ମାଛ ଧରିବାକୁ ଯାଇ ୧୮ ଘଣ୍ଟା ପରେ ମିଳିଲା ମୃତଦେହ
ଚିତ୍ରକୋଣ୍ଡା,୨୨।୧(ଡି.ଏନ୍.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅଧୀନ ସ୍ବାଭିମାନ ଅଞ୍ଚଳ ବଡ଼ପଡ଼ା ପଞ୍ଚାୟତ କାଦଗୁମ୍ମା ଗ୍ରାମର ନିଖୋଜ ମଙ୍ଗରା ପାଙ୍ଗି(୪୬)ଙ୍କ ମୃତଦେହ ୧୮ ଘଣ୍ଟା ପରେ ଉଦ୍ଧାର ହୋଇଛି। ମିଳିଥିବା ସୂଚନା ମୁତାବକ, ଶନିବାର ପୂର୍ବାହ୍ନରେ କାଦଗୁମ୍ମା ଗ୍ରାମର ମଙ୍ଗରା ସ୍ତ୍ରୀଙ୍କ…
ବିଦ୍ୟୁତ୍ ଉପଭୋକ୍ତାଙ୍କ ଥାନା ଆଗରେ ଧାରଣା
ତରଭା, ୨୨ା୧(ଡି.ଏନ.ଏ.): ବିଦ୍ୟୁତ୍ ବ୍ୟବହାର କରି ନ ଥିବା ଚାଷୀଙ୍କ ନାମରେ ଆସୁଛି ବିଲ୍। ସେହିପରି ଦେୟ ବାକି ଥିବା କାରଣରୁ ବିଦ୍ୟୁତ୍ ସଂଯୋଗ ଛିନ୍ନ କରି ଦିଆଯାଉଛି। ଏହାର ପ୍ରତିବାଦ କରି ଟାଟା ପାଓ୍ବାର କମ୍ପାନୀ ବିରୋଧରେ ବରିଷ୍ଠ ନେତା…
ଭଉଣୀ, ଭାଇ ମିଶି କରିଥିଲେ ହତ୍ୟା: ଅଢ଼େଇ ବର୍ଷ ପରେ ପାଇଖାନା ଟାଙ୍କିରୁ ମିଳିଲା ନିଖୋଜ ସ୍ବାମୀଙ୍କ କଙ୍କାଳ
ଝାରସୁଗୁଡ଼ା ଅଫିସ,୨୨।୧: ଦୀର୍ଘ ଅଢ଼େଇ ବର୍ଷ ପରେ ଡ୍ରାଇଭର ଡମ୍ବରୁଧର ପାତ୍ର(୩୯)ଙ୍କ ନିଖୋଜ ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି ବନହରପାଲି ଥାନା ପୋଲିସ। ପୋଲିସ ବନ୍ଧବାହାଲ ଶାନ୍ତିନଗରସ୍ଥିତ ବାସଭବନ ପାଇଖାନା ଟାଙ୍କିରୁ ରବିବାର ଡମ୍ବରୁଧରଙ୍କ କଙ୍କାଳ ଜବତ କରିଛି। ଜବତ…
ଖବରଦାତାଙ୍କ ବିରୋଧରେ ମିଥା ମାମଲା ନେଇ ଜିଲା ଏସ୍ପିଙ୍କୁ ଜବାବ ତଲବ କଲେ ଜାତୀୟ ମାନବାଧିକାର ଆୟୋଗ
କେନ୍ଦୁଝର,୨୨ା୧(ସ୍ବ.ପ୍ର.): କେନ୍ଦୁଝର ବାଂଶପାଳ ବ୍ଲକରେ ଜଣେ ଓ୍ବେବ ଖବରଦାତା ରିପୁନ ବାରିକଙ୍କ ପ୍ରତି କରିଥିବା ଅତ୍ୟାଚାର ଓ ମିଥ୍ୟା ମୋକଦ୍ଦମା ଘଟଣାକୁ ନେଇ ଯାଜପୁରର ମାନବାଧିକାର ରକ୍ଷକ ନାରାୟଣ ରଥ ଜାତୀୟ ମାନବାଧିକାର ଆୟୋଗଙ୍କ ପାଖେ ଏକ ଅଭିଯୋଗ କରିଥିଲେ। ଏହି…
ଖେଳିବାକୁ ଯାଇ ନିଖୋଜ ଥିଲେ ଛାତ୍ର, କୂଅରୁ ମିଳିଲା ମୃତଦେହ
ଖୋର୍ଦ୍ଧା ଅଫିସ,୨୨ା୧: ସୋମବାର କୂଅ ଭିତରୁ ନାବାଳକ ଛାତ୍ରଙ୍କ ମୃତଦେହ ମିଳିଛି। ଖୋର୍ଦ୍ଧା ପୁବୁସାହି ଓଲିସିଂହ ଗ୍ରାମର ୧୧ବର୍ଷ ନାବାଳକ ଦିବ୍ୟଜ୍ୟୋତି ବେହେରାଙ୍କ ମୃତଦେହ ରବିବାର ଘର ନିକଟରେ ଥିବା ଏକ ପରିତ୍ୟକ୍ତ କୂଅରୁ ମିଳିଛି। ଶନିବାର ଅପରାହ୍ନରୁ ସାଇକେଲ ଧରି…
ଯୁବକଙ୍କୁ ହତ୍ୟା କରି ସୁଟ୍କେସରେ ପୂରାଇ ଫିଙ୍ଗିଦେଲେ
ଖୋର୍ଦ୍ଧା ଅଫିସ,୨୨ା୧(.): ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ହରିପୁର ଫରେଷ୍ଟ ଜଙ୍ଗଲରୁ ଜଙ୍ଗଲ ମଧ୍ୟରେ ପଡ଼ିଥିବା ଏକ ସୁଟ୍କେସରୁ ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ନାଚୁଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନାନୁଯାୟୀ, ରବିବାର ହରିପୁର…
ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଟ୍ରାଫିକ ସମସ୍ୟା
କେନ୍ଦୁଝର,୨୨ା୧(ସ୍ବ.ପ୍ର.): କେନ୍ଦୁଝର ସହର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଟ୍ରାଫିକ ସମସ୍ୟାକୁ ନେଇ ଅସନ୍ତୋଷ ବଢୁଛି। ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ଫାଟକ ନିକଟରେ ଏହି ଟ୍ରାଫିକ୍ ଥିବାରୁ ଜିଲାପାଳଙ୍କ କାର୍ଯ୍ୟାଳୟରୁ ବାହାରୁଥିବା ଲୋକମାନେ ସିଗ୍ନାଲକୁ ଅପେକ୍ଷା କରି ଛିଡ଼ା ହେବାକୁ ପଡୁଛି। ଫଳରେ…
ଖେଳକୁଦ ପ୍ରତିଯୋଗିତା ଉଦ୍ଯାପିତ: ଭାଗନେଲେ ୨୨୫ ଛାତ୍ରୀଛାତ୍ର
ବଡବିଲ,୨୨।୧୦(ସ୍ବପ୍ର): କେନ୍ଦୁଝର ଜିଲା ବଡ଼ବିଲଠାରେ ଶନିବାରଠାରୁ ଆରମ୍ଭ ହୋଇଥିବା ସମ୍ଭାଗସ୍ତରୀୟ ୨ ଦିନିଆ ଖେଳକୁଦ ପ୍ରତିଯୋଗିତା ରବିବାର ଉଦ୍ଯାପିତ ହୋଇଯାଇଛି। ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ କେନ୍ଦୁଝର ଜିଲା ବଡବିଲଠାରେ ଅନୁଷ୍ଠିତ ଏହି ଖେଳକୁଦ ପ୍ରତିଯୋଗିତାରେ କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲା…
ଆପୋସ ସମାଧାନ ଚାହୁଁଛି: ଶ୍ରୀୟା
ପୁରୀ ଅଫିସ,୨୨।୧: ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅତ୍ୟଧିକ ମଦ ପିଅନ୍ତି। ମଦ ଛାଡ଼ିବାକୁ କହିବା ପରେ ଅକଥନୀୟ ନିର୍ଯାତନା ଦେଉଥିଲେ। ଗୋଇଠା ଓ ମୁଥ ମାରୁଥିଲେ ବୋଲି ପୁରୀରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସ୍ତ୍ରୀ ଶ୍ରୀୟା ମିଶ୍ର କହିଛନ୍ତି। ହ୍ୟୁମାନ…
ପୁଣି ଭାଙ୍ଗିଲା ଇନ୍ଦ୍ରାବତୀ ବାମ କେନାଲ, ୩୦ ଫୁଟର ଘାଇ
ଭବାନୀପାଟଣା,୨୨ା୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ବାମ କେନାଲରେ ପୁଣି ଘାଇ ସୃଷ୍ଟି ହୋଇଛି। ଏହି ଘାଇଟି ଗୁନଗୁନିଆ ଡିଷ୍ଟ୍ରିବ୍ୟୁଟାରି କେନାଲର ରେଙ୍ଗାଲପାଲି ଗାଁ ନିକଟରେ ହୋଇଛି। ପ୍ରାୟ ୩୦ ଫୁଟର ଏହି ଘାଇ ହୋଇଥିବା ବେଳେ ଏହା ଯୋଗୁ ବହୁ ଚାଷ…
ପାଇପ୍ ଲାଇନ୍ ବିଛାଯିବାକୁ ଖୋଳାଯାଇଥିଲା ଗାତ: ବାଇକ୍ ସହ ପଡ଼ି ଆଖି ବୁଜିଲେ ବ୍ୟକ୍ତି
ଖମାର,୨୨।୧(ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା ଅନ୍ତର୍ଗତ ଗହମଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ ଠିକା ସଂସ୍ଥା ଦ୍ୱାରା ରାସ୍ତା କଡରେ ଖୋଳାଯାଇଥିବା ଗାତରେ ପଡି ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପରାବିଲ ଗ୍ରାମର ଦୁଷ୍ମନ୍ତ…
୨୧୧ ନିର୍ମାଣ ଶ୍ରମିକଙ୍କୁ ମିଳିଲା ୧.୭୯ କୋଟି
ସୋନପୁର,୨୨।୧(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଶ୍ରମ ବିଭାଗ ପକ୍ଷରୁ ସୋନପୁର ନୂତନ ଟାଉନ ହଲ ପରିସରରେ ନିର୍ମାଣ ଶ୍ରମିକ ସହାୟତା ବଣ୍ଟନ ଶିବିର ଶନିବାର ଆୟୋଜିତ ହୋଇଯାଇଛି। ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷା ଶ୍ରୀମୟୀ ଶ୍ୱେତାସ୍ନିଗ୍ଧା…

