ଆମ ଜିଲା ଖବର

ଝୁମାଇବେ ବଲିଉଡ୍‌, ଓଲିଉଡ୍‌ କଳାକାର

ଅନୁଗୋଳ ଅଫିସ, ୧୭ା୧: ଆସନ୍ତା ୧୮ରୁ ୨୨ ତାରିଖ ଯାଏ ଉତ୍ସବମୁଖର ହେବ ଅନୁଗୋଳ ସହର। ୫ ଦିନିଆ ଜିଲା ମହୋତ୍ସବ ଆରମ୍ଭ ହେବାକୁ ଯାଉଥିବାରୁ ଜିଲାବାସୀଙ୍କୁ ଝୁମାଇବାକୁ ଆସୁଛନ୍ତି ବଲିଉଡ୍‌ ଓ ଓଲିଉଡ୍‌ର ନାମୀଦାମୀ କଣ୍ଠଶିଳ୍ପୀ ଓ କଳାକାର। ଏନେଇ…

ଓଲଟିଲା ଓଟୋ: ଜଣେ ମୃତ,୧୧ ଆହତ

ଠାକୁରମୁଣ୍ଡା,୧୭।୧(ଡି.ଏନ.ଏ.): ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ମାଛଗଡ଼- ଅସନବଣି ରାସ୍ତାର ସାରୁବିଲ ନିକଟରେ ମଙ୍ଗଳବାର ଏକ ଓଟୋ ଭାରସାମ୍ୟ ହରାଇ ଓଲଟି ପଡିଛି। ଏଥିରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଡ୍ରାଇଭର ସମେତ ୧୧ ଜଣ ଆହତ…

୨୭ରୁ ମିନି ମହୋତ୍ସବ, ପଲ୍ଲିଶ୍ରୀ ମେଳା

ଢେଙ୍କାନାଳ ଅଫିସ,୧୭ା୧: ବିଶ୍ୱକପ୍‌ ହକି ଉପଲକ୍ଷେ ସମଗ୍ର ଓଡ଼ିଶା ଉତ୍ସବ ମୁଖର ହୋଇପଡ଼ିଥିବା ବେଳେ ଢେଙ୍କାନାଳ ଜିଲାରେ ମଧ୍ୟ ମେଳା ମହୋତ୍ସବର ଆୟୋଜନ ହୋଇଛି। ଆସନ୍ତା ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ମିନି ଷ୍ଟାଡିୟମ ଓ ମୁଖ୍ୟ ଷ୍ଟାଡିୟମରେ ସାଂସ୍କୃତିକ…

ଆସିଥିବା ଅନୁଦାନ ଅନ୍ୟଠି ଖର୍ଚ୍ଚ ହେଲା

ବୈପାରିଗୁଡ଼ା,୧୭ା୧ (ଡି.ଏନ୍‌.ଏ.):କୋରାପୁଟ ଜିଲା ବୈପାରିଗୁଡ଼ା ବ୍ଲକରେ ପ୍ରଶାସନ ପକ୍ଷରୁ ଚାଲିଛି ମନମାନି କାର୍ଯ୍ୟ। ସାଧାରଣ ଲୋକଙ୍କ ସ୍ବାର୍ଥ ବଦଳରେ ଏଠାରେ ଠିକାଦାରଙ୍କ ସ୍ବାର୍ଥକୁ ଗୁରୁତ୍ୱ ଦିଆଯାଉଛି। ଅମୃତସରୋବର ଯୋଜନା ବ୍ଲକରେ ବାଟବଣା ହୋଇଥିବା ଅଭିଯୋଗ ହେଉଛି। ଏହି ଯୋଜନାରେ ଏକ ପୋଖରୀ…

ଆକର୍ଷଣୀୟ ହେବ ଢେଙ୍କାନାଳ ମାର୍କା ଶାଢ଼ି ଡିଜାଇନ

ଢେଙ୍କାନାଳ ଅଫିସ,୧୭ା୧: ଢେଙ୍କାନାଳ ଜିଲା ସଦର ବ୍ଲକ ସରାଗପାଟଣା, ଚନ୍ଦ୍ରଶେଖରପ୍ରସାଦ, ଓଡାପଡା ବ୍ଲକର ରଥପଦା ଓ ପରଜଙ୍ଗ ବ୍ଲକ ଖାଲପାଳ ନିକଟସ୍ଥ ଗିରିଗୋବର୍ଦ୍ଧନ ଗ୍ରାମରେ ସ୍ଥାନୀୟ ବୁଣାକାରମାନଙ୍କ ଦ୍ୱାରା ପ୍ରସ୍ତୁତ କାରଗିଲ, କମ୍ପ୍ୟୁଟର, ରେଖା, ଗଙ୍ଗା-ଯମୁନା ଓ ବାଡ଼ିବନ୍ଧ ନାମରେ ନାମିତ…

ସୋରଡ଼ା ଅଗ୍ନିକାଣ୍ଡ ଘଟଣା: ଗୁରୁତର ଥିବା ଶିଶୁକନ୍ୟା ବୁଜିଲେ ଆଖି

ସୋରଡ଼ା,୧୭ା୧(ଡି.ଏନ.ଏ.): ସୋରଡା ବ୍ଲକ ଗେଞ୍ଜା ପଞ୍ଚାୟତ ବନ୍ଧାଗୋଛା ଗ୍ରାମର ଛବି ନାୟକଙ୍କ ଘରେ ନିଅଁା ଲାଗି ଯାଇଥିଲା। ଫଳରେ ପରିବାରର ୪ଜଣ ପୋଡି ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ପ୍ରଥମେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ…

ରେଞ୍ଜରଙ୍କ ମାଡ଼ରେ କର୍ମଚାରୀ ଆହତ: ଥାନାରେ ଏତଲା

ଖମାର,୧୭।୧(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ଖମାର ବନାଞ୍ଚଳ ଅଧିକାରୀ ଚନ୍ଦ୍ରଶେଖର ଗଡ଼ନାୟକଙ୍କ ମାଡ଼ରେ ପାରା ଫରେଷ୍ଟ ଷ୍ଟାପ୍‌ ତଥା ରେଞ୍ଜରଙ୍କ ରୋଷେୟା ଭାବେ କାମ କରୁଥିବା ସୁଶାନ୍ତ କୁମାର ବେହେରା(୪୦) ଆହତ ହୋଇ ମେଡ଼ିକାଲ ଭର୍ତ୍ତି ହୋଇଛନ୍ତି। ସୋମବାର ସାରେ ବନାଞ୍ଚଳ ଅଧିକାରୀଙ୍କ…

ସିଟି ହସ୍ପିଟାଲ ଦାବିରେ କେନ୍ଦ୍ରାପଡ଼ା ବନ୍ଦ

କେନ୍ଦ୍ରାପଡ଼ା ଅଫିସ,୧୭।୧: ସହରର ଖଡ଼ଇଙ୍ଗସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ସିଟି ହସ୍ପିଟାଲ ଦାବିରେ କେନ୍ଦ୍ରାପଡ଼ା ସହରକୁ ମଙ୍ଗଳବାର ବନ୍ଦ କରାଯାଇଛି। ମିଳିତ କ୍ରିୟାନୁଷ୍ଠାନ କମିଟି ଆହ୍ବାନ କ୍ରମେ ସହରର ସମସ୍ତ ବ୍ୟବସାୟୀ ଏଥିରେ ସାମିଲ ହୋଇଛନ୍ତି। ସହର…

ଭିଜିଲାନ୍ସ ଜାଲରେ ବିଡିଓ: ୫ ସ୍ଥାନରେ ଏକକାଳୀନ ଚଢାଉ

ଖଡିଆଳ,୧୭।୧(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ନୂଆପଡା ଜିଲା ଖଡିଆଳ ବିଡିଓ ନାରାୟଣ ସାହୁ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନାରାୟଣ ସାହୁଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସମ୍ବଲପୁର ଏସ୍‌ପି ସାରା ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ବିଡିଓଙ୍କ ବରଗଡସ୍ଥିତ ଭଡା…

ଏମ୍‌କେସିଜିରେ ଚିକିତ୍ସା ଅବହେଳା

ବ୍ରହ୍ମପୁର ଅଫିସ,୧୭ା୧: ବ୍ରହ୍ମପୁର ବଡ ମେଡିକାଲ (ଏମ୍‌କେସିଜି)ରେ ଚିକିତ୍ସା ଅବହେଳାକୁ ନେଇ ଗୋଟିଏ ପରେ ଗୋଟିଏ ଅଘଟଣ ଘଟୁଥିବା ଅଭିଯୋଗ ହୋଇଆସୁଛି। ସୋମବାର ଏମ୍‌କେସିଜିରେ ଚିକିତ୍ସିତ ହେଉଥିବା ଜଣେ ବୃଦ୍ଧାଙ୍କର ଅବହେଳାରୁ ମୃତ୍ୟୁ ଘଟିଛି। ମୃତ ବୃଦ୍ଧା ଜଣଙ୍କ ଶୈଳବାଳା ପଟ୍ଟନାୟକ(୭୪)।…

ରେପର ସଙ୍ଗୀତ ମାଧ୍ୟମରେ ଓଡ଼ିଆକୁ ଭଲ ପାଇବା ମହକ

ବ୍ରହ୍ମପୁର ଅଫିସ,୧୭ା୧: ବ୍ରହ୍ମପୁରରେ ଚାଲିଥିବା ସିଲ୍କ ସିଟି ମହୋତ୍ସବର ସୋମବାର ଥିଲା ଚତୁର୍ଥ ସନ୍ଧ୍ୟା। କାର୍ଯ୍ୟକ୍ରମରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ରେଶମ ସହର ବ୍ରହ୍ମପୁର ହେଉଛି ଦକ୍ଷିଣ ଓଡିଶାର ପ୍ରାଣକେନ୍ଦ୍ର। ମହୋତ୍ସବରେ ଜିଲାର…

ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ,ବଦଳିଲେ ଶିକ୍ଷୟିତ୍ରୀ

ଉଦଳା,୧୭ା୧(ଡି.ଏନ୍‌.ଏ.): ଛାତ ଉପରକୁ କାଠ ଆଣିବାକୁ ଯାଇଥିବା ବେଳେ ପାହାଚରୁ ଖସି ଜଣେ ଛାତ୍ରଙ୍କ ଗୋଡ଼ ଭାଙ୍ଗିବା ଘଟଣାରେ ଶିକ୍ଷା ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦାୟିତ୍ୱରେ ଅବହେଳା ପାଇଁ ପ୍ରଧାନଶିକ୍ଷୟିତ୍ରୀ ମଙ୍ଗଳା ନାଏକଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?