ଆମ ଜିଲା ଖବର

ସ୍କୁଲ ବ୍ୟାଗ୍‌ରେ ନେଉଥିଲେ ଗଞ୍ଜେଇ, ଧରିଲା ପୋଲିସ

କୋରାପୁଟ,୨୨।୧(ସ୍ବ.ପ୍ର.): କୋରାପୁଟ ଜିଲାର ଆନ୍ଧ୍ର ସୀମାନ୍ତ ଅଞ୍ଚଳରେ ବ୍ୟାପକ ଭାବେ ଗଞ୍ଜେଇ ଚାଷ ହୋଇଥାଏ। ଏହାକୁ ବାହାର ରାଜ୍ୟକୁ ଚାଲାଣ ପାଇଁ ଗଞ୍ଜେଇ ଚାଲାଣକାରୀମାନେ ବିଭିନ୍ନ ସମୟରେ ବିଭିନ୍ନ ଉପାୟ ଅବଲମ୍ବନ କରିଥାନ୍ତି। କେତେବେଳେ ମାଛ ବାକ୍ସରେ, ପଣସ ଗାଡିରେ, ଗାଡି…

ଭିିତରେ ସଂଗ୍ରହ, ବାହାରେ କୁଢ଼ କୁଢ଼ ଆବର୍ଜନା

ବ୍ରହ୍ମପୁର ଅଫିସ,୨୨।୧: ବ୍ରହ୍ମପୁର ସହରକୁ ସ୍ବଚ୍ଛ ଓ ସୁନ୍ଦର ଲକ୍ଷ୍ୟରେ ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି କ୍ରମରେ ଗତ ବର୍ଷ ବିଇଏମ୍‌ସି ସ୍ବଚ୍ଛ ସର୍ବେକ୍ଷଣରେ ୪ ର୍ଥ ସ୍ଥାନ ହାସଲ କରିଛି। ପୂର୍ବରୁ ବିଇଏମ୍‌ସି…

ରୋମାଞ୍ଚ ଭରିଲେ ଅର୍ଚ୍ଚିତା, ସବ୍ୟସାଚୀ

ପାରଳାଖେମୁଣ୍ଡି, ୨୧ା୧ (ଡି.ଏନ୍‌.ଏ) : ଗଜପତି ଜିଲାର କଳା, ସଂସ୍କୃତି, ଐତିହ୍ୟ ଓ ସମୃଦ୍ଧି ପରମ୍ପରାର ସମାରୋହ ଗଜପତି ଉତ୍ସବ ଓ ପଲ୍ଲିଶ୍ରୀ ମେଳାର ଶନିବାର ଚତୁର୍ଥ ସନ୍ଧ୍ୟାରେ ଦର୍ଶକଙ୍କ ମନରେ ରୋମାଞ୍ଚ ଭରିଛନ୍ତି ଅଭିନେତା ସବ୍ୟସାଚୀ ଓ ଅଭିନେତ୍ରୀ ଅର୍ଚ୍ଚିତା।…

ଛତୁ ଚାଷ ଦେଇଛି ନୂଆ ପରିଚୟ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୨୨।୧: ଗ୍ରାମାଞ୍ଚଳରେ ଅନେକ ସ୍ବୟଂ ସହାୟିକା ଗୋଷ୍ଠି ଅଛନ୍ତି ା ହେଲେ ସେମାନଙ୍କ ମଧ୍ୟରୁ ଅଳ୍ପ କେତେକ ନିଜ ଅଞ୍ଚଳରେ ନାଁ କମେଇବା ସହ ଜିଲାରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି ପାରିଛନ୍ତି ା କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକର…

‘ଯାତ୍ରା ଗୀତ ଲେଖିବା କଷ୍ଟକର’

ଜଗତ୍‌ସିଂହପୁର ଅଫିସ,୨୨।୧: ‘ଚିରିଦେବା ଆଗରୁ ଚିଠି ଥରେ ପଢ଼ି ଦେଖ, ଭୁଲିଯିବା ଆଗରୁ ଆଉଥରେ ଭାବି ଦେଖ’, ଏହି ଲୋକାଦୃତ ସଙ୍ଗୀତ ଯେତେବେଳେ ଛକ, ବଜାରରେ ବାଜିଉଠେ ସେତେବେଳେ ଯାଉଥିବା ଲୋକଟିର ପାଦ ଆପେ ଆପେ ସ୍ଥିର ହୋଇଯାଏ। ଏହି କବିତାର…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୨୨।୧: କଟ୍‌ନୀ ଛଟ୍‌ନୀ ଓ ଅନ୍ୟ ସମସ୍ୟାକୁ ନେଇ ନବ ନିର୍ମାଣ କୃଷକ ସଙ୍ଗଠନ ଗତ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଗଣଧାରଣା ଦେଇଥିଲା। ସେହିପରି ମହାକାଳପଡ଼ା, ରାଜନଗରର ଚାଷୀ ସରକାରୀ ମଣ୍ଡିରେ ଧାନ ବସ୍ତା ଥୋଇ ବିକ୍ରି ପାଇଁ…

ମଧ୍ୟାହ୍ନଭୋଜନ ଖାଇ ୧୨ ଛାତ୍ରୀଛାତ୍ର ଅସୁସ୍ଥ

ପାଟଣା,୨୨।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରୀ ପଞ୍ଚାୟତ ଭାଲୁଘର ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶନିବାର ମଧ୍ୟାହ୍ନଭୋଜନ ଖାଇ ୧୬ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ପଡ଼ିଥିଲେ। ସମସ୍ତଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ମୁତାବକ, ସ୍କୁଲରେ ଛାତ୍ରୀଛାତ୍ରମାନେ…

ହକି ସୁନ୍ଦରଗଡ଼ର ସ୍ପନ୍ଦନ

ସମୃଦ୍ଧ ଜନଜାତି ପରମ୍ପରା, ନୈସର୍ଗିକ ପ୍ରାକୃତିକ ସୌନ୍ଦଯର୍‌ୟ, ଖଣିଜ ସମ୍ପଦରେ ରତ୍ନଗର୍ଭା, ଆଦିମାନବଙ୍କ ଐତିହ୍ୟର ସ୍ବାକ୍ଷର ବହନ କରୁଥିବା ଓଡ଼ିଶାର ଉପାନ୍ତରେ ଅବସ୍ଥିତ ସୁନ୍ଦରଗଡ଼ ଜିଲା। ଜନଜାତିଙ୍କ ଜିଲା ଭାବେ ସ୍ବୀକୃତ ସୁନ୍ଦରଗଡ଼ ସମ୍ପ୍ରତି ବିଶ୍ୱ କ୍ରୀଡା ମାନଚିତ୍ରରେ ଏକ ସ୍ବତନ୍ତ୍ର…

ଶ୍ରୀକ୍ଷେତ୍ରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ/ନୟାଗଡ଼ ଅଫିସ/ ଦଶପଲ୍ଲା,୨୨।୧(ଡି.ଏନ.ଏ.): ବିଶ୍ୱନିୟନ୍ତା ଦାରୁବିଗ୍ରହଙ୍କ ଚଳିତବର୍ଷ ରଥଯାତ୍ରା ଜୁନ୍‌ ୨୦ରେ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀପଞ୍ଚମୀ ତିଥି ସରସ୍ବତୀ ପୂଜା ଅବସରରେ ରଥଖଳାରେ ରଥକାଠ ଅନୁକୂଳ ବା ପୂଜାର୍ଚ୍ଚନା ହେବ। ତେବେ ଶ୍ରୀପଞ୍ଚମୀ ୨୬ ତାରିଖ ଗୁରୁବାର ପଡୁଥିବାବେଳେ…

ହସ୍ତଶିଳ୍ପ ଦୈନନ୍ଦିନ ଜୀବନର ଅଙ୍ଗ: ଅନୁପମ ଖେର୍‌

କଳିଙ୍ଗନଗର,୨୨।୧(ଡି.ଏନ୍‌.ଏ.): ଭାରତ ତଥା ଓଡ଼ିଶାର ବିଭିନ୍ନ ବୟନ ଗ୍ରାମରେ ମହିଳାଙ୍କୁ ହସ୍ତଶିଳ୍ପ ସ୍ବାବଲମ୍ବୀ କରିଛି। ଏହାରି ଉପରେ ଅନେକ ପରିବାର ପ୍ରତିପୋଷଣ ହେଉଥିବା ବେଳେ କଞ୍ଚାମାଲର ଅଭାବ ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। ଏହି ଦିଗରେ ମୁଦ୍ରିତ ଗଣମାଧ୍ୟମ…

ଇଟାଭାଟିରେ ନାବାଳକଙ୍କ ଉପରେ ଚଢ଼ିଗଲା ଟ୍ରାକ୍ଟର : ହତ୍ୟା ଅଭିଯୋଗ ଆଣିଲେ ମା’ବାପା

ଜଳେଶ୍ୱର, ୨୨।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧୀନରେ ଗଢି ଉଠିଥିବା ବେଆଇନ ଇଟାଭାଟି ଅଞ୍ଚଳରେ ଶନିବାର ଖେଳୁଥିବା ବେଳେ ଏକ ୮ବର୍ଷର ବାଳକଙ୍କ ଉପରେ ଟ୍ରାକ୍ଟର ମାଡ଼ିଯାଇଥିଲା। ଏହି ଘଟଣାକୁ ନାବାଳକଙ୍କ ମା’ ବାପା ସହଜରେ ଗ୍ରହଣ କରିପାରି ନ…

ବୁଝାମଣା ପାଇଁ ରାଜି ଅଛୁ: ଶ୍ରୀୟା

କଟକ ଅଫିସ,୨୨।୧: ଓଲିଉଡ୍‌ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଓ ତାଙ୍କ ସ୍ତ୍ରୀ ଶ୍ରୀୟା ମିଶ୍ରଙ୍କ ଘରୋଇ କଳି ପ୍ରସଙ୍ଗ ପୁଣିଥରେ ରୋଚକ ହୋଇଛି। ଶୁକ୍ରବାର ହ୍ୟୁମାନ ଓ ତାଙ୍କ ମା’ ଶେଫାଳୀ ସୁନା ଗଣମାଧ୍ୟମରେ ବୟାନ ଦେଇ ଶ୍ରୀୟାଙ୍କୁ ଫେରାଇ ଆଣିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?