ଆମ ଜିଲା ଖବର

୨୦ ଏକର ଜମିରେ କୋଟିଆରେ ଷ୍ଟ୍ରବେରି ଚାଷ

କୋରାପୁଟ,୧୯ା୧(ସ୍ବ.ପ୍ର.): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତ ଅଞ୍ଚଳରେ ଥଣ୍ଡା ଜଳବାୟୁ ଓ ଉତ୍ତମ ପରିବେଶ ଯୋଗୁ ଷ୍ଟ୍ରବେରି ଚାଷ ବେଶ୍‌ ଭଲ ହେଉଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଗତ ୨ ବର୍ଷ ହେଲା ଉକ୍ତ ଅଞ୍ଚଳରେ…

କାରଖାନା ପାଇଁ ଜମି ଛାଡିବାକୁ ଅମଙ୍ଗ, ତହସିଲ ଘେରାଉ

କେନ୍ଦୁଝର,୧୯।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ତହସିଲ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ବିରକିଶୋରପୁର ଗ୍ରାମରେ ସରକାରୀ ଜମିର କିସମ ପରବର୍ତ୍ତନ ପାଇଁ ଗ୍ରାମବାସୀଙ୍କୁ ନୋଟିସ କରାଯାଇଛି। ଏହି ଜମିକୁ ଇଡକୋ ମାଧ୍ୟମରେ ଅଧିଗ୍ରହଣ ପରେ ଏକ ଇସ୍ପାତ କାରଖାନା ପାଇଁ ହସ୍ତାନ୍ତର କରାଯିବ।…

କୋଣ୍ଡାଦୋରାଙ୍କୁ ତଫସିଲଭୁକ୍ତ ଜନଜାତିରେ ସାମିଲ ପାଇଁ ତଦନ୍ତ ପ୍ରକିୟା ଆରମ୍ଭ

ଚିତ୍ରକୋଣ୍ଡା,୧୯।୧(ଡି.ଏନ୍‌.ଏ.): ଦୀର୍ଘ ଦଶନ୍ଧି ଧରି ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅଧୀନ ନାଗଲୁରୁ, ପାପୁଲୁର ଏବଂ କୁରୁମାନୁର ପଞ୍ଚାୟତର ୧ ହଜାରରୁ ଊର୍ଦ୍ଧ୍ୱ କୋଣ୍ଡାଦୋରା ସମ୍ପ୍ରଦାୟ ତଫସିଲଭୁକ୍ତ ଜନଜାତିର ମାନ୍ୟତା ନେଇ ଦାବି କରିଆସୁଥିଲେ। ହେଲେ ତାଙ୍କୁ ନିରାଶ…

ଧାନ ଅମଳ ମେଶିନରେ ଚାପିହୋଇ ଜଣେ ମୃତ

ହିଞ୍ଜିଳିକାଟୁ,୧୯।୧(ଡି.ଏନ.ଏ.): ହିଞ୍ଜିଳି ଥାନା ସମରଝୋଳ ଛକରେ ଗୁରୁବାର ଏକ ବିଲରେ ଜଣେ କୃଷି ଶ୍ରମିକଙ୍କୁ ଧାନ ଅମଳ ମେଶିନରେ ଚାପି ହୋଇ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ କରାଖଣ୍ଡି ଗ୍ରାମର ସନ୍ତୋଷ କୁମାର ଦାସ। ଖବରପାଇ ହିଞ୍ଜିଳି ପୋଲିସ…

ଟ୍ରେନ୍‌ ଅଟକ ରହି ହର୍ନ ମାରିବା ପରେ ପଡ଼ିଲା ଫାଟକ

ନିରାକାରପୁର,୧୯।୧(ଡି.ଏନ.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧିନରେ ଥିବା ନିରାକାରପୁର ଲେବୁଲ କ୍ରସିଂ ଉପରେ ଗୁରୁବାର ଏକ ବଡ ଧରଣର ଅଘଟଣରୁ ଲୋକେ ବର୍ତ୍ତିଯାଇଛନ୍ତି। ଗୁରୁବାର ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ମେମୋ ପାସେଞ୍ଜରଟି ନିରାକାରପୁର ଲେବୁଲ କ୍ରସିଂ ଫାଟକ ପାଖରେ ପହଞ୍ଚିଥିଲା।…

ପୁତୁରାର ବାହାଘର ପାଇଁ ଗାଁକୁ ଆସୁଥିଲେ: ଟ୍ରେନ୍‌ରେ ଚାଲିଗଲା ଜୀବନ

ବ୍ରହ୍ମପୁର ଅଫିସ,୧୯।୧: ରେଳବାଇ ପୋଲିସ ତିରୁଚିରାପଲି ଟ୍ରେନ୍‌ରୁ ଜଣେ ଯାତ୍ରୀଙ୍କ ମୃତଦେହ ଜବତ କରିଛି। ମୃତ ବ୍ୟକ୍ତି ଜଣକ ବାଲେଶ୍ୱର ଜିଲା ସୋର ଥାନା ଅଧୀନ କୁରୁଡ଼଼ା ଗ୍ରାମର ନିରଞ୍ଜନ ନାୟକଙ୍କ ପୁଅ ପ୍ରଭାତ କୁମାର ନାୟକ(୪୨) ବୋଲି ପୋଲିସ କହିଛି।…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାନ ଢାଳିଲେ ଚାଷୀ

କେନ୍ଦୁଝର,୧୯।୧(ସ୍ବ.ପ୍ର.): ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଗୁରୁବାର ଶତାଧିକ କୃଷକ ଧାନ ଢାଳି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମଣ୍ଡିରେ ଧାନ ବିକ୍ରିର ଅବ୍ୟବସ୍ଥା, ମିଲର୍ସଙ୍କୁ ଅନୁକମ୍ପା,ମଣ୍ଡିରେ ଧାନ କିଣା ଯାଉ ନ ଥିବା ଅଭିଯୋଗ ହୋଇଛି। ଜିଲାର ବିଭିନ୍ନ ପ୍ରାନ୍ତରୁ ଚାଷୀମାନେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଟିଣ୍ଡିବାଲି ପାହାଡ଼: ପଥରକୁ ପିଟିଲେ ଶୁଭୁଛି ଘଣ୍ଟ ଶବ୍ଦ

ଦାରିଙ୍ଗବାଡି,୧୯।୧(ଡି.ଏନ.ଏ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ଜଣାଶୁଣା। ଅନେକ ପର୍ଯ୍ୟଟନସ୍ଥଳୀ ତଥା ମିଡିୟୁନ୍ଦା ଜଳ ପ୍ରପାତ ସମେତ ନେଚର ଲଭର୍ସ ପଏଣ୍ଟ, ପାଟାନ୍ଧା ଜଳପ୍ରପାତ, ଶାନ୍ତି ଉପତ୍ୟକା, କଫି ବଗିଚା ଆଦି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି।…

ମଦ ଧରିବାକୁ ଯାଇ ଗ୍ରାମବାସୀଙ୍କ ଆକ୍ରୋଶର ଶିକାର ହେଲେ ଅଧିକାରୀ

ସାରସକଣା,୧୯ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅନ୍ତର୍ଗତ ପାକଟିଆ ଗ୍ରାମର ଦିଘି କଲୋନୀ ସାହିଠାରେ ଅବକାରୀ ବିଭାଗ ମଦ ଚଢ଼ାଉ କରିବାକୁ ଯାଇଥିବା ସମୟରେ ଗ୍ରାମବାସୀଙ୍କ ଆକ୍ରୋଶର ଶିକାର ହୋଇଥିବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଗୁରୁବାର ପାକଟିଆ ଗ୍ରାମ…

ସରକାରୀ ବିଦ୍ୟାଳୟରେ ସାମାଜିକ ନାଟକ ଉଦ୍‌ଘାଟନ କରି ବିବାଦରେ ବିଧାୟିକା

ବେଗୁନିଆପଡ଼ା,୧୯ା୧(ଡି.ଏନ୍‌.ଏ.): ସରକାର କୋଟି କୋଟି ଟଙ୍କା ଶିକ୍ଷା କ୍ଷେତ୍ରରେ ଖର୍ଚ୍ଚ କରୁଛନ୍ତି। ବିଦ୍ୟାଳୟଗୁଡ଼ିକର ପରିଚାଳନା ପାଇଁ ନିର୍ଦ୍ଦିଷ୍ଟ ଗାଇଡ୍‌ଲାଇନ୍‌ ମଧ୍ୟ ପ୍ରଚଳନ କରିଛନ୍ତି। ତେବେ ଖୋଦ୍‌ ସରକାରୀ ଦଳର ନେତାମାନେ ଖୋଲାଖୋଲି ଶିକ୍ଷା ଆଇନର ଉଲ୍ଲଂଘନ କରୁଥିବା ଅଭିଯୋଗ କରିଛି ଭାଜପା।…

ବିଡିଓଙ୍କ ବିରୋଧରେ ଗର୍ଜିଲେ କନକ ବର୍ଦ୍ଧନ

ବଲାଙ୍ଗୀର ଅଫିସ,୧୯ା୧: ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକର ଦୁଇ ଜଣ ଜିଲା ପରିଷଦ ସଦସ୍ୟାଙ୍କୁ ଅଣଦେଖା ଓ ବିଡିଓଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ ଧାରଣାରେ ବସିଥିଲେ। ଏହି ପ୍ରସଙ୍ଗକୁ ନେଇ ଭାଜପା ନେତା ତଥା ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ…

ମହିଳା ଥାନାରେ ହାଜର ହେଲେ ହ୍ୟୁମାନ ସାଗର

କଟକ ଅଫିସ,୧୯।୧: ମହିଳା ଥାନାରେ ହାଜର ହେଲେ ଓଲିଉଡ୍‌ କଣ୍ଠଶିଳ୍ପୀ ହ୍ୟୁମାନ ସାଗର। ତାଙ୍କ ବିରୋଧରେ ସ୍ତ୍ରୀ ଶ୍ରେୟା ମିଶ୍ର ନିର୍ଯାତନା ଅଭିଯୋଗ ଆଣିଥିବା ବେଳେ ଆପୋସ ବୁଝାମଣା ଲାଗି ଗୁରୁବାର ସେ ହାଜର ହୋଇଥିବା ଜଣାପଡ଼ିଛି। ପ୍ରକାଶ ଯେ, ହୁମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?