ଆମ ଜିଲା ଖବର

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା ସିସିଟିଭିକୁ ମଧ୍ୟ ନେଇଯାଇଛନ୍ତି। ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଆରମ୍ଭ କରଛି।…

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ ବାଇକ ଚାଳକ ଓ ବାଇକ ପଛରେ ବସିଥିବା ଅନ୍ୟ ଜଣେ ଗୁରୁତର ଭାବେ ଆହତ…

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର ନାୟକ (୪୫)ଓ ରାଜେନ୍ଦ୍ର ନାୟକ(୪୦)ଙ୍କ ବାଇକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଜଣାଯାଇଛି। ଉଭୟେ ନିକଟସ୍ଥ…

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ ସ୍ଥାନରେ ରଖାଯାଉଥିବା ବେଳେ ଏହାକୁ ସ୍ଥାନୀୟ ଲୋକେ ବିରୋଧ କରି ରୋକିଛନ୍ତି। ମିଳିଥିବା ସୂଚନା…

ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା ଘଷିପୁରା ଥାନାରେ ହୋଇଥିବାବେଳେ ଅନ୍ୟଟିି ନନ୍ଦିପଦା ଥାନାରେ ହୋଇଛି । ଏନେଇ ଏକ ଖବରଦାତା…

ଗୋଆରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଗଜପତି,୯।୧୨(ଗିରିଧାରୀ ପରିଛା): କାମଧନ୍ଦା ନ ପାଇ ଗୋଆକୁ ଦାଦନ ଖଟିବାକୁ ଯାଇ ଜଣେ ଓଡ଼ିଆ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ମୃତକ ହେଲେ ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଡେଙ୍ଗାଆମ୍ବ ଗାଁର ସନ୍ୟା ମଲ୍ଲିକଙ୍କ ପୁଅ ଜୟ ମଲ୍ଲିକ।…

ପୋଡ଼ାଜଳା ପରେ ଏମ୍‌ଭି-୨୬ ଗାଁ ଛାଡୁଛନ୍ତି ଲୋକେ

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି -୨୬ ଗ୍ରାମ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ରାଖେଲଗୁଡ଼ା ଗ୍ରାମବାସୀଙ୍କ ସମେତ ଆଦିବାସୀ ସମ୍ପ୍ରଦାୟର…

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ ହେବ ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି। ସୋମବାର ୪.୩ ଡିଗ୍ରୀ ସେଲ୍ସିଏସ ରହିଥିବା…

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ ବାଘ।  ଏହି ବାଘ ଶିକାରୀ ଫାଶରେ ପଡ଼ିଥିବା ଖବର ପାଇ ଘଟଣାସ୍ଥଳରେ ବନ କର୍ମଚାରୀ…

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କରାଯାଇଛି। ଗୁରୁତର ଯୁବକ ଜଣଙ୍କ ଜୟପୁରାକାଟେଣୀ ପଞ୍ଚାୟତ…

ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇପାରିନାହିଁ। ଜିଲାର ଗୋଡଭଗା, ଅତାବିରା ସମେତ ବିଭିନ୍ନ ମଣ୍ଡିରେ…

ଟ୍ରେନ ଧକ୍କାରେ ମୁଣ୍ଡ ଗଣ୍ଡି ଅଲଗା, ରେଲୱେ ଟ୍ରାକରେ ପଡିଛି ମୃତଦେହ

ବଲାଙ୍ଗୀର,୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଲୱେ ଷ୍ଟେଶନ ନିକଟ ମହୁଲବାହାଲି ଗାଁ ନିକଟ ଟ୍ରାକରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ। ଟ୍ରେନ ଧକ୍କାରେ ମୁଣ୍ଡ ଆଉ ଶରୀର ସମ୍ପୂର୍ଣ୍ଣ ଅଲଗା ହୋଇଯାଇଥିବା ଦେଖିବାକୁ ମିଳିଛି । ମୃତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri