ଆମ ଜିଲା ଖବର

ଆମେ ବନବାସୀ ନୋହୁଁ, ଆଦିବାସୀ, ଅମିତ ଶାହା ଭୁଲ ମାଗନ୍ତୁ କହି…

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଦିବାସୀ ସମାଜମାନଙ୍କୁ ଏକତ୍ରିତ କରି ନୂଆଦିଲ୍ଲୀରେ ଏକ ଆଦିବାସୀ ସମାବେଶରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ତାଙ୍କ ଭାଷଣ ଆଦିବାସୀମାନଙ୍କୁ ବାରମ୍ବାର ବନବାସୀ କହି ଅପମାନିତ କରିବା ସହିତ ତାତ୍ସଲ୍ୟ କରିଥିଲେ। ଯାହାକି ଆଦିବାସୀ ସମାଜ…

ମନରେଗା ଯୋଜନାରେ ମହାଘୋଟାଲା, ବର୍ଷେ ପରେ ବି ମିଳିଲାନି ପାଉଣା, ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଶ୍ରମିକ…

ଛତ୍ରପୁର,୨୯ା୫(ଦିଲ୍ଲୀପ ସାମଲ): ମହାତ୍ମାଗାନ୍ଧୀ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା ବା ମନରେଗାକୁ ନେଇ ପୁଣି ସାମ୍ନାକୁ ଆସିଛି ବଡ଼ ଅଭିଯୋଗ। ବର୍ଷେ କାଳ ପରିଶ୍ରମ କରି ମଧ୍ୟ ଗରିବ ଶ୍ରମିକଙ୍କୁ ମିଳୁନି ତାଙ୍କ ହକ୍ର ପାଉଣା। ଦିନ ମଜୁରିଆଙ୍କ ପେଟକୁ ଲାତ…

ଯୁବକଙ୍କୁ ଥାର୍ଡ ଡିଗ୍ରୀ ପ୍ରତିବାଦରେ ତାତିଲେ ଲୋକେ

ବାରଙ୍ଗ,୨୯।୫(ଲିଙ୍ଗରାଜ ରାଉତ): ବାରଙ୍ଗ ଥାନାରେ ଥାର୍ଡ଼ ଡିଗ୍ରୀ ଘଟଣାରେ ଗୁରୁତର ଆହତ ହୋଇଥିବା ରାକେଶ ବେହେରା ଓରଫ ମୁନା କଟକ ବଡ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଏହାକୁ ନେଇ ଉତ୍ତେଜନା କମି ନ ଥିବାବେଳେ ଶୁକ୍ରବାର ତାଙ୍କୁ ଡ଼ାକ୍ତରଖାନାରୁ କେଉଁଆଡେ ପୋଲିସ…

୭ ବର୍ଷର ଶିଶୁଙ୍କୁ ଅପହରଣ ପରେ କରିଥିଲେ ହତ୍ୟା, ଚୂଡ଼ାନ୍ତ ରାୟରେ ଅଭିଯୁକ୍ତ ଦେବାଶିଷଙ୍କୁ…

ବ୍ରହ୍ମପୁର,୨୯ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)-୧ ନରେଶ ମହାନ୍ତି ସୋମବାର ୨୦୧୯ ଜାନୁଆରୀ ମାସର ବହୁଚର୍ଚ୍ଚିତ ଜନୈକ ୭ବର୍ଷର ଡିଏଭି ଛାତ୍ର ଅପହରଣ ପରେ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ସେ ଅଭିଯୁକ୍ତ ଯାଜପୁରର…

ମହିଳାଙ୍କ ଠାରୁ ଜବତ ହେଲା ୧୫ କିଲୋର ଗଞ୍ଜେଇ, ଗିରଫ କଲା ପୋଲିସ

ନନ୍ଦପୁର, ୨୯।୫ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ପରଜା ବଡପଡ଼ା ପଞ୍ଚାୟତ ଢେମେସାପୁଟ ଗ୍ରାମରେ ଚଢ଼ାଉ କରି ଜଣେ ମହିଳାଙ୍କ ଠାରୁ ୧୫ କିଲୋ ଗଞ୍ଜେଇ ଜବତ କରିଛି। ମହିଳାଙ୍କୁ ଗିରଫ କରାଯାଇଛି। ମହିଳା ଜଣକ ସେହି ଗ୍ରାମର…

ଖଜା ଦୋକାନୀଙ୍କୁ ଉଠାଇନେଲା ପୋଲିସ, ଲୋକେ ବୋହିନେଲେ ଖଜା, ଯିଏ ଯାହା ପାଇଲା…

ପୁରୀ,୨୯ା୫(ଅଜିତ ମହାନ୍ତି): ପୁରୀ ବଡ଼ଦାଣ୍ଡରେ ଏକ ନିଆରା ତଥା ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଯାହା ବିଭିନ୍ନ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି । ଭିଡ଼ିଓରେ ଦେଖିବାକୁ ମିଳୁଛି ଦିନ ଦ୍ବିପହରରେ ବଡ଼ଦାଣ୍ଡରେ ଥିବା ଖଜା ଭର୍ତ୍ତି ପଷ୍ଟରୁ…

୫୦ କୋଟି ଟଙ୍କା ଖାଇଗଲେ ପୋଷ୍ଟମାଷ୍ଟର: ଶେଷରେ ମିଳିଲା…

ଜୟପୁର,୨୯।୫(ପବନ ପାଣିଗ୍ରାହୀ): ହିତାଧିକାରୀଙ୍କୁ ବିଭିନ୍ନ ସରକାରୀ ଯୋଜନାର ଅର୍ଥ ସହ ନିଶ୍ଚିତ କର୍ମନିଯୁକ୍ତ ଯୋଜନାର ଜମା ଟଙ୍କାକୁ ଆତ୍ମସାତ ଘଟଣାରେ ପୋଷ୍ଟମାଷ୍ଟରଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହି ଘଟଣାରେ ନବରଙ୍ଗପୁର ଜିଲା ଝରିଗାଁ ସବପୋଷ୍ଟ ଅଫିସର ତତ୍କାଳୀନ ପୋଷ୍ଟମାଷ୍ଟର ଗୌରାଙ୍ଗ…

ସହମତିରେ ହୋଇଥିବା ଶାରୀରିକ ସମ୍ପର୍କ ବଳାତ୍କାର ନୁହେଁ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

କଟକ,୨୯।୫(ପ୍ରଭୁ କଲ୍ୟାଣ ପାଲ ): ଦୁଇ ପ୍ରାପ୍ତବୟସ୍କଙ୍କ ମଧ୍ୟରେ ସହମତିରେ ହୋଇଥିବା ଶାରୀରିକ ସମ୍ପର୍କ ବଳାତ୍କାର ନୁହେଁ। ସହମତିରେ ଶାରୀରିକ ସମ୍ପର୍କ ରଖାଯିବା ପରେ ଯଦି ବୁଝାମଣା ଅଭାବ ହୁଏ ଓ ଦୁଇ ଜଣଙ୍କ ଭିତରେ ତିକ୍ତତା ଦେଖାଦିଏ, ତେବେ ପରବର୍ତ୍ତୀ…

ନାବାଳିକାଙ୍କୁ ଗଣବଳାତ୍କାର: ଘଟଣାରେ ୨ ନାବାଳକଙ୍କ ସମ୍ପୃକ୍ତି

କୋରାପୁଟ,୨୯ା୫(ଅମିତାଭ ବେହେରା): କୋରାପୁଟ ଜିଲା ସଦର ବ୍ଲକ୍‌ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏଥିରେ ୨ ନାବାଳକଙ୍କ ସମ୍ପୃକ୍ତି ଥିବା ବେଳେ ଜଣଙ୍କୁ କୋରାପୁଟ ସଦର ପୋଲିସ ଗିରଫ କରିଛି। ସୂଚନାନୁଯାୟୀ, ସଦର ବ୍ଲକ୍‌ ଅଞ୍ଚଳର ଜଣେ…

IGNOU ବିଶ୍ୱର ଶ୍ରେଷ୍ଠ ମୁକ୍ତ ବିଶବିଦ୍ୟାଳୟ: ୧୨ ଦିନିଆ ବି.ଇଡି…

ଭଞ୍ଜନଗର,୨୯।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଇଗ୍ନୋ ପକ୍ଷରୁ ଚାଲିଥିବା ବି.ଇଡିର ୧୨ ଦିନିଆ କାର୍ଯ୍ୟଶାଳା ଶୁକ୍ରବାର ଉଦଯାପିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ ବି.ଇଡି କଲେଜ ଅଧ୍ୟକ୍ଷ ତଥା ଇଗ୍ନୋ କାର୍ଯ୍ୟକ୍ରମ…

ଜନ୍ମକଲା ବାପାଙ୍କୁ ଟାଙ୍ଗିଆରେ ହାଣି ଲହୁଲୁହାଣ କଲେ ପୁଅ, ଧରାଧରି କରିବାକୁ ଆସି ଯୁବକ…

ଝାରସୁଗୁଡ଼ା/ଲଖନପୁର,୨୯ା୫(ଆଶିଷ ରଞ୍ଜନ ଦାଶ/ଗୌତମ ସାହୁ): ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅନ୍ତର୍ଗତ କୁଡ଼ାବଗା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ପୁଅ ନିଜ ଜନ୍ମକଲା ବାପାଙ୍କୁ ଟାଙ୍ଗିଆରେ ଆକ୍ରମଣ କରି ଲହୁଲୁହାଣ କରିଥିବା…

ନଦୀକୂଳରେ ପଡ଼ିଛି ଅଚିହ୍ନା ମହିଳାଙ୍କ ମୃତଦେହ, କେହି ଦୁର୍ବୃତ୍ତ ହତ୍ୟା କରି…

ତିହିଡ଼ି,୨୯ା୫(କାଳନ୍ଦୀ ବେହେରା/ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ବୋଡ଼କ ପଞ୍ଚାୟତର ରେବ ନଈକୂଳରୁ ଶୁକ୍ରବାର ସକାଳେ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମହିଳାଙ୍କ ମୁଣ୍ଡରେ ଆଘାତର ଚିହ୍ନ ଥିବାରୁ କେହି ଦୁର୍ବୁତ୍ତ ତାଙ୍କୁ ହତ୍ୟାକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?