ଆମ ଜିଲା ଖବର

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ ଯୋଗେ ଜଳଯୋଗାଣ ହେଉଛି। ଏହି କ୍ରମରେ ଗ୍ରାମର କଲୋନୀପଡାବାସୀ ଗୋଟିଏ ସପ୍ତାହ ହେବ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ ଏହାକୁ ନେଇ ଏପର୍ଯ୍ୟନ୍ତ ସେଭଳି କିଛି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ। ଅନ୍ୟପଟେ ତୋରଣ…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଅତିରିକ୍ତ…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି । ଅନ୍ୟପଟେ ୨୦୨୩ ମସିହାରୁ ପାର୍ଲ୍ୟାମେଣ୍ଟରେ ଗୃହୀତ ମହିଳା ସଂରକ୍ଷଣ ବିଲକୁ କେନ୍ଦ୍ର ସରକାର…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ ପଙ୍କ ଉଦ୍ଧାର ନହେବା ପୂର୍ବରୁ ଅନିୟମିତତା ଅଭିଯୋଗ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି। ଦିଗପହଣ୍ଡି ସହରର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା ବେଳେ କେସିଙ୍ଗା ଷ୍ଟେଶନ ନିକଟରେ ପ୍ରାୟ ୭ରୁ ୮ଟି କୋଇଲା ବୋଝେଇ ବଗିରେ…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ‘ଲକ୍ଷ୍ୟ ନିକେତନ’ ଯୋଜନା ଚଳିତ ବର୍ଷ ଆରମ୍ଭ କରାଯାଇଥିଲା। ଏହି ଯୋଜନା ଅଧୀନରେ…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ ଶାରୀରିକ ସମ୍ପର୍କ ରଖି ଆସୁଥିଲେ। ଏ ନେଇ ସ୍ବାମୀ ସୂଚନା ପାଇବା ପରେ…

ପ୍ରଶାସନ ଫେଲ୍, ସାହାରା ସାଜିଲା କମ୍ପାନୀ: ଥୁଆମୂଳ ରାମପୁରରେ ତାତି ବଢ଼ୁଛି, ଜଳଛତ୍ର ନାହିଁ

ଥୁଆମୂଳରାମପୁର,୨୯।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକରେ ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ଅସହ୍ୟ ହେବାରେ ଲାଗିଛି। ତାପମାତ୍ରା ୩୮ ଡିଗ୍ରୀ ସେଲସିଅସରୁ ବୃଦ୍ଧି ପାଇ ୪୫ ଡିଗ୍ରୀ ସେଲସିଅସ ପର୍ଯ୍ୟନ୍ତ ପହଞ୍ଚୁଥିବା ସତ୍ତ୍ୱେ ପ୍ରଶାସନ ପକ୍ଷରୁ ସତର୍କତା କିମ୍ବା ଜଳଛତ୍ର…

ଅଘୋଷିତ ବିଦ୍ୟୁତ କାଟରେ ଅସହ୍ୟ ଲାଞ୍ଜିଗଡ ଗ୍ରାମବାସୀ: ଗ୍ରିଡ୍‌ରେ ତାଲା ପକାଇ ଧାରଣା, ଟାଟା ପାୱାର ଯନ୍ତ୍ରୀଙ୍କ ସହ ଆଲୋଚନା

ଲାଞ୍ଜିଗଡ, ୨୯।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ବ୍ଲକ ଅଞ୍ଚଳବାସୀ ଶୁକ୍ରବାର ଲାଞ୍ଜିଗଡ ଟାଟା ପାୱାର ବିଦ୍ୟୁତ ଗ୍ରିଡ୍‌ରେ ତାଲା ପକାଇ ଧାରଣାରେ ବସିଥିଲେ। ସୂଚନାନୁସାରେ, ଲାଞ୍ଜିଗଡରେ ଗ୍ରୀଷ୍ମ ପ୍ରବାହ ତୀବ୍ର ରୂପ ଧାରଣ କରିଥିବାବେଳେ ତାପମାତ୍ରା ୪୫…

କେନ୍ଦେଇପଶି ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ: ଉପୁଡ଼ିଲା ବଡ଼ ବଡ଼ ଗଛ, ଉଡ଼ିଗଲା ଛପର

ପାଟଣା, ୨୯।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର କେନ୍ଦେଇପଶି ମୁଖ୍ୟାଳୟ ଓ ଆଖପାଖ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ହଠାତ୍ ପ୍ରାୟ ୧ ଘଣ୍ଟା ଧରି କାଳବୈଶାଖୀ ତାଣ୍ଡବ ରଚିଥିଲା। ପ୍ରବଳ ପବନ ଓ ବର୍ଷାର ପ୍ରଭାବରେ ଅଞ୍ଚଳରେ…

ଲଟେରି ମାଧ୍ୟମରେ ବଣ୍ଟନ ହେଲା ମଦ ଦୋକାନ

ନୂଆପଡ଼ା,୨୯ା୫(ମକାରୁ ବେମାଲ): ନୂଆପଡ଼ା ଅବକାରୀ ଜିଲାର ୨୦୨୬-୨୭ବର୍ଷ ପାଇଁ ଆଇଏମ୍‌ଏଫ୍‌ଏଲ୍‌ (ବିଦେଶୀ ମଦ) ଦୋକାନ ବଣ୍ଟନ ନିମନ୍ତେ ଶୁକ୍ରବାର ସଦ୍‌ଭାବନା ସଭାଗୃହରେ ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଖୋଲା ଲଟେରି ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଚଳିତବର୍ଷ ଜିଲାର ମୋଟ ୯ଟି ଆଇଏମ୍‌ଏଫ୍‌ଏଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?