ଆମ ଜିଲା ଖବର

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ ରକ୍ତକୁ ପାଣି କରି ରୋଜଗାର କରିଥିବା ଅର୍ଥରେ ମୁଣ୍ଡ ଗୁଞ୍ଜିବା ପାଇଁ ଗଢ଼ିଥିବା…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା ନଦୀର ଉପରମୁଣ୍ଡରେ ଆନିକଟ ନିର୍ମାଣ ପାଇଁ ଦାବି ଉପସ୍ଥାପନ କରିଥିଲେ। ବଂଶଧାରା ଅବବାହିକା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି ବିଭିନ୍ନ ଅନର୍ସରେ ଟପ୍ପର ହୋଇଛନ୍ତି। ବିଜ୍ଞାନ ବିଭାଗର ଜୁଲୋଜି ଅନର୍ସ ଛାତ୍ରୀ ଅର୍ଚ୍ଚିତା…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ ଶନିବାର ପୂର୍ବାହ୍ନରେ ରାସ୍ତାରୋକୋ କରିଥିଲେ। ସୂଚନାନୁଯାୟୀ, ଶୁକ୍ରବାର ରାତିରେ ବିଦେଇପୁର ଅଞ୍ଚଳର ୭ର…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ ବାସଭବନକୁ ଯାଇ ଜନଗଣନା ଫର୍ମ ପ୍ରଦାନ କରିଥିଲେ। ଜିଲାପାଳ ତାକୁ ଗ୍ରହଣ କରିବା…

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସରୋଜ ଖିଲାର (୩୭), ସେ ଏକ ହାଇଓ୍ବା (ଓଆର–୨୧ବି–୯୨୩୬)ର…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି ବନ ବିଭାଗ। ଅଭିଯୁକ୍ତ ଦୁଇଜଣ ହେଲେ ଜୟପୁର ସଦର ଥାନା ଅଧିନ ମାଳୀଗୁଡ଼ା…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା ବିପଦର ବନ୍ଧୁ, କବି ସମ୍ରାଟ ମିଡିଆ କ୍ଲବ, ରୋଟାରୀ କ୍ଲବ, ଜାତୀୟ ସେବା…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ କ୍ରମଶଃ ମୃତ୍ୟୁ ମୁଖକୁ ଚାଲିଯାଉଛି। ୩୦ରୁ ୪୦ ବର୍ଷ ପୂର୍ବେ ଏହି ନଦୀର…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ କଲ୍ୟାଣସିଂହପୁର ଭୈରବୀ କଲୋନୀର ଋଣୀ କାଡ୍ରାକାଙ୍କ ଘରର ଟିଣ ଛପର ସମ୍ପୂର୍ଣ୍ଣ ଭାବେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା ଖବର ମିଳିଥିଲା। ନିଶାସକ୍ତ ଅବସ୍ଥାରେ ଲୋକଙ୍କ ଉପରକୁ କାର୍ ଚଢ଼ାଇବା ଅଭିଯୋଗ ହୋଇଛି।…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା ଜିଲାର କୋଲନରା ବ୍ଲକରେ ଶୁକ୍ରବାର ନିଜ ସମର୍ଥକଙ୍କୁ ନେଇ ସେ ଶକ୍ତି ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?