ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…
ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ ଜଣକ ପପୁ କାନ୍ତ ରଣା (୩୧) ସୁନ୍ଦରଗଡ଼ ଜିଲା ରାଉରକେଲା ବଣେଇ ଅଞ୍ଚଳର ବୋଲି…
ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ
ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ପରେ ଆଜି ମିଳିଲା କଟାମୁଣ୍ଡ। ମୃତଦେହ ଠାରୁ ପ୍ରାୟ ୪୦ କିମି ଦୂରରେ ମିଳିଲା…
ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…
ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା ପରେ ବି କେହି ନାହାନ୍ତି। ପାର୍ସଲ ମଧ୍ୟରେ କ’ଣ ରହିଛି ତାହା ସନ୍ଦେହ ଘେରରେ…
ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ
ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ ଅଭିନେତ୍ରୀ ନିଶା ମହାରଣା ଯୋଗ ଦେବେ ବୋଲି ପୂର୍ବରୁ ଯାତ୍ରା କମିଟି ଘୋଷଣା କରିଥିଲା।…
ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା
ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ ସାପ୍ତାହିକ ହାଟ ହେଉଛି। ଏହାର ଫାଇଦା ଛୋଟ ଛୋଟ ବ୍ୟବସାୟୀ, ପନିପରିବା ଚାଷୀଙ୍କ ସମେତ…
୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଥିଲା । ସେ ଆଜକୁ ୧୬ ବର୍ଷ ତଳେ ତାଙ୍କରି…
ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି
ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର ଜଣାପଡିବା ପରେ ପ୍ରଦ୍ୟୁମ୍ନଙ୍କ ସମର୍ଥକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଅପରପକ୍ଷେ ପ୍ରଦ୍ୟୁମ୍ନଙ୍କ ନିଯୁକ୍ତି…
ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍!
ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ ଆଉକେବେ ରାଇସ୍ ମିଲ୍ରେ କଟନୀଛଟନୀ ହୋଇଥାଏ। କଟନୀଛଟନୀ ବିନା ଧାନ ଉଠାଇବାକୁ ମିଲର୍ସମାନେ ସାଧାରଣତଃ…
ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା
ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍ଭି -୨୬ ଗ୍ରାମ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ଇତିମଧ୍ୟରେ ମାଲକାନଗିରି ଜିଲାରେ ଆଉ ୧୮…
ଆର୍ଡିଙ୍କ ଅଚାନକ କଲେଜ ପରିଦର୍ଶନ
ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟ…
୩ ଦିନ ହେଲା ଅଟକି ରହିଛି ଟ୍ରକ୍, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ
ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି। ଏଭଳିସ୍ଥିତିରେ ଟ୍ରକରୁ ପଚା ଦୁର୍ଗନ୍ଧ ଏବଂ ରକ୍ତ ବାହାରିବା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।…
ସରପଞ୍ଚଙ୍କ ଘରୁ ଲୁଟ୍
ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ ପଶି ବାସନ, ଲୁଗାପଟା ଏବଂ ପିତଳ ମୂର୍ତ୍ତୀ ଲୁଟି ନେଇଛନ୍ତି। ଏପରିକି ଦୁର୍ବୃତ୍ତମାନେ ଆଲମାରି…
Archives


