ଆମ ଜିଲା ଖବର

ଆବାସ ଯୋଜନାରୁ ବଞ୍ଚିତ ଦିଲୀପ

ବାଉଁଶୁଣୀ,୧୩ା୧(ଡି.ଏନ.ଏ.):ଦିଲୀପ କୁମାର ଦେହୁରୀ(୫୮)। ଘର ବୌଦ୍ଧ ବ୍ଲକ ବାଉଁଶୁଣୀ ପଞ୍ଚାୟତ ଅନ୍ତର୍ଗତ ମାଲିପଡ଼ା ଖଣ୍ଡଜମି ଗ୍ରାମରେ। ତାଙ୍କର ଆର୍ଥିକ ପରିସ୍ଥିତି ସ୍ବଚ୍ଛଳ ନ ଥିବା ବେଳେ ଜମିବାଡି କିଛି ନାହିଁ ା ମୂଲ ଲାଗି କୌଣସି ମତେ ଚଳନ୍ତି। ଆବାସ ଯୋଜନାରେ…

ବିଦେଶୀ ମୁଦ୍ରା ଲୋଭ: ମହିଳାଙ୍କୁ ଠକିନେଲେ ୪.୮୨ଲକ୍ଷ

ବ୍ରହ୍ମପୁର ଅଫିସ,୧୩ା୧:ଗଞ୍ଜାମ ଜିଲାରେ ଏବେ ସାଇବର ଅପରାଧୀଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରଥମେ ଅଜଣା ନମ୍ବରରେ ଫୋନ୍‌, ପରେ ଇନ୍‌ଷ୍ଟାଗ୍ରାମରେ ଚାଟିଂ କରି ଜଣେ ମହିଳାଙ୍କୁ ନିଜ ଜାଲରେ ଫସାଇଲା ସାଇବର ଠକ। ପରେ ବିଦେଶୀ ମୁଦ୍ରା ପାର୍ସଲ…

ତାରକା ଖେଳାଳି ଦେଇଛି ହକିର ଅନ୍ତୁଡ଼ିଶାଳ

ରାଉରକେଲା ଅଫିସ,୧୩।୧:(ଦିନେଶ ମିଶ୍ର): ହକିର ଅନ୍ତୁଡିଶାଳ ସୁନ୍ଦରଗଡ ଜିଲାରୁ ଆଜିଯାଏ ଜାତୀୟ ଓ ଅନ୍ତର୍ଜାତୀୟ ଦଳରେ ୬୦ ଜଣ ଖେଳାଳି ହକି ଖେଳିବାର ସୁଯୋଗ ପାଇଛନ୍ତି। ଜିଲାର ରାଜଗାଙ୍ଗପୁର ଓ ବାଲିଶଙ୍କରା ବ୍ଲକରୁ ଅଧିକ ଖେଳାଳି ଜାତୀୟ ସ୍ତରରେ ଖେଳିବାର ସୁଯୋଗ…

ରାଜ୍ୟ ସରକାରଙ୍କୁ ବିସ୍ତୃତ ରିପୋର୍ଟ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୧୩ା୧: ରାଜ୍ୟରେ ଚାଲିଥିବା ବେଆଇନ ଗୋହତ୍ୟା ଓ ଗୋ-ଚାଲାଣ ରୋକିବାକୁ ସରକାର କ’ଣସବୁ ପଦକ୍ଷେପ ନେଇଛନ୍ତି, ସେ ସମ୍ପର୍କରେ ବିସ୍ତୃତ ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ମୁରାହରି…

କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ସୃଷ୍ଟିହେଲା ୨୦ ନୂଆ ପଦବୀ

ଭୁବନେଶ୍ବର,୧୩ା୧(ବ୍ୟୁରୋ): କେନ୍ଦୁଝରରେ ୩୩୦ ଶଯ୍ୟା ବିଶିଷ୍ଟ ଜିଲା ମୁଖ୍ୟ ଚିକିତ୍ସାଳୟ ନିମନ୍ତେ ବିଭିନ୍ନ ବର୍ଗରେ ୨୦ଟି ନୂଆ ପଦବୀ ସୃଷ୍ଟି କରାଯାଇଛି। ଏ ସମ୍ପର୍କରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶିତ କାର୍ଯ୍ୟାଳୟ ଆଦେଶରୁ ଜଣାପଡ଼ିଛି। ରାଜ୍ୟ ସରକାରଙ୍କ…

ଫେବୃୟାରୀ ୨୭ ସୁଦ୍ଧା ତଦନ୍ତ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ମଙ୍ଗୁଳି-ଜଗତପୁର,୧୩ା୧(ଡି.ଏନ.ଏ.): ଚୌଦ୍ୱାର ପୌରପାଳିକା ଅଧୀନ ୧୯ଟି ଓ୍ବାର୍ଡରେ ଉନ୍ନତି ଯୋଜନାରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ବାବଦରେ ଲକ୍ଷାଧିକ ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ସୂଚନା ଅଧିକାର କର୍ମୀ ମନୋଜ ସାହୁ ଓ ଶ୍ରୀକାନ୍ତ ପାକଳ ଗତ ମେ’ରେ…

ପାଇପ୍‌ ଫାଟି ରାସ୍ତାରେ ପାଣି ଜମୁଛି

ନାଉଗାଁ,୧୩ା୧(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ଗୋଠଦା ଗ୍ରାମରେ ଦୀର୍ଘ ୧୫ ଦିନରୁ ଊର୍ଦ୍ଧ୍ୱ ହେବ ପାଣି ପାଇପ୍‌ ଫାଟିଯାଇଛି। ଫଳରେ ରାସ୍ତାରେ ପାଣି ଜମିବା ସହ ଲୋକେ ବିଶୁଦ୍ଧ ପାନୀୟ ଜଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଦୀର୍ଘ ଦିନ ହେବ ପାଣି…

ପ୍ରୋତ୍ସାହନ ଅଭାବ: ଲୁଣିମାଠିଆ ଆଦିବାସୀ ହକି ଖେଳାଳି

ମହାକାଳପଡ଼ା,୧୩ା୧(ଡି.ଏନ୍‌.ଏ.): ହକି ବିଶ୍ୱକପ୍‌ ପାଇଁ ସାରା ଓଡ଼ିଶା ସହ ବିଶ୍ୱ ଚଳଚଞ୍ଚଳ ହୋଇଉଠିଛି। ରାଜ୍ୟର ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ବିଭିନ୍ନ ଦେଶରୁ ଆସିଥିବା ଖେଳାଳି ଖେଳ ନୈପୁଣ୍ୟତା ଦେଖାଇବେ। ହେଲେ କେନ୍ଦ୍ରାପଡ଼ା ଜିଲା…

ପୁଣି ବଢୁଛି ଦଲାଲଙ୍କ ରାଜ୍‌

ଯାଜପୁର ଅଫିସ,୧୩ା୧: ଯାଜପୁର ଜିଲାର ଚଣ୍ଡିଖୋଲ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆରଟିଓ)ରେ ଚାଲିଥିବା ବ୍ୟାପକ ଦୁର୍ନୀତି ଏବଂ ଦଲାଲ୍‌ରାଜ ସମ୍ପର୍କରେ ବାରମ୍ବାର ଅଭିଯୋଗ ହୋଇଆସୁଛି। ଏଦିଗରେ ଜିଲା ପ୍ରଶାସନର ନିଦ ଭାଙ୍ଗୁନାହିଁ । ଏଠାରେ ସାଧାରଣ ଡ୍ରାଇଭିଂ ଲାଇସେନ୍ସଠାରୁ ଆରମ୍ଭ କରିି ଭାରିଯାନଗୁଡ଼ିକର…

୧୭ କି.ମି. ଦୌଡ଼ିଲେ କୁନି ଧାବକ ରୁଦ୍ର

ମାଲକାନଗିରି,୧୩ା୧ (ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ମାଲ୍ୟବନ୍ତ ମହୋତ୍ସବ ଅବସରରେ ଜିଲା ସଂସ୍କୃତି ପରିଷଦ ଏବଂ ଜିଲା କ୍ରୀଡ଼ା ବିଭାଗ ପକ୍ଷରୁ ଗୁରୁବାର ଏକ ମିନି ମାରାଥନ (ଗଣଦୌଡ଼) ଆୟୋଜିତ ହୋଇଥିଲା। ଏଥିରେ ୬ ବର୍ଷର କୁନି ଧାବକ ରୁଦ୍ରପ୍ରସାଦ ସେଠୀ ୧୭…

ଆଜି ମହାପ୍ରଭୁଙ୍କ ନବାଙ୍କ ବେଶ

ପୁରୀ ଅଫିସ,୧୩।୧: ଶ୍ରୀମନ୍ଦିରରେ ଶୁକ୍ରବାର ମହାପ୍ରଭୁଙ୍କ ନବାଙ୍କ ବେଶ ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ ମକର ସଂକ୍ରାନ୍ତି ପୂର୍ବଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନବାଙ୍କ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହୋଇଥାଏ। ଏହିଦିନ ସନ୍ଧ୍ୟା ଆଳତି…

ଜାତୀୟ ପତାକାକୁ ଅସମ୍ମାନ କରି ପିଇଓ ଗିରଫ

ଗୋପ/କୋଣାର୍କ,୧୩।୧(ଡି.ଏନ୍‌.ଏ.): ଭାରତର ଜାତୀୟ ପତାକାକୁ ଅସମ୍ମାନ କରିଥିବା ଅଭିଯୋଗରେ କୋଣାର୍କ ଥାନା ପୋଲିସ ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଙ୍କୁ ଗୁରୁବାର ଗିରଫ କରିଛି। ସେ ହେଲେ ଉକ୍ତ ଥାନା ତଥା ଗୋପ ବ୍ଲକ ଅନ୍ତର୍ଗତ ଶିମିଳି ପଞ୍ଚାୟତର ପ୍ରଶାନ୍ତ କୁମାର ସ୍ବାଇଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?