ଜାଗା ବିବାଦକୁ ନେଇ ୨ ଗୋଷ୍ଠୀ ମୁହାଁମୁହିଁ: ପରିସ୍ଥିତି ଅଣାୟତ୍ତ, ଟେକା ପଥର ମାଡ଼ରେ ଉଭୟ ପକ୍ଷର ଏକାଧିକ ଆହାତ
ଦିଗପହଣ୍ଡି/ପାଟପୁର,୧୬।୧୦(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ରତ୍ନମଣିପୁର ମୌଜା ରାସ୍ତାକଡରେ ଥିବା ପଞ୍ଚାୟତର ପୋଖରୀ ସଂଲଗ୍ନ ମୂଲ୍ୟବାନ ଜମି ମାଲିକାନାକୁ କେନ୍ଦ୍ରକରି ବିବାଦ। ସିଙ୍ଗପୁର ଏବଂ ରତ୍ନମଣିପୁର ଗ୍ରାମବାସୀଙ୍କ ମଧ୍ୟରେ ଦୀର୍ଘଦିନ ଧରି ଲାଗିରହିଥିବା…
ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କଲେ ଆଶାକର୍ମୀ
ଛତ୍ରପୁର,୧୬ା୧୦(ଦିଲ୍ଲୀପ ସାମଲ): ଭାରତୀୟ ମଜଦୂର ସଂଘ ସଂଲଗ୍ନ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ବିଭିନ୍ନ ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛନ୍ତି। ଏହା ସହ ଏକ ୯ ଦଫା ସମ୍ବଳିତ ଦାବିପତ୍ର…
ପ୍ରତି ଘରେ ପହଞ୍ଚିବ ବିଶୁଦ୍ଧ ପାନୀୟ ଜଳ
କେସିଙ୍ଗା,୧୬ା୧୦(ତୁମେଶ୍ୱର ସାହୁ): ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶ କ୍ରମେ କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସିରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରତି ଘରେ ବିଶୁଦ୍ଧ ପାନୀୟଜଳ ସୁଜଳର ଏକ ସଚେତନ କାର୍ଯ୍ୟକ୍ରମ ବିଭାଗୀୟ ଯନ୍ତ୍ରୀ ଜାନକୀ ନାଏକଙ୍କ…
ଆମ ବସ୍ ସେବାରୁ ବଞ୍ଚିତ ୫ ଖଣ୍ଡ ଗାଁ: ଯିବା ଆସିବା ପାଇଁ ଲୋକେ ହନ୍ତସନ୍ତ, ପ୍ରତିଶ୍ରୁତି ଦେଲେ ଜିଲାପାଳ
ଖଜୁରୀପଡ଼ା,୧୬।୧୦( ବିଦୁର ବେହେରା) ଗ୍ରାମାଞ୍ଚଳ ଲୋକଙ୍କ ଯାତାୟାତ ସୁବିଧା ପାଇଁ ଓଡ଼ିଶା ସରକାର ଆମ- ବସ୍ ସେବା ଯୋଗାଇ ଦେଇଛନ୍ତି । ହେଲେ ୫ ଖଣ୍ଡ ଗ୍ରାମବାସୀ ଏହି ସେବାରୁ ବଞ୍ଚିତ ହୋଇ ୫କି.ମି ବାଟ ଚାଲି ଚାଲି ଯାଆନ୍ତି। ଏହି…
ଚଳନ୍ତା କଣ୍ଟେନରରେ ଲାଗିଲା ନିଆଁ, ଆଉ ତା’ ପରେ…
ଛତ୍ରପୁର,୧୬ା୧୦(ଦିଲ୍ଲୀପ ସାମଲ): ରାସ୍ତା ଉପରେ ହୁତୁହୁତୁ ହୋଇ ଜଳିଗଲା କଣ୍ଟେନର। ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର। ଗୁରୁବାର ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ନିକଟ ଜାତୀୟ ରାଜପଥ ଉପରେ ଏହି ଘଟଣା ଘଟିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି।…
ଅଣ ଧାନ ଫସଲକୁ ଗୁରୁତ୍ୱ: ଜଳର ସୁଷମ ବଣ୍ଟନ ଅନୁଧ୍ୟାନ କଲେ ସଚିବ
ଭଞ୍ଜନଗର,୧୬/୧୦(ବାବୁଲା ପ୍ରଧାନ):ଜଳ ସମ୍ପଦ ବିଭାଗ ସତନ୍ତ୍ର ସଚିବ (ଜଳ ପ୍ରଭାରୀ) ମୁକୁଳ ବେରା ବୁଧବାର ଓ ଗୁରୁବାର ଦୁଇ ଦିନିଆ ଗଞ୍ଜାମ ଜିଲା ଗସ୍ତରେ ଆସି କ୍ଷୁଦ୍ର ଓ ବୃହତ ଏବଂ ଉଠା ଜଳସେଚନ ପ୍ରକଳ୍ପ ଗୁଡ଼ିକ ବୁଲି ଦେଖିଥିଲେ। ଏହି…
ଖୋଲି କହିଦେଲେ ସ୍ନେହାଙ୍ଗିନୀ, ଜିତିବା ହାରିବା ଅଲଗା କଥା କିନ୍ତୁ ମୁଁ…
ନୂଆପଡ଼ା,୧୬ା୧୦: ନୂଆପଡ଼ା ଉପନିର୍ବାଚନକୁ ନେଇ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ମନର କଥା ଖୋଲି କହିଛନ୍ତି। ସେ କହିଛନ୍ତି, ମୁଁ ଓଡ଼ିଶା ସାରା ବୁଲୁଛି, ପାଖ ଦୂର କିଛି ନୁହେଁ, ବାହାରିଆ ବି ମୁଁ ନୁହେଁ। ମୁଁ ପ୍ରାର୍ଥୀ ବାଛିବା କମିଟିରେ…
ମୁଖ୍ୟମନ୍ତ୍ରୀଙ୍କ ଭବିଷ୍ୟବାଣୀ: କହିଲେ ଏଥର ନୂଆପଡ଼ାରେ ନିଶ୍ଚୟ…
ନୂଆପଡ଼ା,୧୬ା୧୦(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପ୍ରଚାରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ନୂଆପଡ଼ା ବିକାଶ ଦାୟିତ୍ୱ ମୋର, କଥା ଦେଇ କଥା ରଖିବୁ। ନୂଆପଡ଼ା ଇତିହାସରେ ନୂଆ ଫର୍ଦ୍ଦ ଯୋଡ଼ି ହେବାକୁ ଯାଉଛି।…
ବ୍ୟବସାୟୀଙ୍କ ଦେହାନ୍ତରେ ପାଟଣା ବଜାର ବନ୍ଦ
ପାଟଣା,୧୬ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ସାମ ଶାସନର ଜଣାଶୁଣା ବ୍ୟବସାୟ ବିପିନ ବିହାରୀ ଦାଶଙ୍କ ବୁଧବାର ରାତିରେ ୬୬ବର୍ଷ ବୟସରେ ଦେହାନ୍ତ ଘଟିଛି। ସେ ପାଟଣା ମୁଖ୍ୟାଳୟ ବଜାରରେ ଦୀର୍ଘବର୍ଷ ହେବ ବ୍ୟବସାୟ କରି…
ଆଇନଜୀବୀ ପୀତବାସ ମର୍ଡର ମିଷ୍ଟ୍ରି: ପୋଲିସ କବ୍ଜାରେ କିଙ୍ଗ୍ପିନ୍ ସମେତ ୬ ଜଣ, ବିହାରୀ ବନ୍ଧୁକରେ…
ବ୍ରହ୍ମପୁର,୧୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ନେତା ତଥା ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗତ ୬ ତାରିଖରେ ଅତି ନିକଟରୁ ଗୁଳିକରି ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡ ପଛରେ ବିହାର ଲିଙ୍କ୍ ଥିବା ଜଣାପଡ଼ିଥିଲା। ଶତାଧିକ ସିସିଟିଭି ଓ ଡମ୍ପ ଡାଟା ଆନାଲିସିସ୍…
ନୂଆପଡ଼ା ରାଜନୀତିରେ ନୂଆମୋଡ଼: ଭାଜପାରେ ସାମିଲ ହେଲେ ବିଜେଡି ନେତା ଲମ୍ବୋଦର ନିଆଲ
ନୂଆପଡ଼ା,୧୬ା୧୦(ମକାରୁ ବେମାଲ): ନୂଆପଡ଼ା ରାଜନୀତିରେ ନୂଆମୋଡ଼ ଆସିଛି। କଳାହାଣ୍ଡି ଲୋକ ସଭା ଆସନରୁ ବିଜେଡି ଟିକେଟ୍ରେ ନିର୍ବାଚନ ଲଢ଼ିଥିବା ଲମ୍ବୋଦର ନିଆଲ ଶେଷରେ ଭାଜପାରେ ସାମିଲ ହୋଇଛନ୍ତି। ଫଳରେ ବିଜେଡିକୁ ପୁଣି ଏକ ଶକ୍ତ ଝଟ୍କା ଲାଗିଛି ବୋଲି ରାଜନୈତିକ ମହଲରେ…
ଫରେଷ୍ଟ ସ୍ପୋର୍ଟସ୍ ମିଟ୍: ସ୍ବର୍ଣ୍ଣପଦକ ଜିତିଲେ ଡିଏଫ୍ଓ
ଭଞ୍ଜନଗର,୧୬ା୧୦(ବାବୁଲା ପ୍ରଧାନ): ଭୁବନେଶ୍ୱର କିଟ୍ ବିଶ୍ୱବିଦ୍ୟାଳୟ ଖେଳପଡ଼ିଆରେ ୧୧ ଓ ୧୨ ତାରିଖ ଦୁଇଦିନ ଧରି ରାଜ୍ୟସ୍ତରୀୟ ଫରେଷ୍ଟ ସ୍ପୋର୍ଟସ୍ ମିଟ୍ ୨୦୨୫ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟର ବିଭିନ୍ନ ବନଖଣ୍ଡରୁ ଆସିଥିବା ଶତାଧିକ ବନରକ୍ଷୀ, ବନପାଳ, ଡେପୁଟି ରେଞ୍ଜର, ରେଞ୍ଜର,…
Archives


