ଏନ୍ଏସି ନିର୍ବାହୀ ଅଧିକାରୀଙ୍କ ନାଁରେ ଥାନାରେ ମାମଲା
ପୁରୁଷୋତ୍ତମପୁର,୨୦।୧(ଡି.ଏନ.ଏ.): ଅକ୍ରୋଶମୂଳକ ଭାବେ ଏକ ଗରିବ ପରିବାର ଦୋକାନ ଭାଙ୍ଗିଦିଆଯିବା ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପରେ ପୋଲିସ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସି ନିର୍ବାହୀ ଅଧିକାରୀ ସୌମ୍ୟରଞ୍ଜନ ମିଶ୍ରଙ୍କ ସମେତ ସ୍ମୃତି ରଞ୍ଜନ ଷଡଙ୍ଗୀ ଓ ସୁରଜ ଦାଶଙ୍କ…
ବାବୁ ଆମକୁ ରକ୍ଷା କର: ଠେଲାଦୋକାନ ଭାଙ୍ଗିଲେ ଏବେ ଘର ବି ଭାଙ୍ଗିଦେବେ
ପୁରୁଷୋତ୍ତମପୁର,୨୦।୧(ଡି.ଏନ.ଏ.): ବାବୁ ଆମକୁ ରକ୍ଷା କର। ଠେଲାଦୋକାନ ଭାଙ୍ଗିଦେଲେ ଏବେ ଘରବି ଭାଙ୍ଗିଦେବେ। ଆମେ ଯିବୁ କୁଆଡେ ବୋଲି ଭାଜପା ନେତାଙ୍କ ଆଗରେ ଏକ ଗରିବ ପରିବାର କାନ୍ଦି ଗୁହାରି କରିଛନ୍ତି। ଏନ୍ଏସି ନିର୍ବାହୀ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ବୁଧବାର ରାତିରେ ପ୍ରଶନ…
ଶିକ୍ଷକ ଅନିରୁଦ୍ଧ ସ୍ବାଇଁ ମୃତ୍ୟୁ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଅନଶନ
ହାଟଡିହୀ,୨୦ା୧(ଡି.ଏନ୍.ଏ.): ୨୦୨୨ ନଭେମ୍ବର ୧୪ରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଢେଙ୍କା ହାଇସ୍କୁଲର ଶିକ୍ଷକ ଇଞ୍ଚଳ ଗ୍ରାମର ଅନିରୁଦ୍ଧ ସ୍ବାଇଁଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମରୈଗାଁଠାରେ ଥିବା ତାଙ୍କ ଭଡ଼ାଘରୁ ଉଦ୍ଧାର ହୋଇଥିଲା। ପ୍ରକାଶ ଚନ୍ଦ୍ର ସ୍ବାଇଁଙ୍କ ଅଭିଯୋଗକୁ ଭିତ୍ତି…
ମହିଳାଙ୍କୁ ଦଳିଦେଲା ହାତୀ
ରୁପ୍ରାରୋଡ଼,୨୦।୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା ନର୍ଲା ଥାନା ଅଧୀନ ବାଗପୁର ଗ୍ରାମରେ ଏକ ଅଘଟଣ ଘଟିଛି। ଏକ ଦନ୍ତାହାତୀ ଜଣେ ମହିଳାଙ୍କୁ ଦଳି ଦେଇଛି। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଚମ୍ପା ଗଉଡ଼(୫୨)। ମିଳିଥିବା ସୂଚନା ମୁତାବକ, ଶୁକ୍ରବାର ଚମ୍ପା…
ଖାଲଖମାରେ ଭର୍ତ୍ତି ମହାନଦୀ ସେତୁ
ବୌଦ୍ଧ,୨୦ା୧(ସ୍ବ.ପ୍ର.): ବୌଦ୍ଧ କିଆକଟା ମହାନଦୀ ସେତୁ ପାଲଟିଛି ମରଣଯନ୍ତା ା ବୌଦ୍ଧ ସହରର ଦ୍ରୁତ ବିକାଶ ଓ ସୌନ୍ଦର୍ଯ୍ୟକରଣକୁ ପ୍ରାଧାନ୍ୟ ଦିଆଯାଇ ବିଭିନ୍ନ କାର୍ଯ୍ୟକ୍ରମ ଚାଲିଛି। ହେଲେ ବୌଦ୍ଧବାସୀଙ୍କ ଗର୍ବ ପାଲଟି ଥିବା ବୌଦ୍ଧ କିଆକଟା ମହାନଦୀ ସେତୁ ବର୍ତ୍ତମାନ ଛୋଟବଡ…
ଥଣ୍ଡା କାକରରେ ରାସ୍ତାପାର୍ଶ୍ୱରେ କଟୁଛି ବୃଦ୍ଧଙ୍କ ଜୀବନ
ଗୁଣପୁର,୨୦ା୧(ଡି.ଏନ୍.ଏ.): ରାୟଗଡ଼ା ଜିଲା ଗୁଣପୁର ଗୁଣପୁର ଷ୍ଟେଶନ ରୋଡ୍ ଛକ ରାସ୍ତାପାର୍ଶ୍ୱରେ ଜଣେ ବୃଦ୍ଧ ଦୀର୍ଘଦିନ ଧରି ଶୀତରେ ଅସହାୟ ଅବସ୍ଥାରେ ପଡ଼ି ରହିଛନ୍ତି। ହେଲେ ତାଙ୍କୁ ସୁରକ୍ଷିତ ସ୍ଥାନରେ ଥଇଥାନ ପାଇଁ କାହାର ନଜର ପଡ଼ୁନାହିଁ। ଏ ନେଇ ଅଞ୍ଚଳର…
ଆସନରୁ ଉଠିବାକୁ କହି ପୁଣି କ୍ଷମା ମାଗୁଛନ୍ତି ଅଧିକାରୀ
ରାୟଗଡ଼ା,୨୦ା୧(ସ୍ବ.ପ୍ର.): ରାୟଗଡ଼ା ଜିଲାସ୍ତରୀୟ ଲୋକ ମହୋତ୍ସବ ଚଇତିରେ ଚଳିତ ଥର ବଭିନ୍ନ ଅବ୍ୟବସ୍ଥା ଏବଂ ବ୍ୟତିକ୍ରମ ଦେଖିବାକୁ ମିଳିଛି। ଏହାକୁ ନେଇ ପ୍ରଶାସନକୁ ନିନ୍ଦା କରାଯାଉଛି। ମହୋତ୍ସବକୁ ଚଳିତ ବର୍ଷ ଆକର୍ଷଣୀୟ କରାଯିବ ବୋଲି ଅନୁମାନ କରାଯାଉଥିଲା। ହେଲେ ପ୍ରସ୍ତୁତି ଠାରୁ…
ପୋଲିସ ଏସ୍ଆଇଙ୍କୁ ୫ ବର୍ଷ ଜେଲ
ବାରିପଦା ଅଫିସ,୨୦ା୧: ମୟୂରଭଞ୍ଜ ଜିଲା ବାରିପଦା ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ଡ. ପ୍ରସନ୍ନ କୁମାର ପଣ୍ଡା ଏହାର ବିଚାର କରି ଦୋଷୀ ଜଣେ ପୋଲିସ ଏସ୍ଆଇଙ୍କୁ ୫ବର୍ଷ କାରାଦଣ୍ଡରେ ଦଣ୍ଡିତ…
ପାରମ୍ପରିକ ନୀତିରେ ହେବ ମାଘମେଳା
ଢେଙ୍କାନାଳ ଅଫିସ, ୨୦।୧: ଉପାସନା ସ୍ଥଳୀ ଉଚ୍ଛେଦ ପରେ ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଯୋରନ୍ଦା ମହିମାଗାଦିରେ କୌପୀନଧାରୀ ଏବଂ ବଳ୍କଳଧାରୀ ଗୋଷ୍ଠୀ ମଧ୍ୟରେ ଲାଗି ରହିଥିବା ବିବାଦର ସମାଧାନ ପାଇଁ ଗୁରୁବାର ପୁଣି ଉଦ୍ୟମ କରିଛି ଜିଲା ପ୍ରଶାସନ। ଆପୋସ ଆଲୋଚନା…
ପ୍ରକୋଷ୍ଠରେ ତାଲା, ବାରଣ୍ଡାରେ ପଢ଼ିଲେ
ଢେଙ୍କାନାଳ ଅଫିସ,୨୦।୧: ଶିକ୍ଷକଙ୍କୁ ମନଇଚ୍ଛା ପଠାଯାଉଛି ଡେପୁଟେଶନରେ। ମୁଣ୍ଡ ଉପରେ ପରୀକ୍ଷା ଥିବାବେଳେ ପାଠପଢ଼ା ଗୁରୁତ୍ୱର ଭାବେ ପ୍ରଭାବିତ ହେଉଛି। ଏଭଳି ଅବ୍ୟବସ୍ଥା ବିରୋଧରେ ଅଭିନବ ପ୍ରତିବାଦ କରିଛନ୍ତି ଢେଙ୍କାନାଳ ସଦର ବ୍ଲକ ସୋଗରପଶି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ର। ସେମାନେ…
ଘର, ଦୋକାନ ଭାଙ୍ଗିଲା ଏନ୍ଏସି, ଆଇନର ଆଶ୍ରୟ ନେଲେ ଅସହାୟ
ପୁରୁଷୋତ୍ତମପୁର,୨୦ା୧(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସି ନିର୍ବାହୀ ଅଧିକାରୀ ସୌମ୍ୟରଞ୍ଜନ ମିଶ୍ରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ସହରବାସୀ। ନିର୍ବାହୀ ଅଧିକାରୀ ଆକ୍ରୋଶମୂଳକ ମନୋଭାବ ରଖି ଏକ ନିରୀହ ଗରିବ ଶ୍ରେଣୀର ପରିବାର ଉପରେ ଦବଙ୍ଗଗିରି ଦେଖାଇଥିବା ଅଭିଯୋଗ କରିଛନ୍ତି। ନିର୍ବାହୀ…
ଗୋରୁ ଖାଉଛି ମଧ୍ୟାହ୍ନଭୋଜନ
ବ୍ରହ୍ମପୁର ଅଫିସ,୨୦ା୧: ରାଜ୍ୟ ସରକାର ଏମ୍ଡିଏମ୍ (ମିଡ୍ ଡେ ମିଲ୍) ଯୋଜନାରେ ସବୁ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ନିମନ୍ତେ ମଧ୍ୟାହ୍ନ ଭୋଜନର ବ୍ୟବସ୍ଥା କରଛନ୍ତିି। କିନ୍ତୁ ବ୍ରହ୍ମପୁର ସହରର ବ୍ରଜନଗର ୨ୟ ଲେନରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟର ମଧ୍ୟାହ୍ନଭୋଜନ ବୁଧବାର…

