ଆମ ଜିଲା ଖବର

୯୩ବର୍ଷରେ ଚଳଚଞ୍ଚଳ ମହେଶ୍ୱର

ସିମୁଳିଆ, ୨୬।୧(ଡି.ଏନ.ଏ.): ସମଗ୍ର ଦେଶ ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି। ସରକାରଙ୍କ ସ୍ବାଧୀନତା ସଂଗ୍ରାମୀ ତାଲିକାରେ ନାମ ନ ଥାଇ ମଧ୍ୟ ୯୩ବର୍ଷରେ ଚଳଚଞ୍ଚଳ ଅଛନ୍ତି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କହ୍ନେଇବିନ୍ଧା ପଞ୍ଚାୟତ କୁଟାରୀ ଅଞ୍ଚଳର ମହେଶ୍ୱର ପଣ୍ଡା।…

ଶ୍ରୀମନ୍ଦିରରେ ପଶିଲେ ବିଦେଶୀ, ସୁରକ୍ଷା ଉପରେ ପୁଣି ପ୍ରଶ୍ନବାଚୀ

ପୁରୀ ଅଫିସ, ୨୬ା୧: ଶ୍ରୀମନ୍ଦିର ସୁରକ୍ଷା ଉପରେ ପୁଣି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବୁଧବାର ଅପରାହ୍ନରେ ଜଣେ ବିଦେଶୀ ନାଗରିକ ହାତରେ ବ୍ୟାଗ ଧରି ଶ୍ରୀମନ୍ଦିର ପରିସରରୁ ବାହାରୁଥିବା ଦେଖିବାକୁ ମିଳିଥିଲା। ଏହାର ଏକ ଭିଡିଓ ସାମ୍ନାକୁ ଆସିଛି। ତେବେ କଡ଼ା…

ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଭଦ୍ରକ ଅଫିସ,୨୬।୧: ଭଦ୍ରକ କଲେଜ ପଡିଆରେ ଗୁରୁବାର ଜିଲାସ୍ତରୀୟ ୭୪ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି l ୩୧ଟି ଟିମ ପରେଡରେ ଭାଗ ନେଇଥିଲେ l ମୁଖ୍ୟ ଅତିଥି ଭାବେ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଓ ଏସପି ବରୁଣ ଗୁଣ୍ଟୁପାଲି…

କୋରାପୁଟରେ ସାଧାରଣତନ୍ତ୍ର ଦିବସ ପାଳନ

କୋରାପୁଟ,୨୬।୧: କୋରାପୁଟରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ଜିଲାପାଳ ଅବଦଲ ଏମ୍‌ ଅଖତର, ଏସ୍‌ପି ଅଭିନାଭ ସୋନକର ସେଠାରେ…

ସିରିଜ୍‌ ଦୁର୍ଘଟଣା: ୨ ମୃତ, ୬ ଜଣ ଗୁରୁତର

ବୌଦ୍ଧ/ବାଉଁଶୁଣୀ,(ସ୍ବ.ପ୍ର.)(ଡି.ଏନ.ଏ.)୨୬।୧: ବୌଦ୍ଧ-ସୋନପୁର ୫୭ ନମ୍ବର ଜାତୀୟ ରାଜପଥ ବହିରା ଛକ ନିକଟରେ ଏକ ସିରିଜ୍‌ ଦୁର୍ଘଟଣା ଘଟିଛି। ସୋନପୁର ପଟରୁ ଦ୍ରୁତ ଗତିରେ ଯାଉଥିବା ଏକ ସ୍କର୍ପିଓ ବହିରା ଛକରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ କାର ଓ…

ସଂରକ୍ଷିତ ଜଙ୍ଗଲରେ କଲରାପତରିଆ ମୃତଦେହ ଠାବ

ଢେଙ୍କାନାଳ ଅଫିସ୍‌/ସାତମାଇଲ(ଡି.ଏନ୍‌.ଏ.), ୨୬।୧: ଜୈବ ବିବିଧତାରେ ଭରପୂର ଢେଙ୍କାନାଳ ଜିଲାରୁ କେବେଠାରୁ ଲୋପ ପାଇଯାଇଛନ୍ତି ମହାବଳ ବାଘ। ସଂରକ୍ଷିତ ଜଙ୍ଗଲରେ କଲରାପତରିଆ ବଂଶବୃଦ୍ଧି ଏହି ଅଭାବବୋଧକୁ ସାମାନ୍ୟ ପୂରଣ କରିବ ବୋଲି ଆଶା କରାଯାଉଥିଲା। ହେଲେ ଏବେ ଏହି ପ୍ରଜାତି ମଧ୍ୟ…

ନିୟମଗିରିରେ ମାଓବାଦୀ ପୋଷ୍ଟର

ରାୟଗଡ଼ା,୨୬।୧: (ସ୍ବ.ପ୍ର.): ଗୋଟିଏ ପଟେ ଦେଶବ୍ୟାପୀ ସାଧାରଣତନ୍ତ୍ର ଦିବସ ପାଳନ ହେଉଥିବା ବେଳେ ନିୟମଗିରି ପାହାଡ଼ର ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ସାଧାରଣତନ୍ତ୍ର ଦିବସ ବିରୋଧରେ ବାଘୁନା କମିଟି ପକ୍ଷରୁ ଏହି ମାଓବାଦୀ ପୋଷ୍ଟର ଲାଗିଛି। ସୂଚନା…

ଶ୍ରୀଜଗନ୍ନାଥ ଯାତ୍ରା ଟ୍ରେନ୍‌ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର,୨୬ା୧(ବ୍ୟୁରୋ): ଓଡ଼ିଶାକୁ ଆସୁଥିବା ତୀର୍ଥଯାତ୍ରୀଙ୍କ ଅତିଥି ସତ୍କାର କରିବାର ଦାୟିତ୍ୱ ନେବା ପାଇଁ ବୁଧବାର ନୂଆଦିଲ୍ଲୀସ୍ଥିତ ସଫଦରଜଙ୍ଗ ରେଳ ଷ୍ଟେଶନଠାରେ ଶ୍ରୀଜଗନ୍ନାଥ ଯାତ୍ରା ଟ୍ରେନ୍‌ର ଲୋକାର୍ପଣ କରାଯାଇଛି। ଜାତୀୟ ପର୍ଯ୍ୟଟନ ଦିବସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…

ବଳାତ୍କାର ପୀଡ଼ିତାଙ୍କୁ ପୋଲିସ ଭ୍ୟାନ୍‌ରେ ଦୀର୍ଘ ଘଣ୍ଟା ଅପେକ୍ଷା କରିବା ଘଟଣା: ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ

କେନ୍ଦୁଝର,୨୫ା୧(ସ୍ବ.ପ୍ର.): ସୋସୋ ଥାନା ଅଞ୍ଚଳରେ ଘଟିଥିବା ଜଣେ ୩୭ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର ଘଟଣାକୁ ନେଇ ଜାତୀୟ ମାନାବାଧିକାର କମିଶନ ନିକଟରେ ଅଭିଯୋଗ ହୋଇଛି। ଗତ ଜାନୁୟାରୀ ୧୮ତାରିଖରେ ଏହି ଘଟଣା ଘଟିଥିବାବେଳେ ୧୯ ତାରିଖରେ ପୀଡ଼ିତାଙ୍କ ଡାକ୍ତରୀ ପରୀକ୍ଷା ପାଇଁ…

ଭାଲୁ ଆକ୍ରମଣରେ ୧୦ ଆହତ

କେନ୍ଦୁଝର,୨୫ା୧(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ବାଲବନ୍ଧ ସେକ୍ସନ ନହବେଡା, ତୁଳସୀପୁର ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ପଳାଶପଙ୍ଗା ସେକ୍ସନରୁ ବାଲିବନ୍ଧ ସେକ୍ସନକୁ ଯାଉଥିବାବେଳେ ଅତର୍କିତ ବାଟରେ ଯାହାକୁ ପାରିଲା ତାକୁ କାମୁଡ଼ିଛି ଭାଲୁ। ଭୟରେ ବହୁ ଲୋକେ ଧାଇଁ ପଳାଉଥିଲେ ମଧ୍ୟ ଭାଲୁ ହାବୁଡ଼ରେ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦାବି

କୋକସରା,୨୫ା୧(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀ ଚୟନରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। କଳାହାଣ୍ଡି ଜିଲା କୋକସରା ମଣ୍ଡଳ ଭାରତୀୟ ଜନତା ପାର୍ଟି ପକ୍ଷରୁ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ସଭାପତି ଦୁର୍ଗା ପ୍ରସାଦ ପ୍ରଧାନୀଙ୍କ ନେତୃତ୍ୱରେ କୋକସରା ଗୋଷ୍ଠୀ ଉନ୍ନୟନ…

ଚଳନ୍ତା ବସ୍‌ରେ ଯାତ୍ରୀଙ୍କ ମୃତଦେହ

ଆନନ୍ଦପୁର,୨୫ା୧(ସ୍ବ.ପ୍ର.): ଘଟଗାଁରେ ମା’ ତାରିଣୀଙ୍କ ଦର୍ଶନ ସାରି ଫେରିବା ସମୟରେ ଘଟିଛି ଅଘଟଣ। ଚଳନ୍ତା ବସ୍‌ରୁ ଜଣେ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ। ଭୁବନେଶ୍ୱର ଫୁଲନଖରା ଅଞ୍ଚଳର କିଛି ପର୍ଯ୍ୟଟକ ମା’ ତାରିଣୀଙ୍କ ଦର୍ଶନ ସାରି ଫେରୁଥିବାବେଳେ ୨୦ ନଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?