ଆମ ଜିଲା ଖବର

ଗରା, ବାଲ୍‌ଟି ରଖି ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ଧାରଣା

ପାଟଣା,୧୬ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ କଣ୍ଟିଆପଡ଼ା ପଞ୍ଚାୟତ ମଧୁବନ ସାହିରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ଏ ନେଇ ସୋମବାର ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ଶତାଧିକ ମହିଳା, ପୁରୁଷ ଗରାବାଲ୍ଟି ରଖି ଧାରଣା ଦେଇଥିଲେ। ଦିନ ୧୨ ପର୍ଯ୍ୟନ୍ତ…

ପୋଲ ତଳକୁ ଖସିଲା କାର୍‌: ଶିଶୁକନ୍ୟା ମୃତ, ୪ ଗୁରୁତର

କ.ନୂଆଗାଁ/ଫୁଲବାଣୀ ଅଫିସ,୧୬ା୧: କନ୍ଧମାଳ ଜିଲା ସାରଙ୍ଗଡ ଥାନା ଅନ୍ତର୍ଗତ ବନାଙ୍ଗିଆ ଡ୍ୟାମ ନିକଟ ପୋଲରେ ସୋମବାର ଏକ କାର୍‌ ଭାରସାମ୍ୟ ହରାଇ ପ୍ରାୟ ୧୫ ଫୁଟ ତଳକୁ ଖସିପଡ଼ିଛି। ଏଥିରେ ୩ ବର୍ଷୀୟା ଏକ ଶିଶୁକନ୍ୟାର ମୃତ୍ୟୁ ଘଟିଥିବା ବେଳେ ଡ୍ରାଇଭରଙ୍କ…

ଆକ୍ରମଣ, ପ୍ରତି ଆକ୍ରମଣ ଘଟଣା, ୬ ଗିରଫ

ଆସିକା,୧୬ା୧(ଡି.ଏନ.ଏ.): କୋଟିନଡା ଥାନା ଅନ୍ତର୍ଗତ ବେଣିଆ ଗ୍ରାମରେ ରବିବାର ରାତିରେ ଘଟିଥିବା ଆକ୍ରମଣ ଓ ପ୍ରତିଆକ୍ରମଣ ଘଟଣାରେ ଉଭୟ ପକ୍ଷ ଥାନାରେ ଅଭିଯୋଗ କରିଛନ୍ତି। ଏ ନେଇ ପରସ୍ପର ବିରୋଧୀ ହତ୍ୟା ଉଦ୍ୟମ ମାମଲା ରୁଜୁ ହୋଇଛି। ପୋଲିସ ଗୋଟିଏ ପକ୍ଷର…

ଷ୍ଟ୍ରେଚରରେ ବୁହାହେଉଛି ଫୁଲଗଛ

କେନ୍ଦୁଝର,୧୬ା୧ (ସ୍ବ.ପ୍ର.) : ସ୍ଥାନୀୟ କେନ୍ଦୁଝର ମେଡିକାଲ କଲେଜ ଓ ଡାକ୍ତରଖାନା ପରିସରରେ ସୋମବାର ଏକ ଷ୍ଟ୍ରେଚରରେ ଫୁଲ ଗଛ ବୁହାଯାଉଥିଲା। ଏହାର ଫଟୋ ଭାଇରାଲ ହେବା ପରେ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଆସୁଥିବା ରୋଗୀମାନେ ଅନେକ ସମୟରେ ଷ୍ଟ୍ରେଚର…

ଓଲଟିଲା ଗୋରୁ ବୋଝେଇ ଟ୍ରକ୍‌: ୧୪ ମୃତ, ୧୦ ଗୁରୁତର

ଭୋଗରାଇ, ୧୬।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଚନ୍ଦନେଶ୍ୱର ବର୍ଡର ରାସ୍ତାର ମହାନ୍ତି ଛକଠାରେ ସୋମବାର ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଏକ ଗୋରୁ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୪ଟି ଗୋରୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ୧୦ ଗୋରୁ…

ଛୁଆହାତୀ ମୃତ୍ୟୁ ଘଟଣାରେ ୨ ଗିରଫ

ରାଇକିଆ,୧୬ା୧(ଡି.ଏନ.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକର ବାରବା ରେଞ୍ଜରେ ଗତ ବୁଧବାର ଏକ ଛୁଆହାତୀର ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ବନ ବିଭାଗ ରବିବାର ୨ ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ସୋରଡ଼ା ଅଞ୍ଚଳର ଗଙ୍ଗାଧର ବିଷୋୟୀ ଏବଂ…

ହାଇଓ୍ବା ଧକ୍କାରେ ଚାଲିଗଲା ଶିଶୁର ଜୀବନ

ହିଞ୍ଜିଳିକାଟୁ,୧୬ା୧(ଡି.ଏନ.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଶିକିରି ଗ୍ରାମ ହିଞ୍ଜିଳି- ତାରାତାରିଣୀ ରୋଡ୍‌ରେ ସୋମବାର ଏକ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ୫ ବର୍ଷ ଶିଶୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସେ ହେଲେ ଶିକିରି ଗ୍ରାମ ପ୍ରମୋଦ ଦଳାଇଙ୍କ…

ଖୋଲିଲା ଅତିରିକ୍ତ ମଣ୍ଡି

ବନ୍ତ,୧୬।୧(ଡି.ଏନ.ଏ): ଭଦ୍ରକ ଜିଲା ବନ୍ତ ବ୍ଲକ ପଧାନପଡ଼ା ସେବା ସମବାୟ ସମିତିରେ ଚାଷୀମାନଙ୍କ ସୁବିଧା ପାଇଁ ପଧାନପଡ଼ା ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ରାଜୀବ ଗାନ୍ଧୀ ସେବାକେନ୍ଦ୍ରଠାରେ ଏକ ଅତିରିକ୍ତ ଧାନ ମଣ୍ଡି ସୋମବାର ଖୋଲାଯାଇଛି। ଏହି ମଣ୍ଡି ଖୋଲାଯିବା ଫଳରେ ପଧାନପଡ଼ା ପଞ୍ଚାୟତ…

ଜଳିଗଲା ୮ ବଖରା

ଭଣ୍ଡାରିପୋଖରୀ,୧୬।୧(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧୀନ ଜଳମଣ୍ଡୁଆ ପଞ୍ଚାୟତର କରଞ୍ଜିଗୁଣୁପୁର ଗ୍ରାମରେ ଅଗ୍ନିକାଣ୍ଡ ଘଟି ୮ ବଖରା ଜଳିଯାଇଛି। ଗ୍ରାମର ବଳରାମ ସେନାପତି, ରମାକାନ୍ତ ସେନାପତି, ପ୍ରଶାନ୍ତ କୁମାର ଦାସ ଓ ଉଦୟଭାନୁ ଦାସଙ୍କ ଘର ଜଳିଯାଇଥିବା ବେଳେ ସମସ୍ତ…

ରାଜପଥରୁ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର

ଗଞ୍ଜାମ,୧୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ପୋଲିସ ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ସୋମବାର ଜବତ କରିଛି। ଜାତୀୟ ରାଜପଥ ପାଟ୍ରୋଲିଂ ଏସ୍‌ଆଇ ନୀଳାଚଳ ସେଠୀ, ହୁମା ଫାଣ୍ଡି…

୨୫୫ କେଜି ଗଞ୍ଜେଇ ଜବତ: ୨ କାର୍‌ ସହ ୫ ଗିରଫ

ବ୍ରହ୍ମପୁର ଅଫିସ,୧୬।୧: ବ୍ରହ୍ମପୁର ଅବକାରୀ ଗୋଇନ୍ଦା ବିଭାଗ ରବିବାର ଓ ସୋମବାର ୨ଟି ପୃଥକ୍‌ ସ୍ଥାନରେ ଚଢ଼ାଉକରି ୨୫୫ କେଜି ଗଞ୍ଜେଇ ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ୫ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ନିକଟରୁ ୨ଟି କାର୍‌…

କଣ୍ଟାବାଞ୍ଜି ବିଧାୟକଙ୍କ ଆଚରଣ ପ୍ରତିବାଦରେ ଓଏଏସ ସଂଘ ସଦସ୍ୟ ପିନ୍ଧିଲେ କଳାବ୍ୟାଚ

ବଲାଙ୍ଗୀର ଅଫିସ, ୧୬।୧: ବଲାଙ୍ଗୀର ଜିଲା ପରିଷଦ ବୈଠକ ଚାଲିଥିବା ବେଳେ ଗତ ୧୨ ତାରିଖରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ବଲାଙ୍ଗୀର ଜିଲାପାଳ ଏବଂ ଜିଲା ପରିଷଦ ଉନ୍ନୟନ ଅଧିକାରୀଙ୍କ ବିରୋଧରେ ଆପତ୍ତିଜନକ ଶବ୍ଦ ପ୍ରୟୋଗ କରିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?