ଆମ ଜିଲା ଖବର

ଶ୍ରେଣୀଗୃହରେ ଶିକ୍ଷକଙ୍କ ମୋବାଇଲ ନିଶା

ଯାଜପୁର ଅଫିସ,୨୯।୧: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ରାଜ୍ୟରେ ସରକାରୀ ପ୍ରାଥମିକ ସ୍କୁଲରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ମୁଣ୍ଡପିଛା ବାର୍ଷିକ ୨୫,୦୪୧ ଟଙ୍କା ୨୦୨୧-୨୨ରେ ଖର୍ଚ୍ଚ କରାଯାଇଛି। ତଥାପି ସରକାରୀ ସ୍କୁଲରେ ଛାତ୍ରୀଛାତ୍ରଙ୍କ ଗୁଣାମତ୍କ ବିକାଶ, ଶିକ୍ଷାନୁଷ୍ଠାନର ଉନ୍ନତି ସନ୍ତୋଷଜନକ…

ତଟାଞ୍ଚଳରେ ୭ ନଦୀକୁ ସଂଯୋଗ ଚିନ୍ତା

କେନ୍ଦ୍ରାପଡ଼ା ଅଫିସ, ୨୯।୧: କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅଞ୍ଚଳର ଗୋବିନ୍ଦପୁର, ଡିମିରିପାଳ, ପେତପଡା, ସଂସିଧା, ଏରଡଙ୍ଗ, ଦେସାହି, ପାଳମୀ, କେତୁଆପାଳ ଆଦି ୧୦ ପଞ୍ଚାୟତକୁ କାଣୀ, ଖରସ୍ରୋତା, ବ୍ରାହ୍ମଣୀ ନଦୀ ଘେରି ରହିଛି। ବାଳକାଟି, କୋଳଢିହ ଓ ମହୁ ଗ୍ରାମକୁ…

ଟାର୍ଗେଟ୍‌ ଦେବା ନାଁରେ କୋଟିଏ ଆଦାୟ

ଯାଜପୁର ଅଫିସ,୨୯।୧: ଚାଷୀ ଓ ଚାଷଙ୍କ ପିଛା ଛାଡୁନି ସଙ୍କଟ। ଯାଜପୁର ଜିଲା ଧାନ ସଂଗ୍ରହ ପ୍ରକ୍ରିୟାରେ ଚାଷୀ ପଞ୍ଜୀକରଣ ଉପରେ ପୁଣି ବିଭାଗୀୟ ଅଧିକାରୀଙ୍କ ଅନିୟମିତତା ଓ ଅବହେଳା ପଦାରେ ପଡ଼ିଛି। ଏହାବାଦ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ଏବଂ ମହିଳା…

‘ବଲାଙ୍ଗୀର କେବେ ରାଣୀରାଜା ମୁକ୍ତ ହେବ’

ଲୋଇସିଂହା, ୨୯।୧(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଅଗ୍ରସେନ ଭବନରେ ଭାଜପା କାର୍ଯ୍ୟକାରିଣୀ ବୈଠକ ଶନିବାର ଅନୁଷ୍ଠିତ ହୋଇଥିଲା। ବିରୋଧୀ ଦଳ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ମୁଖ୍ୟ ଅତିଥି, ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ, ଲୋଇସିଂହା ବିଧାୟକ ମୁକେଶ…

ଗଞ୍ଜାମ, ରାୟଗଡ଼ାରେ ଗଲା ୩ ଜୀବନ

ଭଞ୍ଜନଗର(ଡି.ଏନ.ଏ)/ ରାୟଗଡ଼ା(ସ୍ବ.ପ୍ର.), ୨୯।୧:ଗଞ୍ଜାମ ଏବଂ ରାୟଗଡ଼ା ଜିଲାର ପୃଥକ୍‌ ସ୍ଥାନରେ ଶନିବାର ସଡ଼କ ଦୁର୍ଘଟଣା ଘଟି ୩ ଜୀବନ ଯାଇଛି। ଅନ୍ୟ ୫ଜଣ ଗୁରୁତର ହୋଇଛନ୍ତି। ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗୋଲାପଡ଼ାର ଧାନ ବ୍ୟବସାୟୀ ଭୋଳା ପ୍ରଧାନ ଏବଂ…

ଜୁଡିସିଆଲ ଆର୍କାଇଭ୍‌ ପ୍ରକଳ୍ପ ଭାରତରେ ଅଦ୍ୱିତୀୟ: ମୁଖ୍ୟମନ୍ତ୍ରୀ

କଟକ ଅଫିସ, ୨୯।୧: ହାଇକୋର୍ଟ କର୍ମଚାରୀଙ୍କ ପାଇଁ ଆବାସିକ କମ୍ପ୍ଲେକ୍ସ ଓ ସେଣ୍ଟର ଫର ଜୁଡିସିଆଲ ଆର୍କାଇଭ୍‌ ବିଲଡିଂର ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସୁପ୍ରିମକୋର୍ଟ ପୂର୍ବତନ ବିଚାରପତି ଜଷ୍ଟିସ ବିନିତ୍‌ ସରନ୍‌ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ…

ଟଣକାସାହି ସଂରକ୍ଷିତ ଜଙ୍ଗଲରେ ନିଆଁ

ଉଦଳା,୨୯।୧ (ଡି.ଏନ.ଏ): ଶୀତ ନ ସରୁଣୁ ବିଭିନ୍ନ ଜଙ୍ଗଲରେ ଏବେ ନିଅଁା ଲାଗୁଥିବା ଦେଖିବାକୁ ମିଳୁଛି। ୬ ଦିନ ପୂର୍ବେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ତିନିକୋଶିଆ ଜଙ୍ଗଲରେ ନିଅଁା ଲାଗିଥିଲା। ବନବିଭାଗ ଏହାକୁ ଆୟତ୍ତ କରିବାରେ ସକ୍ଷମ ହୋଇଥିଲେ।…

୩୦ ଜିଲାରେ ହେବ ହାଇକୋର୍ଟର ଭିସି କ୍ୟାବିନ

କଟକ ଅଫିସ,୨୯।୧: ରାଜ୍ୟର ୩୦ ଜିଲାରେ ଓଡ଼ିଶା ହାଇକୋର୍ଟର ଭିସି (ଭିଡିଓ କନ୍‌ଫରେନ୍ସ) କ୍ୟାବିନ୍‌ ପ୍ରତିଷ୍ଠା ହେବ। ଆପେକ୍ସ କୋର୍ଟର ୨୦୨୨ ଡିସେମ୍ବର ୧୪ ତାରିଖ ନିର୍ଦ୍ଦେଶ ମୁତାବକ ସବୁ ଜିଲାରେ ଭିସି କ୍ୟାବିନ୍‌ ହେବ। ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲାରେ…

ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ନିରାକାରପୁର,୨୮ା୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ରାମେଶ୍ୱର ପାନ୍ଥିକା ଅଞ୍ଚଳରୁ ନିରାକାରପୁର ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ କରିଥିବା ବେଳେ ବାଇକ୍‌ ଏବଂ ସ୍କୁଟି ଜବତ କରିଛି। ଏଥିରେ ସଂପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି।…

୨୦ ଦିନ ବନ୍ଦ ରହିବ ଆମିଷ ଦୋକାନ

ବେଙ୍ଗାଲୁରୁ,୨୮ା୧: କର୍ନାଟକର ବେଙ୍ଗାଲୁରୁରେ ଆମିଷ ଦୋକାନ ବନ୍ଦ ରହିବ। ଏରୋ ଇଣ୍ଡିଆ ଶୋ’କୁ ଦୃଷ୍ଟିରେ ରଖି ବେଙ୍ଗାଲୁରୁ ନଗର ନିଗମ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି। ଜାନୁୟାରୀ ୩୦ରୁ ଫେବୃୟାରୀ ୨୦ ପର୍ଯ୍ୟନ୍ତ ମାଂସ ଦୋକାନ, ହୋଟେଲ ଏବଂ ରେଷ୍ଟୁରାଣ୍ଟ ବନ୍ଦ…

ନିଆଁରେ ପୋଡ଼ି ଚିକିତ୍ସାଧୀନ ଥିବା ବୃଦ୍ଧା ଆଖି ବୁଜିଲେ

କେନ୍ଦୁଝର,୨୮ା୧(ସ୍ବ.ପ୍ର.): ନାତୁଣୀଙ୍କୁ ଖାଇବାକୁ ଦେବାବେଳେ ଜଣେ ବୃଦ୍ଧା ନିଆଁରେ ପୋଡ଼ି ଗୁରୁତର ହୋଇଥିଲେ। ସେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବାବେଳେ ଶନିବାର ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାମ ବୁଧିନୀ ମୁଣ୍ଡା (୭୦)। ବାଂଶପାଳ ବ୍ଲକ କୁଶକଳା କିସାନ…

୯ମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣା: ଜାତୀୟ ମାନବାଧିକାର କମିଶନ ନିକଟରେ ପହଞ୍ଚିଲା ମାମଲା

କେନ୍ଦୁଝର,୨୮ା୧(ସ୍ବ.ପ୍ର.): ସଦର ବ୍ଲକ ଅଞ୍ଚଳରେ ଜଣେ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଅଧୀନ ଏକ ବାଳିକା ବିଦ୍ୟାଳୟରେ ନବମ ଶ୍ରେଣୀରେ ପାଠ ପଢୁଥିବା ଜଣେ ଛାତ୍ରୀ ଗର୍ଭବତୀ ହୋଇ ଡାକ୍ତରଖାନାର ଶିଶୁ ଜନ୍ମ ହେବା ଘଟଣାକୁ ନେଇ ଜାତୀୟ ମାନବାଧିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?