ଆମ ଜିଲା ଖବର

ୟୁଟ୍ୟୁବ୍‌ ଦେଖାଇଲା ରୋଜଗାର ବାଟ

ପିପିଲି,୨୩।୧(ଡି.ଏନ୍‌.ଏ.):ନିମାପଡ଼ା ଅଞ୍ଚଳର ଯୁବଚାଷୀ ପରେଶ ଗୁରୁ। ସେ ଜଣେ ଡ୍ରାଇଭର ହୋଇଥିବାବେଳ ୟୁଟ୍ୟୁବ ଦେଖି ଚାଷକୁ ପେସା ଭାବରେ ଗ୍ରହଣ କରି ସ୍ବାବଲମ୍ବୀ ହୋଇପାରିଛନ୍ତି। ସେ ଅଳ୍ପ ଜମିରେ କିଭଳି ଚାଷ କରାଯାଇ ପାରିବ, ସେନେଇ ପରୀକ୍ଷାମୂଳକ ଭାବରେ କଞ୍ଚା କଳା…

ଗ୍ଲୋରି କୁଇନ୍‌ ମୁକୁଟ ପିିନ୍ଧିଲେ ପୂଜା ବିଶ୍ବାସ

ପୁରୀ ଅଫିସ,୨୩ା୧:ଶ୍ରୀକ୍ଷେତ୍ରର ଯୁବ ସାଂସ୍କୃତିକ ଅନୁଷ୍ଠାନ ଜାତୀୟ ଯୁବ ସମନ୍ବିତ କେନ୍ଦ୍ର ଆନୁକୂଲ୍ୟରେ ୩ଦିନ ଧରି ବେଳାଭୂମିରେ ଚାଲିଥିବା ‘ଗ୍ଲୋରି ଫେଷ୍ଟ-୨୦୨୩’ ରବିବାର ଉଦ୍‌ଯାପିତ ହୋଇଛି। ଉଦ୍‌ଯାପନୀ ଉତ୍ସବରେ ଅତିଥି ଭାବେ ମନ୍ତ୍ରୀ ରୀତା ସାହୁ, ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡ କାର୍ଯ୍ୟକାରୀ…

ଦିଲ୍ଲୀ ଗଲେ ଭୁଞ୍ଜିଆ ଦମ୍ପତି

ନୂଆପଡ଼ା ଅଫିସ,୨୩ା୧: ଦିଲ୍ଲୀରେ ହେବାକୁ ଥିବା ଜାତୀୟ ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ ନୂଆପଡ଼ା ଜିଲାର ଆଦିବାସୀ ଦମ୍ପତି ଭୁଜବଳ ମାଝି ଓ ସ୍ତ୍ରୀ କୁଞ୍ଜବାଇ ମାଝି। ରାଷ୍ଟ୍ରପତି ଭବନରୁ ଏ ନେଇ ନିମନ୍ତ୍ରଣ ପାଇବା ପରେ ଶନିବାର ଅପରାହ୍ନରେ ଏହି…

ଶିମିଳିପାଳରେ ପୁଣି ଦନ୍ତା ଶିକାର

ବାରିପଦା ଅଫିସ,୨୩ା୧:ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ହାତୀ ମୃତ୍ୟୁ ଥମିବାର ନଁା ଧରୁନି। ମାସକ ପୂର୍ବେ ଦୋଷ ଲୁଚାଇବାକୁ ବନ କର୍ମଚାରୀମାନେ ଏକ ଦନ୍ତାର ମୃତଦେହ ପୋଡ଼ି ନଦୀରେ ଭସାଇଦେବା ଘଟଣାର ତଦନ୍ତ ଚାଲିଥିବା ବେଳେ ରବିବାର ପୁଣି ଏକ ଦନ୍ତାର…

ଗ୍ରୀଷ୍ମ ଆରମ୍ଭ ନ ହେଉଣୁ ଜଙ୍ଗଲରେ ନିଆଁ

ନୀଳଗିରି,୨୩ା୧(ସ୍ବ.ପ୍ର):ଗ୍ରୀଷ୍ମଋତୁ ଆରମ୍ଭ ନ ହେଉଣୁ ବାଲେଶ୍ୱର ଜିଲା ନୀଳଗିରିସ୍ଥିତ ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ନିଅଁା ଲାଗିଛି। ସଜନାଗଡ଼ ପଞ୍ଚାୟତ ଅନ୍ତର୍ଗତ ନୂଆସାହି ଗ୍ରାମ ନିକଟରେ ରବିବାର ମଧ୍ୟାହ୍ନ ପ୍ରାୟ ୧୨ଟା ସମୟରେ ଏହି ନିଅଁା ଲାଗିଥିବା ଦେଖିବାକୁ ମିଳିଥିଲା। ଖବରପାଇ ବନବିଭାଗ…

ମହାପ୍ରଭୁଙ୍କୁ ଦର୍ଶନ କଲେ ଅନୁପମ୍‌ ଖେର୍‌

ପୁରୀ ଅଫିସ,୨୩ା୧: ବଲିଉଡ୍‌ ଅଭିନେତା ଅନୁପମ୍‌ ଖେର୍‌ ରବିବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଅନୁପମ ମହାପ୍ରଭୁଙ୍କ ଦର୍ଶନ କରି ବେଶ୍‌ ଭାବବିହ୍ବଳ ହୋଇ ପଡ଼ିଥିବା ଦେଖିବାକୁ ମିଳିଥିଲା। ଅନୁପମ୍‌ ମଧ୍ୟାହ୍ନ ପ୍ରାୟ ୧୨ଟାରେ ସୁରକ୍ଷା ବଳୟ ମଧ୍ୟରେ…

ବଳାତ୍କାର ଉଦ୍ୟମକାରୀଙ୍କୁ ହତ୍ୟା କଲେ ପୀଡ଼ିତା

ବାରିପଦା ଅଫିସ,୨୩ା୧:ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ଗୁଞ୍ଜୁସାହି ଅଞ୍ଚଳରେ ବଳାତ୍କାର ଉଦ୍ୟମକାରୀଙ୍କୁ ଜଣେ ମହିଳା କୋଦାଳରେ ପିଟି ହତ୍ୟା କରିଛନ୍ତି। ଗତ ରବିବାର ଏହି ଘଟଣା ଘଟିଥିବା ବେଳେ ୭ ଦିନ ପରେ ଗଳିତ ମୃତଦେହକୁ ପୋଲିସ ଜବତ…

ଯୁବକଙ୍କୁ ଦଳିଦେଲା ହାତୀ

ହେମଗିର,୨୩।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ସୀମାନ୍ତ ଛତିଶଗଡ଼ର ଚକ୍ରଧରପୁର ଏକ ଅଘଟଣ ଘଟିଛି। ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଦେବବାହାଲ ଗ୍ରାମର ଦୁଖିରାମ ଚୌହାନ(୩୨)। ଜଙ୍ଗଲକୁ ଯାଉଥିବା ବେଳେ ସେ ହାତୀ ହାବୁଡରେ ପଡିଯାଇଥିଲେ। ହାତୀ ଦଳିଦେବାରୁ…

ଅପହରଣ, ଲୁଟ୍‌ ମାମଲା: ଜେଲ ଗଲେ ଭାଜପା ନେତ୍ରୀଙ୍କ ପୁଅ

ସମ୍ବଲପୁର,୨୨ା୧(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ପୋଲିସ ଏକ ଲୁଟ୍‌ ଘଟଣାରେ ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତମଦ୍ୱୟ ହଲେ ଅଜୁ ବରାଳ ଓ ରୋହନ ସନ୍ଦିରିଆ। ଏହି ଘଟଣାର ଅନ୍ୟ ଅଭିଯୁକ୍ତମାନେ ଫେରାର…

ଚଇତି ମହୋତ୍ସବ ଶେଷଦିନରେ ଅଗ୍ନିକାଣ୍ଡ

ରାୟଗଡ଼ା,୨୨ା୧(ସ୍ବ.ପ୍ର.): ରାୟଗଡ଼ା ଜିଲା ଲୋକ ମହୋତ୍ସବ ଚଇତି ମଣ୍ଡପ ନିକଟରେ ରବିବାର ଅଗ୍ନିକାଣ୍ଡ ଘଟିଛି। ଉଦ୍‌ଯାପନୀ ସାରେ ଆତସବାଜି କାରଣରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ତେବେ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଫଳରେ ଅଗ୍ନିକାଣ୍ଡରୁ ଅଳ୍ପକେ…

ସରସ ମେଳା: ଗ୍ରାହକଙ୍କୁ ଆକୃଷ୍ଟ କରୁଛି ମାଟି ଉପକରଣ

ରାଉରକେଲା ଅଫିସ,୨୨।୧: ହକି ବିଶ୍ୱକପ୍‌ ଅବସରରେ ରାଉରକେଲା ସେକ୍ଟର-୫ ସ୍ଥିତ ଭଞ୍ଜ ଭବନ ପ୍ରଦର୍ଶନୀ ପଡ଼ିଆରେ ଚାଲିଛି ସରସ ମେଳା। ମେଳାରେ ସମୁଦାୟ ୨୫୦ଟି ଷ୍ଟଲ ପ୍ରଦର୍ଶିତ ହେଉଛି। ହେଲେ ମେଳାରେ ଗ୍ରାହକଙ୍କ ମୁଖ୍ୟ ଆକର୍ଷଣ ପାଲଟିଛି ମସଲା ଓ ମାଟି…

ଜେଲ ଭୋଗୁଥିବା କଏଦୀଙ୍କ ମୃତ୍ୟୁ

ଝାରସୁଗୁଡ଼ା ଅଫିସ୍‌,୨୨।୧: ଝାରସୁଗୁଡ଼ା ଉପକାରାଗାରରେ ଆଜୀବନ ଜେଲଦଣ୍ଡ ଭୋଗୁଥିବା କଏଦୀ ସୁଶାନ୍ତ ବୁଦୁଲା ଓରଫ ଜଙ୍ଗଲି (୪୨)ଙ୍କ ଜିଲା ମୁଖ୍ୟଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମୃତ୍ୟୁ ହୋଇଛି। ତାଙ୍କ ଘର ଲଇକେରା ଥାନା ଅନ୍ତର୍ଗତ କେନ୍ଦୁଡିହୀ ଗ୍ରାମ ଜଙ୍ଗଲିପଡାରେ। କାରାଗାର ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?