କନ୍ୟା ସନ୍ତାନଙ୍କ ସଂଖ୍ୟା କମୁଛି
ସୋନପୁର,୨୮।୧(ନି.ପ୍ର.): ନ୍ୟାଶନାଲ ଫ୍ୟାମିଲି ହେଲ୍ଥ ସର୍ଭେ୫ (ଏନ୍ଏଫ୍ଏଚ୍ଏସ୍) ରିପୋର୍ଟ ୨୦୨୦-୨୦୨୧ ଅନୁସାରେ ଝିଅ ଜନ୍ମ ଅନୁପାତ ଉଦ୍ବେଗଜନକ ରହିଛି। ଏହି ରିପୋର୍ଟ ଅନୁସାରେ ଭାରତରେ ୧୦୦୦ ପୁଅରେ ୯୨୯, ଓଡିଶାରେ ୮୯୪ ଓ ସୁବର୍ଣ୍ଣପୁର ଜିଲାରେ ୯୭୪ ଝିଅ ଜନ୍ମ ହୋଇଛନ୍ତି।…
୧୬ ବର୍ଷ ପରେ ମିଳିଲା ନ୍ୟାୟ
ଭବାନୀପାଟଣା,୨୮।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବାଦଲଦେଇ ଗ୍ରାମର ୪ଜଣ ଆଦିବାସୀ ୧୬ବର୍ଷ ପରେ ସରକାରୀ ଜମି ଫେରିପାଇଛନ୍ତି। ଏହି ଜମିରେ ଏବେ ସେମାନେ ପନିପରିବା ଚାଷ କରୁଛନ୍ତି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଖୁସି ଦେଖିବାକୁ ମିଳିଛି। ପ୍ରକାଶ ଯେ,…
ପୂର୍ବତନ ଆରଆଇଙ୍କୁ ୨ବର୍ଷ ଜେଲ
ବଲାଙ୍ଗୀର ଅଫିସ, ୨୮ା୧: ଲାଞ୍ଚ ମାମଲାରେ ଅଭିଯୁକ୍ତ ଥିବା ବଲାଙ୍ଗୀର ଆଗଲପୁର ତହସିଲ ଅନ୍ତର୍ଗତ ଭରସୁଜା ପୂର୍ବତନ ରାଜସ୍ବ ନିରୀକ୍ଷକ ସିଦ୍ଧେଶ୍ୱର ମେହେରଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଜଜ୍ ଦୋଷୀ ସାବ୍ୟସ୍ତ କରି ୨ବର୍ଷ ଜେଲ ଦଣ୍ଡ ଶୁଣାଇଛନ୍ତି। ଏଥିସହ ୫ହଜାର…
ଦୁର୍ଘଟଣା: ସ୍ତ୍ରୀ ମୃତ, ସ୍ବାମୀ ଆହତ
ଝାରସୁଗୁଡ଼ା ଅଫିସ,୨୮ା୧: ବଡମାଲ ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସ୍ ଓ୍ବେର ସାପଡା ନିକଟରେ ଏକ ଅଜଣା ଗାଡି ବାଇକ୍କୁ ଧକ୍କାଦେଇ ଫେରାର୍ ହୋଇଯାଇଛି। ଏଥିରେ ବାଇକ୍ରେ ଥିବା ସ୍ତ୍ରୀ ମୃତବରଣ କରିଥିବାବେଳେ ସ୍ବାମୀ ଆହତ ହୋଇ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ମୃତା…
ଆଜି ମାଘ ସପ୍ତମୀ: ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ
କୋଣାର୍କ,୨୮।୧(ଡି.ଏନ.ଏ.): ଆଜି ପବିତ୍ର ମାଘ ସପ୍ତମୀ। ଭୋର୍ରୁ ହଜାର ହଜାର ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମାଘ ସପ୍ତମୀ ବୁଡ଼ ପକାଇବା ପାଇଁ ଶୁକ୍ରବାର ଅପରାହ୍ନରୁ ମେଳା ପଡ଼ିଆରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲେ। ଶ୍ରଦ୍ଧାଳୁମାନେ ବାଉଁଶ କଣିରେ…
ମହିମାଗାଦି ବିବାଦର ସ୍ଥାୟୀ ସମାଧାନ ହେଉ
ଢେଙ୍କାନାଳ ଅଫିସ, ୨୮।୧: କୌପୀନଧାରୀ ମହିମା ସମାଜର ଉପାସନାସ୍ଥଳୀ ଉଚ୍ଛେଦ ପରେ ଯୋରନ୍ଦା ମହିମାଗାଦିରେ ସୃଷ୍ଟି ହୋଇଛି ଅପ୍ରୀତିକର ସ୍ଥିତି। ଏହାର ସ୍ଥାୟୀ ସମାଧାନ କରିବା ଲାଗି ଶୁକ୍ରବାର ଅଞ୍ଚଳବାସୀ, ମହିମା ଅନୁଗାମୀଙ୍କ ସମେତ ବହୁ ସାଧୁସନ୍ଥ ଦାବି କରିଛନ୍ତି। ଏ…
ଟ୍ରକ୍ ଧକ୍କାରେ ଭାଇ ମୃତ, ଭଉଣୀ ଗୁରୁତର
ବଅଁରପାଳ, ୨୮ା୧ (ଡି.ଏନ.ଏ.): ସମ୍ପର୍କୀୟ ଭାଇଙ୍କ ମଙ୍ଗନ ଉତ୍ସବରୁ ଫେରୁଥିବା ବେଳେ ଏକ ଟ୍ରକ୍ ଧକ୍କାରେ ଭାଇଙ୍କ ମୃତ୍ୟୁ ହୋଇଛି। ତାଙ୍କ ସହ ସ୍କୁଟିରେ ଥିବା ଦାଦା ଝିଅ ଭଉଣୀ ଗୁରୁତର ହୋଇଛନ୍ତି। ଅନୁଗୋଳ ଜିଲା ବଅଁରପାଳ ଥାନା ନିକଟରେ ଶୁକ୍ରବାର…
ଆପେ ଇଲେକ୍ଟ୍ରିକ ୩ ଚକିଆ ଯାନର ବଜାର ପ୍ରବେଶ
ଅନୁଗୋଳ ଅଫିସ, ୨୮ା୧: ଅନୁଗୋଳ ପଞ୍ଚମହାଲସ୍ଥିତ ଲକ୍ଷ୍ମୀ ଅଟୋ କମ୍ବାଇନଠାରେ ଆପେ ଇଲେକ୍ଟ୍ରିକ ତିନି ଚକିଆ ଯାନର ବଜାର ପ୍ରବେଶ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଲକ୍ଷ୍ମୀଜୀ ଗ୍ରୁପ୍ର ଉପଦେଷ୍ଟା ରମେଶ ଚନ୍ଦ୍ର ଅଗ୍ରଓ୍ବାଲା ଓ ଲକ୍ଷ୍ମୀଦେବୀ ଅଗ୍ରଓ୍ବାଲା ପ୍ରଦୀପ ପ୍ରଜ୍ବଳନ…
ରାଜ୍ୟପାଳ ମେଡାଲ ପାଇଲେ ଆସିକା ଥାନା ଅଧିକାରୀ
ଆସିକା,୨୮ା୧(ଡି.ଏନ.ଏ.): ଦେଶର ଶ୍ରେଷ୍ଠ ଥାନା ଭାବେ ବିବେଚିତ ଆସିକା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ୨୦୨୨ରେ ରାଜ୍ୟପାଳଙ୍କ ମେଡାଲ ହାସଲ କରିଛନ୍ତି। ଗୁରୁବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନଭେନସନ ହଲଠାରେ ଆୟୋଜିତ ଏକ ଉତ୍ସବରେ ରାଜ୍ୟପାଳ ଗଣେଶୀ ଲାଲ ଥାନା…
ଚୋରି ଅଳଙ୍କାର ଜବତ, ୫ ଗିରଫ
ଗୋପାଳପୁର,୨୮ା୧(ଡି.ଏନ.ଏ.): ଗତ ମାସରେ ଘରେ ପଶି ଦୁର୍ବୃତ୍ତମାନେ ସୁନା ଅଳଙ୍କାର ଓ ଲକ୍ଷାଧିକ ଟଙ୍କା ଚୋରି କରିବା ଘଟଣାରେ ଗୋଳନ୍ଥରା ପୋଲିସ ଚୋରି ସୁନା କ୍ରେତା ସମେତ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ବଡ…
‘ଓଡ଼ିଆ ଭାଷାକୁ କନ୍ଧମାଳର ଅବଦାନ ଅତୁଳନୀୟ’
ଫୁଲବାଣୀ ଅଫିସ, ୨୮ା୧: କନ୍ଧମାଳ ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟ ସମସ୍ତଙ୍କୁ ବିମୋହିତ କରିଛି । ଆଦିବାସୀଙ୍କ ନିଷ୍ପାପ ପ୍ରେମ ସମସ୍ତଙ୍କୁ ଋଣୀ କରିଛିା ସରଳ ଆଦିବାସୀଙ୍କ ଦେଶପ୍ରେମ ବିଷୟରେ ସମସ୍ତେ ଜାଣନ୍ତିନାହିଁ । ଜୀବନକୁ ଉତ୍ସର୍ଗ କରି ଏହି ମାଟିର କେତେ…
ବିଇଏମ୍ସି କମିଶନରଙ୍କ ନାଁରେ ଫେକ୍ ହ୍ବାଟ୍ସଆପ୍
ବ୍ରହ୍ମପୁର ଅଫିସ,୨୮ା୧: ବ୍ରହ୍ମପୁର ମହାନଗର ନିଗମ କମିଶନର ଜେ. ସୋନାଲଙ୍କ ନାଁରେ ପୁଣିଥରେ ନକଲି ୱାଟସଆପ ଆକାଉଣ୍ଟ ଖୋଲାଯାଇ ତାଙ୍କ ସମ୍ପର୍କୀୟ ଓ ମହାନଗର ନିଗମ କାର୍ଯ୍ୟାଳୟର କେତେଜଣ କର୍ମଚାରୀଙ୍କୁ ଆର୍ଥିକ ସହାୟତା ମଗାଯାଉଛି। ପୂର୍ବରୁ ମଧ୍ୟ କମିଶନରଙ୍କ ନାଁରେ ନକଲି…

