ଆମ ଜିଲା ଖବର

ହ୍ୟୁମାନ ସାଗର-ଶ୍ରୀୟାଙ୍କ ପାରିବାରିକ ବିବାଦ ତୁଟିଲା

କଟକ ଅଫିସ,୩୦ା୧: କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏବଂ ସ୍ତ୍ରୀ ଶ୍ରୀୟା ମିଶ୍ରଙ୍କର ପାରିବାରିକ ବିବାଦ ତୁଟିଥିବା ନେଇ ଏସ୍‌ପି ଅମିତାଭ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଉ କିଛି ଦିନ ପରେ ଶ୍ରୀୟା ଆସି ହ୍ୟୁମାନଙ୍କ ଘରେ ରହିବେ। ଶ୍ରୀୟା…

ଓଢ଼ଣୀ ଲଗାଇ ଜୀବନ ହାରିଲେ ଯୁବତୀ: କାରଣ ଖୋଜୁଛି ପୋଲିସ

ରାଇରଙ୍ଗପୁର,୩୦।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଧୀନ ବହଳଦା ବଜାର ଅଞ୍ଚଳରେ ରବିବାର ରାତିରେ ଜଣେ ଯୁବତୀ ବେକରେ ଓଢ଼ଣି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସେ ହେଲେ ନୌନା ସାହୁ(୨୦)। ମିଳିଥିବା ସୂଚନା ମୁତାବକ, ନୌନା ଘରେ ବେକରେ ଓଢ଼ଣି…

ଅଭିଯୁକ୍ତ ଏଏସ୍‌ଆଇ ଗୋପାଳଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଝାରସୁଗୁଡ଼ା ଅଫିସ,୩୦।୧: ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଗୁଳିକାଣ୍ଡ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ସୋମବାର କ୍ରାଇମବ୍ରାଞ୍ଚ ଅଧିକାରୀ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଦାସଙ୍କୁ ପଚରାଉଚରା ଆରମ୍ଭ କରିଛନ୍ତି। ସୁନ୍ଦରଗଡ଼ ପୋଲିସ ରିଜର୍ଭ ଅଫିସରେ ଅଭିଯୁକ୍ତ ଗୋପାଳଙ୍କୁ ଜେରା…

ନ୍ୟାୟ ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ନିର୍ଯାତିତା ମହିଳା

ଛତ୍ରପୁର,୩୦ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଅଧୀନ ସୁମନ୍ତପୁର ଗାଁର ଜଣେ ବିବାହିତ ଅଟୋ ଚାଳକଙ୍କୁ ଜଣେ ଯୁବତୀ ବିବାହ କରିବା ପରେ ନିର୍ଯାତନା ସହୁଥିବା ଅଭିଯୋଗ ହୋଇଛି। ନ୍ୟାୟ ପାଇଁ ସେ ସୋମବାର ଛତ୍ରପୁର ଆସି ଗଞ୍ଜାମ ଏସ୍‌ପିଙ୍କ ଦ୍ୱାରସ୍ଥ…

ପ୍ରତିଶ୍ରୁତି ମିଳିଲା, ମିଳିନି ମୌଳିକ ସୁବିଧା

ଖପ୍ରାଖୋଲ, ୩୦ା୧(ଡି.ଏନ.ଏ.):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ନାନ୍ଦୁପଲା ପଞ୍ଚାୟତ ଅନ୍ତର୍ଗତ ମହୁଲପାଲି ରାଜସ୍ବ ଗାଁ। ବ୍ଲକ ସଦର ମହକୁମାଠାରୁ ୨୦ କିମି ଦୂର ଗନ୍ଧମାର୍ଦ୍ଦନ ପାହାଡ଼ ପାଦଦେଶରେ ଅବସ୍ଥିତ ଏହି ଗାଁରେ ୨୦ଆଦିବାସୀ ପରିବାରର ଶହେରୁ ଊର୍ଦ୍ଧ୍ୱ ଲୋକେ ବାସ କରନ୍ତି।…

୨୩ ବର୍ଷ ହେଲା ରାଜ୍ୟ ସରକାର ଓଡ଼ିଆଙ୍କୁ ଠକୁଛନ୍ତି

ଧର୍ମଗଡ଼,୩୦।୧(ଡି.ଏନ.ଏ.):କଳାହାଣ୍ଡି ଜିଲା ଭାଜପା ଧର୍ମଗଡ଼ ବିଧାନସଭାସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ ରବିବାର ସନ୍ଦିକୁଲିଆରୀ ମହାଭାରତ ଆମ୍ବତୋଟାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ସାଧାରଣ ସମ୍ପାଦକ ସୁଧୀର ପଟଯୋଷୀଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ଏମପି ବସନ୍ତ ପଣ୍ଡା ଉପସ୍ଥିତି ରହି କେନ୍ଦ୍ର ସରକାରଙ୍କ ବିଭିନ୍ନ…

ଗାଈ ଗୁହାଳରେ ପଦ୍ମଶ୍ରୀ ପଟ୍ଟାୟତଙ୍କ ପରିବାର

ଭବାନୀପାଟଣା,୩୦।୧(ସ୍ବ.ପ୍ର.):ବଣ ମଲ୍ଲି ଆଉ ବଣରେ ଶୋଭା ପାଉନି, ଏବେ ଘରେ ମଧ୍ୟ ଏହି ବଣମଲ୍ଲି ଶୋଭା ବଢ଼ାଉଛି। ୩ ହଜାରରୁ ଊଦ୍ଧର୍‌ବ ଔଷଧୀୟ ବୃକ୍ଷ ରୋପଣ କରି ୨୦୨୧ ସେପ୍ଟେମ୍ବର ୨୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନକି ବାତରେ ସେ…

ଗାନ୍ଧୀଙ୍କ ସ୍ମୃତି ବହନ କରୁଛି ମଧୁମନ୍ଦିର

ବ୍ରହ୍ମପୁର ଅଫିସ,୩୦।୧:୧୯୨୦ରୁ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ କଂଗ୍ରେସ ଗଠିତ ହୋଇଥିଲା। ଏହାପରେ ୧୯୨୧ରେ ଭାରତ ଛାଡ଼ ଆନ୍ଦୋଳନ ସମୟରେ ଓଡ଼ିଶାରେ ପଣ୍ଡିତ ଗୋପବନ୍ଧୁ ଦାସ ସ୍ବାଧୀନତା ସଂଗ୍ରାମର ମୁଖ୍ୟ ପୁରୋଧା ସାଜିଥିଲେ। ଏଥିରେ ଗୋପବନ୍ଧୁଙ୍କ ଅନୁରୋଧ କ୍ରମେ ୧୯୨୧ ମାର୍ଚ୍ଚ ୨୩ରୁ…

ଛାତ୍ରୀଛାତ୍ରଙ୍କୁ ମିଳୁନି ଭିଟାମିନ୍‌ଯୁକ୍ତ ଚାଉଳ

ଚନ୍ଦ୍ରପୁର,୩୦ା୧(ଡି.ଏନ୍‌.ଏ.):ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ଅନ୍ତର୍ଗତ ମଙ୍ଗଳ ବିଭାଗର ବିଭିନ୍ନ ସ୍କୁଲରେ ଭିଟାମିନ୍‌ ଯୁକ୍ତ ଚାଉଳ ମିଳୁ ନ ଥିବା ଅଭିଯୋଗ ହୋଇଛି। ସଦର ସ୍ଥିତ ମଙ୍ଗଳ ବିଭାଗ ସରକାରୀ ହାଇସ୍କୁଲ, ଚନ୍ଦ୍ରପୁର କନ୍ୟାଶ୍ରମ, ନେହେରୁପଙ୍ଗା ସେବାଶ୍ରମ, ବୁଡ଼ିବାଲି ସେବାଶ୍ରମ ବିଦ୍ୟାଳୟରେ…

କାର୍ଯ୍ୟକ୍ଷମ ହୋଇପାରୁନି ନବନିର୍ମିତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ

ମାଲକାନଗିରି, ୩୦ା୧(ଡି.ଏନ.ଏ.):ସରକାର ଜନସାଧାରଣଙ୍କ ସୁବିଧା ଲାଗି ବିଭିନ୍ନ ପଦକ୍ଷେପ ନେଉଛନ୍ତି। ସେମାନଙ୍କ ସୁବିଧା ପାଇଁ ବହୁ ଅର୍ଥ ବ୍ୟୟ କରି ବିଭିନ୍ନ କାର୍ଯ୍ୟାଳୟ ନିର୍ମାଣ କରୁଛନ୍ତି। ମାତ୍ର ଅନେକ କାର୍ଯ୍ୟାଳୟ ନିର୍ମାଣ ହେଉଥିଲେ ସୁଦ୍ଧା ସ୍ଥାନୀୟ ପ୍ରଶାସନର ଅବହେଳା ଯୋଗୁ ଏହା…

ଝାରସୁଗୁଡ଼ାରେ ନବ ଦାସଙ୍କ ପାର୍ଥିବ ଶରୀର

ଝାରସୁଗୁଡ଼ା ଅଫିସ,୩୦ା୧: ଦିବଂଗତ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ମରଶରୀର ସୋମବାର ଭୁବନେଶ୍ୱରରୁ ଝାରସୁଗୁଡ଼ା ଅଣାଯାଇଛି। ଝାରସୁଗୁଡ଼ା ବିମାନବନ୍ଦରରେ ତାଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ସରବାହାଲସ୍ଥିତ ତାଙ୍କ ବାସଭବନକୁ ନିଆଯାଉଛି। ଶେଷଦର୍ଶନ ପାଇଁ…

ଜଳିଗଲା ବସ୍‌: ୧୫ ଚକ୍ଷୁ ଅପରେଶନ ରୋଗୀ ଆହତ

ନୟାଗଡ ଅଫିସ୍‌,୩୦।୧: ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନାର ଫାଲପାଦୁ ନିକଟରେ ଡିଭାଇଡରକୁ ଧକା ଦେଇ ଏକ ବସ ଜଳି ଯାଇଛି। ବସରେ ୩୦ ଆଖି ଅପରେସନ ରୋଗୀ ଥିଲେ। ଏଥିରୁ ୧୫ ଜଣ ଆହତ ହୋଇଛନ୍ତି। ଆହତଙ୍କ ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?