ଆମ ଜିଲା ଖବର

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ, ସୋହେଲା…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଉଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ୧୦ରୁ…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା ୩୦ ମିନିଟ୍ ସମୟରେ ହଠାତ୍ ପାଗ ବଦଳିବା ସହ ଘଡ଼ଘଡ଼ି ଓ ପ୍ରବଳ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦ ମିନିଟ ସମୟରେ ହଠାତ୍ ଅତି ପ୍ରବଳ ବେଗରେ ଆସିଥିବା ଏହି ଝଡ଼-ପବନ ଯୋଗୁଁ…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀଙ୍କ ଏତଲାକ୍ରମେ ପୋଲିସ୍‌ ସ୍ଥାନୀୟ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଅରୁଣ…

ବିକାଶ ଇନଷ୍ଟିଟ୍ୟୁଟ୍ ଅଫ୍ ଆଇଟି ଆଣ୍ଡ ମ୍ୟାନେଜମେଣ୍ଟ: ବିବିଏରେ ଗୁନଗୁନ, ବିସିଏରେ ସଲୋନୀ ଟପ୍ପର…

ଭବାନୀପାଟଣା,୩୦।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଇନଷ୍ଟିଟ୍ୟୁଟ୍ ଅଫ୍ ଆଇଟି ଆଣ୍ଡ ମ୍ୟାନେଜମେଣ୍ଟ ପୁଣିଥରେ ଉତ୍କୃଷ୍ଟ ଶିକ୍ଷାଗତ ସଫଳତା ହାସଲ କରିଛି। ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ସଦ୍ୟ ପ୍ରକାଶିତ ସ୍ନାତକ ପରୀକ୍ଷା ଫଳାଫଳରେ ଅନୁଷ୍ଠାନର ଛାତ୍ରୀ ଗୁନଗୁନ ପ୍ରିୟଦର୍ଶିନୀ…

ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା: କେଭିନ୍ ଭିତରେ ଛାତରୁ ଖସିଲା ସିଲିଂ, ମହିଳା ରୋଗୀ

ପାରଳାଖେମୁଣ୍ଡି, ୩୦।୫ (ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ମେଡିକାଲକୁ ଚିକିତ୍ସା ପାଇଁ ଆସିଥିବା ଜଣେ ମହିଳା ରୋଗୀ ରହୁଥିବା ସ୍ୱତନ୍ତ୍ର କେଭିନ୍‌ର ଛାତରୁ ହଠାତ୍…

ଦାରିଙ୍ଗବାଡିରେ ଭୋଟ ପରିଚୟପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟ ଆରମ୍ଭ: ବିଭିନ୍ନ ବୁଥ୍ ବୁଲି ସମୀକ୍ଷା କଲେ ବିଡ଼ିଓ

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଠାରୁ ଭୋଟ ପରିଚୟ ପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଯାଇଛି। ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ସାରା ଦେଶରେ ଏହି ସଂଶୋଧନ…

ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!

ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ ୧୨ଟା ୫୫ ମିନିଟ ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ ରକ୍ତକୁ ପାଣି କରି ରୋଜଗାର କରିଥିବା ଅର୍ଥରେ ମୁଣ୍ଡ ଗୁଞ୍ଜିବା ପାଇଁ ଗଢ଼ିଥିବା…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା ନଦୀର ଉପରମୁଣ୍ଡରେ ଆନିକଟ ନିର୍ମାଣ ପାଇଁ ଦାବି ଉପସ୍ଥାପନ କରିଥିଲେ। ବଂଶଧାରା ଅବବାହିକା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି ବିଭିନ୍ନ ଅନର୍ସରେ ଟପ୍ପର ହୋଇଛନ୍ତି। ବିଜ୍ଞାନ ବିଭାଗର ଜୁଲୋଜି ଅନର୍ସ ଛାତ୍ରୀ ଅର୍ଚ୍ଚିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?