିଥିବା ରୂପାନ୍ତରିକରଣରେ ଅନିୟମିତତା ଅଭିଯୋଗ ହୋଇଛି। ଯୋଜନାର ସମସ୍ତ ନୀତିନିୟମକୁ ଜଳାଞ୍ଜଳି ଦେଇ ଠିକାଦାର ଓ ଅଧିକାରୀଙ୍କ ଭିତିରି ବୁଝାମଣା ଯୋଗୁ…
ଯାଞ୍ଚରେ ବିଳମ୍ବ, ବାହାରିପାରୁନି ଚୂଡ଼ାନ୍ତ ତାଲିକା
ସମ୍ବଲପୁର,୩୧ା୧୧(ବ୍ୟୁରୋ): ଦୀର୍ଘ ୫ବର୍ଷ ମିଆଦି ସରିବା ପରେ ପୁଣି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମ୍ଭାବ୍ୟ ତାଲିକା ପ୍ରକାଶ ପାଇଥିଲା। ହେଲେ ଏଥିରେ ଜିଲାର ପ୍ରାୟ ୨ହଜାର ଅଯୋଗ୍ୟ ହିତଧିକାରୀଙ୍କ ନାମ ରହିଥିବା ଅଭିଯୋଗ ହୋଇଥିଲା। ଯାଞ୍ଚ ପାଇଁ ଗଠନ ହୋଇଥିବା ଟିମ୍…
ମୂଳ ଡାକ୍ତର ପଦର ୫୩ ଭାଗ ଖାଲି
ସୋନପୁର,୩୧।୧(ନି.ପ୍ର.): କେନ୍ଦ୍ର ଓ ରାଜ୍ୟ ସରକାର ସ୍ବାସ୍ଥ୍ୟ ସେବାକୁ ଗୁରୁତ୍ୱ ଦେଉଥିବା ବେଳେ ସୁବର୍ଣ୍ଣପୁର ଜିଲାରେ ଏବେ ଡାକ୍ତର ସଙ୍କଟ ଦେଖାଦେଇଛି। ପ୍ରତିବର୍ଷ ରାଜ୍ୟର ବିଭିନ୍ନ ଭେଷଜ ମହାବିଦ୍ୟାଳୟରୁ ଡାକ୍ତର ବାହାରୁଥିଲେ ମଧ୍ୟ ପଦ ପୂରଣ ହୋଇ ପାରୁନାହିଁ। ମଞ୍ଜୁରୀପ୍ରାପ୍ତ ମୂଳପଦବୀରୁ…

