ଶୋଇଥିଲେ ଘର ଲୋକ, ଫାଟିଲା ସିଲିଣ୍ଡର: ଆଉ ତା’ପରେ ଘଟିଲା…
ଦେବଗଡ,୯।୧୨(ଶଶାଙ୍କ ଶେଖର ଝାଙ୍କର)ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ସଦର ରେ ଗ୍ୟାସ ସିଲିଣ୍ଡର ଫାଟି ବ୍ୟାପକ କ୍ଷୟକ୍ଷତି, ଅଳ୍ପକେ ବର୍ତ୍ତିଲେ ପରିବାର। ଦେବଗଡ ଜିଲା ବାରକୋଟ ବ୍ଲକ ସଦର ମହକୁମାରେ ସୋମବାର ବିଳମ୍ବିତ ରାତି ଏଭଳି ଅଘଟଣ ଦେଖାଦେଇଛି । ବାରକୋଟ…
ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା
ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ ଥିବାବେଳେ ତାଙ୍କୁ ଅତର୍କିତ ଆକ୍ରମଣ ହୋଇଥିବା ନେକାଣ୍ଟି ପୋଲିସରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି…
ଅଭିନବ ଉପାୟରେ ହୋମ ଯଜ୍ଞ କରି ଦାବି ଜଣାଇଲେ ଛାତ୍ରୀଛାତ୍ର, କହିଲେ ସରକାରଙ୍କୁ ଭଗବାନ ସଦବୁଦ୍ଧି ଦିଅନ୍ତୁ…
ବଲାଙ୍ଗୀର, ୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରୁ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଦାବି ପୂରଣ ନେଇ ସୋମବାର ହୋମ ଯଜ୍ଞ କରାଯାଇଥିଲା । ବହୁ ଛାତ୍ରୀଛାତ୍ର ଅହୋରାତ୍ର ଆନ୍ଦୋଳନ…
ସବୁଜ ଆମୋନିଆ ପ୍ଲାଣ୍ଟ ନିର୍ମାଣ ସ୍ଥାନ ଦେଖିଲା ଜିଲା ପ୍ରଶାସନ
ମହାକାଳପଡ଼ା, ୯ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ସ୍ବାଧୀନତା ପରେ ଛୁଞ୍ଚତ୍ କାରଖାନାଟିଏ ନାହିଁ। ୨୪ବର୍ଷ ଶାସନ ବିଜେଡି ଅମଳରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ହେବା ପୂର୍ବରୁ ଫସର୍ ଫାଟିଲା। ରାଜ୍ୟରେ ଭାଜପା ସରକାର ଗଠନ ପରେ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା…
ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍ ଇଣ୍ଡିଆର ଖେଳାଳି
ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି। ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ସହ ଖେଳାଳି ମଙ୍ଗଳବାର ସକାଳୁ ପୁରୀ ଯାଇଛନ୍ତି। ସେଠାରେ…
ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ
ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ ଉପରେ ସିଧା ଖରାପ ପ୍ରଭାବ ପକାଉଛି। ଦିନକୁ ଦିନ ଲୋକଙ୍କ ଉପରେ ଏକ ପ୍ରକାର…
ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ
ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ମୃତ ମହିଳାଙ୍କ ପୁଅ ସୋମବାର ବିଳମ୍ବିତ ରାତ୍ରରେ ଧର୍ମଶାଳା ଥାନାରେ ଅଭିଯୋଗ କରିଛନ୍ତି। ମିଳିଥିବା…
ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…
ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ ନିଯୁକ୍ତି ହେବା ସହ ଅନ୍ୟକୁ ରୋଜଗାର ଦେଉଛନ୍ତି। ଘାସ ଚାଷ ଯୋଗୁ ଅଜିତଙ୍କୁ ଗୋ…
ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ
ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ ବିଦ୍ୟାଳୟକୁ ଯାଇ ସେଠାରୁ ଫେରିଆସିଥିବା ଦେଖିବାକୁ ମିଳିଛି। ଦାବି ପୂରଣ ପାଇଁ ଚଳିତ ମାସ…
ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ
ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ ସ୍ଥାନୀୟ ଖମାର ନାଳରେ ଦୂଷିତ କେମିକାଲ ପାଣି ଛଡାଯାଉଛି। ଫଳରେ ଗନ୍ଧ ଯୋଗୁ ସ୍ଥାନୀୟ…
ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି
ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ ଓ ଗ୍ରାମବାସୀ ଏକତ୍ର ହୋଇ ସୋମବାର ଏକ ବୈଠକ କରିଛନ୍ତି। ଓଡ଼ିଶାର ସମସ୍ତ ସରକାରୀ…
ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ ଶିଶୁପୁତ୍ର ଜିମା ନେବାରୁ ବଞ୍ଚିତ କରାଯାଇ ପାରିବ ନାହିଁ। ହାଇକୋର୍ଟର ବିଚାରପତି ସଞ୍ଜୟ କୁମାର…
Archives


