ଆମ ଜିଲା ଖବର

ଜମିପଟ୍ଟା ଦିଅ, ନଚେତ୍‌ ବିସ୍ଥାପନ କର

ବରଗଡ଼ ଅଫିସ୍‌,୨୧।୧: ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ କର୍ଲା ପଞ୍ଚାୟତ ଅନ୍ତର୍ଗତ ଦେଚୁଆଁ ଗ୍ରାମବାସୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି। ଏପର୍ଯ୍ୟନ୍ତ ସେମାନଙ୍କ ପାଖକୁ ମୌଳିକ ସୁବିଧା ସୁଯୋଗ ମିଳିନାହିଁ। ଏଭଳି ଅଭିଯୋଗ ନେଇ ଶୁକ୍ରବାର ଗ୍ରାମବାସୀ ବରଗଡ଼…

ଜିଲାପାଳ ସ୍ବାଗତ କଲେନି ବୋଲି ରାଗିଗଲେ ଏମ୍‌ପି

ବଲାଙ୍ଗୀର ଅଫିସ,୨୧।୧: ଜିଲାପାଳ ସ୍ବାଗତ କଲେନି ବୋଲି ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ ରାଗିଯିବା ଏବଂ ଦିଶା କମିଟି ବୈଠକ ସ୍ଥାନ ପରିବର୍ତ୍ତନ କରିବା ଚର୍ଚ୍ଚାର ବିଷୟ ହୋଇଛି। ଜିଲା ଉନ୍ନୟନ, ସମନ୍ବୟ ଏବଂ ପର୍ଯ୍ୟବେକ୍ଷଣ (ଦିଶା) କମିଟି ବୈଠକ…

୨୪ ପାଇଁ ଗୁରୁମନ୍ତ୍ର ଦେଲେ କେନ୍ଦ୍ରମନ୍ତ୍ରୀ

ପାଟଣା,୨୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ୍‌ ମଲାରପଦା ପଞ୍ଚାୟତର ଖୁଣ୍ଟାପିଙ୍ଗୁଠାରେ ଭାଜପାର ବୁଥ୍‌ସ୍ତରୀୟ କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬ ବୁଥ୍‌ର ଏକ ହଜାରରୁ ଊର୍ଦ୍ଧ୍ୱ ଭାଜପା କର୍ମୀ ଉପସ୍ଥିତ ଥିଲେ। ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଆଦିବାସୀ କଲ୍ୟାଣ…

ତୀରନ୍ଦାଜୀରେ ଯୁଯୁମୁରାର ଭଉଣୀଭାଇଙ୍କ ସଫଳତା

ସମ୍ବଲପୁର,୨୧। ୧(ବ୍ୟୁରୋ): ଆନ୍ଧ୍ରପ୍ରଦେଶର ବିଶାଖାପଟନମଠାରେ ଆୟୋଜିତ ବାଳିକା ଓ ବାଳକ ତୀରନ୍ଦାଜୀ ପ୍ରତିଯୋଗିତାରେ ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକର ଭଉଣୀଭାଇଙ୍କ ସମେତ ୩ଜଣ ସଫଳତା ହାସଲ କରିଛନ୍ତି। ସେମାନେ ହେଲେ ରିକର୍ଭ ରାଉଣ୍ଡରେ ୭୨୦ ପଏଣ୍ଟରୁ ୬୭୭ ହାସଲ କରିଥିବା ଅର୍ଣବ…

ପ୍ରଧାନପାଟ ଉତ୍ସବରେ ଅତିଥି ଚୟନକୁ ନେଇ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ଅସନ୍ତୋଷ

ଦେବଗଡ଼, ୨୧।୧(ଡି.ଏନ୍‌.ଏ.): ପ୍ରଧାନପାଟସ୍ଥିତ ବଡ଼ବଗିଚାଠାରେ ଜାନୁୟାରୀ ୨୦ରୁ ୨୪ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଉତ୍ସବ ପ୍ରଧାନପାଟ ଅନୁଷ୍ଠିତ ହେଉଛି। ତେବେ ପ୍ରଧାନପାଟ ଉତ୍ସବରେ ଅତିଥି ଚୟନକୁ ନେଇ ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ଅସନ୍ତୋଷ ପ୍ରକାଶ ପାଇଛି।…

ଅଗ୍ନିକାଣ୍ଡରେ ୨ ପରିବାର ସର୍ବସ୍ବାନ୍ତ

ରାସୋଳ, ୨୧।୧(ଡି.ଏନ୍‌.ଏ.): ହିନ୍ଦୋଳ ବ୍ଲକ ରାସୋଳ ଥାନା ବୁହାଳିପାଳ ଗ୍ରାମ ବାଲିପଶି ସାହିରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟି ବ୍ୟାପକ କ୍ଷତି ହୋଇଛି। ଏହାର କାରଣ ଜଣାପଡ଼ିନାହିଁ। ରସାନନ୍ଦ ପ୍ରଧାନ (୮୦) ଏବଂ ସଂଯୁକ୍ତା ପ୍ରଧାନ (୪୫)ଙ୍କ ଘର ସମ୍ପୂର୍ଣ୍ଣ ଛାରଖାର…

ଢେଙ୍କାନାଳକୁ ୨୧ ପଦକ

ଢେଙ୍କାନାଳ ଅଫିସ, ୨୧।୧: କଟକ ଜବାହରଲାଲ୍‌ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଓଡ଼ିଶା ଟାଏକୋଣ୍ଡୋ ଆସୋସିଏଶନ ପକ୍ଷରୁ ଆୟୋଜିତ ୩୫ତମ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଚମକିଛନ୍ତି ଢେଙ୍କାନାଳ ଜିଲାର ପ୍ରତିଯୋଗୀ। ପ୍ରତିଯୋଗିତାରେ ୬୭ ପ୍ରତିଯୋଗୀଙ୍କ ମଧ୍ୟରୁ ୨୧ ଜଣ ପଦକ ଜିତିବାରେ ସଫଳ ହୋଇଛନ୍ତି।…

ବର୍ଷେ ହେଲା ବ୍ୟବସାୟୀ ଛଟପଟ

ପରଜଙ୍ଗ, ୨୧।୧(ଡି.ଏନ୍‌.ଏ.) ନିଗମାନନ୍ଦ ଦଳବେହେରା: ବସ୍‌ଷ୍ଟାଣ୍ଡ ନିର୍ମାଣ ହେବ। ବ୍ୟବସ୍ଥିତ ଢଙ୍ଗରେ ବ୍ୟବସାୟ କରିବାର ସୁଯୋଗ ପାଇବେ ବ୍ୟବସାୟୀ। ଏଭଳି ପ୍ରଲୋଭନ ଦେଖାଇ ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳର ମୁଖ୍ୟ ବ୍ୟବସାୟିକ ପେଣ୍ଠସ୍ଥଳୀରେ ବୁଲିଥିଲା ବୁଲ୍‌ଡୋଜର। ତହସିଲ ପ୍ରଶାସନର ଏଭଳି ତରବରିଆ…

ଏଣିକି ପରିମଳ ଦାୟିତ୍ୱ ବୁଝିବେ ଡେପୁଟି କମିଶନର

କଟକ ଅଫିସ, ୨୧ା୧: ଏଣିକି ସହରର ପରିମଳ ଦାୟିତ୍ୱ ବୁଝିବେ କଟକ ମହାନଗର ନିଗମ(ସିଏମ୍‌ସି)ର ଡେପୁଟି କମିଶନର। ସିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀ ଡା. ସତ୍ୟବ୍ରତ ମହାପାତ୍ରଙ୍କୁ ଏହି ଦାୟିତ୍ୱରୁ ହଟାଯାଇ ଡେପୁଟି କମିଶନର (ପରିମଳ) ସଞ୍ଜୀବିତା ରାୟଙ୍କୁ ଦାୟିତ୍ୱ ହସ୍ତାନ୍ତର କରାଯାଇଛି।…

ଯାଯାବର, ମନ ମୋର..

ଅନୁଗୋଳ ଅଫିସ, ୨୧ା୧: ଯାଯାବର, ମନ ମୋର.., ଏକ୍‌ ହୋ ଗୟେ ହମ୍‌ ଔର ତୁମ୍‌.., ଟିକ୍‌ ଟିକ୍‌ ହୁଏ ମୋ ଛାତି.., କମଲି କମଲି..। ଓଲିଉଡ୍‌ କଣ୍ଠଶିଳ୍ପୀଙ୍କ କଣ୍ଠରୁ ଝରିପଡ଼ିଥିବା ଏହିସବୁ ଚିର ସବୁଜ ଗୀତ ଶୁକ୍ରବାର ଅନୁଗୋଳ ଷ୍ଟାଡିୟମରେ…

ସୂଚନା ଅଧିକାର ଆଇନରେ ତଥ୍ୟ ମିଳୁନି

ରସୁଲପୁର,୨୧ା୧(ଡି.ଏନ.ଏ.): ରସୁଲପୁର ତହସିଲ କାର୍ଯ୍ୟାଳୟରେ ସୂଚନା ଅଧିକାର ଆଇନ-୨୦୦୫କୁ ଉଲ୍ଲଂଘନ କରାଯାଉଛି। ଏହି ଆଇନକୁ ତହସିଲଦାର ନିରଞ୍ଜନ ସାହୁ ଠିକ ଭାବରେ ଅନୁପାଳନ କରୁନାହାନ୍ତି। ସୂଚନା ଅଧିକାର କର୍ମୀଙ୍କୁ ନିର୍ଦ୍ଧାରିତ ସମୟ ସୀମା ଭିତରେ ସୂଚନା ପ୍ରଦାନ କରୁ ନ ଥିବା…

ପ୍ରଧାନମନ୍ତ୍ରୀ ଆବାସ ତାଲିକାରେ ଅନିୟମିତତା

ରାଜନଗର,୨୧ା୧(ଡି.ଏନ.ଏ.): ଗାଁ ଗହଳିରେ ମୁଣ୍ଡ ଗୁଞ୍ଜିବା ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ମିଳିବ ା ଏଥିପାଇଁ ଗତ ସାଢେ ୩ ବର୍ଷ ହେବ ଲୋକେ ସରକାରଙ୍କ ଆବାସ ତାଲିକାକୁ ଚାହିଁ ରହିଥିଲେ। ସରକାର ଘର ଦେବେ, ମାଟି ଘର ଭାଙ୍ଗିବୁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?