ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷାଫଳ ପ୍ରକାଶିତ
କଟକ ଅଫିସ,୧୯ା୧: ଚଳିତବର୍ଷର ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ୱେବ୍ସାଇଟ୍ (www.bseodisha.ac.in)ରେ ପରୀକ୍ଷାଫଳ ଉପଲବ୍ଧ। ହାଇସ୍କୁଲ ପରୀକ୍ଷା ପାଇଁ ୫ ଲକ୍ଷ ୩୨ ହଜାର ୭୪୬ ଜଣ ଛାତ୍ରୀଛାତ୍ର ଫର୍ମ ପୂରଣ କରିଥିଲେ। ସେଥିମଧ୍ୟରୁ…
ଡକାୟତି ଯୋଜନା ଘଟଣା: ୩ ମାସ ପରେ ଜଣେ ଫେରାର ଅଭିଯୁକ୍ତ ଗିରଫ, ଏବେ ବି ଫେରାର ଅଛନ୍ତି ୬ ଜଣ
ବଡ଼ବିଲ,୧୮ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ଡକାୟତି ଯୋଜନାରେ ସଂପୃକ୍ତ ଥାଇ ଫେରାର ଥିବା ଜଣେ ଅଭିଯୁକ୍ତଙ୍କୁ ବୁଧବାର ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଯୋଡ଼ା ଥାନା ଅନ୍ତର୍ଗତ ମହାଦେବନସା ଅଞ୍ଚଳର ଲକ୍ଷ୍ମଣ…
କୋରାପୁଟରେ ପହଞ୍ଚିଲା ୩୫ ହଜାର କରୋନା ଟିକା, ଆସନ୍ତାକାଲିଠାରୁ ଟିକାକରଣ
କୋରାପୁଟ,୧୮ା୧(ସ୍ବ.ପ୍ର.): କୋରାପୁଟ ଜିଲାରେ ୩୫ ହଜାର କରୋନା ଟିକା ପହଞ୍ଚିଥିବା ବେଳେ ଗୁରୁବାରଠାରୁ ଟିକାକରଣ ଆରମ୍ଭ ହେବ ବୋଲି ବୁଧବାର ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଅରୁଣ କୁମାର ପାଢ଼ୀ ସୂଚନା ଦେଇଛନ୍ତି। ଆସନ୍ତାକାଲିଠାରୁ ଏହା ଜିଲାର ମୁଖ୍ୟ ଚିକିତ୍ସାଳୟ, ମେଡିକାଲ…
ଖଳା ନିର୍ମାଣ ପ୍ରାପ୍ୟ ଦାବିରେ ଆମରଣ ଅନଶନ
କର୍ଲାମୁଣ୍ଡା,୧୮ା୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୯-୨୦ ଆର୍ଥିକ ବର୍ଷରେ ବିଭିନ୍ନ ପଞ୍ଚାୟତରେ ଧାନଖଳା ନିର୍ମାଣର ୨ ବର୍ଷ ପରେ ମଧ୍ୟ ଟଙ୍କା ମିଳି ନ ଥିବାରୁ ବୁଧବାର କାମରେ ନିୟୋଜିତ ମେଟ୍ ଓ ଶ୍ରମିକମାନେ ବ୍ଲକ ସମ୍ମୁଖରେ ଆମରଣ ଅନଶନରେ…
୫୮ ପ୍ରଧାନମନ୍ତ୍ରୀ ଆବାସ କଟିଲା, ବିଡିଓଙ୍କୁ ଘେରିଲେ ହିତାଧିକାରୀ
କେନ୍ଦୁଝର,୧୮ା୧(ସ୍ବ.ପ୍ର.): ହରିଚନ୍ଦନପୁର ବ୍ଲକ ତେନ୍ତଳାପଶି ପଞ୍ଚାୟତର (୨ ଏବଂ ୩ ନମ୍ବର ଓ୍ବାର୍ଡ) ବଡ଼କମଣ୍ଡରା ଗ୍ରାମକୁ ପୁରୁଣା ତାଲିକାରେ ୯୧ଟି ଘର ମଞ୍ଜୁର ହେଇଥିବା ବେଳେ ପଞ୍ଚାୟତରେ ଲାଗିଥିବା ନୂତନ ତାଲିକାରେ ୩୩ ଟି ଘର ଅଛି। ଅବଶିଷ୍ଟ ୫୮ ଟି…
ଗାଁରେ ଝାଡ଼ାବାନ୍ତି ବ୍ୟାପିବା ପରେ ଚେତିଲା ପ୍ରଶାସନ
କୋକସରା,୧୮ା୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରା ପଞ୍ଚାୟତ କୋକସରା ଗ୍ରାମରେ ଗତ କିଛି ଦିନ ହେବ ଝାଡ଼ାବାନ୍ତିରେ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଝାଡ଼ାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ଦୂଷିତ ପାନୀୟ ଜଳ ବୋଲି ପ୍ରାଥମିକ…
ବିବାଦରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର, ମହିଳା ଥାନାର ଦ୍ୱାରସ୍ଥ ହେଲେ ପତ୍ନୀ
କଟକ ଅଫିସ,୧୮।୧: ପୁଣି ବିବାଦରେ ଫସିଛନ୍ତି ଓଲିଉଡ ଗାୟକ ହ୍ୟୁମାନ ସାଗର। ହ୍ୟୁମାନ ଶାରିରୀକ ଏବଂ ମାନସିକ ନିର୍ଯାତନା ଦେଉଥିବା ନେଇ ଅଭିଯୋଗ ଆଣିଛନ୍ତି ପତ୍ନୀ। ସେ ଏଥିରେ ଅତିଷ୍ଠ ହୋଇ ମହିଳା ଥାନାର ଦ୍ୱାରସ୍ଥ ହୋଇଥିବା ଜଣାପଡ଼ିଛି। ଗୁରୁବାର ପୂର୍ବାହ୍ନ…
ହାଇକୋର୍ଟରେ ହାତୀ ମୃତ୍ୟୁ ମାମଲା
କଟକ ଅଫିସ,୧୮ା୧: ହାଇକୋର୍ଟରେ ପହଞ୍ଚିଛି ହାତୀ ମୃତ୍ୟୁ ମାମଲା। ହାତୀଙ୍କୁ ସୁରକ୍ଷା ଦେବା ପାଇଁ ତୁରନ୍ତ ଆକ୍ସନ ପ୍ଲାନ ଲାଗୁ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୩ ସପ୍ତାହ ମଧ୍ୟରେ ଏହି ଆକ୍ସନ ପ୍ଲାନ ଲାଗୁ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…
ପଞ୍ଚାୟତ ସମିତି ବୈଠକକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ
ପୁରୁଷୋତ୍ତମପୁର,୧୮ା୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପଞ୍ଚାୟତ ସମିତି ବୈଠକ ଅଧ୍ୟକ୍ଷା ପିଙ୍କି ବେହେରାଙ୍କ ପୌରହିତ୍ୟରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଯୋଗ ଦେଇଥିବା ବେଳେ ବିଡିଓ ବିଜୟ କୁମାର ବେହେରା, ତହସିଲଦାର…
ବାଇକ୍ ଧକ୍କାରେ ମହିଳାଙ୍କ ମୃତ୍ୟୁ: ମୃତଦେହ ରଖି ରାସ୍ତା ଅବରୋଧ
ଭବାନୀପାଟଣା,୧୮ା୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କାଲୋପଲା ଛକ ନିକଟରେ ବୁଧବାର ବାଇକ୍ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ କୁନ୍ତଳା ବାରିକ୍ ହୋଇଥିବା ବେଳେ ତାଙ୍କ ଘର ଧର୍ମଗଡ଼ ବ୍ଲକ ତରାପୁର ଗ୍ରାମ ଟେମରିଆ ପଡ଼ାର…
ଦୁଇ ଘଣ୍ଟା ବିଳମ୍ବରେ ଛାଡ଼ିଲା କେନ୍ଦୁଝର-ଭୁବନେଶ୍ୱର ଟ୍ରେନ୍
କେନ୍ଦୁଝର,୧୮।୧(ସ୍ବ.ପ୍ର.): କେନ୍ଦୁଝର-ଭୁବନେଶ୍ୱର ଟ୍ରେନ୍ ବୁଧବାର ୨ ଘଣ୍ଟା ବିଳମ୍ବରେ କେନ୍ଦୁଝରଗଡ଼ ଷ୍ଟେଶନରୁ ଛାଡ଼ିଛି। ଇଞ୍ଜିନରେ ସମସ୍ୟା ଦେଖାଦେବାରୁ ଏଭଳି ଘଟିଥିବା ଜଣାପଡ଼ିଛି। ଫଳରେ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ତେବେ ବିଳମ୍ବକୁ ନେଇ ରେଳ ବିଭାଗ ପକ୍ଷରୁ କୌଣସି ସୂଚନା ମିଳିନାହିଁ।
ଅଳ୍ପ କେଇଘଣ୍ଟା ପରେ ଭୁବନେଶ୍ବରରେ ପହଞ୍ଚତ୍ବ ଡାକୋଟା
ବାଲେଶ୍ୱର ଅଫିସ, ୧୮।୧: ବିଜୁ ପଟ୍ଟନାୟକଙ୍କ ସ୍ମୃତି ଡାକୋଟା ଭିଟି-ଏୟୁଆଇ ବିମାନ ବୁଧବାର ପୂର୍ବାହ୍ନରେ ଓଡ଼ିଶାକୁ ଫେରିଛି। ସକାଳେ ଲକ୍ଷ୍ମଣନାଥ ଟୋଲଗେଟ୍ ଦେଇ ୩ଟି ଲରିରେ ଜଳେଶ୍ବରରେ ପହଞ୍ଚିଥିଲା। ଆଉ କିଛି ଘଣ୍ଟା ପରେ ଭୁବନେଶ୍ବରରେ ପହଞ୍ଚିବ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ…

