Odisha Elections 2024

ଆମ ଜିଲା ଖବର

ଆଜିଠାରୁ ମାଟ୍ରିକ ଖାତାଦେଖା: ସାନିଟାଇଜ ହେଲା ମୂଲ୍ୟାୟନ କେନ୍ଦ୍ର

ଢେଙ୍କାନାଳ ଅଫିସ,୨୫ା୫- ଢେଙ୍କାନାଳ ବ୍ରଜନାଥ ବଡଜେନା ଉଚ୍ଚ ବିଦ୍ୟାଳୟ ପରିସରରେ ମଙ୍ଗଳବାର ସକାଳ ୯ଟାରୁ ମାଟ୍ରିକ ଖାତାଦେଖା ଆରମ୍ଭ ହେବ। ଏଥିପାଇଁ ଅଗ୍ନିଶମ ସେବା ସଂସ୍ଥା ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୋମବାର ପରୀକ୍ଷା ଖାତା ମୂଲ୍ୟାୟନ କେନ୍ଦ୍ରକୁ ସାନିଟାଇଜ୍‌...

ପୋଲିସ ଜୁଲମ ପ୍ରତିବାଦରେ ଥାନା ଘେରାଉ

କେନ୍ଦୁଝର/ରାଇସୁଆ,୨୫।୫,(ସ୍ବ.ପ୍ର./ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଗୁହାଳଡ଼ିହି ରେଳ ସାଇଡ଼ିଂରେ କର୍ମସଂସ୍ଥାନ ପାଇଁ ଜମି ହରାଇ ଥିବା ସ୍ଥାନୀୟ ଅଧିବାସୀଙ୍କ ଉପରେ ପୋଲିସର ଜୁଲମ ପ୍ରତିବାଦରେ ସୋମବାର ସନ୍ଧ୍ୟାରେ ସ୍ଥାନୀୟ ଲୋକେ ଥାନା ଘେରାଉ କରିଥିଲେ। ଏହି ରେଳ ସାଇଡ଼ିଂରେ...

ଆରମ୍ଭ ହେଲା ‘ସ୍ବଚ୍ଛ ସବାରୀ’

କେନ୍ଦୁଝର, ୨୫ା୫(ଡି.ଏନ୍‌.ଏ.)-କେନ୍ଦୁଝରଗଡ ପୌରପାଳିକାରେ ସଫେଇ କାର୍ଯ୍ୟକୁ ଅଧିକ ତ୍ୱରାନ୍ବିତ କରିବା ପାଇଁ ଜିଲା ଖଣିଜ ପ୍ରତିଷ୍ଠାନ ପାଣ୍ଠିରୁ ଦିଆଯାଇଥିବା ୧୪ଟି ସ୍ବଚ୍ଛ ସବାରୀ ସୋମବାର ଲୋକାର୍ପିତ ହୋଇଛି। ଜିଲାପାଳ ଆଶିଷ ଠାକରେ ସବୁଜ ପତାକା ଦେଖାଇ ଏହି ସ୍ବଚ୍ଛ ସବାରୀ...

ଲକଡାଉନ୍‌ ନିୟମ ମାନି ଯୋଡ଼ାରେ ପାଳନ ହେଲା ଇଦ୍‌

ଯୋଡା, ୨୫।୫ (ଡି.ଏନ.ଏ.)-ରମଜାନର ୩୦ ଦିନ ଉପବାସ ପରେ ରବିବାର ରାତିରେ ଚାନ୍ଦ ଦେଖାଯିବାରୁ ସୋମବାର ଇଦ୍‌ ପର୍ବ ପାଳନ କରାଯିବା ନେଇ ଘୋଷଣା କରାଯାଇଥିଲା। ମାତ୍ର କରୋନା ମହାମାରୀ କାରଣରୁ କେନ୍ଦୁଝର ଜିଲା ଯୋଡା ସହରରେ ଇଦ୍‌ ପର୍ବ...

ଘରୁ ମଗାଇ ଖାଉଛନ୍ତି ପ୍ରବାସୀ

ବିଞ୍ଝାରପୁର,୨୫।୫(ଡି.ଏନ୍‌.ଏ.)-ବାହାର ରାଜ୍ୟରୁ ଆସିଥିବା ପ୍ରବାସୀ ଓଡ଼ିଆଙ୍କୁ ସଙ୍ଗରୋଧ ଗୃହରେ ମେନୁ ହିସାବରେ ଖାଦ୍ୟ ଦିଆଯାଉନି। ପ୍ରାୟ ସବୁଦିନ ବାଇଗଣ ତରକାରୀ ମିଳୁଛି। ଏ ନେଇ ଯେତେ କହିଲେ ବି ସୁଫଳ ମିଳୁ ନ ଥିବା ଅଭିଯୋଗ କରିଛନ୍ତି ବିଞ୍ଝାରପୁର ବ୍ଲକ...

ଚକ ନିର୍ମାଣ ଶେଷ, ଚାଲିଛି ଦଣ୍ଡା କାମ

ପୁରୀ ଅଫିସ,୨୫ା୫: ଏଥର ଅନୁକୂଳର ୧୨ଦିନ ବିଳମ୍ବରେ ରଥ ନିର୍ମାଣ କାମ ଆରମ୍ଭ ହୋଇଛି। ତଥାପି ଠିକଣା ସମୟକୁ ମହାପ୍ରଭୁଙ୍କ ତିନିରଥ ପ୍ରସ୍ତୁତ କରିବା ପାଇଁ ସମ୍ପୃକ୍ତ ସେବକମାନେ ଲାଗିପଡ଼ିିଛନ୍ତି। ମହାରଣା ସେବକ, ଭୋଇ ଓ ରୂପକାର ସେବକ ରଥଖଳାରେ...

ଫିକା ପଡ଼ିଲା ଈଦ୍‌-ଉଲ୍‌-ଫିତର୍‌ : ଘରେ ଘରେ ପାଳିଲେ ଈଦ୍‌

ଭଦ୍ରକ ଅଫିସ, ୨୫ା୫- ଶାନ୍ତି, ମୈତ୍ରୀ ଓ ଦାନର ପର୍ବ ଈଦ ବା ଈଦ୍‌-ଉଲ୍‌-ଫିତର୍‌। ଏହି ପର୍ବ କରୋନା କଟକଣା କାରଣରୁ ଭଦ୍ରକ ସହରରେ ସୋମବାର ସମ୍ପୂର୍ଣ୍ଣ ନିରାଡ଼ମ୍ବର ଭାବେ ପାଳନ କରାଯାଇଛି। କରୋନା ପାଇଁ ପ୍ରଶାସନିକ ସ୍ତରରେ ଧାର୍ମିକ...

ପଥରରେ ଜୀବନ୍ତ ରୂପ ନେଲେ ଦଶଭୁଜା

କଟକ ଅଫିସ,୨୫ା୫: ନିହାଣ ମୁନରେ ନିଜ ପ୍ରତିଭାର ଛାପ ଛାଡ଼ିଛନ୍ତି ଯୁବଶିଳ୍ପୀ ହିମାଂଶୁ ଶେଖର ପରିଡ଼ା (୩୩)। ଲକ୍‌ଡାଉନ୍‌ ସମୟର ସଦୁପଯୋଗ କରି ସେ ଏକ ଚମତ୍କାର ମୂର୍ତ୍ତି ନିର୍ମାଣ କରିଛନ୍ତି। ପଥରରେ ଦୁର୍ଗାଙ୍କ ଦଶଭୁଜା ମୂର୍ତ୍ତି ପ୍ରତିଫଳିତ ହୋଇଛି।...

ଭୁଶୁଡ଼ିଲା ସୁରକ୍ଷା ପାଚେରି

ପଦ୍ମପୁର, ୨୫ା୫(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତରେ ଦେଢ଼ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ବ୍ୟୟରେ ନିର୍ମିତ ଓଭରହେଡ଼ ପାଣି ଟାଙ୍କିର ସୁରକ୍ଷା ପାଚେରି ଭୁଶୁଡ଼ି ପଡ଼ିଛି। କୋଟି କୋଟି ଟଙ୍କାର ବ୍ୟୟରେ ଶେଷ ହେବାକୁ ଥିବା ଏହି...

ଶାଳ ଚାଲୁନି, ପେଟ ପୂରୁନି

ଭୁବନ, ୨୫ା୫(ଡି.ଏନ.ଏ.)- ଆଉ ଶାଳରେ ଶୁଭୁନି କଂସା ବାସନ ତିଆରିର ଶବ୍ଦ। ନା ପହଞ୍ଚି ପାରୁଛି କଞ୍ଚାମାଲ ନା ବିକ୍ରି ହୋଇ ପାରୁଛି ପୂର୍ବ ତିଆରି ସାମଗ୍ରୀ। କୌଳିକ ବୃତ୍ତିକୁ ଆପଣାଇ ଦୁଇ ପଇସା ରୋଜଗାର କରୁଥିବା କାରିଗରଙ୍କ ଦୁର୍ଦ୍ଦିନ...

ଶିମିଳିପାଳରୁ ଶିକାରୀ ଗିରଫ

ଖୁଣ୍ଟା,୨୫ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟର ଡୁକୁରା ୱାଇଲ୍ଡ ଲାଇଫ୍‌ ରେଞ୍ଜ ଅଞ୍ଚଳରୁ ସୋମବାର ବନ ବିଭାଗ ଜଣେ ଶିକାରୀକୁ ଗିରଫ କରିଛି। ଗିରଫ ଶିକାରୀ ଜଣକ ହେଲେ ନୂଆଗାଁ ଗ୍ରାମର ଚନ୍ଦ୍ର ମୋହନ ହେମ୍ବ୍ରମ। ଭୋର ସମୟରେ ବିଭିନ୍ନ...

ତାମିଲନାଡ଼ୁରୁ ୨ଟି ଟ୍ରେନ୍‌ରେ ଫେରିବେ ପ୍ରବାସୀ

ବାରିପଦା ଅଫିସ,୨୫ା୫- ଲକ୍‌ଡାଉନ ଯୋଗୁ ତାମିଲନାଡୁରେ ଫସି ରହିଥିବା ପ୍ରବାସୀ ଓଡ଼ିଆ ମଙ୍ଗଳବାର ୨ଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ବାରିପଦାକୁ ଫେରିବେ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହି ଟ୍ରେନ୍‌ ୨ଟି ବାରିପଦାର ଭଞ୍ଜପୁର ଷ୍ଟେଶନଠାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri