ଆମ ଜିଲା ଖବର

‘ସହରରେ ଅତ୍ୟାଧୁନିକ ଫିଲ୍ମ ହଲ୍‌ ପ୍ରତିଷ୍ଠା କରାଯାଉ’

ପୁରୀ ଅଫିସ, ୧୮ା୧: ଦେଶ ବିଦେଶରେ ପ୍ରଶଂସା ସାଉଁଟିଥିବା ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ ମଙ୍ଗଳବାର ପୁରୀ ଟାଉନ ହଲରେ ପ୍ରଦର୍ଶିତ ହୋଇଛି। ଏହାକୁ ମାତ୍ର ୧୦୦ ଟଙ୍କାରେ ଦର୍ଶକମାନେ ଉପଭୋଗ କରିଛନ୍ତି। ପୂର୍ବରୁ ପୁରୀରେ ପ୍ରଶାସନ ପକ୍ଷରୁ ଗୋଟିଏ ଦିନ ନିଶୁଳ୍କ…

ଅଭିଯୁକ୍ତ ସ୍ବାମୀ ଜେଲ ଗଲେ

କଟକ ଅଫିସ,୧୮ା୧: କଟକ ମଧୁପାଟଣା ଥାନା ଅଧୀନ ଶ୍ରୀରାମ ନଗର ଅଞ୍ଚଳରେ ସୋମବାର ଘଟିଥିବା ମାଆ-ପୁଅ ମୃତ୍ୟୁ ଘଟଣାରେ ପୋଲିସ ମୃତା ମହିଳାଙ୍କ ସ୍ବାମୀ ସନ୍ତୋଷ ଖୁଣ୍ଟିଆଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ମୃତା ମହିଳା ଶିଳ୍ପୀ ଖୁଣ୍ଟିଆଙ୍କ…

ଫର୍ମ ପୂରଣ ପାଇଁ ବୋର୍ଡ ଅଫିସରେ ଭିଡ଼

କଟକ ଅଫିସ, ୧୮ା୧: କଟକସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ପ୍ରବଳ ଭିଡ ଦେଖିବାକୁ ମିଳିଥିଲା। ଆସନ୍ତା ୩୧ରେ ପୁଣି ସ୍ବତନ୍ତ୍ର ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ(ଓଟିଇଟି) ହେବ। ଏଥିପାଇଁ ଫର୍ମପୂରଣ କରିବାକୁ ରାଜ୍ୟର ବିଭିନ୍ନ ସ୍ଥାନରୁ ଶିକ୍ଷୟିତ୍ରୀ…

ପାର୍କିଂକୁ ନେଇ ସାମାନ୍ୟ ବଚସା: ଗୋଷ୍ଠୀ ଆକ୍ରମଣରେ ଜଣେ ମୃତ

ଗଜପତି,୧୭।୧(ଡି.ଏନ୍‌.ଏ.): କାର୍‌ ପାର୍କିଂକୁ ନେଇ ସାମାନ୍ୟ ବଚସା ନେଲା ଜୀବନ। ଗଜପତି ଜିଲା ପାରଳାଖେମୁଣ୍ଡି ଗୋଲା ସାହିରେ ମଙ୍ଗଳବାର ଏଭଳି ଏକ ଘଟଣା ଘଟିଛି। ବଚସା ପରେ ଗୋଷ୍ଠୀ ଆକ୍ରମଣ ଯୋଗୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଏସ୍‌. ଶ୍ରୀନିବାସ…

କୋକସରାରେ ବଢ଼ୁଛି ଝାଡ଼ାବାନ୍ତି

କୋକସରା,୧୭।୧(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରା ପଞ୍ଚାୟତ କୋକସରା ଗ୍ରାମରେ ଗତ କିଛି ଦିନ ଧରି ଝାଡ଼ାବାନ୍ତିରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଝାଡ଼ାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ଦୂଷିତ ପାନୀୟ ଜଳ ବୋଲି ପ୍ରାଥମିକ ଅନୁସନ୍ଧାନରୁ…

ହକି ବିଶ୍ୱକପ ଟ୍ରଫି ଗାଡ଼ିରୁ ବିଜେଡି ନେତାଙ୍କୁ ଓହ୍ଲାଇ ଦେଲେ ଅଧିକାରୀ

ସୁନ୍ଦରଗଡ଼ ଅଫିସ, ୧୭।୧: ହକି ବିଶ୍ୱକପ ଟ୍ରଫି ପରିକ୍ରମା ବେଳେ ବିଜେଡି ନେତା ଓ କର୍ମୀଙ୍କୁ ଦୁର୍ବ୍ୟବହାର ହୋଇଛି। ଏପରିକି ଗାଡ଼ିରୁ ଓହ୍ଲାଇ ଦିଆଯାଇଛି। ସୁନ୍ଦରଗଡ଼ ପିଡିଡିଆର୍ଡିଏଙ୍କ ବିରୋଧରେ ଏପରି ଅଭିଯୋଗ ଆସିଛି। ସେ ସୁନ୍ଦରଗଡ଼ ପୂର୍ବତନ ବିଧାୟକ ଯୋଗେଶ ସିଂଙ୍କୁ…

୩୧ରେ ଓଟିଇଟି ପରୀକ୍ଷା

କଟକ ଅଫିସ, ୧୭।୧: ସ୍ପେଶାଲ ଓଟିଇଟି ପରୀକ୍ଷା ଆସନ୍ତା ୩୧ ତାରିଖରେ ହେବ। ମାଧ୍ୟମିକ ଶିକ୍ଷା ପରିଷଦ ଫର୍ମଫିଲପ୍‌ ପାଇଁ ମାତ୍ର ୨ ଦିନର ଅବଧି ଦେଇଛି । କଟକ ବୋର୍ଡ ଅଫିସ୍‌ରେ ଫର୍ମଫିଲପ୍‌ ଅଫ୍‌ଲାଇନ୍‌ରେ ହେବ । ଏ ନେଇ…

ଛୁଆକୁ ମାରି ସାବତ ମା’ଙ୍କ ଆତ୍ମହତ୍ୟା ଘଟଣା: ସ୍ବାମି ଗିରଫ

କଟକ ଅଫିସ,୧୭।୧: କଟକ ଶ୍ରୀରାମନଗରରେ ଦୁଇ ବର୍ଷର ଶିଶୁ ପୁତ୍ରକୁ ମାରି ସାବତ ମା’ର ଆତ୍ମହତ୍ୟା ଘଟଣାରେ ମଙ୍ଗଳବାର ମୃତ ମହିଳା ଶିଳ୍ପୀଙ୍କ ସ୍ବାମୀ ସନ୍ତୋଷ ଖୁଣ୍ଟିଆଙ୍କୁ ପୋଲିସ ଗିରଫ କରିଛି। ତେବେ ମଙ୍ଗଳବାର ହିଁ ସନ୍ତୋଷଙ୍କୁ କୋର୍ଟ ଚାଲାଣ କରାଯିବ…

କୋରାପୁଟ-କିରଣ୍ଡୁଲ ପାସେଞ୍ଜର ଟ୍ରେନ୍‌ ଲାଇନ୍‌ ଚ୍ୟୁତ

କୋରାପୁଟ,୧୭।୧(ଡି.ଏନ୍‌.ଏ.): ବିଶାଖାପାଟଣା-କୋରାପୁଟ ଆସୁଥିବା କୋରାପୁଟ-କିରଣ୍ଡୁଲ ପାସେଞ୍ଜର ଟ୍ରେନ୍‌ ଶିବଲିଙ୍ଗପୁରମ ଠାରେ ମଙ୍ଗଳବାର ଲାଇନ୍‌ଚ୍ୟୁତ ହୋଇଛି। ଏଥିରେ ଟ୍ରେନ୍‌ର ୬ ନମ୍ବର ବଗି ଟ୍ରାକ୍‌ରୁ ବାହାରକୁ ଚାଲିଆସିଛି। ଏ ନେଇ ଉକ୍ତ ରୁଟ୍‌ରେ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ରେଳ ବିଭାଗ ଅଧିକାରୀ…

ରାସ୍ତାରୋକୋରୁ ଓହରିଲା ଭାଜପା, ଭାଙ୍ଗିଲା ଡିଭାଇଡର

ସମ୍ବଲପୁର,୧୭ା୧(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଛକରେ ପୋଲିସ ଅନୁମୋଦନକ୍ରମେ ଏନ୍‌ଏଚ୍‌ଏଆଇ ପକ୍ଷରୁ ରାସ୍ତା ମଝିରେ କଂକ୍ରିଟ ଡିଭାଇଡର କରି ଛକ ରାସ୍ତା ବନ୍ଦ କରିଦିଆଯାଇଥିଲା। ଯାତ୍ରୀଙ୍କ ସମସ୍ୟାକୁ ନେଇ ବିଭିନ୍ନ ଗଣ ମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ବିଜେଡି ପକ୍ଷରୁ ଏହାକୁ ନିନ୍ଦା…

ଇଡ୍‌କୋ ଜମି ଅଧିଗ୍ରହଣକୁ ବିରୋଧ

ଝାରସୁଗୁଡା ଅଫିସ୍‌,୧୭ା୧: ଲଖନପୁର ତହସିଲ ପିପିଲିମାଲ ଆର୍‌ଆଇ ସର୍କଲ ଅଧୀନ ୧,୦୫୮ଏକର ସରକାରୀ ଜମିକୁ ଇଡ୍‌କୋ ରାଜସ୍ବ ବିଭାଗ ମାଧ୍ୟମରେ ଅଧିଗ୍ରହଣ କରିବାପାଇଁ ପ୍ରୟାସ ଆରମ୍ଭ କରିଛି। ଏଥିମଧ୍ୟରେ ଜଙ୍ଗଲ, ପତିତ, ଗୋଚର ଆଦି କିସମର ଜମି ରହିଛି। ଏହିସବୁ ଜମିକୁ…

ପଥର ଖଣିରେ ଚାଲିଛି ବେଆଇନ ବ୍ଲାଷ୍ଟିଂ

ଜମନକିରା,୧୭ା୧(ଡି.ଏନ.ଏ.): ଜମନକିରା ବ୍ଲକ ଭୋଜପୁର ପଞ୍ଚାୟତ କୁଇଲାରିଯୋର ପଥର ଖଣିରେ ଗତ କିଛିମାସ ହେବ ବେଆଇନ ଭାବେ ପଥର ବ୍ଲାଷ୍ଟିଂ ଓ କ୍ରଶିଂ ଚାଲିଛି। ପ୍ରଶାସନ ଏ ଦିଗରେ ପଦକ୍ଷେପ ନ ନେଲେ ଅଞ୍ଚଳବାସୀ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?