ଆମ ଜିଲା ଖବର

ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ୨ ମୃତ, ଜଣେ ଗୁରୁତର

ଗଜପତି,୧୮ା୨(ଡି.ଏନ୍‌.ଏ.): ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ୨ ମୃତ, ଜଣେ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ଗଜପତି ଜିଲା ଆର. ଉଦୟଗିରି ଥାନା ଶିଆଳିଲଟି ପଞ୍ଚାୟତ ବେତାରସିଂ ଗ୍ରାମରେ। ମୃତକମାନେ ହେଲେ ଗଣେଶ ନାୟକ (୧୮) ଏବଂ ଅମ୍ବିକା ନାୟକ…

ଜିଲା ସଂସ୍କୃତି ଭବନ ଉଦ୍‌ଘାଟନ ବେଳେ ବିଜେଡି-କଂଗ୍ରେସ ମୁହାଁମୁହିଁ

ବଲାଙ୍ଗୀର ଅଫିସ, ୧୮ା୨: ବଲାଙ୍ଗୀର କୋଶଳ କଳାମଣ୍ଡଳ ପରିସରରେ ଶୁକ୍ରବାର ଜିଲା ସଂସ୍କୃତି ଭବନ ନବୀକରଣ ଏବଂ ଲୋକାର୍ପଣ ସମାରୋହ ଚାଲିଥିବାବେଳେ ବିଜେଡି ଏବଂ କଂଗ୍ରେସ କର୍ମୀ ମୁହଁାମୁହିଁ ହୋଇଥିଲେ। ଅତିଥିଭାବେ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ରୋହିତ ପୂଜାରୀ, ରାଜ୍ୟ ସଭା…

ଧବଳେଶ୍ୱରଙ୍କ ପୀଠ ଚଳଚଞ୍ଚଳ: ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ଼

କଟକ ଅଫିସ,୧୮।୨: କଟକ ଜିଲା ଆଠଗଡ଼ ବାବା ଧବଳେଶ୍ୱରଙ୍କ ପୀଠରେ ମହାଶିବରାତ୍ରି ଧୁମ୍‌ଧାମ୍‌ରେ ପାଳନ ହେଉଛି। ମନ୍ଦିର ଚଳଚଞ୍ଚଳ ହୋଇଥିବା ବେଳେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ହଜାର ହଜାର ଭକ୍ତଙ୍କ ସମାଗମ ହୋଇଛି। ଶାନ୍ତିଶୃଙ୍ଖଳାର ସହ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ…

୨ ହଜାର ଟଙ୍କାରେ ରାଶନ କାର୍ଡ ବନ୍ଧା

ଭବାନୀପାଟଣା,୧୮।୨(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ କାମ ମିଳୁ ନ ଥିବା ଯୋଗୁ ଗରିବ ଲୋକେ କାମ ଅନ୍ବେଷଣରେ ଅନ୍ୟ ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି। ଜିଲାର ଜୁନାଗଡ ବ୍ଲକ ମିଚାଗାଁର ଧର୍ମାନନ୍ଦ ଦୁର୍ଗା ରାଶନ କାର୍ଡକୁ ୨ ହଜାର ଟଙ୍କାରେ ବନ୍ଧା ପକାଇ…

ଅସୁରକ୍ଷିତ ସର୍କିଟ ହାଉସ

ସମ୍ବଲପୁର,୧୮ା୨(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ଅଧୀନରେ ରହିଛି ସରକାରଙ୍କ ସର୍କିଟ ହାଉସ। ଏଠାରେ ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଥିବା ଭିଭିଆଇପି, ବରିଷ୍ଠ ଅଧିକାରୀ, ନେତା, ମନ୍ତ୍ରୀମାନେ ରହଣି କରନ୍ତି। ସେମାନଙ୍କୁ ପୋଲିସ ପକ୍ଷରୁ ସୁରକ୍ଷା ମଧ୍ୟ ଯୋଗାଇ ଦିଆଯାଇଥାଏ।…

ଆଶ୍‌ପଣ୍ଡ ଡମ୍ପିଂୟାର୍ଡକୁ ବିରୋଧ

ସମ୍ବଲପୁର,୧୮ା୨(ବ୍ୟୁରୋ): ସମ୍ବଲପୁର ଜିଲା ରେଙ୍ଗାଲି ଶିଳ୍ପାଞ୍ଚଳର କତରବଗା ଲୁଧାପାଲି ଗ୍ରାମ ନିକଟରେ ଏକ ଆସପଣ୍ଡ ଡମ୍ପିଂୟାର୍ଡକୁ ନେଇ ବିବାଦ ଲାଗିରହିଛି। ଶୁକ୍ରବାର ଏହି ବିବାଦ ଉଗ୍ରରୂପ ନେଇଥିଲା। ସ୍ଥାନୀୟ ଜନପ୍ରତିନିଧି ସହ ବିଜେଡି କର୍ମୀ ଓ ଗ୍ରାମବାସୀ ଆସପଣ୍ଡକୁ ବିରୋଧ କରିବାରୁ…

ହିରୋ ଜୁମ୍‌ ୧୧୦ ସିସି ସ୍କୁଟରର ବଜାର ପ୍ରବେଶ

ବରଗଡ଼ ଅଫିସ୍‌,୧୮।୨: ବିଶ୍ୱର ଏକ ନମ୍ବର ମୋଟରସାଇକେଲ ନିର୍ମାତା ହିରୋ ମୋଟୋକର୍ପ ପକ୍ଷରୁ ୧୧୦ ସିସି ବିଶିଷ୍ଟ ସ୍କୁଟରର ସ୍କୁଟର ଜୁମ୍‌ର ବଜାର ପ୍ରବେଶ ହୋଇଛି । ଏହି ପରିପ୍ରେକ୍ଷୀରେ ବରଗଡ଼ସ୍ଥିତ ଅଧିକୃତ ବିକ୍ରେତା ଆକାଶ ମୋଟର୍ସ ପରିସରରେ ଏହାର ସ୍ବତନ୍ତ୍ର…

ବସ୍ତି ଅଞ୍ଚଳରେ ପାନୀୟଜଳ ସମସ୍ୟା ଉତ୍କଟ

ରାଉରକେଲା ଅଫିସ,୧୮।୨: ରାଉରକେଲା ସହରର ୬୦ରୁ ଊର୍ଦ୍ଧ୍ୱ ବସ୍ତିରେ ପାନୀୟଜଳ ସମସ୍ୟା ଉକତ୍ଟ ହୋଇଛି। ଫଳରେ ବସ୍ତିବାସିନ୍ଦା ପାନୀୟଜଳ ସମସ୍ୟା ଯୋଗୁ ଉବୁଟୁବୁ ହେଉଛନ୍ତି। ଅନେକ ବସ୍ତିରେ ପାନୀୟଜଳ ଯୋଗାଣ ନିମନ୍ତେ ପାଇପ୍‌ ବିଛା କାର୍ଯ୍ୟ ସରି ସାରିଥିଲେ ହେଁ ପାଇପ୍‌ଗୁଡିକ…

‘ମିଶନ ଶକ୍ତି କାଫେ’: ଏସ୍‌ଏଚ୍‌ଜି ମହିଳାଙ୍କୁ ଜୀବିକା

ସୁନ୍ଦରଗଡ଼, ୧୮।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାର ବ୍ଲକ ସଦରମହକୁମାଗୁଡ଼ିକୁ ପ୍ରତିଦିନ ବିଭିନ୍ନ କାମରେ ଆସୁଥିବା ଲୋକମାନଙ୍କ ସୁବିଧା ପାଇଁ ସରକାରଙ୍କ ତରଫରୁ ଖୋଲାଯାଇଛି ‘ମିଶନ ଶକ୍ତି କାଫେ’। ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଦ୍ୱାରା ପରିଚାଳିତ ଏହି କାଫେରେ ସ୍ବାସ୍ଥ୍ୟକର ପରିବେଶ…

ଅତ୍ୟାଧୁନିକ ଆଦର୍ଶ ବସ୍‌ଷ୍ଟାଣ୍ଡ ନେଇ ଜାଗା ଚିହ୍ନଟ

ପଦ୍ମପୁର, ୧୮।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଅଧୀନ ଜୁକବନ୍ଧ କଲୋନି ନିକଟରେ ନୂତନ ଭାବେ ଅତ୍ୟାଧୁନିକ ଆଦର୍ଶ ବସ୍‌ଷ୍ଟାଣ୍ଡ ନିର୍ମାଣ କରାଯିବା ନିମନ୍ତେ ପଦ୍ମପୁର ବ୍ଲକ ପ୍ରଶାସନ ଓ ଜିଲା ପରିବହନ ବିଭାଗ ଜାଗା ଚିହ୍ନଟ କରିଛନ୍ତି। ଯାତ୍ରୀ ପରିବହନ…

ନାଲ୍‌କୋରେ ଠିକା ଶ୍ରମିକଙ୍କ ଆନ୍ଦୋଳନ

ଦାମନଯୋଡି,୧୮ା୨(ଡି.ଏନ.ଏ.): ନବରତ୍ନ ଉଦ୍ୟୋଗ ନାଲକୋର ଦାମନଯୋଡି ପ୍ରକଳ୍ପରେ କାର୍ଯ୍ୟରତ ଠିକାଶ୍ରମିକଙ୍କ ପକ୍ଷରୁ ଶୁକ୍ରବାର ପ୍ଲାଣ୍ଟ ମୁଖ୍ୟ ଫାଟକ ବାହାରେ ବିକ୍ଷୋଭ ପ୍ରଦର୍ଶନ କରି ଏକ ୫ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଥିଲା। କ୍ୟାଣ୍ଟିନ ଓ ଅତିରିକ୍ତ ଭତ୍ତା ବୃଦ୍ଧି, ଅବସରକାଳୀନ ପ୍ରୋତ୍ସାହନ…

ଜିଲାରେ ୨୬୫ ବଦଳରେ ଅଛନ୍ତି ୧୦୬ ଡାକ୍ତର

ନବରଙ୍ଗପୁର,୧୮।୨(ବି.ପ୍ର.): ସ୍ବାସ୍ଥ୍ୟ ହିଁ ସମ୍ପଦ। ସରକାର ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ବାସ୍ତବରେ ତାହାର ଓଲଟା ଚିତ୍ର ଦେଖିବାକୁ ମିଳୁଛି। ନବରଙ୍ଗପୁରରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଥିବା ନେଇ ସରକାର ଡିଣ୍ଡିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?