ଆମ ଜିଲା ଖବର

କଟକ-ଚାନ୍ଦବାଲି ରାସ୍ତା ବୃକ୍ଷଶୂନ୍ୟ

କେନ୍ଦ୍ରାପଡ଼ା ଅଫିସ, ୨୧ା୧: ଜାନୁୟାରୀ ଅଧାରୁ ଶୀତ ଉଭାନ ହୋଇଛି ା ଆଗକୁ ଆସୁଛି ଖରାଦିନ ା ସ୍ଥାନୀୟ ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସରେ ପହଞ୍ଚତ୍ବା ଏକ ସାଧାରଣ ଘଟଣା ା ଏହା ଜାଣିବା ସତ୍ତ୍ୱେ କଟକ ଚାନ୍ଦବାଲି ରାଜ୍ୟ…

‘ଭିଡିଓ କ୍ଲିପ୍‌ ବିକ୍ରି ନେଇ ତଦନ୍ତ କରାଯିବ’

ପୁରୀ ଅଫିସ, ୨୧ା୧: ଶ୍ରୀମନ୍ଦିର ନୋ ଫ୍ଲାଇଂ ଜୋନ୍‌ରେ ଡ୍ରୋନ ଉଡ଼ାଇ ଭିତରବେଢ଼ାର ଭିଡିଓ ଭାଇରାଲ କରିବା ସହ ଏହି କ୍ଲିପ୍‌ ଦେବା ପାଇଁ ଟଙ୍କା ମାଗିବା ଘଟଣାରେ ଅଭିଯୁକ୍ତ ବଙ୍ଗୀୟ ୟୁଟ୍ୟୁବର ଅନିମେଷ ଚକ୍ରବର୍ତ୍ତୀଙ୍କୁ ଗତ ୧୮ ତାରିଖରେ ପୁରୀ…

ବସ୍‌ଷ୍ଟାଣ୍ଡରେ ୪ ଦୁର୍ଦ୍ଦାନ୍ତ ମାଓବାଦୀ ନେତାଙ୍କ ପୋଷ୍ଟର ମାରିଲା ଏନ୍‌ଆଇଏ

କୋରାପୁଟ,୨୧ା୧(ସ୍ବ.ପ୍ର.) କୋଲକାତାସ୍ଥିତ ଏନ୍‌ଆଇଏ ପକ୍ଷରୁ ଶୁକ୍ରବାର ୪ ଦୁର୍ଦ୍ଦାନ୍ତ ମାଓବାଦୀ ନେତାଙ୍କୁ ଧରାଇଦେବା ପାଇଁ କୋରାପୁଟ ବସଷ୍ଟାଣ୍ଡରେ ପୋଷ୍ଟରମାନ ମରାଯାଇଛି। ସେମାନେ ହେଲେ ଗଜରଲା ରବି, ଖିଲୋ ରଞ୍ଜୁ, ମେଦୁରୁ ଜଗାରାଓ ଏବଂ ଜେ. ଶ୍ରୀନୁବାବୁ। ଏମାନେ ସମସ୍ତେ ଆନ୍ଧ୍ର ପ୍ରଦେଶର…

ଜନସମସ୍ୟା ନେଇ ଆନ୍ଦୋଳନ ନିଷ୍ପତ୍ତି

ବ୍ରହ୍ମପୁର ଅଫିସ,୨୧ା୧: ଗଞ୍ଜାମ ଜିଲା ସିପିଆଇର ବୈଠକ ଶୁକ୍ରବାର ବ୍ରହ୍ମପୁରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ ବିରୋଧୀ ନୀତିର କଡ଼ା ସମାଲୋଚନା କରାଯାଇଥିଲା। ଜିଲାର ମୌଳିକ ସମସ୍ୟା ସମାଧାନରେ ସରକାରଙ୍କ ବିଫଳତାକୁ ନିନ୍ଦା କରାଯିବା…

୧୦୦୨ ହିତାଧିକାରୀଙ୍କୁ ଦିଆଗଲାଣି ପ୍ରାପ୍ୟ

କଟକ ଅଫିସ,୨୧ା୧: କଟକ ଜିଲା ଚୌଦ୍ୱାରସ୍ଥିତ ଓଡ଼ିଶା ଟେକ୍ସଟାଇଲ୍‌ ମିଲ୍ସ (ଓଟିଏମ୍‌) ପୁନରୁଦ୍ଧାର ମାମଲାରେ ଅଦ୍ୟାବଧି ୧୦୦୨ ହିତାଧିକାରୀଙ୍କୁ ବକେୟା ଅର୍ଥ ପ୍ରଦାନ କରାଯାଇଥିବା ନେଇ ଅଫିସିଆଲ ଲିକ୍ୟୁଡେଟର ଶୁକ୍ରବାର ହାଇକୋର୍ଟଙ୍କୁ ଅବଗତ କରାଇଛନ୍ତି। ବିଚାରପତି ବିଶ୍ୱନାଥ ରଥଙ୍କ ଖଣ୍ଡପୀଠ ମାମଲାର…

ବୋହୂଙ୍କୁ ଧର୍ମ ପରିବର୍ତ୍ତନ ପାଇଁ ବାଧ୍ୟ କରାଯାଇନାହିଁ

କଟକ ଅଫିସ,୨୧ା୧: କାଉନ୍‌ସେଲିଂ ପରେ କଟକ ମହିଳା ଥାନା ବାହାରକୁ ଆସି ପରସ୍ପରକୁ ଆକ୍ଷେପ-ପ୍ରତିଆକ୍ଷେପ କରିଥିବା ଓଲିଉଡ୍‌ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମାମଲା ଶୁକ୍ରବାର ଟିକେ ଅଲଗା ଅଲଗା ଲାଗିଛି। ହ୍ୟୁମାନ ଓ ତାଙ୍କ ମା’ ଶେଫାଳୀ ସୁନା ବୋହୂ ଶ୍ରୀୟା…

ବଳାତ୍କାରୀଙ୍କୁ ୫ବର୍ଷ ଜେଲ୍‌

ବ୍ରହ୍ମପୁର ଅଫିସ ୨୧ା୧: ସ୍ବତନ୍ତ୍ର ଫାଷ୍ଟ ଟ୍ରାକ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଏକ ନାବାଳିକା ବଳାତ୍କାର ମାମଲାର ଦୀର୍ଘ ୮ବର୍ଷ ପରେ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣ ମିଳିଥିବାରୁ ସେ ଅଭିଯୁକ୍ତ ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରର ପ୍ରଦୀପ…

ଡାକ୍ତରଙ୍କ କ୍ୱାର୍ଟର୍ସରେ ଚାଲିଛି ରୋଗୀସେବା

ଫୁଲବାଣୀ ଅଫିସ,୨୧ା୧: ଡାକ୍ତରଙ୍କ କ୍ୱାର୍ଟର୍ସରେ ଚାଲିଛି ରୋଗୀସେବା। ରୋଷେଇ ଘରେ ପରୀକ୍ଷାଗାର । ଆଡମିଶନ ହେବାକୁ ନାହିଁ ବେଡ । ନାହାନ୍ତି ଆବଶ୍ୟକ ଡାକ୍ତର। ଏଭଳି ଚାଲିଛି ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା। ଏହି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଖଜୁରୀପଡା…

ଲାଗି ହେଲା ୧୦୦୮ ପ୍ରକାର ପ୍ରସାଦ

ବାଲେଶ୍ୱର ଅଫିସ,୨୧।୧: ବାଲେଶ୍ୱର ସହର ଉପକଣ୍ଠ କୁରୁଡ଼ା ନିକଟସ୍ଥ ଶ୍ରୀ ଶ୍ରୀ ପୀତାମ୍ବରା ସିଦ୍ଧ ମହାଶକ୍ତି ପୀଠରେ ମା’ ବଗଳାମୁଖୀଙ୍କ ଜନ୍ମୋତ୍ସବ ଓ ନବମ ବାର୍ଷିକ ଉତ୍ସବ ପାଳିତ ହୋଇଛି। କୋଭିଡ୍‌ କଟକଣା ଯୋଗୁ ଦୀର୍ଘ ୨ ବର୍ଷ ଧରି ଏହି…

ସରିଲା ମକରମେଳା

ଗୋପବନ୍ଧୁ ନଗର/ବୈଶିଙ୍ଗା,୨୧ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ପଞ୍ଚାୟତ ଅନ୍ତର୍ଗତ ଖଡିକାପଦା ଆଖଣ୍ଡଳମଣି ପୀଠରେ ଅନୁଷ୍ଠିତ ମକର ମେଳା ଉଦ୍‌ଯାପିତ ହୋଇଯାଇଛି। ପୂଜକ ରଶ୍ମି ରଞ୍ଜନ ହୋତା ଓ ଦିବ୍ୟ ସାଗର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ରୁଦ୍ରାଭିଷେକ, ରୁଦ୍ର…

ଯୋଗ୍ୟ ହିତାଧିକାରୀ ଉଭାନ

ଖଇରା, ୨୧।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକର ୩୭ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ପାଇଁ ଯୋଗ୍ୟ ତାଲିକା ପ୍ରକାଶ ପାଇଛି । ହେଲେ ବହୁ ଯୋଗ୍ୟ ବ୍ୟକ୍ତି ବାଦ୍‌ ପଡିବା ନେଇ ବିରୋଧର ସ୍ବର ଶୁଣିବାକୁ ମିଳୁଛି । ବିଭିନ୍ନ ପଞ୍ଚାୟତ…

ଓଡ଼ିଶା କଳା, ହସ୍ତଶିଳ୍ପର ଚମତ୍କାର ରାଜ୍ୟ: ମୁଖ୍ୟମନ୍ତ୍ରୀ

ଯାଜପୁର ଅଫିସ/ଯାଜପୁର ରୋଡ୍‌,୨୧ା୧: ଯାଜପୁର ଜିଲା ବ୍ୟାସନଗରର ଚାନ୍ଦମା ପଡ଼ିଆରେ ଶୁକ୍ରବାର ଅନ୍ତର୍ଜାତୀୟ ହସ୍ତଶିଳ୍ପ ସମ୍ମିଳନୀ ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭର୍ଚୁଆଲ ପ୍ଲାଟ୍‌ଫର୍ମରେ ଉଦ୍‌ଘାଟନ କରି ଏହି ଅବସରକୁ ଏକ ଐତିହାସିକ ଘଟଣା ବୋଲି ଅଭିହିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?