ଯୋଗ୍ୟ ହିତାଧିକାରୀ ତାଲିକାରୁ ବାଦ୍ ପଡ଼ିଛନ୍ତି ୫୭: ଅନିୟମିତତା ଅଭିଯୋଗରେ ବିକ୍ଷୋଭ
ଦାରିଙ୍ଗବାଡ଼ି,୨୦ା୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାମୁଣୀଗାଁ ପଞ୍ଚାୟତରେ ଆବାସ ଯୋଜନାରେ ୫୭ ଜଣ ଯୋଗ୍ୟ ହିତାଧିକାରୀ ସମ୍ଭାବ୍ୟ ତାଲିକାରୁ ବାଦ୍ ପଡ଼ିଛନ୍ତି। ଏଥିପାଇଁ ଅଞ୍ଚଳବାସୀ ଏହାର ତଦନ୍ତ ସହ ପୁନର୍ବିଚାର କରାଯାଇ ୫୭ ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ଆବାସ ଯୋଜନାରେ…
ବହୁ ପ୍ରତୀକ୍ଷା ପରେ ୫୦୬ ଏକର ସିଲିଂ ଜମିକୁ ନିଜ ଦଖଲକୁ ନେଲେ ଜିଲା ପ୍ରଶାସନ
ରାୟଗଡ଼ା,୨୧/୧(ସ୍ୱ.ପ୍ର.)- ତହସିଲ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରହିଥିବା ୫୦୬ ଏକର ସିଲିଂ ଜମି ନିଜ କବଜାକୁ ନେଲା ପ୍ରଶାସନ। ବନ୍ଦ ପଡ଼ିଥିବା ଜେଏସକୋ କାରଖାନା ଅଧିନରେ ରହିଥିବା ଏହି ଜମି ଆଜି ନିଜ ଅଧିନକୁ ଆଣିଛି ପ୍ରଶାସନ। ଏଥିସହ ରାଜସ୍ୱ ବିଭାଗର…
ତୃଣମୂଳସ୍ତରରେ ଭାଜପାକୁ ମଜଭୁତ କର: କେନ୍ଦ୍ରମନ୍ତ୍ରୀ
ପାଟଣା,୨୧ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସଁରାପଶି ପଡ଼ିଆରେ ଶନିବାର ଭାଜପାର ନିର୍ବାଚନମଣ୍ଡଳୀସ୍ତରୀୟ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ଭାଜପା ସଭାପତି ଅଂଶୁମାନ୍ ସବୁଜ ମହାନ୍ତ ବର୍ମାଙ୍କ ସଂଯୋଜନାରେ ମୁଖ୍ୟଅତିଥି ଭାବେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା ଯୋଗଦେଇ…
ମଣ୍ଡିରେ ଧାନ ବିକ୍ରିର ସମୀକ୍ଷା, ହସ୍ତତନ୍ତ କାର୍ଯ୍ୟ ତଦାରଖ
ନବରଙ୍ଗପୁର,୨୧।୧(ବି.ପ୍ର.): ରାଜ୍ୟ ବିଧାନସଭା ଷ୍ଟାଣ୍ଡିଂ ସବ୍ କମିଟି ଶୁକ୍ରବାର ନବରଙ୍ଗପୁର ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସ୍ଥାନୀୟ ସର୍କିଟ ହାଉସ ସଭାଗୃହରେ ଅନୁଷ୍ଠିତ ସମୀକ୍ଷା ବୈଠକରେ କମିଟି ଅଧ୍ୟକ୍ଷ ବିଧାୟକ ଅରବିନ୍ଦ ଢାଲି ଯୋଗଦେଇ ଜିଲାରେ…
ଡ୍ରେନ୍ରେ ଗଳିପଡ଼ିଲା ଟ୍ରକ୍
ଚୌଦ୍ୱାର,୨୧।୧(ଡି.ଏନ୍.ଏ): କିଛିଦିନ ତଳେ ନିର୍ମାଣ ହୋଇଥିବା ଡ୍ରେନ୍ରେ ଏକ ପଥର ବୋଝେଇ ଟ୍ରକ ଶନିବାର ଗଳିପଡ଼ିଥିବା ଦେଖିବାକୁ ମିଳିଛି l ଏଥିରେ କୌଣସି କ୍ଷୟକ୍ଷତି ହୋଇ ନ ଥିଲେ ମଧ୍ୟ ଡ୍ରେନ୍ ନିର୍ମାଣ କାର୍ଯ୍ୟକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି…
ବନ୍ଦ ପାଠାଗାରର ପୁନରୁଦ୍ଧାର ନେଇ ଭଙ୍ଗାଗଲା ତାଲା
ଗୁଡ଼ାରୀ, ୨୧।୧(ଡି.ଏନ୍.ଏ.): ରାୟଗଡ଼ା ଜିଲା ଗୁଡ଼ାରି ସହରର ନୂତନ ବସ୍ଷ୍ଟାଣ୍ଡ ନିକଟରେ ଥିବା ବିଜୁ ପାଠାଗାରର ପୁନରୁଦ୍ଧାର ନିମନ୍ତେ ଶୁକ୍ରବାର ସେଥିରେ ପଡ଼ିଥିବା ତାଲାକୁ ଭଙ୍ଗାଯାଇଛି। ତାଲା ଭଙ୍ଗାଯିବାବେଳେ ଗୁଡ଼ାରି ବିଡିଓ ନୃସିଂହ ଚରଣ ସେଠୀ ମାଜିଷ୍ଟ୍ରେଟଭାବେ ଉପସ୍ଥିତ ଥିଲେ। ଏନ୍ଏସି…
ମନମୋହିଲା ଆଦିବାସୀ, ଓଡ଼ିଶୀ ନୃତ୍ୟ
ରାୟଗଡ଼ା ଅଫିସ/ରାୟଗଡ଼ା (ସ୍ବ.ପ୍ର.), ୨୧।୧: ରାୟଗଡ଼ା ଜିଲା ଲୋକ ମହୋତ୍ସବ ଚଇତି ତୃତୀୟ ସା ଥିଲା ଅତ୍ୟନ୍ତ ରୋଚକ। ଶୁକ୍ରବାର ରାୟଗଡ଼ା ବଜାର ଛୁଟି ଥିବାରୁ ଲୋକଙ୍କ ପ୍ରବଳ ସମାଗମ ହୋଇଥିଲା। ଜିଲାପାଳ ସ୍ବଧା ଦେବ ସିଂଙ୍କ ଅଧ୍ୟକ୍ଷତାରେ ଆୟୋଜିତ ତୃତୀୟ…
ଜୁନ୍ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ପୁରୀ ଅଫିସ,୨୧।୧: ଜୁନ୍ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡାନ୍ତ ତାଲିକା ପ୍ରକାଶ ପାଇଛି। ତାଲିକା ଅନୁଯାୟୀ, ଏପ୍ରିଲ ୨୩ରେ ପବିତ୍ର ଅକ୍ଷୟ ତୃତୀୟା,ସେହିଦିନ ରଥକାଠ ଅନୁକୂଳ କରାଯିବ। ଏହି ଦିନ ମଧ୍ୟ ପ୍ରସିଦ୍ଧ…
ହୋହଲ୍ଲା, ପ୍ରତିବାଦରେ ସରିଲା ‘ଦିଶା’ କମିଟି ବୈଠକ
ବଲାଙ୍ଗୀର ଅଫିସ,୨୧ା୧: ସ୍ଥାନୀୟ ସର୍କିଟ ହାଉସଠାରେ ଶୁକ୍ରବାର ଜିଲା ଉନ୍ନୟନ, ସମନ୍ବୟ ଏବଂ ପର୍ଯ୍ୟବେକ୍ଷଣ (ଦିଶା) କମିଟି ବୈଠକ ବଲାଙ୍ଗୀର ଲୋକସଭା ଏମ୍ପି ସଙ୍ଗୀତା କୁମାରୀ ସିଂଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକ ପ୍ରାରମ୍ଭରୁ ହୋ ହଲ୍ଲା, ବିରୋଧ, ପ୍ରତିବାଦ…
କ୍ୱାକ୍ଙ୍କ ହାତରେ ସ୍ବାସ୍ଥ୍ୟସେବା
ସୋନପୁର,୨୦।୧(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ଉପଯୁକ୍ତ ଡିଗ୍ରୀ ବା ଶିକ୍ଷାଗତ ଯୋଗ୍ୟତା ନ ଥିବା ବ୍ୟକ୍ତି ଡାକ୍ତର ଭାବେ ରୋଗୀ ସେବା କରୁଛନ୍ତି। ଏହି ଦରପାଠୁଆ ଡାକ୍ତର ବା କ୍ୱାକ୍ଙ୍କ ପ୍ରାଦୁର୍ଭାବ ଜିଲାର ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବଢିଚାଲିଛି। କେତେଜଣ ବ୍ୟକ୍ତି କ୍ଲିନିକ୍…
ଦନ୍ତା ହାତୀ ଆକ୍ରମଣରେ ଚାଲିଗଲା ୨ ଜୀବନ
ପରଜଙ୍ଗ,୨୧।୧(ଡି.ଏନ୍.ଏ.): ଢେଙ୍କାନାଳ ବନଖଣ୍ଡ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ପରଜଙ୍ଗ ଅଞ୍ଚଳରେ ଶନିବାର ଏକ ଅଘଟଣ ଘଟିଛି। ପୃଥକ ଦୁଇଟି ସ୍ଥାନରେ ହାତୀ ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖାଲପାଳ ଗ୍ରାମର ଅଲେଖ ନାୟକ ଏବଂ ପରଜଙ୍ଗ…
ଅବ୍ୟବସ୍ଥାରେ ଜୁନାଗଡ଼ ଏସ୍ବିଆଇ ମୁଖ୍ୟ ଶାଖା
ଭବାନୀପାଟଣା,୨୧।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ ସହର କଲମପୁର ଛକରେ ଥିବା ଏସ୍ବିଆଇ ମୁଖ୍ୟ ଶାଖା ଏବେ ଅବ୍ୟବସ୍ଥାରେ ଚାଲିଥିବା ଦେଖିବାକୁ ମିଳିଛି। ଫଳରେ ଏହି ବ୍ୟାଙ୍କ ଉପରେ ନିର୍ଭର କରୁଥିବା ହଜାର ହଜାର ହିତାଧିକାରୀ, ଗ୍ରାହକ ଏବେ ନାହଁି ନ ଥିବା…

