ଆମ ଜିଲା ଖବର

ଗୁଳିକାଣ୍ଡ ପରେ ଏଏସ୍‌ଆଇଙ୍କ ସ୍ତ୍ରୀ, ପୁଅ ରଖିଲେ ପ୍ରତିକ୍ରିୟା

ଭୁବନେଶ୍ବର,୨୯।୧(ବୁରୋ): ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିକାଣ୍ଡ ଘଟଣା ପରେ ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଇତିମଧ୍ୟରେ ପୋଲିସ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଦାସଙ୍କୁ ଗିରଫ କରି ପଚରାଉଚରା କରୁଛି। ହେଲେ ଗୁଳିକାଣ୍ଡର କାରଣ ଜଣାପଡି ନ ଥିବା…

ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ଼ ଘଟଣା ନେଇ ଏମିତି କହିଲେ ପ୍ରତ୍ୟକ୍ଷଦର୍ଶୀ

ଝାରସୁଗୁଡ଼ା ଅଫିସ,୨୯ା୧: ରବିବାର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରକୁ ଜଣେ ଏଏସ୍‌ଆଇ ବ୍ରଜରାଜନଗରରେ ଗୁଳିମାଡ଼ କରିଥିବା ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି। ସେମାନେ କହିଛନ୍ତି, ‘ଦାଦା ସଭାସ୍ଥଳରେ ପହଞ୍ଚିବା କ୍ଷଣି ଆମେ ସ୍ବାଗତ କରିବାକୁ ଯାଇଥିଲୁ। ଏହି ସମୟରେ ପୋଲିସ ପୋଷାକରେ ଥିବା ଜଣେ…

ନବ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର: ଭୁବନେଶ୍ୱରକୁ କରାଗଲା ଏୟାରଲିଫ୍ଟ

ଝାରସୁଗୁଡ଼ା ଅଫିସ,୨୯।୧: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ ରବିବାର ଗୁଳିମାଡ଼ ହୋଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଏ ନେଇ ଝାରସୁଗୁଡ଼ା ବିମାନ ବନ୍ଦରରୁ ତାଙ୍କୁ ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ତାଙ୍କ ଦେହରେ ୨ଟି ଗୁଳି…

ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼

ଝାରସୁଗୁଡ଼ା ଅଫିସ,୨୯।୧: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ରବିବାର ଗୁଳିମାଡ଼ ହୋଇଛି। ବ୍ରଜରାଜନଗର ଗାନ୍ଧୀ ଛକରେ ମ୍ୟୁନିସିପାଲିଟି ଚେୟାରମ୍ୟାନ୍‌ ଏବଂ ଭାଇସ୍‌ ଚେୟାରମ୍ୟାନଙ୍କ ଏକ କାର୍ଯ୍ୟାଳୟ ଉଦ୍‌ଘାଟନ କରିବାକୁ ମୁଖ୍ୟଅତିଥି ଭାବେ ସ୍ବାସ୍ଥ୍ୟମନ୍ତ୍ରୀ ଆସିଥିଲେ। ତେବେ କାର୍ଯ୍ୟାଳୟର ମାତ୍ର ୧୦୦ ମିଟର ଦୂରରେ…

ଦୁଇ ହାତୀ ଦାନ୍ତ ଜବତ, ୪ଗିରଫ

ବାରିପଦା ଅଫିସ,୨୯ା୧: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତର ଡିଭିଜନ୍‌ ତାଳବନ୍ଦ ରେଞ୍ଜରୁ ଗଳିତ ଦନ୍ତାହାତୀର ଦୁଇ ଦାନ୍ତକୁ ପୋଲିସ ଓ ବନବିଭାଗ ମିଳିତ ଭାବେ ଜବତ କରିଛି । ଏ ସଂକ୍ରାନ୍ତରେ ୱାଇଲ୍ଡ ଲାଇଫ ଆକଟ ଅନୁଯାୟୀ…

ହାଣ୍ଡିରୁ ଭାତ ଖାଇଗଲା ଦନ୍ତା

ଢେଙ୍କାନାଳ ଅଫିସ, ୨୯।୧: ଜଙ୍ଗଲ ତଳି ଅଞ୍ଚଳରେ ରହୁଥିବା ପରିବାରର ବାସିପଖାଳ ବାସ୍ନା ହାତୀପଲକୁ ମତୁଆଲା କରୁଛି। ଜମିରୁ ଧାନ ଅମଳ ସରିଯାଇଥିବାବେଳେ ଏବେ ବଣୁଆ ହାତୀ ଜଙ୍ଗଲ ଛାଡ଼ି ଜନବସତି ମୁହଁା ହେଉଛନ୍ତି। ପଖାଳ ଖାଇବାକୁ ଯାଇ ସେମାନେ ଘରଦ୍ୱାର…

ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ: ୩ଲକ୍ଷ ଶ୍ରଦ୍ଧାଳୁ

କୋଣାର୍କ,୨୯।୧(ଡି.ଏନ୍‌.ଏ.): ବିଶ୍ବ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଣାର୍କ ସନ୍ନିକଟ ପୁରାଣ ବର୍ଣ୍ଣିତ ଚନ୍ଦ୍ରଭାଗାରେ ଶନିବାର ମାଘସପ୍ତମୀ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଚନ୍ଦ୍ରଭାଗା ତୀର୍ଥରେ ଭୋରରୁ ପ୍ରାୟ ୩ଲକ୍ଷରୁ ଊଦ୍ଧର୍‌ବ ଶ୍ରଦ୍ଧାଳୁ ମାଘ ବୁଡ଼ ପକାଇବା ସହ ବେଳାଭୂମି ମହୋଦଧି ତଟରେ…

ଖେଳୁଥିବା ବେଳେ ବାଳକଙ୍କ ପେଟରେ ପଶିଲା ବର୍ଚ୍ଛା

ବଲାଙ୍ଗୀର ଅଫିସ, ୨୯।୧- ବଲାଙ୍ଗୀର ଜିଲା ବେଲପଡା ଥାନା ଅଏଁଲାଭଟା ଗାଁରେ ରବିବାର ଏକ ଅଘଟଣ ଘଟିଛି । ରାଜୁ ଥନାପତି ନାମକ ଜଣେ ୧୬ ବର୍ଷ ବାଳକଙ୍କ ପେଟରେ ଏକ ବର୍ଚ୍ଛା ପଶିଯିବାରୁ ସେ ଗୁରୁତର ଆହତ ହୋଇଛନ୍ତି ।…

୩ ମାସରେ ସରିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ପୁରୀ ଅଫିସ,୨୯।୧: ଶ୍ରୀକ୍ଷେତ୍ରରେ ଚାଲିଥିବା ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଜୋରସୋର୍‌ରେ ଚାଲିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଐତିହ୍ୟ ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ…

ଅପରାଜିତାଙ୍କ ଗସ୍ତଙ୍କୁ ନେଇ ଚର୍ଚ୍ଚା

କେନ୍ଦ୍ରାପଡ଼ା ଅଫିସ,୨୯।୧: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଶନିବାର କେନ୍ଦ୍ରାପଡ଼ା ଜିଲା ଗସ୍ତ କରିଥିଲେ। ସହରର ତିନିମୁହାଣୀଠାରୁ ଇଚ୍ଛାପୁରସ୍ଥିତ ଶ୍ରୀବଳଦେବଜୀଉଙ୍କ ମନ୍ଦିର ପର୍ଯ୍ୟନ୍ତ ସେ ପଦଯାତ୍ରା କରିଥିଲେ ା ତାଙ୍କର ଏହି ଗସ୍ତ କାର୍ଯ୍ୟକ୍ରମରେ ଜିଲା ଭାଜପାର ଅନେକ ନେତାଙ୍କ ଅନୁପସ୍ଥିତିକୁ…

‘୬୦ ଦିନ ଭିତରେ ୱେବ୍‌ସାଇଟ୍‌ ଅପ୍‌ଡେଟ୍‌ କର’

ଜଗତ୍‌ସିଂହପୁର ଅଫିସ, ୨୯।୧: କୌଣସି ନାଗରିକଙ୍କୁ ସୂଚନା ଅଧିକାରରୁ ବଞ୍ଚତ୍ତ କରାଯାଇପାରିବ ନାହିଁ । ତେଣୁ ନିର୍ଦ୍ଦେଶ ପାଇବାର ୬୦ ଦିନ ଭିତରେ ଅଫିସିଆଲ ୱେବ୍‌ସାଇଟ୍‌ ଅପ୍‌ଡେଟ୍‌ କର। ଜଗତ୍‌ସିଂହପୁର ପୌର ପରିଷଦକୁ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସୂଚନା କମିଶନର…

ଚାଲିଛି ବେଆଇନ ମାଙ୍କଡ଼ା ଖାଦାନ

ଚଣ୍ଡିଖୋଲ,୨୯।୧(ଡି.ଏନ୍‌.ଏ.):ଯାଜପୁର ଜିଲା ଦର୍ପଣ ତସହିଲ ଅନ୍ତର୍ଗତ ପଶ୍ଚିମ ବଡ଼ଚଣା କୁହାଯାଉଥିବା ସମିଆ, ଶାଳପଡ଼ା ଓ ବୈରୀ ପଞ୍ଚାୟତରେ ବ୍ୟାପକ ଭାବରେ ବେଆଇନ ମାଙ୍କଡ଼ା ଖାଦାନ ଚାଲିଛି। ଏଥିରୁ କୌଣସି ଗୋଟିଏ ବି ଖାଦାନକୁ ଲିଜ୍‌ ଦିଆ ଯାଇ ନ ଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?