ଆମ ଜିଲା ଖବର

ପରୀକ୍ଷାମୂଳକ ଭାବେ ଗଡ଼ିଲା ମାଲବାହୀ ଟ୍ରେନ୍‌

କାମାକ୍ଷାନଗର,୩୧ା୧(ଡି.ଏନ.ଏ):ଢେଙ୍କାନାଳ ଜିଲା କାମାକ୍ଷାନଗର ଦେଇ ଯାଇଥିବା ବହୁ ପ୍ରତୀକ୍ଷିତ ଅନୁଗୋଳ-ସୁକିନ୍ଦା ୯୫ କିଲୋମିଟର ରେଳ ଲାଇନ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କିଛିଦିନ ତଳେ ଏହି ରେଳ ଲାଇନରେ ପରୀକ୍ଷାମୂଳକ ଭାବେ ଟ୍ରେନ୍‌ ଇଞ୍ଜିନ୍‌ ଗଡିଥିବା ବେଳେ ସୋମବାର ଯାଜପୁର…

ଆବାସ ଗୃହ ତାଲିକାରେ ଅନିୟମିତତା: ଜନପ୍ରତିନିଧିଙ୍କୁ ତାଲା ପକାଇଲେ ହିତାଧିକାରୀ

କୋକସରା,୩୦।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ପାଇଁ ୫୪୬ ଆବାସ ଗୃହ ତାଲିକା ପଞ୍ଚାୟତ ପକ୍ଷରୁ ଅନୁମୋଦନ କରାଯାଇଥିଲା। ସେଥିରୁ ୨୩୭ ଅନୁମୋଦନ ହୋଇଥିବା ବେଳେ ୩୦୯ ଆବାସ ଗୃହ ତାଲିକାରୁ ବାଦ୍‌ ପଡିଥିବା ହିତାଧିକାରୀ ସୋମବାର ଅଭିଯୋଗ…

ଏସିଆ ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇଲା ସର୍ବବୃହତ୍‌ ହକି ଫିଲ୍ଡ ଲୋଗୋ

ବ୍ରହ୍ମପୁର ଅଫିସ୍‌, ୩୦ା୧: ୱେଷ୍ଟ ଟୁ ହେଲ୍‌ଥ ଦକ୍ଷତାକୁ ନେଇ ବ୍ରହ୍ମପୁର ଆଇଟିଆଇ ପୁଣି ଏକ ରେକର୍ଡ ହାସଲ କରିଛି। ଆଇଟିଆଇ ବିଦ୍ୟାର୍ଥୀଙ୍କ ଦ୍ୱାରା ନିର୍ମିତ ବୃହତ୍ତମ ହକି ଫିଲ୍ଡ ଲୋଗୋ ଏସିଆ ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇଛି। ଏହି…

କେନାଲ ଗାର୍ଡ ଓ୍ବାଲରେ ପିଟି ହୋଇ ବାଇକ ଆରୋହୀ ମୃତ

ହିଞ୍ଜିଳିକାଟୁ ୩୦।୧(ଡି.ଏନ.ଏ.): ହିଞ୍ଜିଳି ଥାନା ଅନ୍ତର୍ଗତ ସୋମପୁର ଏବଂ ପୋଚିଲିମା ଗ୍ରାମ ମଧ୍ୟ ରାସ୍ତାରେ କେନାଲ ଗାର୍ଡ ଓ୍ବାଲରେ ପିଟି ହୋଇ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଆସିକା ଥାନା ଅନ୍ତର୍ଗତ ପଢାଳ ଗ୍ରାମର ବାବୁଲା ନାଇକଙ୍କ…

ଅଟୋରୁ ପ୍ରେମ, ବିବାହ ପରେ ନିର୍ଯାତନା

ଛତ୍ରପୁର,୩୦ା୧(ଡି.ଏନ.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗାଁର ଜଣେ ବିବାହିତ ଅଟୋ ଚାଳକଙ୍କୁ ଉକ୍ତ ଗ୍ରାମର ଜଣେ ଯୁବତୀ ବିବାହ କରିବା ପରେ ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି । ନ୍ୟାୟ ପାଇଁ ସେ ସୋମବାର ଛତ୍ରପୁର…

୨ ମାସ ତଳେ କରିଥିଲେ ବିବାହ: ପିନ୍ଧା ଲୁଗାରେ ଜୀବନ ହାରିଲେ ନବବଧୂ

ବ୍ରହ୍ମପୁର ଅଫିସ,୩୦ା୧: ପିନ୍ଧା ଲୁଗାରେ ଝୁଲିପଡ଼ିଲେ ନବବଧୂ। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା ଗୁରୁଣ୍ଡି ଗ୍ରାମରେ। ମୃତକ ଜଣଙ୍କ ଗୁରୁଣ୍ଠି ଗ୍ରାମର କନକ ବେହେରା (୧୯)। ନିମଖଣ୍ଡି ପୋଲିସ ମୃତଦେହ ଜବତ କରି ନଂ.୨/୨୩ ରେ…

ବିଧାୟକଙ୍କ ଘରେ ଭଙ୍ଗାରୁଜା,ଥାନାରେ ମାମଲା

କେନ୍ଦୁଝର,୩୦।୧(ସ୍ବ.ପ୍ର.): ସଦର ବିଧାୟକ ମୋହନ ଚରଣ ମାଝୀଙ୍କ ମଣ୍ଡୁଆସ୍ଥିତ ବାସଭବନରେ ପଶି ଭାଜପାର ଜଣେ ପୂର୍ବତନ କାର୍ଯ୍ୟକର୍ତ୍ତା ଭଙ୍ଗାରୁଜା କରିଛନ୍ତି। ଏଥିସହ ମାନସ ରଞ୍ଜନ ସାହା ନାମକ ଯୁବକଙ୍କୁ ଆକ୍ରମଣ କରିବା ନେଇ ଟାଉନ ଥାନରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ…

ଧନୀଙ୍କୁ ବାଦ୍‌ ଦେଇ ଗରିବଙ୍କୁ ସାମିଲ କର

ବଲସକୁମ୍ପା,୩୦ା୧(ଡି.ଏନ୍‌.ଏ.): ଖଜୁରିପଡ଼ା ବ୍ଲକରେ ଗରିବ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରାଯାଇନାହିଁ। ଧନୀ ଶ୍ରେଣୀର ଲୋକଙ୍କ ନାମ ଆବାସ ଯୋଜନାରେ ସାମିଲ କରାଯାଇଥିବାରୁ ବ୍ଲକ କଂଗ୍ରେସ ଉଦବେଗ ପ୍ରକାଶ କରିଛି। ପ୍ରକୃତ ଗରିବ ଲୋକଙ୍କୁ ଚିହ୍ନଟ କରିବା ସହିତ ଯେଉଁ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ହତ୍ୟା ମାମଲା: ଗିରଫ ହେଲେ ଗୋପାଳ ଦାସ

ଝାରସୁଗୁଡା ଅଫିସ,୩୦।୧: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଦାସଙ୍କୁ ସୋମବାର ଗିରଫ କରାଯାଇଛି। କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ଗୋପାଳଙ୍କୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି। ଘଟଣାସ୍ଥଳ ଯାଞ୍ଚ କରାଯାଇ ତଦନ୍ତ କରାଯାଉଛି। ଅଭିଯୁକ୍ତଙ୍କୁ…

ପଞ୍ଚଭୂତରେ ବିଲୀନ ହେଲେ ନବ କିଶୋର

ଝାରସୁଗୁଡ଼ା ଅଫିସ,୩୦।୧: ପଞ୍ଚଭୂତରେ ବିଲୀନ ହେଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। ଝାରସୁଗୁଡ଼ା ଖେରୁଆଲ ଶ୍ମଶାନରେ ସ୍ବାସ୍ଥ୍ୟ ମନ୍ତ୍ରୀ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ରାଷ୍ଟ୍ରୀୟ ମର୍ଯ୍ୟାଦାର ତାଙ୍କୁ ଅନ୍ତିମ ବିଦାୟ ଦିଆଯାଇଛି। ସନ୍ଧ୍ୟା ୫ଟାରେ ପୁଅ ବିଶାଳ ମୁଖାଗ୍ନି ଦେଇଥିଲେ।…

ପୁଣି ଭିଜିଲାନ୍ସ ଜାଲରେ ସରକାରୀ ଅଧିକାରୀ

ଭବାନୀପାଟଣା,୩୦।୧(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ଅଧିକାରୀ। ଗତ ୧୨ ତାରିଖରେ ଜଳ ବିଭାଜିକା ପ୍ରକଳ୍ପ ସହକାରୀ ନିର୍ଦ୍ଦେଶକ ତଥା ଆକାଉଣ୍ଟାଣ୍ଟ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭବାନୀପାଟଣା ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ସୋମବାର ପୁଣି ଜଣେ…

ମୋ ସ୍ବାମୀ ମନ୍ତ୍ରୀଙ୍କ ପିଏସ୍‌ଓ ନ ଥିଲେ: ଜୟନ୍ତୀ

ଭୁବନେଶ୍ବର,୩୦।୧(ବୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଗୁଳିକାଣ୍ଡ ଘଟଣାକୁ ନେଇ କ୍ରାଇବ୍ରାଞ୍ଚ ତଦନ୍ତ ଆରମ୍ଭ କରିଛି। ଗୁଳିକାଣ୍ଡର କାରଣ ଜଣାପଡ଼ି ନ ଥିବା ବେଳେ ଏଏସ୍‌ଆଇ ଏକାକୀ ଗୁଳି କରିଥିବା ସ୍ପଷ୍ଟ ହୋଇଛି। ଏଭଳି ସ୍ଥିତିରେ ଗୋପାଳ ଦାସଙ୍କ ସ୍ତ୍ରୀ ଜୟନ୍ତୀ ଦାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?